ରାଜ୍ୟରେ ଆକ୍ରାନ୍ତଙ୍କ ୧୦ ଲକ୍ଷ ୮୪କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ସାମ୍ପଲ୍ ଟେଷ୍ଟ ୭୧,୨୬୪ ହୋଇଥିବା ବେଳେ ପଜିଟିଭିଟି ୧.୨୭% ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ।
ତାଲିବାନୀଙ୍କ ଉପରେ ନଜର ରହିଛି ଏବଂ ନାଟୋର ନିଷ୍ପତ୍ତି ପ୍ରକାରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଆମେରିକୀୟ ରାଷ୍ଟ୍ରପତି ଜୋ ବାଇଡେନ। ଅନ୍ୟପଟେ ଆଫଗାନିସ୍ତାନ ଦଖଲ ପରେ ବଦଳିଛି ତାଲିବାନର ମିଜାଜ୍। ତାଲିବାନୀ ଯାହା କହୁଛନ୍ତି କାମ କରୁଛନ୍ତି ଓଲଟା।
ଦେଶର ସ୍ୱାର୍ଥ କଥା ଆସିଥିବାରୁ ଆମ ସମସ୍ତଙ୍କୁ ଏହାର ଉର୍ଦ୍ଧ୍ୱକୁ ଯାଇ ଏକାଠି ହେବାର ସମୟ ଆସିଛି। ୨୦୨୪ ନିର୍ବାଚନ ହେଉଛି ଏକମାତ୍ର ଲକ୍ଷ୍ୟ। ଏହି ଚ୍ୟାଲେଞ୍ଜର ଆମେ ସମ୍ମୁଖୀନ ହୋଇପାରିବେ। ଏକଜୁଟ ହୋଇ କାମ କରିବା ଛଡ଼ା ଆଉ କିଛି ବାଟ ନାହିଁ ବୋଲି କହିଛନ୍ତି ସୋନିଆ ଗାନ୍ଧି।
କେନ୍ଦ୍ର ସରକାରଙ୍କ ମିଶନ୍ କୋଭିଡ୍ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ଏହି ଟିକାକୁ ବିକଶିତ କରାଯାଇଛି। ଗତ ଜୁଲାଇ ୧ ତାରିଖରେ ଏହି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡିସିଜିଏକୁ ଅନୁମତି ମାଗିଥିଲା ଜାଇଡସ୍ କାଡ଼ିଲା। ଦେଶବ୍ୟାପୀ ପ୍ରାୟ ୨୮ ହଜାର ସ୍ୱେଛାସେବୀଙ୍କ ଉପରେ ଏହାର ପରୀକ୍ଷଣ କରାଯାଇଥିଲା।
ଏପରିକି ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକଙ୍କୁ ଧସ୍ତାଧସ୍ତି କରିବା ସହ ଚେୟାର ଟେବୁଲ ଭଙ୍ଗାରୁଜା କରିଥିଲେ। ଚାଷୀ ପରେ ଝରିଗାଁ ତହସିଲଦାର, ଉମରକୋଟ ଏସଡିପିଓ ଓ ଝରିଗାଁ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାସୁଝା କରିଛନ୍ତି। ଆଗକୁ ଅଧିକ ସାର ଆସିଲେ ଚାଷୀଙ୍କୁ ଦିଆଯିବ ବୋଲି ଝରିଗାଁ ତହସିଲଦାର କହିଛନ୍ତି।
ନୂଆ ନିୟମ ଅନୁସାରେ ନିର୍ବାଚନ ଶେଷ ହେବାପରେ ପ୍ରିଜାଇଡିଂ ଅଫିସର୍ ପ୍ରାର୍ଥୀ କିମ୍ବା ପୁଲିଂ ଏଜେଣ୍ଟଙ୍କ ଉପସ୍ଥିତିରେ ବ୍ୟାଲଟ୍ ବକ୍ସ ଓ ଅନ୍ୟାନ୍ୟ ପେପର୍ ସିଲ୍ କରି ଇଲେକସନ୍ ଅଫିସରଙ୍କ ପାଖକୁ ପଠାଯିବ। ସମସ୍ତ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ବ୍ଲକ୍ରେ ଧାର୍ଯ୍ୟ ତାରିଖ ଦିନ କାଉଣ୍ଟିଂ ହେବ। ଏଥିପାଇଁ ଏଥର...
ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ତଥ୍ୟ କହୁଛି, ପ୍ରଥମ ଓ ଦ୍ୱିତୀୟ ଲହରରେ ବି କରୋନାରେ ଶିଶୁ ସଂକ୍ରମିତ ହୋଇଛନ୍ତି। ଏପରିକି ପ୍ରାଣ ବି ହରାଇଛନ୍ତି ଏକାଧିକ ଶିଶୁ ଏବଂ କିଶୋର। ପ୍ରଥମ ଲହରରେ ୧୩ ଓ ଦ୍ୱିତୀୟ ଲହରରେ ୨୩ ଶିଶୁ ଓ କିଶୋରଙ୍କ ମୃତ୍ୟୁ ହୋଇଛି। ତେଣେ ଆନ୍ତର୍ଜାତିକ ଓ ଜାତୀୟ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ...
ନୂଆ ନିୟମ ଅନୁସାରେ ଭୋଟ ଗ୍ରହଣ ଶେଷ ହେବାପରେ ପ୍ରିଜାଇଡିଂ ଅଫିସର୍, ପ୍ରାର୍ଥୀ କିମ୍ବା ପୁଲିଂ ଏଜେଣ୍ଟଙ୍କ ଉପସ୍ଥିତିରେ ବେଲଟ୍ ବକ୍ସ ଓ ଅନ୍ୟାନ୍ୟ ପେପର୍ ସିଲ୍ଡ କରିବେ। ତାପରେ ତାକୁ ଇଲେକସନ୍ ଅଫିସରଙ୍କ ପାଖକୁ ପଠାଯିବ। ଆଉ ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ହେବାପରେ ବ୍ଲକରେ କାଉଣ୍ଟିଂ ହେବ।
ଠକ ମହିଳା ଜଣକ ନିଜକୁ ଜଗାବଳିଆ ସଂସ୍ଥାର ସଭାନେତ୍ରୀ ଓ ସାଙ୍ଗରେ ଆସିଥିବା ଯୁବକଙ୍କୁ ସମ୍ପାଦକ ବୋଲି ପରିଚୟ ଦେଇଥିଲେ। ଶ୍ରମିକଙ୍କୁ ଶ୍ରମିକକାର୍ଡ ଓ ଆଧାରକାର୍ଡ ଧରି ପଡ଼ିଆବେଡା ହାଟକୁ ଡାକିଥିଲେ। ୧୫୦୦ଟଙ୍କାର ଲୋଭ ଦେଖାଇ ପ୍ରତେକଙ୍କ ଠୁ ଲୁଟିନେଲେ ୨୦୦ଟଙ୍କା ନେଇଯାଇଥିଲେ।
ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଉଭୟଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେଠାରୁ ଦୁଇ ମନ୍ତ୍ରୀ ପୁରୀ ଅଭିମୁଖେ ଯାଇଛନ୍ତି। ବାଟରେ ବିଭିନ୍ନ ସ୍ଥାନରେ ଉଭୟଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଜଗନ୍ନାଥ ଦର୍ଶନ ପରେ ଦୁଇ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ଫେରିବେ।
ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ଯେ ସମ୍ଭାବ୍ୟ ଶିଶୁ ସଂକ୍ରମଣ ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ଆବଶ୍ୟକୀୟ ବେଡ୍, ଆଇସିୟୁ ଚିହ୍ନଟ କରି ରଖାଯାଇଛି। ଯେଉଁମାନଙ୍କର ଆବଶ୍ୟକ ପଡ଼ୁଛି ସେମାନଙ୍କୁ ଆଡମିଶନ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଶିଶୁଙ୍କ ଲାଗି ୩ ହଜାର ବେଡ୍ ବ୍ୟବସ୍ଥା କରାଯାଇଛି।
ସେ ଅନେକ ଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ପରେ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଇକ୍ମୋ ଚିକିତ୍ସା ପାଇଁ ହାଇଦ୍ରାବାଦ ନିଆଯାଇଥିଲା। ସେ ୮୪ ଦିନ ହେବ ଇକ୍ମୋ ଚିକିତ୍ସାରେ ଚିକିତ୍ସିତ ହେଉଥିଲେ।
ପଞ୍ଚାୟତ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ନାୟକଙ୍କ ଅଭିଯୋଗ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘରକୁ କଚ୍ଚା ଘର ଦର୍ଶାଇ ନିଜ ଇଚ୍ଛା ମୁତାବକ ଲୋକଙ୍କୁ ବାଣ୍ଟିବାକୁ ଚାପ ପକାଉଥିଲେ ସ୍ଥାନୀୟ ସରପଞ୍ଚ ସ୍ବାମୀ ସୁର ଭୂୟାଁ। ଏମିତିକି ଗତକାଲି ବ୍ଲକ ଅଫିସ୍ ପରିସରରେ ସୁର ତାଙ୍କୁ ଅଶ୍ଳୀଳ ଭାଷାରେ...
