• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

BBSR attack
କଳିମଞ୍ଜି ପୋତିଥିବା ରାଜାର ୩ ଦୋକାନକୁ ମାଟିରେ ମିଶାଇଲା ପୋଲିସ

ଅଧଘଣ୍ଟାଏରୁ ଅଧିକ ସମୟ ଧରି ସେମାନେ ମାଷ୍ଟର କ୍ୟାଣ୍ଟିନ୍‌ ଛକରେ ଆତଙ୍କରାଜ ଚଳାଇଥିଲେ। ଆଉ ତା’ପରେ ସେଠାରୁ ଚମ୍ପଟ ମାରିଲେ। ୨୦ ମିଟର୍ ଦୂରରେ ଆଉଟ୍‌ପୋଷ୍ଟ ଥିବା ସୱେ ପୋଲିସ ଜାଣିପାରିଲାନି କେମିତି।

DMET chief CBK Mohanty
ତରବରିଆ ଅନଲକ୍‌ ନିଷ୍ପତ୍ତି ନେଲେ ବଢିବ ବିପଦ: ଡିଏମ୍‌ଇଟି

ଦେଶରେ ଯଦି କେଉଁଠି ବଢୁଛି ତେବେ ଏହା ତୃତୀୟ ଲହର ଲକ୍ଷଣ ବୋଲି ଧରାଯିବ । କାରଣ ପ୍ରତି ପାଣ୍ଡେମିକରେ ଏମିତି ଦେଖାଯାଇଛି ।  ଯଦି ସେମିତି ଆବଶ୍ୟକ ନ ହୁଏ ତେବେ ଅନଲକ ହେବ ନାହିଁ ବୋଲି ସେ କହିଛନ୍ତି। 

Heavy Rainfall
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୨ ଜିଲ୍ଲାକୁ ୱାର୍ଣ୍ଣିଂ

ଗତକାଲି(ସୋମବାର) ହୋଇଥିବା  ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ଏବଂ ପରଦିନ ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Subhadra and Dillip
ବୁଲେଟ୍ ଦେଇନପାରିବାରୁ ନୂଆବୋହୂକୁ ଝୁଲାଇଦେଲେ !

ବର ପକ୍ଷରୁ ଦାବି ମୁତାବକ ଯାନି ଯୌତୁକ ସହ ଆସବାବପତ୍ର ଦିଆଯାଇଥିଲା। କିନ୍ତୁ ବାକି ରହିଯାଇଥିଲା ବୁଲେଟ। ବୁଲେଟ ଆଣିବା ପାଇଁ ବୋହୂ ଉପରେ ଶାଶୂଘର ଲୋକେ ବାରମ୍ବାର ଚାପ ପକାଉଥିଲେ।

vijay mallya
ବିଜୟ ମାଲ୍ୟା ଦେବାଳିଆ, ଜବତ ହେବ ସମ୍ପତ୍ତି

ତାଙ୍କ ବିରୋଧରେ ଚାଲିଥିବା ମାମଲାରେ ଭାରତୀୟ ବ୍ୟାଙ୍କଗୁଡ଼ିକର ବିଜୟ ହୋଇଥିବାରୁ ଏଣିକି ସାରା ବିଶ୍ୱରେ ଥିବା ମାଲ୍ୟାଙ୍କ ସମସ୍ତ ସଂପତ୍ତି ଜବତ ହୋଇପାରିବ। ସଂପତ୍ତି ଜବତ ଲାଗି ଭାରତୀୟ ବ୍ୟାଙ୍କଗୁଡ଼ିକୁ ଅନୁମତି ଦେଇଛନ୍ତି କୋର୍ଟ।

