• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Odisha politics
ପଞ୍ଚାୟତ ଭୋଟ୍ ପୂର୍ବରୁ ପଛୁଆବର୍ଗ କାର୍ଡ ଖେଳିଲା ବିଜେଡି

ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡିର ଏଭଳି ଘୋଷଣା ତୁଚ୍ଛା ଭେଳିକି ବୋଲି କହିଛନ୍ତି ବିରୋଧୀ। ରାଜ୍ୟ ବିଜେପି ଓବିସି ସେଲ୍ ମୁଖ୍ୟ କହିଛନ୍ତି, ଏହା ପଛୁଆବର୍ଗଙ୍କୁ ନୁହେଁ ବରଂ ବିଜେଡି ନେତାଙ୍କୁ ଥଇଥାନ ପାଇଁ ଯୋଜନା। ରାଜ୍ୟର ପ୍ରକୃତ ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବିଜେଡି...

Covid19
ଖୋଲିଲା ସ୍କୁଲ ବଢ଼ିଲା ସଂକ୍ରମଣ, ୩ ଦିନରେ ଓଡ଼ିଶାରୁ ୨ ଛାତ୍ରୀ ପଜିଟିଭ

କରୋନା ଭୟ ଥିଲେ ବି ସ୍କୁଲ ଖୋଲା ଯାଇଥିବାରୁ ବାଧ୍ୟହୋଇ ପିଲାଙ୍କୁ ସ୍କୁଲ ଛାଡ଼ୁଛନ୍ତି ଅଭିଭାବକ। ସ୍କୁଲରେ ଅନ୍ୟ ପିଲାଙ୍କ ସହ ମିଶିବାକୁ ପଡ଼ୁଥିବାରୁ ଟୀକା ଦେବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ। ଶିଶୁରୋଗ ବିଶେଷଜ୍ଞଙ୍କ କହିବା କଥା, ସାଧାରଣ ଫ୍ଲୁ ଓ କୋଭିଡ୍‌ର ଲକ୍ଷଣରେ ବିଶେଷ ଫରକ୍ ନାହିଁ। 

Kotia
ଜମି ଓଡ଼ିଶାର, କୃଷି ଋଣ ଦେବାକୁ ବାହାରିଲେଣି ଆନ୍ଧ୍ର ସରକାର

ଅଣସର୍ଭେ ଇଲାକା କୁହାଯାଉଥିବା କୋଟିଆ ଗ୍ରାମପୁଞ୍ଜରେ ୨୦୦୮ରେ ଜଙ୍ଗଲ ଜମି ଆଇନ ଅନୁଯାୟୀ, ଓଡ଼ିଶା ସରକାରଙ୍କ ପକ୍ଷରୁ ଦିଆଯାଇଥିଲା ଘର ଏବଂ ଚାଷ ଜମି ପାଇଁ ପଟ୍ଟା। ତାମଧ୍ୟରେ ଥିଲେ ଦୀର୍ଘ ବର୍ଷ ଧରି ଏଠି ବସବାସ କରୁଥିବା ଆନ୍ଧ୍ରର ଦୋରା ସଂପ୍ରଦାୟର ଆଦିବାସୀ। ତେବେ ତାଡ଼ିବାଲସାରେ ସରକାରୀ ସୁବିଧା...

Covid Test
୩ୟ ଲହର ମୁକାବିଲା: ପ୍ରତି ଜିଲ୍ଲାରେ ଗଠନ ହେବ ଟାସ୍କଫୋର୍ସ

ସ୍ଥିତି ଅନୁଧ୍ୟାନ ଓ ପର୍ଯ୍ୟବେକ୍ଷଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ଟାସ୍କ ଫୋର୍ସ ଗଠନ ହେବ। ଯେଉଁଥିରେ CDMO, PHO, ଜିଲ୍ଲା ସ୍ୱାସ୍ଥ୍ୟ ଅଧତ୍କାରୀ ଓ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ସଦସ୍ୟ ରହିବେ। କମିଟି ନିୟମିତ ଭାବେ ସ୍ଥିତି ଅନୁଧ୍ୟାନ କରିବ ଓ ସପ୍ତାହକରେ ଜିଲ୍ଲାପାଳ ସମୀକ୍ଷା...

