ରାଜ୍ୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ଆଦି ସାମାଜିକ କାର୍ଯ୍ୟରେ ୨୦ରୁ ୨୫ ଜଣଙ୍କୁ ଅନୁମତି ମିଳୁଛି। ଏପରି ସ୍ଥଳେ ଲୋକେ ବାଧ୍ୟହୋଇ ନିରାଡମ୍ବର ଆୟୋଜନ କରୁଥିବାରୁ ସେମାନଙ୍କର କୌଣସି ଆବଶ୍ୟକତା ପଡୁନି। ତେଣୁ ସେମାନଙ୍କ ବ୍ୟବସାୟ ଠପ୍ ସାଙ୍ଗକୁ ସାଜ ସରଞ୍ଜାମରେ କଳଙ୍କି ଲାଗିଲାଣି।
ସେପଟେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ସରକାର ସଜାଗ ଅଛନ୍ତି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ଏବେ ବି ବର୍ଷା ହେବାର ସମୟ ଅଛି। ଜିଲ୍ଲାପାଳମାନେ ପ୍ରାକୃତିକ ବିପର୍ଯ୍ୟୟ କମିଟିକୁ ଦୈନିକ ବର୍ଷାର ରିପୋର୍ଟ ଦିଅନ୍ତି। ସରକାର ସବୁ ସମୟରେ ଚାଷୀଙ୍କ ସହ ଅଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି।
କରୋନାକୁ ହରେଇବାକୁ ହେଲେ ଏହାର ବ୍ରହ୍ମାସ୍ତ୍ର ହେଲା ଟିକାକରଣ। ଏହି ଟିକାକରଣ କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବା କଥା ଓ ସମସ୍ତ ନିୟମକୁ ମାନିବା ଆବଶ୍ୟକ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ସୂଚନା ଦେଇଛନ୍ତି। ଝାରସୁଗୁଡାରେ ଏକ ଟିକାକରଣ କେନ୍ଦ୍ର ପରିଦର୍ଶନରେ ଯାଇ ସ୍ୱାସ୍ଥ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି।
୪ ଛୁଆଙ୍କ ଜନ୍ମ ଖବର ଜାଣିବା ପରେ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର । ସେ ଲେଖିଛନ୍ତି ଯେ ଓଡ଼ିଶାରେ ଘଟିଲା ଭାରତୀୟ ଚିକିତ୍ସା ଇତିହାସର ଏକ ବିରଳ ମୁହୂର୍ତ୍ତ। ଏକାଥରେ ଜନ୍ମନେଲେ ୪ଟି ଲକ୍ଷ୍ମୀ ଆଉ ମୁଁ ହେଲି ମାମୁଁ ।
କେବଳ ରାଜ୍ୟ ନୁହେଁ, ଦେଶବ୍ୟାପୀ ଖାଇବା ତେଲର ଦାମ୍ ବଢ଼ିଥିବା ସ୍ୱୀକାର କରିଛନ୍ତି କେନ୍ଦ୍ର ଖାଦ୍ୟ ଓ ଖାଉଟୀ ବ୍ୟାପାର ମନ୍ତ୍ରୀ ପିୟୁଷ ଗୋୟଲ। ସଂସଦରେ ଉତ୍ତର ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ୨୦୧୬ରୁ ଦେଖିଲେ ଚଳିତ ବର୍ଷ ଖାଇବା ତେଲ ଦର ସବୁଠାରୁ ଅଧିକ ବଢ଼ିଛି।
ଜଣେ ବ୍ୟକ୍ତି ଭିନ୍ନ ଭିନ୍ନ ଭ୍ୟାକ୍ସିନ୍ର ଦୁଇଟି ଡୋଜ୍ ନେଲେ ଏହାର ପରିଣାମ କିଭଳି ରହୁଛି ଜାଣିବା ପାଇଁ ଆଇସିଏମ୍ଆର୍ ପକ୍ଷରୁ ଏଭଳି ଗବେଷଣା କରାଯାଇଥିଲା ଏହି ଗବେଷଣାରେ ୯୮ ଜଣଙ୍କୁ ସାମିଲ କରାଯାଇଥିଲା ସେଭିତରୁ ୪୦ ଜଣଙ୍କୁ କୋଭିସିଲ୍ଡର ଦୁଇଟି ଡୋଜ୍, ୪୦ ଜଣଙ୍କୁ କୋଭାକ୍ସିନର ଦୁଇଟି...