Entrance Exam
JEE ଆଡଭାନ୍ସଡ୍‌ ଲାଗି ତାରିଖ ଘୋଷଣା

କରୋନା ପାଇଁ ଗତବର୍ଷ ଜେଇଇ ଆଡଭାନ୍ସରୁ ବଂଚିତ ପରୀକ୍ଷାର୍ଥୀମାନେ ମଧ୍ୟ ଏଥର ଏହି ପରୀକ୍ଷା ଦେଇପାରିବେ। ଜେଇଇ ଆଡଭାନ୍ସରେ କୃତକାର୍ଯ୍ୟ ପରୀକ୍ଷାର୍ଥୀ ଆଇଆଇଟି ବାଦ୍ ଆଇଜର, ଆଆଇଏସଟି ସମେତ ଅନ୍ୟ ପ୍ରତିଷ୍ଠିତ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନରେ ପଢ଼ିବା ଲାଗି ସୁଯୋଗ ପାଇପାରିବେ।

Assam Police
ଅନ୍ଧାଧୁନ୍ ଗୁଳିମାଡ଼ରେ ଆସାମ ପୋଲିସର ୬ଜଣ ସୁରକ୍ଷାକର୍ମୀ ସହିଦ

ସମସ୍ୟାର ତୁରନ୍ତ ସମାଧାନ ପାଇଁ ସେ ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କ ସହ କଥା ହୋଇଛନ୍ତି ଓ ଦରକାର ପଡ଼ିଲେ ମିଜୋରାମ ରାଜଧାନୀ ଆଇଜଲକୁ ନିଜେ ଯାଇ କଥା ହେବେ ବୋଲି କହିଛନ୍ତି। ତେବେ ଆସାମ ସରକାର ପ୍ରଥମେ, ସୀମାରୁ ପୋଲିସ ଫୋର୍ସ ସହ ଅସାମାଜିକ ତତ୍ୱଙ୍କୁ ଅପସାରଣ କରିବାକୁ...

Tiger census
ଓଡ଼ିଶାରେ ବଢ଼ିଛି ନା କମିଛି ବାଘ ବଂଶ?

୨୦୦୪ ଗଣନାରେ ରାଜ୍ୟରେ ବାଘ ସଂଖ୍ୟା ଥିଲା ୧୯୨। ରାଜ୍ୟରେ ବାଘ ସଂଖ୍ୟା ଜାଣିବାକୁ ପ୍ରତି ୪ ବର୍ଷର ଥରେ ଗଣନା ହେଉଥିବା ବେଳେ ଏହା ପୂର୍ବରୁ ୨୦୧୮ ଓ ୨୦୧୪ରେ ହୋଇଥିବା ଗଣନାରେ ବାଘଙ୍କ ସଂଖ୍ୟା ଥିଲା ମାତ୍ର ୨୮। ଏହି ୧୪ ବର୍ଷ ଭିତରେ...

Hyder
କାହା ହାତରେ ମଲା ହାଇଦର୍?

ଅପରାହ୍ନ ପ୍ରାୟ ୩ଟା ୨୦ ମିନିଟ୍ ସମୟରେ ସିମୁଳିଆ ପାଖାପାଖି ଏକ ସ୍ଥାନରେ ପରିସ୍ରା ଯିବାକୁ କହି ଗାଡ଼ି ଅଟକାଇବାକୁ ହାଇଦର କହିଥିଲା। ହେଲେ ସୁରକ୍ଷା ଦୃଷ୍ଟିରୁ ମନା କରାଯାଇଥିଲା କିନ୍ତୁ ସେ ମଧୁମେହ ରୋଗୀ ହୋଇଥିବା ଦର୍ଶାଇ ବିରକ୍ତି ପ୍ରକାଶ କରିବାରୁ ସିମୁଳିଆ ହନୁମାନ ମନ୍ଦିର ନିକଟ ଡାଇଭରସନ୍‌ରେ ଗାଡ଼ି...