Bijay Mohapatra, director of State Health Services Department
ତୃତୀୟ ଲହର ପାଇଁ ସଜବାଜ: ଶିଶୁଙ୍କ ପାଇଁ ୩ ହଜାର ବେଡ୍ ନିଷ୍ପତ୍ତି

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି ଯେ ତୃତୀୟ ଲହର ପାଇଁ ରହିଛୁ ପ୍ରସ୍ତୁତ। ଜେନେରାଲ ବେଡ଼ ଯେତିକି ବଢ଼ିବା କଥା ବଢ଼ିଛି। ଯେହେତୁ ତୃତୀୟ ଲହରରେ ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି, ତେଣୁ ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ପେଡ଼ିଆଟ୍ରିକ ବେଡ଼ ସଂଖ୍ୟା ବଢିବା ନେଇ ପ୍ରସ୍ତୁତି ଚାଲିଛି। 

Heavy Rainfall
୧୫ ପରେ ଆସିବ ଲଘୁଚାପ !

ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗି ରହିବ ବୋଲି କହିଛନ୍ତି। 

Pramila Pangi
ଡଙ୍ଗର ରାଣୀ ପ୍ରମିଳା: ବାପା ପାଇଁ ଜଙ୍ଗଲରେ ବିତୁଛି ଜୀବନ

୧୯୮୦ ମସିହାରେ ଭଗବାନ ପାଙ୍ଗି ଡାକ ବିଭାଗ କର୍ମଚାରୀଙ୍କ ଆକ୍ରୋଶର ଶିକାର ହେବା ପରେ ଡାକ ବିଭାଗରେ ଚାକିରି ଛାଡିଥିଲେ। ନିଜସ୍ୱ ଜମି ନଥିବାରୁ କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ ବାଲେଲ ପଞ୍ଚାୟତର ଏକଟାଗୁଡା ଜଙ୍ଗଲରେ ୪୦ ବର୍ଷ ତଳେ ଚାଲି ଆସିଥିଲେ ।

BJD leader Pravat Tripathy
ମୂର୍ତ୍ତିର ଉଚ୍ଚତା କମିଲେ କରୋନା କିପରି କମିବ: ପ୍ରଭାତ

ରାଜ୍ୟ ସରକାର ଧର୍ମୀୟ ଭାବନାକୁ ନେଇ ନିଷ୍ପତ୍ତି ନିଅନ୍ତୁ ବୋଲି ସେ କହିଛନ୍ତି। ନିୟମ ଟିକେ କୋହଳ ହେଲେ କରୋନା ବ୍ୟାପିବ ନାହିଁ। ତା ଛଡ଼ା ଗତବର୍ଷର ଅଭିଜ୍ଞତାକୁ ବିଚାରକୁ ନ ନେଇ ସରକାର ଏଥର ନିଷ୍ପତ୍ତି ନେଇଛନ୍ତି ବୋଲି ପ୍ରଭାତ କହିଛନ୍ତି।

plus two Admission
୧୨ରୁ ଯୁକ୍ତ ଦୁଇ ପାଇଁ ଆବେଦନ ଆରମ୍ଭ

ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍ କରିବା ପରେ ସେମାନଙ୍କ ପାଇଁ ଯୁକ୍ତ ଦୁଇରେ ଆବଶ୍ୟକ ସିଟ୍ ନଥିବା ଅଭିଯୋଗ ହୋଇଥିଲା। ଏହା ପରେ ସରକାର ଯୁକ୍ତ ଦୁଇ ସିଟ୍ ବଢ଼ାଯିବ ବୋଲି କହିଥିଲେ।

Allegation By Tweet
ମୁଖ୍ୟମନ୍ତ୍ରୀ, ଡିଜିଙ୍କୁ ଟ୍ୱିଟ୍‌ ପରେ ଗୃହବନ୍ଦୀ ଯୁବତୀଙ୍କୁ ଉଦ୍ଧାର କଲା ପୋଲିସ !