ଓଡ଼ିଶାରେ ଘଟିଲା ଭାରତୀୟ ଚିକିତ୍ସା ଇତିହାସର ଏକ ବିରଳ ମୁହୂର୍ତ୍ତ। ଏକାଥରେ ଜନ୍ମନେଲେ ୪ଟି ଲକ୍ଷ୍ମୀ ଆଉ ମୁଁ ହେଲି ମାମୁଁ । କିଛି ଦିନ ତଳେ ଭଂଜନଗର ଅଞ୍ଚଳର ଜଣେ ମହିଳା ଗର୍ଭବତୀ ଥିଲେ କିନ୍ତୁ ତାଙ୍କର ଗର୍ଭାଶୟରେ ୪ଟି ଶିଶୁ ଥିବା ଜଣାପଡିଥିଲା।
କରୋନାରେ ଜୟନ୍ତୀଙ୍କ ପୁରା ପରିବାର ସଂକ୍ରମିତ ହେବା ପରେ ଘରେ କ୍ୱାରେଣ୍ଟିନ୍ରେ ରହିଥିଲେ। ସେତେବେଳେ ଘରେ ଖାଲି ବସିବା ଅପେକ୍ଷା କିଛି କରିବା ପାଇଁ ଯୋଜନା କରିଥିଲେ ଜୟନ୍ତୀ। ପରେ ମାଆଙ୍କ ସହ ମିଶି ଏସବୁ ପ୍ରସ୍ତୁତ କରିବା ସହ ନୂଆ ବିଜନେସ୍ ସେଟ୍ଅପ୍ କରିଥିଲେ।
ସ୍ପ୍ରିଣ୍ଟ କୁଇନ୍ ପିିଟି ଉଷା ମଧ୍ୟ ଟୁଇଟ୍ କରିଛନ୍ତି ଯେ, ୩୭ ବର୍ଷ ପରେ ମୋ ଅପୂରଣୀୟ ସ୍ବପ୍ନ ସାକାର ହେଲା। ମିଲଖା ସିଂ ଓ ପିଟି ଉଷା ଆଥଲେଟିକ୍ସରେ ଅଲିମ୍ପିକ୍ସ ପଦକର ଅତି ନିକଟକୁ ଆସି ମଧ୍ୟ ଏହାକୁ ହାସଲ କରିବାରେ ସଫଳ ହୋଇନଥିଲେ।
କରୋନା ମିଟର ପୂରା ଖସି ନ ଥିଲେ ବି ଉଷ୍ମ ହେବାରେ ଲାଗିଛି ରାଜନୈତିକ ବାତାବରଣ। ବିଭିନ୍ନ ପ୍ରସଙ୍ଗ ଉଠାଇବା ହେଉ ବା ନିଜ ଦଳୀୟ ସଂଗଠନ ମଜବୁତ ହେଉ, ସବୁ ଦଳ ପକ୍ଷରୁ ବିଭିନ୍ନ ବାହାନାରେ ତୃଣମୂଳ ସ୍ତରର ଭୋଟରଙ୍କ ନିକଟତର ହେବାକୁ ଚାଲିଛି ପ୍ରୟାସ।
ଅପରପକ୍ଷେ ଯୁକ୍ତ ତିନି ଆଡମିଶନ୍ କ୍ଷେତ୍ରରେ ବି ପାଖାପାଖି ସମାନ ଅବସ୍ଥା। ୟା ଭିତରେ କଳା ଓ ଧନ୍ଦାମୂଳକ ଶିକ୍ଷାକୁ ଛାଡ଼ି ଦେଲେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇସାରିଲାଣି। ଏ ଦୁଇ ଷ୍ଟ୍ରିମ୍ରେ ବି ରେକର୍ଡ ସଂଖ୍ୟକ ପିଲା ପାସ୍ କରିଛନ୍ତି। ଏଥିସହ...
ଏହି ପୋଷ୍ଟ ପରେ ଅନେକ ଶୁଭେଚ୍ଛୁ ଓ ପ୍ରଶଂସକ ଶୁଭେଚ୍ଛା କରିଥିଲେ ବି ସମାଲୋଚନା କରିଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି ଯେ ବର୍ଷାଙ୍କୁ ସକାଳେ ୱିସ୍ ନକରି ଅପରାହ୍ନରେ କାହିଁକି କଲେ। ସେହି ପରି ଅନ୍ୟ ଜଣେ ଯୁଜର୍ସ ଲେଖିଛନ୍ତି ଯେ,ଏମିତି ଜଣେ ଦାୟିତ୍ଵବାନ ଏବଂ ଯତ୍ନବାନ ସ୍ୱାମୀ...
କିଛି ଦିନ ତଳେ ପାରଳାଖେମୁଣ୍ଡିର ACF ସୌମ୍ୟରଂଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସଂପର୍କୀୟ ଭାଇ ପରୋକ୍ଷରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଆଡ଼କୁ ଅଙ୍ଗୁଳି ଉଠାଇବା, ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସ୍ମାରକ ପତ୍ର ଦେବା ଏବଂ ଏସବୁ ଭିତରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ...
ଗୋଷ୍ଠୀ ସଂଘର୍ଷରେ ପ୍ରାୟ ୬ ଜଣ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅପରପକ୍ଷେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଉ ଏକ ଗୋଷ୍ଠୀ ପଳାଶୁଣିରେ ଏନ୍ଏଚ୍ ଅବରୋଧ କରିଥିଲେ। ଦୀର୍ଘ ସମୟ ପରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା।
ମ୍ୟାଚ ହାରିବା ପରେ ନିରାଶ ହୋଇପଡିଥିଲେ ଭାରତୀୟ ଖେଳାଳି। ସେମାନଙ୍କ ମୁହଁରେ ହତାଶାର ଭାବ ସ୍ପଷ୍ଟ ବାରି ହୋଇପଡୁଥିଲା। ମେଡାଲ ଜିତିବାରୁ ସୁଯୋଗ ଅଳ୍ପକେ ହାତଛଡ଼ା ହେବା ପରେ ଖେଳାଲିମାନେ ମ୍ରିୟମାଣ ହୋଇପଡିଥିଲେ। ବ୍ରିଟିଶ ଖେଳାଳି ମଧ୍ୟ ଆସି ଏମାନଙ୍କୁ ସାନ୍ତ୍ୱନା ଦେଇଥିଲେ।
ପ୍ରାୟ ୪ କୋଟିର ଆୟବହିର୍ଭୂତ ସଂପତ୍ତିର ଉତ୍ସ, ବେଆଇନ ନିବେଶ ଏବଂ ଦୁର୍ନୀତିର ବ୍ଲୁ ପ୍ରିଣ୍ଟ ଆଦି ଦିଗକୁ ନେଇ ଖୋଳତାଡ଼ କରୁ କରୁ ଏବେ କୁବେର ବିରଞ୍ଚିଙ୍କ ଖୋଲୁଛି ଭାନୁମତି ପେଡ଼ି। ତାହେଲେ ଚାକିରି ପାଇବାକୁ ହେଲେ ପଲିସି କରିବାକୁ ପଡ଼ିବ ବୋଲି ପ୍ରବର୍ତ୍ତାଉଥିଲେ କି ବିରଞ୍ଚି ?...
ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଡବଲ୍ ଡୋଜ୍ ପରେ ସଂକ୍ରମିତ ହୋଇଥିବା ଲୋକଙ୍କ ମଧ୍ୟରୁ ୭ ହଜାର ୯୨୪ ଜଣ ଦ୍ୱିତୀୟ ଡୋଜ୍ ନେବାର ୧୪ ଦିନ ପରେ ପଜିଟିଭ ବାହାରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ଡିଏମ୍ଇଟିଙ୍କ କହିବା କଥା- ଟିକା ଶତ ପ୍ରତିଶତ ସୁରକ୍ଷା ଦେଇପାରିବନି କିନ୍ତୁ ଟିକା ନେବା...
ଆଶ୍ଚର୍ଯ୍ୟର କଥା, ଜୟଦେବଙ୍କ ପତ୍ନୀ ପୁଷ୍ପଲତା ନାଁରେ ଅଛି ତିନି ତିନିଟି ଦାମୀ କାର ଏସବୁ ପରେ ବି ତାଙ୍କ ନାଁରେ ରହିଛି ଜବକାର୍ଡ। ସେହିଭଳି ସରପଞ୍ଚ ପୁଷ୍ପଲତା ପରିଡ଼ାଙ୍କ ସ୍ୱାମୀ ଯୁବ ବିଜେଡିର ବ୍ଲକ୍ ସଭାପତି ଥିଲେ ମଧ୍ୟ ମନରେଗା କାମର ଭେଣ୍ଡର ଭାବେ କାମ ବି କରୁଛନ୍ତି।...