MLA  Bhoji
କରୋନା କଟକଣାକୁ ଚଟକଣା ! ଆଇନ୍‌ର ଧଜିଆ ଉଡାଇଲା ବିଧାୟକଙ୍କ ଭୋଜି

ବିଜେଡି ବିଧାୟକ ପୁର୍ଣ୍ଣଚନ୍ଦ୍ର ସ୍ୱାଇଁ ତାଙ୍କ ବାପା ମହାଦେବ ସ୍ୱାଇଁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଭୋଜିର ଆୟୋଜନ କରିଥିଲେ। କରୋନା ମହାମାରୀ ସ୍ଥିତିରେ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କାର୍ଯ୍ୟକ୍ରମର ଆୟୋଜନ ଲାଗି ନିୟମ ଥିବାବେଳେ ଏଠାରେ ଆଇନର ଉଲ୍ଲଂଘନ କରାଯାଇଛି। 

Drink From Tap Mission
ଟ୍ୟାପ୍‌ରୁ ବିଶୁଦ୍ଧ ପାଣି ପିଇବାରେ ପୁରୀ ହେଉଛି ଦେଶର ପ୍ରଥମ ସହର: ମୁଖ୍ୟମନ୍ତ୍ରୀ

ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିଛି। ମହାପ୍ରଭୁଙ୍କ ଧାମ ପୁରୀରେ ସବୁ ପରିବାରକୁ ଆଜିଠାରୁ tapରେ ଭଲ ପିଇବା ପାଣି ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Two Youths Chased
ରାଜଧାନୀରେ ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

କିଛି ଦିନର ବିରତି ପରେ ରାଜଧାନୀ ଭୁବନେଶ୍ୱରରେ ଅପରାଧର ସୀମା ଟପିଛି। କିଛି ମାସ ତଳେ ବାପୁଜୀ ନଗରରେ ଜଣେ ଯୁବକଙ୍କୁ ହତ୍ୟା କରିଥିଲା ଆଉ ଜଣେ ଯୁବକ।  ସେହିପରି ଗତ ବର୍ଷ ଅକ୍ଟୋବରରେ ଭୁବନେଶ୍ୱର ସାମନ୍ତରାପୁରରେ ହୋଇଥିବା ହତ୍ୟାକାଣ୍ଡ ଚର୍ଚ୍ଚାର ବିଷୟ ହୋଇଥିଲା।

Soumya bidyaBharati
ଆସିଲା ମୃତ ACF ସୌମ୍ୟରଞ୍ଜନଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ସୌମ୍ୟରଞ୍ଜନ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରି ଷଡ଼ଯନ୍ତ୍ର ରଚାଯାଇଛି ? ମୃତ୍ୟୁ କେମିତି ଓ କାହିଁକି ହେଲା ? ଏହାର ଉଚିତ ତଦନ୍ତ କରିବା ସହ ନ୍ୟାୟ ମିଳୁ ବୋଲି ସୌମ୍ୟଙ୍କ ପରିବାର ଲୋକେ କହିଛନ୍ତି। ମାମଲାରେ ବର୍ତ୍ତମାନ ବି ତଦନ୍ତ ଜାରି ରହିଛି।

BJP Target EC
ECଙ୍କ ବିରୋଧରେ ମହାଭିଯୋଗ ଆଣିବାକୁ ବିଜେପିର ଚେତାବନୀ

ସୁପ୍ରିମକୋର୍ଟର ରାୟକୁ ଉଲ୍ଲେଖ କରି ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି, କମିଶନ୍ ହାଇକୋର୍ଟକୁ ଯାଇ ପୌର ନିର୍ବାଚନ କରାଇବା ଲାଗି କେସ୍ ଦାୟର କରିପାରିବେ। ତେବେ କମିଶନ୍ ତାହା କରୁନାହାନ୍ତି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ପୌର ନିର୍ବାଚନ କରିବା ଲାଗି ୭ ଦିନ ଭିତରେ କମିଶନ୍ କୋର୍ଟକୁ ଯାଆନ୍ତୁ...

