• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

CP Soumendra Priyadarshi
ଲକ୍‌ଡାଉନ୍‌ ପାଇଁ ବଢିଛି ସାଇବର କ୍ରାଇମ୍ !

କେବଳ ଜୁନ୍‌ରେ ଠକେଇ ନେଇ ୧୫ଟି ମାମଲା ରୁଜୁ ହୋଇଛି। ସାଇବର ଠକ ମୁଖ୍ୟତଃ UPI ମାଧ୍ୟମରେ ଅଧତ୍କ ଠକେଇ କରିଛନ୍ତି। ଏଥିସହ କ୍ରେଡିଟ୍ କାର୍ଡ, ଫୋନ କଲ୍‌ରେ ମଧ୍ୟ ଲୋକଙ୍କୁ ଠକିଛନ୍ତି। 

Dmet Chief CBK Mohanty
ଓଡ଼ିଶାରେ କାହିଁକି କମୁଛି ସଂକ୍ରମଣ? କାରଣ କହିଲେ DMET

ତେବେ ଏହା ବର୍ତ୍ତମାନର ସ୍ଥିତି ନୁହେଁ, ପୂର୍ବର ଲଗ୍‌କୁ କ୍ଲିୟର କରାଯାଉଛି। ଏବେ ପ୍ରକାଶିତ ହେଉଥିବା ମୃତ୍ୟୁ ସଂଖ୍ୟା ଅଡିଟେଡ୍ ଓଲ୍ଡ ରେକର୍ଡ। ଆଉ ୧୦ରୁ ୧୫ ଦିନ ଭିତରେ ଏହାର ଅଡିଟ ସରିଯିବ ବୋଲି ସେ କହିଛନ୍ତି।

Ossc Vigilance Raid
ଶିକ୍ଷିତ ବେକାରୀଙ୍କ ଆଗରେ ପ୍ରଭାବଶାଳୀ ବ୍ୟକ୍ତି ଥିଲେ ବିରଞ୍ଚି

ନିଯୁକ୍ତି ପ୍ରକ୍ରିୟାରେ ଯଦି ଅନିୟମିତତା ହେଉଥିଲା, ତାପଛରେ ପିଏସ୍ ବିରଞ୍ଚି ନାରାୟଣ ସାହୁ ସାଜିଥିଲେ କି କାର୍ପଟଦାର୍ ? କାରଣ ଚଢ଼ାଉବେଳେ ବିରଞ୍ଚିଙ୍କ ଘରୁ ଏକାଧିକ ଆଡ୍‌ମିଟ୍ କାର୍ଡ ପାଇଛି ଭିଜିଲାନ୍ସ। ବିରଞ୍ଚିଙ୍କ ପଛରେ ଅଛନ୍ତି କି ବଡ଼ମୁଣ୍ଡ? ବର୍ଷ ବର୍ଷ ଧରି ଆଶାୟୀ ଅଭିଯୋଗ କରୁଥିଲେ ବି...

Ambulance service Scam
କ୍ୟାମେରା ଲେନ୍ସରେ ଧରାପଡିଲା ୧୦୮ ଆମ୍ବୁଲାନ୍ସ କେଳେଙ୍କାରୀ

ଏବେ ପ୍ରଶ୍ନ କାହିଁକି ଏମିତି ବିନା ରୋଗୀରେ ଦୌଡୁଛନ୍ତି ଏ ଆମ୍ବୁଲାନ୍ସ? ଜଣେ ପୂର୍ବତନ ଆମ୍ବୁଲାନ୍ସ କର୍ମଚାରୀଙ୍କ ଅଭିଯୋଗ ଅନୁସାରେ,ଏମିତି ରାଜ୍ୟର ଅଧିକାଂଶ ଆମ୍ବୁଲାନ୍ସ ଫେକ୍ କଲ୍ କରାନ୍ତି କାରଣ ଗାଡି ଯେତେ ବାଟ ଗଡିବ ସେତେ ଟଙ୍କା ପାଇବ।

Nandankanan Zoological Park
ପର୍ଯ୍ୟଟକଙ୍କ ପାଇଁ ଖୋଲିବ ନନ୍ଦନକାନନ

ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ଗାଇଡଲାଇନ୍‌ ଅନୁମତି ଦେଇଛନ୍ତି। ଦୀର୍ଘ ଦିନ ପରେ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଅନୁମତି ମିଳିଥିବାରୁ କେଉଁ ଆଧାରରେ ନନ୍ଦନକାନନ ଖୋଲାଯିବ ତାହାର ତର୍ଜମା କରିଥିଲେ ନିର୍ଦ୍ଦେଶକ ମନୋଜ ମହାପାତ୍ର। 

