• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

acf soumya ranjan mohapatra
ସୌମ୍ୟଙ୍କୁ ଚିକିତ୍ସା କରିଥିବା ୩ ଡାକ୍ତରଙ୍କୁ କ୍ରାଇମବ୍ରାଞ୍ଚ୍‌ର ଜେରା

ସୌମ୍ୟଙ୍କ ମୃତ୍ୟୁ ମାମଲାରେ ତଦନ୍ତ ଯେତେ ଆଗଉଛି, ସେତେ ନୂଆ ନୂଆ ଚରିତ୍ର ସାମନାକୁ ଆସିବାରେ ଲାଗିଛନ୍ତି। ଘଟଣା ସହ ଜଡିତ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଚାଲିଛି ମାରାଥନ୍ ଜେରା। ସହକର୍ମୀ ଏସିଏଫ୍, ଫରେଷ୍ଟ ଗାର୍ଡ, ରୋଷେୟା, ଜଗୁଆଳୀ, ମାଳି ଏବଂ ଆମ୍ବୁଲାନ୍ସ ଡ୍ରାଇଭର ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ସହ...

Senior Congress leader and former Kerala Chief Minister Oommen Chandy |
ଯୌନ ନିର୍ଯାତନା ଅଭିଯୋଗରେ କେରଳ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା

ପୀଡିତା ଜଣକ କହିଛନ୍ତି ଯେ ଯେତେବେଳେ ସୋଲାର ପ୍ରୋଜେକ୍ଟ ପାଇଁ ପରିଦର୍ଶନରେ ଯାଉଥିଲେ, ସେହି ସମୟରେ ଅଭିଯୁକ୍ତମାନେ ତାଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଏସବୁ ଘଟଣା ମନ୍ତ୍ରୀଙ୍କ ସରକାରୀ ବାସଭବନ, ଏମ୍‌ଏଲଏ ହଷ୍ଟେଲ ଓ ହୋଟେଲ ରୁମ୍‌ରେ ଘଟିଥିଲା।

Covid test Children
ଚିନ୍ତା ବଢାଉଛି କରୋନା ଟ୍ରେଣ୍ଡ୍: ବଢିଲା ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତଙ୍କ ସଂଖ୍ୟା

୪୧୫ ଲୋକାଲ କେସ୍ ହୋଇଥିବା ବେଳେ, ୫୭୮ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଛନ୍ତି।  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୭ ହଜାର ୧୪୬କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ।

meeting of Cabinet Committee
ଆଫଗାନିସ୍ତାନର ସଂଖ୍ୟାଲଘୁ ହିନ୍ଦୁ ଓ ଶିଖଙ୍କୁ ଶରଣ ଦେବ ଭାରତ

ତାଲିବାନ୍‌ର କାବୁଲ୍ ଅଧିକାର ପରେ ଆଫଗାନିସ୍ତାନର ସାଂପ୍ରତିକ ସ୍ଥିତି ଏବଂ ସେଠାରୁ ଭାରତୀୟଙ୍କୁ ସୁରକ୍ଷିତ ଉଦ୍ଧାର ନେଇ ବୈଠକରେ ବିଷଦ୍ ଆଲୋଚନା ହୋଇଛି। ଆଫଗାନିସ୍ତାନରେ ଫସିଥିବା ହିନ୍ଦୁ ଓ ଶିଖ୍ ମାନଙ୍କୁ କିଭଳି ସୁରକ୍ଷିତ ଭାବେ ସ୍ୱଦେଶ ଫେରାଇ ଅଣାଯିବ, ତାଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

Award Ceremony of Indian Hockey Team
୧୦ ବର୍ଷ ପାଇଁ ଭାରତୀୟ ହକି ଦଳର ପ୍ରାୟୋଜକ ହେବ ଓଡିଶା

ମୁଖ୍ୟମନ୍ତ୍ରୀ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା ଅବସରରେ ଓଡିଆ ମହିଳା ହକି ଖେଳାଳି ଦୀପଗ୍ରେସ ଏକ୍କାଙ୍କୁ ଶ୍ରେଷ୍ଠ ଡିଫେଣ୍ଡର ପୁରସ୍କାର ଦିଆଯାଇଛି ତାଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Taliban Leader Mujahid
ମହିଳାମାନେ ନିର୍ଯାତନାର ଶିକାର ହେବା ସଂଗଠନ ଚାହେଁନି: ତାଲିବାନ୍

