• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Amit Rohidas and Birendra Lakra
'ଜାତୀୟ ଦଳକୁ ଆସିବେ ଅଧିକ ଓଡ଼ିଆ ଖେଳାଳି'

ଭାରତୀୟ ହକି ଦଳର ଦୁଇ ଓଡିଆ ସଦସ୍ୟ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇବା ସହ ପଡ଼ିଆରେ ଅମିତ ରୋହିଦାସଙ୍କ ଶକ୍ତି ଓ ସାମର୍ଥ୍ୟକୁ  ପ୍ରଶଂସା କରିଛନ୍ତି ମୋଦି।

vaccination focus in village
ଏଯାଏଁ ଅଧା ଲୋକଙ୍କ ପାଖରେ ପହଞ୍ଚିନି ପ୍ରଥମ ଡୋଜ୍ ଟିକା  

ତେବେ ଆଜି ସୁଦ୍ଧା ଦିଆଯାଇଛି ୧ କୋଟି ୭୪ ଲକ୍ଷ ଡୋଜ୍ ଟିକା। ୧ କୋଟି ୩୩ ଲକ୍ଷ ପ୍ରଥମ ଡୋଜ୍ ଟୀକା ନେଇଥିବା ବେଳେ ଦ୍ୱିତୀୟ ଡୋଜ୍ ନେଇଛନ୍ତି ୪୦ ଲକ୍ଷ ୬୮ ହଜାର। ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ କହିବା କଥା, ସହରାଞ୍ଚଳରେ ପାଖାପାଖି ୮୦ ଭାଗ...

ପାରମିତା ଶତପଥୀ
ପାରମିତା ଶତପଥୀଙ୍କୁ ମିଳିବ ଶାରଳା ପୁରସ୍କାର

କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କୌଣସି ସମାରୋହ ଆୟୋଜନ କରାନଯାଇ ବ୍ୟକ୍ତିଗତ ଭାବେ ପୁରସ୍କାର ପ୍ରଦାନ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପା ପକ୍ଷରୁ ଶାରଳା ପୁରସ୍କାର ପ୍ରଦାନ କରାଯାଉଛି। 

Death Mystery
ମୋ ପୁଅକୁ ହତ୍ୟା କରିଛି ତା' ବାନ୍ଧବୀ: ତୁଷାରଙ୍କ ବାପା

କଟକ ଖ୍ରୀଷ୍ଟ କଲେଜରେ ଯୁକ୍ତ ଦୁଇ ବାଣିଜ୍ୟର ତୁଷାର ଛାତ୍ର ଥିଲେ। ସେହି କଲେଜର ଜଣେ ଛାତ୍ରୀଙ୍କ ସହିତ ତୁଷାରଙ୍କ ଭଲ ସଂପର୍କ ଥିଲା। ଏମିତିକି ଘର ପରିବାର ସହିତ ମଧ୍ୟ ଉଭୟ ଚିହ୍ନାଜଣା ବୋଲି ଜଣାପଡିଛି। ଏବେ ତୁଷାରଙ୍କ ପରିବାର କହୁଛନ୍ତି, ସେହି ଝିଅଟିର ତା ବୟଫ୍ରେଣ୍ଡ ସହିତ ବ୍ରେକ୍ଅପ ହୋଇଥିବାରୁ...

Blackmail by unknown lady
ଭିଡିଓ କଲିଂ କରି ଡ୍ରେସ୍ ଖୋଲିଦେଲେ ଯୁବତୀ, ଫସିଗଲେ ଯୁବକ !

ରାତିରେ ମୋ ପାଖକୁ ଜଣେ ଯୁବତୀଙ୍କ ଫ୍ରେଣ୍ଡ ରିକ୍ୱେଷ୍ଟ ଆସିଥିଲା। ମୁଁ ତାଙ୍କୁ ଜାଣିନଥିଲି। ମୁଁ ଆସେପ୍ଟ କରିବା ପରେ ସେ ପ୍ରଥମେ ମୋ ସହ ଭଲରେ କଥା ହେଲେ। ତା ପରେ ଫେସ୍‌ବୁକ୍‌ରୁ ଡାଟା ସଂଗ୍ରହ କରିବା ଆରମ୍ଭ କରିଦେଲେ।

GST  Fraud Mastermind
୬୪୧ କୋଟି ଟଙ୍କାର ଏକ ଜାଲ୍ ବିଲ୍ ରାକେଟ୍‌ର ମାଷ୍ଟରମାଇଣ୍ଡ ଗିରଫ

ଦେଢବର୍ଷ ହେଲା ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ ବସନ୍ତଙ୍କୁ ଖୋଜୁଥିଲା। ଯାଜପୁର ଏନଫୋର୍ସମେଣ୍ଟ ୟୁନିଟ୍ ଦ୍ୱାରା ତଦନ୍ତ ଚାଲିଥିବା ଆଉ ଏକ ମାମଲାରେ ମଧ୍ୟ ସେ ସମ୍ପୃକ୍ତ ଥିଲେ। ଅନ୍ୟ ଦୁଇ ଜଣଙ୍କ ସହ ମିଶି ବସନ୍ତ ୬ଟି ଜାଲ୍ ବ୍ୟବସାୟୀକ କମ୍ପାନୀ ଚଳାଇଥିଲେ। ଏଥିରେ ୨୧୯ କୋଟି ୬୧ ଲକ୍ଷ ଟଙ୍କାର...