India Hockey Tema
ଅଲିମ୍ପିକ୍ସ ସେମି ଫାଇନାଲରେ ଭାରତୀୟ ପୁରୁଷ ହକି ଦଳ

ଏହା ପୂର୍ବରୁ ୧୯୮୦ ଅଲିମ୍ପିକ୍ସରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିଲା। ତେବେ ଏହା ପରଠାରୁ ଭାରତ ଥରେ ବି ସେମିକୁ ଉତ୍ତୀର୍ଣ୍ଣ ହୋଇପାରିନାହିଁ। ଅନ୍ୟପକ୍ଷରେ ଭାରତୀୟ ମହିଳା ଟିମ୍ ଆସନ୍ତାକାଲି କ୍ୱାର୍ଟର୍ ଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ। 

PV sindhu
ଟୋକିଓ ଅଲିମ୍ପିକ୍ସ: ବ୍ରୋଞ୍ଜ ଜିତିଲେ ସିନ୍ଧୁ

ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ’ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।

Primary School
ଖୋଲିବ କି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ?

ଗତ ଜୁଲାଇ ୨୬ରୁ ରାଜ୍ୟରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ମଧ୍ୟ ଖୋଲାଯିବ। ସେପଟେ ଏକାଦଶ ଶ୍ରେଣୀରେ ତ ନାମଲେଖା ହୋଇନାହିଁ।

OSSC aspirants
OSSC ପରୀକ୍ଷାରେ ଦୁର୍ନୀତିର ଗନ୍ଧ ବାରିଲେ ଆଶାୟୀ

ଆବଶ୍ୟକ ପଡ଼ିଲେ ବିରଞ୍ଚିଙ୍କୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରାଯିବ ବୋଲି ଭିଜିଲାନ୍ସ ଏସ୍‌ପି ଆର. ପ୍ରକାଶ ସୂଚନା ଦେଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ କଟକ ଓ ଭୁବନେଶ୍ୱରରେ ବିରଞ୍ଚିଙ୍କ କୋଟି କୋଟି ଟଙ୍କାର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଦେଢ଼ କିଲୋ ଓଜନର ସୁନା ଅଳଙ୍କାର ସହ ନଗଦ...

Human Nature
କ୍ଷୁଦ୍ର ମାନବର କ୍ଷୁଧା

ମାନବ କିନ୍ତୁ ଦେବତା ପକ୍ଷରେ ରହି ଦାନବର ପ୍ରତିପକ୍ଷ ପାଲଟିଲା - ଯେତେବେଳେ ଜନ୍ମ ହୋଇନଥିଲା ଇତିହାସ। ପୁରାଣ ସୂଚନା ଦେଇଛି ଯେ, ଶେଷଯୁଦ୍ଧରେ ଦେବ-ମାନବ ମିଳିତ ପକ୍ଷ ନିକଟରେ ପରାଜୟପ୍ରାପ୍ତ ଦାନବ ଯାଇ ଆଶ୍ରୟ ନେଇଛି ଅତଳ ପାତାଳରେ!

Mother Affairs
ମା'ର ଅନୈତିକ ସମ୍ପର୍କର କାହାଣୀ ବଖାଣିଲେ ଭାଇ ଭଉଣୀ

ବାପା ଜେଲରେ ରହିବା ପରଠାରୁ ଉଭୟେ ଭାଇ ଭଉଣୀ ଚଳିବା ସମସ୍ୟା ହେଉଛି। ହେଲେ ବାହାର ଲୋକ ଘରକୁ ଆସି ମଦ୍ୟପାନ କରି ଯାବତୀୟ ଅନୈତିକ କାମ କରୁଛନ୍ତି। ଏଥିରେ ବିରୋଧ କଲେ ମା ଆମକୁ ପିଟୁଛନ୍ତି।

Dengue Panic
କୋଭିଡ୍ ଭୟ ଦୂର ନହେଉଣୁ, ଘାରିଲାଣି ଡେଙ୍ଗୁ ଡର

ଭୁବନେଶ୍ୱର ଭଳି କଟକରେ ବଢିଲାଣି ଡେଙ୍ଗୁ ଭୟ। ସହରରେ ୮ ଜଣ ରୋଗୀ ଚିହ୍ନଟ ହୋଇସାରିଥିବାରୁ ଏବେଠୁ ସତର୍କ ନହେଲେ ଆଗକୁ ସ୍ଥିତି ଜଟିଳ ହେବା ଆଶଙ୍କା ବଢିଯାଇଛି। ସମ୍ଭାବ୍ୟ ସ୍ଥିତିରୁ ରକ୍ଷା ପାଇବାକୁ ହେଲେ ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥାକୁ ପ୍ରଥମେ ସଜାଡିବାର ଆବଶ୍ୟକତା ରହିଛି। ସିଏମସି...