ତାଲିବାନର ଅପ୍ରତ୍ୟାଶିତ ଅଗ୍ରଗତିକୁ ଦେଖି ନିଜ ଦୂତାବାସ କର୍ମଚାରୀଙ୍କୁ ତୁରନ୍ତ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଥିଲା ଭାରତ। କାରଣ ଭାରତୀୟ ଦୂତାବାସ କର୍ମଚାରୀ ତାଲିବାନର ରାଡାରରେ ଥିଲେ ।ତେବେ ତାଲିବାନର ଦ୍ରୁତ ଅଗ୍ରଗତି ଯୋଗୁ ଏହି କାର୍ଯ୍ୟ ଅତି ଆହ୍ୱାନପୂର୍ଣ୍ଣ ହୋଇଥିଲା। କାବୁଲ ବିମାନ ବନ୍ଦରରେ ଚରମ ବିଶୃଙ୍ଖଳା ସତ୍ତ୍ୱେ...

Rainfall
୨ ଦିନ ପ୍ରବଳ ବର୍ଷିବ

ଏପଟେ ଲଗାଣ ବର୍ଷାରେ ବେହାଲ୍ ହୋଇଛି ମାଲକାନଗିରି ଜିଲ୍ଲାର କୋରକଣ୍ଡା ଓ ଏମ୍‌ଭି-୩୭ ପୋଲ ଉପରେ ପାଣି କମୁଥିବାବେଳେ ପୋଟେରୁ, କାଙ୍କରିକୁଣ୍ଡା ଅଞ୍ଚଳରେ ପାଣି ବଢୁଛି। ମାଲକାନଗିିରିରୁ ମୋଟୁକୁ ଏବଂ ଆନ୍ଧ୍ରକୁ ଯୋଗାଯୋଗ ବିଛିନ୍ନ ହୋଇଛି।

Soumya bidyaBharati
ଆସିଲେ ନୂଆ ଚରିତ୍ର: ଘଟଣା ଦିନ ଉପସ୍ଥିତ ଥିଲେ ଜିଲ୍ଲାପାଳ

ପାରଳାଖେମୁଣ୍ଡି ଥାନା ପରିସରରେ ଥିବା ଗେଷ୍ଟ ହାଉସରେ ମାରାଥନ୍ ଜେରା କରୁଛି କ୍ରାଇମବ୍ରାଞ୍ଚ ଟିମ୍। ୫୦ ରୁ ୬୦ ପ୍ରଶ୍ନ, ଘଣ୍ଟା ଘଣ୍ଟାର ଘଣ୍ଟା-ଚକଟା ସମସ୍ତଙ୍କୁ ଗୁଡେଇ ତୁଡେଇ ପ୍ରଶ୍ନ କରୁଛି। ତଦନ୍ତକାରୀ ଟିମ୍ ତଦନ୍ତର ଚତୁର୍ଥ ଦିନ ତଥା ଜେରାର ଦ୍ୱିତୀୟ ଦିନରେ ପାଳି ପଡିଥିଲା ଜଗୁଆଳି,...

BJP Pressmeet
ପଛୁଆ ବର୍ଗଙ୍କ ପାଇଁ କେତେ ଖର୍ଚ୍ଚ କରିଛ?: ବିଜେପି

ରାଜ୍ୟରେ ପଛୁଆ ବର୍ଗଙ୍କୁ କରାଯାଉଥିବା ଅବହେଳା ଓ ସେମାନଙ୍କ ସମସ୍ୟା ସମାଧାନ ଲାଗି କେନ୍ଦ୍ର ପଛୁଆ ବର୍ଗ କମିଶନଙ୍କୁ ଫେରାଦ ହୋଇଛି। କମିଶନଙ୍କ ପକ୍ଷରୁ ଏକ ପ୍ରତିନିଧି ଦଳ ଏନେଇ ଅନୁଧ୍ୟାନ କରିବା ଲାଗି ଓଡ଼ିଶା ଆସିବ ବୋଲି ସୂଚନା ଦେଇଛି ବିଜେପି ଓବିସି ମୋର୍ଚ୍ଚା।

5t secretary  V.K Pandian
ଓଡ଼ିଆ ଅକ୍ଷର ଉପରେ ଚଢି ଅଡୁଆରେ ପାଣ୍ଡିଆନ୍ !