ସେକ୍ସପିୟର ତ୍ରିପାଠୀ
ରାଜ କୁନ୍ଦ୍ରାଙ୍କ ଲିଙ୍କ୍‌ରେ ଓଡ଼ିଆ ଅଭିନେତା ସେକ୍ସପିୟର ତ୍ରିପାଠୀ

ମାମଲାର ଖୋଳତାଡ଼ ଚାଲିଥିବା ବେଳେ ସାମ୍ନାକୁ ଆସିଛନ୍ତି ଓଡିଆ ଅଭିନେତା ସ୍କେକ୍ସପିୟର ଚ୍ରିପାଠୀ। ୨ ବର୍ଷ ହେବ ସେକ୍ସପିୟର କୁନ୍ଦ୍ରାଙ୍କ ବ୍ୟାନରରେ ସକ୍ରିୟ ଭାବେ କାମ କରୁଥିଲେ। ତେବେ କୁନ୍ଦ୍ରା ଯେଉଁ ମାମଲାରେ ଗିରଫ ହୋଇଛନ୍ତି, ତା ସହ ତାଙ୍କ ଅଭିନୟ କି ଫିଲ୍ମର କୌଣସି ଲିଙ୍କ୍ ନଥିବା କହିଛନ୍ତି...

gangster Hyder
ହାଇଦର ଶରୀରରେ ଗୋଟିଏ ଗୁଳି ଆଗରୁ ଥିଲା: ଏଡିଏମ୍ଓ

ବାଲେଶ୍ୱର ସିମୁଳିଆର ଏନକାଉଣ୍ଟର ସ୍ପଟରେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ଯାଂଚ ବେଳେ ଘଟଣାସ୍ଥଳରୁ ୨ଟି ଖୋକା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥ ଉପରେ ସିମୁଳିଆ କଲେଜ ଡାଇଭର୍ସନ ପାଖରେ ସକାଳୁ ସକାଳୁ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଥିଲା।

Bidyabharati panda
ବିଦ୍ୟାଭାରତୀ ରହୁଥିବା ହଷ୍ଟେଲ ରୁମ୍‌କୁ ସିଲ୍‌ କଲା ପୋଲିସ

ପୋଲିସ୍ ବିଦ୍ୟାଭାରତୀ ରହୁଥିବା ହଷ୍ଟେଲକୁ ଯାଇଥିଲା। ବିଦ୍ୟାଭାରତୀ ରହୁଥିବା ହଷ୍ଟେଲର ରୁମ୍ ନମ୍ବର-୧କୁ ପୋଲିସ୍ ସିଲ୍ କରିଥିଲା। ହଷ୍ଟେଲର ରୁମ୍ ନମ୍ବର-୧ରେ ତାଲା ପଡ଼ିଥିବାରୁ ରୁମ୍‌କୁ ସିଲ୍ କରାଯାଇଥିଲା ବୋଲି ପାରଳାଖେମୁଣ୍ଡି IIC ସୂଚନା ଦେଇଛନ୍ତି।

5t secretary V K Pandian
ନିର୍ମାଣଧିନ ଆନ୍ତରାଜ୍ୟ ବସ୍ ଟର୍ମିନାଲ ବୁଲି ଦେଖିଲେ ପାଣ୍ଡିଆନ୍

ବିଡିଏ ପକ୍ଷରୁ ଚନ୍ଦ୍ରଶେଖରପୁରରେ ପିପିପି ମୋଡରେ ନିର୍ମାଣ ହେଉଥିବା ହାଉସିଂ ପ୍ରକଳ୍ପ ଆସନ୍ତା ସେପ୍ଟେମ୍ବର ୨୦୨୨ ସୁଦ୍ଧା ଶେଷ କରାଯିବାକୁ ସ୍ଥିର ହୋଇଛି। ସେହିପରି ଇନଫୋସିଟିଠାରେ ଇନକ୍ୟୁବେସନ୍ ଟାଓ୍ବାର ପ୍ରକଳ୍ପ ନେଇ 5T ସଚିବ ଭି.କେ ପାଣ୍ଡିଆନ୍ ସମୀକ୍ଷା କରିଛନ୍ତି। 

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।