water logging in balesore
ରାସ୍ତା ଖଣ୍ଡିଏ ପାଇଁ ୨୦ ବର୍ଷ ହେଲାଣି ଦାବି, ଫଳ ଶୂନ

ସହରର ହାର୍ଟ କୁହାଯାଉଥିବା ଷ୍ଟେସନରୋଡ ଏବଂ ଓଟି ରୋଡକୁ ସଂଯୋଗ କରୁଛି ଏହି ରାସ୍ତା। ଏହି ରାସ୍ତାରେ ଗଲେ ଘରୋଇ ନର୍ସିଂହୋମ, ବଡ ବଡ ବ୍ୟବସାୟ ପ୍ରତିଷ୍ଠାନ ସହ କିଛି ପ୍ରତିଷ୍ଠିତ ଲୋକଙ୍କ ଘର ବି ରହିଛି। ହେଲେ ସାମାନ୍ୟ ବର୍ଷା ହେଲେ ରାସ୍ତା ହୋଇପଡେ ଜଳାର୍ଣ୍ଣବ। ସ୍ଥାନୀୟ ଲୋକଙ୍କ ଅଭିଯୋଗ,...

Bidyabharati panda
ବିଦ୍ୟାଭାରତୀଙ୍କ ଗାଁରେ ପୋଲିସ୍, କୁଆଡେ ଗଲେ ଡ୍ରାଇଭର?

ମିଳିଥିବା ସୂଚନା ଅନୁସାରେ, ବିଦ୍ୟାଭାରତୀଙ୍କ ଘରକୁ ଯାଇ ପ୍ରାୟ ଏକ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ହେଲାଣି ପଚରାଉଚରା କରିଛି। ପୋଲିସ କେବଳ ଅନ୍ଧାରରେ ବାଡି ବୁଲାଉଛି। ଏହି ମାମଲାରେ ଡିଏଫ୍‌ଓ ଆଗରୁ କ୍ଲିନ୍‌ଚିଟ୍ ପାଇଛନ୍ତି।     

DMET Chief CBK Mohanty
କେରଳ, ମହାରାଷ୍ଟ୍ରରେ କରୋନା ଉପର ମୁହାଁ, ଏହା ତୃତୀୟ ଲହର ସଂକେତ: DMET

ଶିଶୁଙ୍କୁ ଅଧିକ ସଂକ୍ରମଣ ଭୟ ଥିବାରୁ ସ୍ୱତନ୍ତ୍ର ବେଡ୍ ବ୍ୟବସ୍ଥା କରାଯାଇଛି। ଆମ ରାଜ୍ୟରେ ଡେଲ୍ଟା ଭାଇରସ୍ ସଂଖ୍ୟା ଅଧିକ ଥିଲେ ବି ସଂକ୍ରମଣ ହେଉନି ବୋଲି ସେ କହିଛନ୍ତି।

Nandankanan Zoological Park
ଖୋଲିଲା ନନ୍ଦନକାନନ, ୧୦ ନିୟମ ମାନନ୍ତୁ

ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ଗାଇଡଲାଇନ୍‌ ଅନୁମତି ଦେଇଛନ୍ତି। ଦୀର୍ଘ ଦିନ ପରେ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଅନୁମତି ମିଳିଥିବାରୁ କେଉଁ ଆଧାରରେ ନନ୍ଦନକାନନ ଖୋଲାଯିବ ତାହାର ତର୍ଜମା କରିଥିଲେ ନିର୍ଦ୍ଦେଶକ ମନୋଜ ମହାପାତ୍ର। 

Indian Hockey Team
ଟୋକିଓ ଅଲିମ୍ପିକ୍ସ: ହକିରେ ହାରିଲା ଭାରତ, ମଉଳିନି ପଦକ ଆଶା

ପ୍ରଥମ କ୍ୱାର୍ଟରରେ ଭାରତ ୨-୧ ଗୋଲରେ ଆଗୁଆ ରହିଥିଲା। ଦ୍ୱିତୀୟ କ୍ୱାର୍ଟରରେ ବେଲଜିୟମ ଗୋଲ ସୁଝାଇବାକୁ ବାରମ୍ବାର ଉଦ୍ୟମ କରିଥିଲା।ବେଲଜିୟମର ଆଲେକଜାଣ୍ଡାର ହେଣ୍ଡେରିକ୍ସ ୧୯ତମ ମିନିଟରେ ଗୋଲ ଦେଇ ଖେଳକୁ ସମାନ ସ୍ତରକୁ ଆଣିଥିଲେ।

Loot Expose
ନିଜ ଘରୁ ଚୋରି ହୋଇଥିବା କହି ଫସିଗଲେ ନନା !