ଅକ୍ଷରମାଳାକୁ ବିଦ୍ୟାଦାତ୍ରୀ ସରସ୍ୱତୀ ଏବଂ ସଂଖ୍ୟାଗୁଡ଼ିକୁ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କ ପ୍ରତୀକ ଭାବେ ବିବେଚନା କରାଯାଉଥିବାବେଳେ ତା ଉପରେ ଚାଲିବା ଠିକ୍ ନୁହେଁ ବୋଲି ବିଭିନ୍ନ ସଂଗଠନ ଓ ବୁଦ୍ଧୀଜୀବୀ ମତ ରଖିଛନ୍ତି। ଖାଲି ସେତିକି ନୁହେଁ ଅଙ୍ଗନବାଡ଼ି କେନ୍ଦ୍ରର ସେହି କୋଠରୀ କାନ୍ଥରେ ଥିବା ଜାତୀୟ...

India Won
ଲର୍ଡସ୍‌ରେ ଇଂଲଣ୍ଡ ବିପକ୍ଷରେ ଭାରତର ଦମଦାର ବିଜୟ

ପଞ୍ଚମ ଦିନରେ ଦ୍ୱିତୀୟ ପାଳିରେ ଘରୋଇ ଦଳ ଆରମ୍ଭରୁ ବିପର୍ଯ୍ୟୟର ସାମ୍ନା କରିଥିଲା। ଟିମ୍ ଇଣ୍ଡିଆ ଲଞ୍ଚ ବ୍ରେକ୍ ସୁଦ୍ଧା ୮ ଓ୍ୱିକେଟ ବିନିମୟରେ ୨୯୮ ରନ୍ କରି ପାଳି ସମାପ୍ତ ଘୋଷଣା କରିଥିଲା। ଜବାବରେ ବ୍ରିଟିଶ ବାହିନୀ ଦ୍ୱିତୀୟ ପାଳି ଆରମ୍ଭରୁ ହିଁ ବିପର୍ଯ୍ୟୟର ସାମ୍ନା କରିଥିଲା।

File image of UN secretary general Antonio Guterres. AP
ଆତଙ୍କବାଦ ବିରୋଧୀ ଲଢେଇ ପାଇଁ ସାରା ବିଶ୍ୱ ଏକାଠି ହୁଅ: ଜାତିସଂଘ

ମହିଳାଙ୍କ ବିରୋଧରେ ହିଂସା ବଢିବାରେ ଲାଗିଛି। ଆଫଗାନିସ୍ତାନ ଛାଡିଥିବା ଶରଣାର୍ଥୀଙ୍କୁ ମାନବିକତା ଦୃଷ୍ଟିରୁ ନିଜ ଦେଶରେ ସ୍ଥାନ ଦେବାକୁ ସମସ୍ତ ଦେଶକୁ ଅନୁରୋଧ କରିଛନ୍ତି ଜାତିସଂଘ ମହାସଚିବ।   

Taliban Leader
ଆଫଗାନିସ୍ତାନ୍‌ର କବ୍‌ଜା ପଛରେ ତାଲିବାନର ୫ ଭିଲେନ୍ !

ତାଲିବାନ ସରକାରରେ ରାଷ୍ଟ୍ରପତି ହେବାକୁ ଥିବା ମୁଲ୍ଲା ଅବଦୁଲ ଘନି ବରାଦର କିଏ? ଏହି ସଂଗଠନରେ ଅଛନ୍ତି ଆଉ କେଉଁ କେଉଁ ଟପ୍ ନେତା? ନଜର ପକାନ୍ତୁ ତାଲିବାନର ପ୍ରମୁଖ ଦାୟିତ୍ୱ ସମ୍ଭାଳୁଥିବା ଟପ୍ ୫ ନେତାଙ୍କ ଉପରେ।

Taliban Leader
ପୂରା ଦେଶ ଦଖଲ ପାଇଁ ତାଲିବାନ ଅର୍ଥବଳ ପାଉଛି କେଉଁଠୁ?