CROREPATI PS
କୁବେର ବିରଞ୍ଚିଙ୍କ କେଳେଙ୍କାରୀ ପଛରେ ବଡ଼ମୁଣ୍ଡ କିଏ ?

ଭିଜିଲାନ୍ସ ରେଡ୍ ବେଳେ ବିରଞ୍ଚିଙ୍କ ଘରୁ ନିଯୁକ୍ତି ସମ୍ପର୍କିତ ପରୀକ୍ଷାର ବହୁ ସଂଖ୍ୟକ ଆଡମିଟ କାର୍ଡ ମିଳିବା ପଛର ସମ୍ଭାବ୍ୟ କାରଣ ବି ଦର୍ଶାଇଛନ୍ତି। ଆବେଦନକାରୀ ହିଁ କେବଳ ଆଡ୍‌ମିଟ୍ କାର୍ଡ ଡାଉନଲୋଡ଼ କରିପାରିବେ। ତାହେଲେ ନିଯୁକ୍ତି ଆଳରେ ଆଶାୟୀଙ୍କ ସହ ମିଶି ବଡ଼ଧରଣର ରାକେଟ୍ ଚଳାଇଥିଲେ କି ବିରଞ୍ଚି ?...

plus 2 Exam
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି ।

odia Jatra
ଅଗଷ୍ଟରେ କଣ ରହିବ ଖୋଲା, କଣ ହେବ ବନ୍ଦ; ଜାଣନ୍ତୁ

ରାଜ୍ୟର ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ।  ଏଣିକି ରାସ୍ତା କଡ଼ ଦୋକାନରେ ଲୋକେ  ଖାଇ ପାରିବେ। ରାଜ୍ୟରେ ସାପ୍ତାହିକ ହାଟ ଖୋଲିବାକୁ ମଧ୍ୟ ଅନୁମତି ଦିଆଯାଇଛି। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଖୋଲାଯାଇ ପାରିବ। ମ୍ୟୁଜିୟମ, ପର୍ଯ୍ୟଟନ ସ୍ଥାନ ଖୋଲାଯାଇ ପାରିବ ବୋଲି SRC କହିଛନ୍ତି।

Unlock Guideline
ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା

ରାଜ୍ୟ ସରକାର ଜାରି କରିଥିବା କରୋନା କଟକଣା ଆଜି ସରୁଥିବାରୁ ଅଗଷ୍ଟ ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ସରକାର।  ମେ ୫ ରୁ ଲକ୍‌ଡାଉନ୍ ଘୋଷଣା କରାଯାଇଥିଲା। ଏହାର ୨ ମାସ ପରେ ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। 

Dengue Ward
ପ୍ରଥମ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଚର୍ଚ୍ଚାକୁ ନେଇ କଣ କହିଲା ବିଏମ୍‌ସି, ଜାଣନ୍ତୁ

ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ ରାଜ୍ୟରେ ୪୨୭ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିରୁ ଭୁବନେଶ୍ୱରରୁ ୨୭୬ କେସ୍ ଚିହ୍ନଟ ହୋଇଛି। ଗତ ୩୦ ତାରିଖ ଠାରୁ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଛି।

Iconic Horse
ଘୋଡ଼ା ଯେଉଁଠି ଥିଲା, ସେଇଠି ରହିବ !

ଗତ ଜୁନ୍‌ରେ ମାଷ୍ଟରକ୍ୟାଣ୍ଟିନ ଛକ ଦେଇ ମଲ୍ଟିମୋଡାଲ ହବ୍ ନିର୍ମାଣ ଲାଗି ଯୋଜନା କରାଯାଇଥିଲା। ତେବେ ସ୍ମାର୍ଟ ଜନପଥର ବିକାଶ ପାଇଁ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଘୋଡା ଏବଂ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମନାକୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।