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ସାମ୍ପଲ୍ ଟେଷ୍ଟ ୬୬,୨୮୧ କରାଯାଇଥିଲା। ପଜିଟିଭିଟି ୧.୫୭% ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ।
ବ୍ୟାସକବିଙ୍କ ପ୍ରତିଟି ଲେଖା କାଳଜୟୀ ଓ ପ୍ରାସଙ୍ଗିକ। ଏବେ ବି ଅନେକ କିଛି ତାଙ୍କ ହାତ ଲେଖା ଅପ୍ରକାଶିତ ଅବସ୍ଥାରେ ରହିଛି। ଯାହା ପ୍ରକାଶନ ପାଇଁ ୨୦୧୯ ମସିହାରେ ତାଙ୍କ ଅଣନାତୁଣୀ ପ୍ରଫେସର ମୀନାକ୍ଷୀ ଦତ୍ତ ପ୍ରକ୍ରିୟା ଆରମ୍ଭ କରିଥିଲେ।
ଆଫଗାନିସ୍ତାନରେ ତାଲିବାନର ଦଖଲ ପରେ ରାଷ୍ଟ୍ରପତି ଆସ୍ରଫ୍ ଘନି ଦେଶ ଛାଡ଼ି ପଳାୟନ କରିଥିଲେ। ବିବୃତ୍ତି ଜାରି କରି ଲେଖିଥିଲେ ଯେ, ଦେଶରେ ରକ୍ତବନ୍ୟାକୁ ରୋକିବା ପାଇଁ ଦେଶ ଛାଡ଼ିବା ଭଳି ସର୍ବୋତ୍ତମ ଉପାୟ ଅବଲମ୍ବନ କରିଛନ୍ତି। ଏହା ତାଙ୍କ ପାଇଁ କଠିନ ନିଷ୍ପତ୍ତି ଥିଲା। ମୋତେ ସଶସ୍ତ୍ର ତାଲିବାନକୁ ସାମ୍ନା କରିବାକୁ ପଡିଥାନ୍ତା। ନହେଲେ...
କୋର୍ଟ ୧୨ଟି ପଏଣ୍ଟରେ ସିବିଆଇକୁ ଅଧିକ ସ୍ୱାଧୀନତା ଦେବାକୁ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏହି ପଏଣ୍ଟଗୁଡ଼ିକୁ କାର୍ଯ୍ୟକାରୀ କରାଇଲେ ‘ପଞ୍ଜୁରୀ ଭିତରର ଶୁଆ’ ଅଧିକ କ୍ଷମତା ପାଇପାରିବ ବୋଲି ହାଇକୋର୍ଟ କହିଛନ୍ତି।
ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା। ପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।...
ଅନଲାଇନ କ୍ଲାସ ଚିଲିକା ମାଛ ଆକାଶ କଂୟା ସଦୃଶ ହୋଇଛି। ଦାରିଦ୍ର୍ୟ ଓ ଅନୁନ୍ନତ ଅଞ୍ଚଳରେ ଡିଜିଟାଲ ଇଣ୍ଡିଆ ଅପହଞ୍ଚ। ଅଧିକାଂଶ ଅଞ୍ଚଳରେ ପିଲା ଅନଲାଇନ୍ କ୍ଲାସ କଣ ଜାଣିନାହାନ୍ତି। ତେଣୁ ଏହି ଅନଲାଇନ୍ କ୍ଲାସ ଏବଂ ପିଲାଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି।