• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Afghan woman
ତାଲିବାନ ଆମକୁ ମାରିଦେବ, ସେଠି ଝିଅଙ୍କ ଅଧିକାର କିଛି ନାହିଁ: କାବୁଲ ଫେରନ୍ତା ମହିଳା

ସହରରେ ତାଲିବାନ ସେନା ପଶିବା ପରେ କାବୁଲବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ତାଲିବାନ କ୍ଷମତାକୁ ଆସିବା ପରେ, ସଂଗଠନର ଟପ୍ ନେତା ମୁଲ୍ଲା ବରାଦର୍ ଆଫଗାନିସ୍ତାନର ନୂଆ ରାଷ୍ଟ୍ରପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

 Chief Justice Of India NV Ramana
ସଂସଦରେ ବିନା ବିତର୍କରେ ପାରିତ ହେଉଛି ଆଇନ୍: ପ୍ରଧାନ ବିଚାରପତି

ସଂସଦରେ ଏମିତି ଆଇନ୍ ପାରିତ ହେଉଛି ଯେଉଁଥିରେ ବହୁତ ଦୁର୍ବଳତା ରହୁଛି। କେଉଁ ଉଦ୍ଦେଶ୍ୟରେ ଏଭଳି ଆଇନ୍ ତିଆରି ହେଉଛି ତାହା ସେ ଜାଣିପାରୁନଥିବା କହି ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନ ବିଚାରପତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ସମୟ ଥିଲା ସଂସଦର ଉଭୟ ଗୃହ ଓକିଲରେ ଭର୍ତ୍ତି ରହୁଥିଲେ।

reopening of Puri Jagannath temple
ରାତି ପାହିଲେ ଶ୍ରୀକ୍ଷେତ୍ରବାସୀଙ୍କ ଦର୍ଶନ ପାଇଁ ଖୋଲିବ ଶ୍ରୀମନ୍ଦିର

୮ ପ୍ଲାଟୁନ୍ ଫୋର୍ସ ସହ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସକାଳ ୭ଟାରୁ ଦିନ ୧୦ଟା ୩୦, ପୁଣି ୧୧ଟାରୁ ୨ଟା ୩୦ ଏବଂ ଶେଷରେ ଅପରାହ୍ଣ ୩ଟା ୩୦ରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ ଚାଲିବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। 

Corona Virus
କୋଭିଡ୍ ତଥ୍ୟକୁ ନେଇ ଚିନ୍ତା ପ୍ରକଟ କଲେ ଶିଶୁ ରୋଗ ବିଶେଷଜ୍ଞ

ଆଜିର ଶିଶୁ ସଂକ୍ରମଣ ତଥ୍ୟ ପରେ ଚିନ୍ତା ପ୍ରକାଶ କଲେଣି ଶିଶୁରୋଗ ବିଶେଷଜ୍ଞ। କହିଛନ୍ତି, ତୃତୀୟ ଲହରରେ ଶିଶୁଙ୍କ ସଂକ୍ରମଣ ସଂଖ୍ୟା ଅଧିକ ରହିବ।ତେଣୁ ୫ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତେ ମାସ୍କ ପିନ୍ଧନ୍ତୁ।

Health Director Bijay Mohapatra
ଶିଶୁଙ୍କ କ୍ଷେତ୍ରରେ ସଂକ୍ରମଣ ନେଇ କଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ?

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୪୪୨ଟି ଲୋକାଲ୍ କେସ୍ ମଧ୍ୟରୁ ୧୩୮ ଜଣ ହେଉଛନ୍ତି ଶୂନରୁ-୧୮ ବର୍ଷ ବୟସ ବର୍ଗର କରୋନା ପଜିଟିଭ୍। ଅର୍ଥାତ ଏବେ ପିଲାଙ୍କୁ ଘାରିଛି କରୋନା ସଂକ୍ରମଣ ଭୟ।