୨୦୦୧ରେ ଓ୍ୱାଲ୍ଡ ଟ୍ରେଡ୍ ସେଣ୍ଟର ଆକ୍ରମଣ ପରେ ତାଲିବାନକୁ ନିପାତ କରିବା ପାଇଁ ଆଫଗାନିସ୍ତାନରେ ଆମେରିକା ସେନା ପ୍ରବେଶ କରିଥିଲା। ସେତେବେଳକୁ ଦେଶର ପ୍ରାୟ ୯୦ ପ୍ରତିଶତ ଅଞ୍ଚଳ ଦଖଲରେ ରଖିଥିବା ତାଲିବାନ, ଆମେରିକାର ଆକ୍ରମଣ ପରେ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଲା।

Corona Virus
'୧୮ବର୍ଷରୁ କମ୍ ବୟସ୍କଙ୍କୁ ସଂକ୍ରମଣ ଆଶଙ୍କା ସବୁଠୁ ବେଶୀ'

ଶିକ୍ଷାନୁଷ୍ଠାନରେ ଶିକ୍ଷକ ଓ କର୍ମଚାରୀ ଟିକାର ଦୁଇଟି ଯାକ ଡୋଜ୍ ନେବା ସହ ସଠିକ୍ କୋଭିଡ୍ ନିୟମ ମାନିବାକୁ ପଡ଼ିବ। ସେପଟେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି- ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମିତ ହେବା ଆଶଙ୍କା ଦେଖି ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେଇଛନ୍ତି।

Kotia
ଫାଟୁସିନେରୀରେ ମୁହାଁମୁହିଁ ସ୍ଥିତି: କାହାରିକୁ ପୁରାଇ ଦେବୁନି କହିଲେ ତାରା

ସାଂସଦ ଜୟରାମ ପାଙ୍ଗି ତଥା ଜିଲ୍ଲାର ଅନ୍ୟାନ୍ୟ ରାଜନୈତିକ ନେତୃବୃନ୍ଦ ତଥା ଆମ କୋଟିଆ ସଂଗଠନର ସଦସ୍ୟ ଏହି ବାରିକେଡ୍ ଲଗାଯାଇଥିବା ସ୍ଥାନରେ ଉପସ୍ଥିତ ରହି ପରିସ୍ଥିତିର ତଦାରଖ କରୁଥିବା ଦେଖାଯାଇଛି। 

ଅନ୍ତର୍ଜାତୀୟ ଖେଳାଳି
ଦାଦନ ଖଟୁଛନ୍ତି ଅନ୍ତର୍ଜାତୀୟ ଖେଳାଳି

ଦିନେ ହାତରେ ହକିଷ୍ଟିକ୍ ଧରି ନିଜର ପଡ଼ିଆରେ ନିଜର ଯାଦୁ ଦେଖାଉଥିବା ସନ୍ତୋଷ ଏବେ ଘରେ ଚାଷବାସ କରୁଛନ୍ତି। ଚାଷ କାମ ସରିଲେ ଗୋଆ ଯାଇ ଦାଦନ ଖଟୁଛନ୍ତି। ବଡ଼ କଥା ହେଉଛି ଇଗ୍ନେଶ, ପ୍ରବୋଧ ଓ ଦୀପଗ୍ରେସଙ୍କ ଭଳି ୧୦ରୁ ଅଧିକ ହକି ଖେଳାଳି ସନ୍ତୋଷଙ୍କ ଗାଁରୁ...

Leader Susmita Dev
କଂଗ୍ରେସରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

ସୁସ୍ମିତା ହେଉଛନ୍ତି ଆସାମ କଂଗ୍ରେସର ଅନ୍ୟତମ ପ୍ରଭାବଶାଳୀ ନେତା ସନ୍ତୋଷ ମୋହନ ଦେବଙ୍କ ଝିଅ। ପୂର୍ବରୁ ସେ ସିଲଚାର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବାପା ୭ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ ଓ ମନ୍ତ୍ରୀ ବି ରହିଥିଲେ। ସେ ୫ ଥର ସିଲଚାର ଓ ୨...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।