ଜଣେ ଯୁବକ ତାଙ୍କୁ ବିବାହ କରିବା ନିମନ୍ତେ ବାଧ୍ୟ କରିବା ସହ ମାନସିକ ଯନ୍ତ୍ରଣା ଦେଉଛନ୍ତି ଏବଂ ମାରିବାର ଧମକ ଦେଉଛନ୍ତି।  ଯାହା ଫଳରେ ୧୫ ଦିନ ହେବ ସମ୍ପୃକ୍ତ ଯୁବତୀ ଭୟରେ ଗୃହବନ୍ଦୀରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଓ ଡିଜିଙ୍କୁ ଟ୍ୱିଟ୍ କରି ନିଜର ସୁରକ୍ଷା ମାଗିଥିଲେ।

ଲୁଟେରା ଗ୍ୟାଙ୍ଗ୍
ଫିଲ୍ମ ଷ୍ଟାଇଲରେ କରୁଥିବା କାରନାମାର ଗୁମର ଫିଟାଇଦେଲା ଟ୍ରକ୍ ଡ୍ରାଇଭର

ଗତ ୮ ଦିନ ଭିତରେ ୫ଟି ଚେନ୍, ୩୦ ମୋବାଇଲ ଓ ୪ ବାଇକ୍ ଲୁଟି ପୋଲିସର ନିଦ ହଜାଇ ଦେଇଥିଲେ ଏହି ଲୁଟେରା ଗ୍ୟାଙ୍ଗ।  ଆଉ ଶେଷରେ ପୋଲିସ ହାତରେ ଧରାପଡିଛି ଏହି ଗ୍ୟାଙ୍ଗ।  ଧରା ନପଡିବା ପାଇଁ ଚୋରି କରିଥିବା ଗାଡିକୁ ଲୁଟ୍‌ରେ ବ୍ୟବହାର କରୁଥିଲେ। 

Covid19 Test
ରାଜ୍ୟରେ ଆଉ ୧୦୪୧ ପଜିଟିଭ ଚିହ୍ନଟ, ୬୪ ମୃତ

ଗତ ୨୪ ଘଣ୍ଟାରେ ୧୪୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ। ତେବେ ୫୬,୮୫୯ ଟେଷ୍ଟିଂ କରାଯାଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ୍ ୨ ପ୍ରତିଶତ ତଳେ ଅର୍ଥାତ୍ ୧.୮୩% ରହିଛି।

Maa Tarinee Temple
ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଲା ଘଟଗାଁ ତାରିଣୀ ମନ୍ଦିର

ତାରିଣୀ ମନ୍ଦିର ସହ କେନ୍ଦୁଝରର ଶ୍ରୀବଳଦେବଜୀଉ ମନ୍ଦିର ମଧ୍ୟ କାଲିଠୁ ଭକ୍ତଙ୍କ ଲାଗି ଖୋଲିବାକୁ ଯାଉଛି। ସେହିଭଳି କେନ୍ଦୁଝର ଜିଲ୍ଲାର ଅନ୍ୟ ସବୁ ଧର୍ମାନୁଷ୍ଠାନ ମଧ୍ୟ ଖୋଲିବ। ତେବେ ସୋମବାର ଦିନ ଜିଲ୍ଲାର ସବୁ ଶୈବପୀଠକୁ ଭକ୍ତଙ୍କୁ ବାରଣ କରାଯାଇଛି।

Lingaraj Temple
୨୩ରୁ ଭୁବନେଶ୍ୱରରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

୨୩ ତାରିଖରୁ ଭୁବନେଶ୍ୱରରେ ସମସ୍ତ ମସଜିଦ୍, ଚର୍ଚ୍ଚ ଓ ଗୁରୁଦ୍ୱାର ଖୋଲିବାକୁ ଅନୁମତି ମିଳିଛି। ତେବେ ଏସବୁ ଧାର୍ମିକ ସ୍ଥଳରେ ଏକକାଳୀନ ୨୫ରୁ ଅଧିକ ଭକ୍ତଙ୍କୁ ଭିତରକୁ ଛଡ଼ାଯିବ ନାହିଁ। ରୀତିନୀତି ପାଇଁ ନିୟୋଜିତ ହେବାକୁ ଥିବା ପୂଜକଙ୍କ ଆରଟିପିସିଆର ଟେଷ୍ଟ ନେଗେଟିଭ୍ ଥିବା ସହ କୋଭିଡ୍ ଟିକାର...