Soumya bidyaBharati
ସତ ସାମ୍ନାକୁ ଆସିବ: କ୍ରାଇମବ୍ରାଞ୍ଚ ଏଡିଜି

ଗତକାଲିଠାରୁ କ୍ରାଇମବ୍ରାଞ୍ଚ ତଦନ୍ତ ଦାୟିତ୍ୱ ନେବା ପରେ ସୌମ୍ୟଙ୍କ କ୍ୱାର୍ଟରକୁ ଏକ୍ସପର୍ଟ ଟିମ୍ ସହାୟତାରେ ତନ୍ନତନ୍ନ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଡିଏସ୍‌ପି ଜ୍ଞାନରଂଜନ ମିଶ୍ରଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ ସୌମ୍ୟଙ୍କ ସରକାରୀ କ୍ୱାର୍ଟରରେ ଯାଞ୍ଚ କରିଛି।

Wagha Border
ଓ୍ୱାଘାରେ ପାଳିତ ହେଲା ମିଠା ଆଦାନ ପ୍ରଦାନ ପର୍ବ

ସୀମାରେ ଦୁଇ ପକ୍ଷ ମଧ୍ୟରେ ଶାନ୍ତି ଓ ସୌହ୍ୱାର୍ଦ୍ଦ୍ୟ ଲାଗି ଏଭଳି ପରମ୍ପରା ପାଳନ କରାଯାଇ ଆସୁଛି। ଆଜି ପାକିସ୍ତାନ ସ୍ବାଧୀନତା ଦିବସ ଅବସରରେ ପାକିସ୍ତାନୀ ରେଞ୍ଜର ଭାରତୀୟ ସୁରକ୍ଷା ବଳଙ୍କୁ ମିଠା ପ୍ରଦାନ କରିଥିବା ବେଳେ ଆସନ୍ତାକାଲି ଭାରତ ପକ୍ଷରୁ ମଧ୍ୟ ପାକିସ୍ତାନୀ ରେଞ୍ଜରଙ୍କୁ ମିଠା ପ୍ରଦାନ କରାଯିବ ବୋଲି...

pitambar Acharya
OBCଙ୍କ ସ୍ୱାର୍ଥ ରକ୍ଷାରେ ରାଜ୍ୟ ସରକାର ବିଫଳ: ବିଜେପି

ଏହାର ଜବାବ ରଖିଛି ବିଜେଡି। ପିତାମ୍ବରଙ୍କୁ ପାଲଟା ମିଛୁଆ କହିବା ସହ ବିଜେଡିର ନିଷ୍ପତ୍ତି ଐତିହାସିକ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି। ଆସନ୍ତା ପଞ୍ଚାୟତ ଓ ପରବର୍ତ୍ତୀ ନିର୍ବାଚନରେ ୨୭ ପ୍ରତିଶତ ପଛୁଆ ବର୍ଗ ପ୍ରାର୍ଥୀ ଦେବା ନେଇ ଗତକାଲି ଘୋଷଣା କରିଥିଲା ବିଜେଡି। 

ଜଗା ସହିତ ସୁଭଦ୍ରା
ଜଗା ପାଖକୁ ଆସିଲେ ସୁଭଦ୍ରା

ଦୁଇ ଦୁଇଟି ଜଟିଳ ଅସ୍ତ୍ରୋପଚାର କରି ଯୋଡାମୁଣ୍ଡ ଶିଶୁ ଜଗା-ବଳିଆକୁ ଅଲଗା କରାଯାଇଥିଲା। ଦୀର୍ଘଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିବା ପରେ ଉଭୟଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଥିଲା।

ଏସିଏଫ ମୃତ୍ୟୁ ରହସ୍ୟ
ଏସିଏଫ୍ ମୃତ୍ୟୁ ରହସ୍ୟକୁ ଭେଦିପାରିବ କି CB: ୪ଟି ପ୍ରଶ୍ନର ଉତ୍ତର ଦିଅ ବୋଲି କହିଲେ ସୌମ୍ୟଙ୍କ ଭାଇ

ସୌମ୍ୟଙ୍କ ମୃତଦେହ ମିଳିଥିବା କୋଠରୀରେ ତନ୍ନତନ୍ନ ଯାଞ୍ଚ କରି ନମୁନା ସଂଗ୍ରହ କରିଛି। ପ୍ରାୟ ୨ ଘଣ୍ଟା ଧରି ଏକ୍ସପର୍ଟ ଟିମ୍ ସେଠାରେ ଯାଞ୍ଚ କରିଥିଲା। ଯାଞ୍ଚ ପରେ ତଦନ୍ତକାରୀ ଅଧିକାରୀ କହିଛନ୍ତି, ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ।