ଗତ ୩୧ ତାରିଖରେ ରାୟଗଡା ରୟତ କଲୋନୀରେ ରହୁଥିବା ବିଶ୍ୱ ଗଣପତି ଶର୍ମା ନାମକ ବ୍ୟକ୍ତିଙ୍କ ଘରୁ ପ୍ରାୟ ୩୦ ଲକ୍ଷ ଟଙ୍କା ଏବଂ ୧୦ ଭରି ସୂନା ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଏଭଳି ଏକ ବଡ଼ଧରଣର ଚୋରି ଅଭିଯୋଗ ପରେ ତନାଘନା ଆରମ୍ଭ କରିଥିଲା ପୋଲିସ।

Wuhan Lab
ଚୀନ୍ ଲ୍ୟାବ୍‌ରୁ ଲିକ୍ ହୋଇଛି କରୋନା ଭାଇରସ୍

ବୈଦେଶିକ ବିଭାଗ ଗୃହ କମିଟିର ମୁଖ୍ୟ ରିପବ୍ଳିକାନ ମାଇକ୍ ମ୍ୟାକକଲ୍ ଏହି ରିପୋର୍ଟ ଜାରି କରିବା ସହ ଏହାର ପୁଙ୍ଗାନୁପୁଙ୍ଖ ତଦନ୍ତ କରିବାକୁ ଆହ୍ୱାନ ଦେଇଛନ୍ତି। ରିପୋର୍ଟରେ ଆହୁରି ମଧ୍ୟ ଦର୍ଶାଯାଇଛି ଯେ, ପରୀକ୍ଷଣ ବେଳେ ଉହାନ ଲ୍ୟାବରେ ପର୍ଯ୍ୟାପ୍ତ ସୁରକ୍ଷାଗତ ବ୍ୟବସ୍ଥା ନଥିଲା। 

Odisha High Court
ୟୁଟୁବ୍‌ରେ ଦେଖିପାରିବେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠର ଶୁଣାଣି ପ୍ରକ୍ରିୟାର ସିଧାପ୍ରସାରଣ

ଏହି ଲାଇଭ ଷ୍ଟ୍ରିମିଙ୍ଗ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୟୁଟୁବ ଚ୍ୟାନେଲରେ ଉପଲବ୍ଧ ହେଉଛି। ଏଥିସହ ଓଡ଼ିଶା ହାଇକୋର୍ଟ ମୋବାଇଲ ଆପ, ଅନଲାଇନ ଜରିଆରେ ନିମ୍ନ ଅଦାଲତରେ ଜୋରିମାନା ଆଦାୟ ବ୍ୟବସ୍ଥା, ଟ୍ୱିନ ସିଟିରେ ପରିବହନ ସମ୍ପର୍କିତ ଇ-ଚାଲାଣ ବିବାଦ ପାଇଁ ଭର୍ଚୁଆଲ କୋର୍ଟ ବ୍ୟବସ୍ଥା ଲୋକାର୍ପିତ କରାଯାଇଛି। 

soumya and Bidyabharti
ବିଦ୍ୟାଭାରତୀ ଗାଁକୁ ଯାଇ ଡ୍ରାଇଭରକୁ ପଚରାଉଚରା କରିବ ପୋଲିସ

ଅଦ୍ୟାବଧି କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ସୌମ୍ୟଙ୍କ ପରିବାର। ପୋଲିସ ଉପରେ ପ୍ରଶ୍ନ ଉଠାଇ ସୌମ୍ୟଙ୍କ ଭାଇ ଦାବି କରିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ବାପା, ମାଙ୍କୁ ନେଇଥିବା ଡ୍ରାଇଭରଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିବା ଦରକାର।

Biranchi Narayan Sahoo
ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଆୟ ବହିର୍ଭୂତ ସଂପତ୍ତି ଠୁଳ ନେଇ ବିରଞ୍ଚିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଭିଜିଲାନ୍ସ ଠାବ କରିଛି। ଆଜି ବିରଞ୍ଚିଙ୍କୁ ଚାକିରିରୁ ସସପେଣ୍ଡ ମଧ୍ୟ କରାଯାଇଥିଲା। 

Arun dey
ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ବାଲେଶ୍ୱରରୁ ୫ ଥର ବିଧାୟକ ଭାବେ ଅରୁଣ ନିର୍ବାଚିତ ହୋଇଥିଲେ। ୩ଥର ଏନସିପିରୁ, ଥରେ ଓଜିପିରୁ ଓ ଥରେ ସ୍ୱାଧୀନ ଭାବେ ସେ ଜିତିଥିଲେ।

congress Dengue awareness
ବସ୍ତିରେ ମଶାମରା ତେଲ, ବ୍ଲିଚିଂ ପାଉଡର ପକାଇଲା କଂଗ୍ରେସ

ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ବିଏମ୍‌ସି ଖାଲି ସଚେତନତା କାର୍ଯ୍ୟକ୍ରମରେ ସୀମିତ ଥିବା କଂଗ୍ରେସ ଅଭିଯୋଗ କରିଛି। ତେବେ କଂଗ୍ରେସର ଅଭିଯୋଗ ନେଇ ବିଏମ୍‌ସିର ପ୍ରତିକ୍ରିୟା ମିଳିପାରିନାହିଁ। 

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।