CM Naveen Pattnaik
ରାଜ୍ୟରେ ନିର୍ମାଣ ହେବ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମ

ଇନଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଭାରୋତ୍ତୋଳନ ସହ ଯୋଗାଭ୍ୟାସ, ବ୍ୟାୟାମଶାଳା ରହିବ ପ୍ରାକୃତିକ ବିପର୍ଯ୍ୟୟ ବେଳେ ଷ୍ଟାଡିୟମକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବା ସହ ମହାମାରୀ ବେଳେ ଡାକ୍ତରଖାନା ଭାବେ ମଧ୍ୟ ବ୍ୟବହାର କରାଯାଇ ପାରିବ।

PM Narendra Modi
ସାମୁଦ୍ରିକ ସୁରକ୍ଷା ନେଇ ମୋଦି ଦେଲେ ୫ ମନ୍ତ୍ର

ସାମୁଦ୍ରିକ ଐତିହ୍ୟର ବ୍ୟବହାର ପାଇଁ ଆମକୁ ପରସ୍ପର ସହ ବୁଝାମଣା କରିବାକୁ ହେବ। କୌଣସି ଦେଶ ଏକକୀ ସାମୁଦ୍ରିକ ସୁରକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିପାରିବ ନାହିଁ। ମଳିତ ପ୍ରୟାସରେ ହିଁ ଏହା ସମ୍ଭବ। ଏହି ଚିନ୍ତାଧାରା ସହିତ ଆମେ ସାମୁଦ୍ରିକ ଶିଳ୍ପ ପ୍ରସଙ୍ଗକୁ ସୁରକ୍ଷା ପରିଷଦକୁ ଆଣିଛୁ।...

vaccine for foreigners
ଏଣିକି ବିଦେଶୀଙ୍କୁ ମିଳିବ 'ଭାରତ' ଭ୍ୟାକ୍ସିନ

ବିଶେଷକରି ମେଟ୍ରୋ ସହରଗୁଡ଼ିକରେ ବହୁ ସଂଖ୍ୟାରେ ବିଦେଶୀ ରହୁଥିବାରୁ, ସୁରକ୍ଷା ଦୃଷ୍ଟିରୁ ସେମାନଙ୍କ ଲାଗି ମଧ୍ୟ କୋଭିଡ୍ ଟିକା ଦେବା ଲାଗି ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଏହାଫଳରେ ଦେଶରେ ରହୁଥିବା ବିଦେଶୀ ନାଗରିକ ମଧ୍ୟ ସୁରକ୍ଷାକୁ ମଧ୍ୟ ନିଶ୍ଚିତ କରାଯାଇପାରିବ।

Covid death
ରାଜ୍ୟ ସରକାର କରୋନା ମୃତ୍ୟୁ ତଥ୍ୟ ଲୁଚାଇଛନ୍ତି: ବିଜେପି

ଏବେ ପ୍ରଶ୍ନ ଉଠୁଛି, କୋଭିଡ୍ ଦ୍ୱିତୀୟ ଲହରରେ ପ୍ରକୃତରେ ରାଜ୍ୟର କେତେ ଲୋକଙ୍କ ଜୀବନ ଯାଇଛି? କଣ ପାଇଁ ସରୁନି ମୃତକଙ୍କ ଗଣତି? ଡେଥ୍ ଅଡିଟ୍ ଲାଗି ଆଉ କେତେ ଦିନ ଲାଗିବ? ସେନେଇ ବି କାହିଁକି କୌଣସି ସ୍ପଷ୍ଟ ଉତ୍ତର ରଖୁନାହାନ୍ତି ସରକାର।   

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।