Shaurya Chakra
ଓଡ଼ିଶାର ୨ କମାଣ୍ଡୋଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର ସମ୍ମାନ

ଅଦମ୍ୟ ସାହସ ଓ ବୀରତ୍ୱ ପ୍ରଦର୍ଶନ କରିଥିବା ପୋଲିସର ଯବାନଙ୍କୁ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଥାଏ। ଓଡ଼ିଶା ପୋଲିସର ୨ କମାଣ୍ଡୋଙ୍କୁ ଏହି ସମ୍ମାନରେ ସମ୍ମାନିତ କରିବା ପାଇଁ ଚୟନ କରିଥିବାରୁ ପୋଲିସ ଡିଜି ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। 

Police Medal
ଓଡ଼ିଶାର ୬୭ ଜଣଙ୍କୁ ମିଳିବ ସାହସିକତା ପୋଲିସ ମେଡାଲ

ଓଡ଼ିଶାର ୬ ଅଗ୍ନିଶମ କର୍ମଚାରୀଙ୍କୁ ମେଡାଲ ନେଇ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଛି। ସାହସିକତା ପାଇଁ ଜୟନ୍ତ ନାୟକ, ଅକ୍ଷୟ ବେହେରା ମେଡାଲ ପାଇବେ। ଶ୍ରୀଚନ୍ଦନ ପରିଡ଼ା ଓ ତପନ ବେହେରା ମଧ୍ୟ ସାହସିକତା ମେଡାଲ ପାଇବେ। ଉଲ୍ଲେଖନୀୟ ସେବା ପାଇଁ ୨ ଅଗ୍ନିଶମ କର୍ମଚାରୀ ମେଡାଲ ପାଇବେ।

acf soumya ranjan mohapatra
ପୁଣି DFO, ବିଦ୍ୟାଭାରତୀଙ୍କୁ ଜେରା ହେବ: କ୍ରାଇମବ୍ରାଞ୍ଚ୍

ଗତ ମାସ ଜୁଲାଇ ୧୨ ରାତି ପ୍ରାୟ ୯ଟାରେ ଏସିଏଫ ସୌମ୍ୟରଂଜନ ପାରଳାଖେମୁଣ୍ଡିସ୍ଥିତ ବାସଭବନରେ ନିଆଁଁରେ ଜଳିଯାଇଥିଲେ ୯୦ ପ୍ରତିଶତ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପାରଳାଖେମୁଣ୍ଡି ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ଆଉ ଚିକିତ୍ସାଧୀନ ଅବସ୍ଥାରେ ୧୩ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା।

Vote
ଲୋକେ ବାଛିବେ ମେୟର ! ମତାମତ ଲୋଡ଼ିଲେ ସରକାର

ବିଜ୍ଞପ୍ତି ଅନୁସାରେ ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ-୧୯୯୪ର ଅଧ୍ୟାୟ ୩ରେ ସଂଶୋଧନ କରିଛନ୍ତି। ପୌରାଂଚଳ ଓ ବିଜ୍ଞପିତ ପରିଷଦର ଅଧ୍ୟକ୍ଷ ଏଣିକି ସିଧାସଳଖ ଭୋଟରଙ୍କ ଦ୍ୱାରା ନିର୍ବାଚିତ ହେବେ।

Taliban Militants
ତାଲିବାନ୍ କବ୍‌ଜାରେ କାନ୍ଦାହାର, ହେରାଡ

ଏବେ ସୁଦ୍ଧା ଆଫଗାନିସ୍ତାନର ଅଧାରୁ ଅଧିକ ଅଞ୍ଚଳକୁ ତାଲିବାନ ନିଜ କବଜାକୁ ନେଇସାରିଛି। ଯାହା ମଧ୍ୟରେ ବହୁ ପ୍ରମୁଖ ସହର, ବାଣିଜ୍ୟ କେନ୍ଦ୍ର ଓ ପ୍ରାନ୍ତୀୟ ରାଜଧାନୀ ଥିବା ଆମେରିକୀୟ ଗୁଇନ୍ଦା ସଂସ୍ଥା ପକ୍ଷରୁ କୁହାଯାଇଛି। ଅଫଗାନିସ୍ତାନର ୩୪ଟି ପ୍ରାନ୍ତୀୟ ରାଜଧାନୀରୁ ୧୦ଟିକୁ ମାତ୍ର ସପ୍ତାହକ ଭିତରେ ତାଲିବାନ ନିଜ ଦଖଲକୁ...

Fishery
ସମୁଦ୍ର ଭିତରେ ଅକାତକାତ ଜଳରେ ମାଛଚାଷ

ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସଂପଦ ଯୋଜନାରେ ଏହି ପାଇଲଟ ପ୍ରୋଜେକ୍ଟ  ବାଲେଶ୍ୱରରେ ଆରମ୍ଭ ହୋଇଛି। ତେବେ ପ୍ରକଳ୍ପ ପାଇଁ ଚଳିତବର୍ଷ ପ୍ରାୟ ୨ କୋଟି ୫୬ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ଓଡିଶାର ମତ୍ସ୍ୟଜୀବୀମାନେ ବେଶ ଲାଭବାନ ହୋଇପାରିବେ। ଆଗ୍ରାହୀ ଚାଷୀଙ୍କୁ ତାଲିମ ସହ...

Independence day rehearsal
ଫୁଲ୍ ଡ୍ରେସ ରିହରସେଲ: ରାଜ୍ୟସ୍ତରୀୟ ପରେଡରେ ଛାତ୍ରଛାତ୍ରୀଙ୍କୁ ମନା

କଟକ ବାରବାଟୀ ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ସରିଛି। ପୂର୍ବବର୍ଷ ଭଳି ଏ ବର୍ଷ ବି କରୋନା କଟକଣାରେ ଉତ୍ସବ ପାଳନ ହେବ। ଓଡ଼ିଶା ପୋଲିସ ଓ କମିଶନରେଟ ପୋଲିସର ଗୋଟିଏ ଲେଖାଏଁ ଗ୍ରୁପ ପରେଡ଼ରେ ଅଂଶଗ୍ରହଣ କରିବେ।

plus two Exam
ବଦଳିବ ଯୁକ୍ତ ଦୁଇ ରୂପରେଖ: ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ସହ ହେବ ଇଣ୍ଟରନାଲ୍ ଆସେସମେଣ୍ଟ

ଖୁବଶୀଘ୍ର ଏହାର ରୂପରେଖ ପ୍ରସ୍ତୁତ କରି ବିଜ୍ଞପ୍ତି ପ୍ରକାଶ କରିବାକୁ ଯାଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ବି ଏଦିଗରେ କାର୍ଯ୍ୟ ଆରମ୍ଭ କରିଛି। ଭବିଷ୍ୟତରେ ମହାମାରୀ ଯୋଗୁ ପରୀକ୍ଷା ବାତିଲ ହେଲେ ବି କଲେଜ୍ ଏବଂ ପରିଷଦ ପାଖରେ ପିଲାଙ୍କ ପ୍ରଦର୍ଶନର ତଥ୍ୟ...

Brown Sugar Seized
ଟ୍ରାନଜିଟ୍ ରୁଟ୍ ଥିବା ଓଡ଼ିଶା ଏବେ ପାଲଟିଯାଇଛି କି ନିଶା ବେପାରର ହବ୍ ?

ନିଶାର ନିଆଁଧୂଆଁରେ ସତେ ଯେମିତି ଆକ୍ତାମାକ୍ତା ରାଜଧାନୀ। କାରଣ ଅଫିମ କାହିଁକି, ପୁଳା ପୁଳା ବ୍ରାଉନସୁଗାର ଜବତ ହେଉଛି ଭୁବନେଶ୍ୱର ସମେତ ଉପକଣ୍ଠରୁ। ଖୋର୍ଦ୍ଧା ପାଖରୁ ଗତକାଲି ୧ କେଜି ୩୨୦ ଗ୍ରାମ ବ୍ରାଉନସୁଗାର ସହ ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।