୨୬ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଥିଲେ।
କଟକଣା କୋହଳ ଯୋଗୁଁ ଲୋକଙ୍କ ଗହଳି ହିଁ ତୃତୀୟ ଲହରର କାରଣ ହେବ। ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ଅଛୁ, ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଉଛି। ଫୋକସ, ସର୍ଭେଲାନ୍ସକୁ ଅଗଷ୍ଟ ପରେ ସରକାର ବଢ଼ାଇପାରନ୍ତି।
ଏ ଗାନ୍ଧାରୀ ନା ଆଖିରେ କଳା ପଟି ବାନ୍ଧିଛନ୍ତି ନା ଶତ ପୁତ୍ରର ବର ପାଇଛନ୍ତି। ଏ ଗାନ୍ଧାରୀ ସ୍ୱାମୀଙ୍କ ପାଇଁ ବଞ୍ଚି ଥାଉ ଥାଉ ନର୍କକୁ ଆଦରି ନେଇଛନ୍ତି।
କମ୍ୟୁନିଟି ସେଣ୍ଟରର ପ୍ରକଳ୍ପ ମୂଲ୍ୟ ରହିଛି ୫ ଲକ୍ଷ ଟଙ୍କା। ସେଥିରୁ କିଏ କେତେ ନେବେ, ଠିକାଦାରଙ୍କୁ ଘରକୁ ଡାକି ତାରି ତାଲିକା ଦେବା ବେଳେ, ସେ ହିଁ ଏହି ଭିଡିଓ ରେକର୍ଡ କରିଥିଲେ।
IIC ମମତା ପଣ୍ଡାଙ୍କ ନେଇ ମୁହଁ ଖୋଲିଛନ୍ତି ବିଦ୍ୟାଙ୍କ ବାପା। ମମତାଙ୍କୁ ବ୍ୟକ୍ତିଗତ ଭାବେ ଜାଣନି, କିନ୍ତୁ ସେ ଆମ ଦୂର ସଂପର୍କୀୟ। ଘଟଣାଦିନ ଝିଅକୁ ମାନସିକ ସାନ୍ତ୍ୱନା ଦେବାକୁ ମମତାଙ୍କୁ କହିଥିଲି।
ରାଜ୍ୟରେ ଆଉ ୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଗତକାଲି କରୋନା କରୋନା ସଂକ୍ରମଣ ଗ୍ରାଫ୍ ତଳକୁ ଖସିଥିବା ବେଳେ ଆଜି ୨ ହଜାର ପାର କରିଛି।
୨୦୧୭ରେ ଶରଣକୂଳ ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଘଟିଥିଲା। ଏହାର ଏକ ଭିଡ଼ିଓ ଭାଇରାଲ୍ ହେବା ପରେ ପରିବାର ଲୋକେ ଏପ୍ରିଲ ୨ରେ ଶରଣକୂଳଥାନାରେ ଏତଲା ଦେଇଥିଲେ।
ପୂଅ-ବୋହୂଙ୍କ ମଧ୍ୟରେ ପତି-ପତ୍ନୀଙ୍କ ଭଳି ସମ୍ପର୍କ ନଥିଲା। ଏପରିକି ବିବାହ ପରେ ବର୍ଷେ ଯାଏଁ କୌଣସି ଶାରିରୀକ ସମ୍ପର୍କ ନରଖିବାକୁ ବି କୁଆଡ଼େ ଚୁକ୍ତି ହୋଇଥିଲା।
ରଥଯାତ୍ରାରେ ଶ୍ରୀକ୍ଷେତ୍ରକୁ ବାହାର ଲୋକଙ୍କ ପ୍ରବେଶ ଓ ଶରଧାବାଲିରେ ରଥ ଥିବାବେଳେ ବାହାର ଭକ୍ତଙ୍କ ରଥ ଦର୍ଶନ ଘଟଣା ପରେ ବାହୁଡ଼ା ପାଇଁ ଅଧିକ କଡ଼ା ହୋଇଛି ପୁରୀ ପୋଲିସ୍। ଏମିତିକି ବିନା ଭକ୍ତରେ ବାହୁଡାଯାତ୍ରା ଓ ସୁନାବେଶକୁ ସମ୍ପନ୍ନ କରିବା ପାଇଁ ଚ୍ୟାଲେଞ୍ଜ ମୋଡକୁ ଆସିଛି ପୋଲିସ୍।
ରାଜ୍ୟରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ସମ୍ବଲପୁର ଆଦି ୫ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପ୍ରଥମ ପେପରରେ ୧୦୦ ଅବଜେକ୍ଟିଭ୍ ପ୍ରଶ୍ନ ସହ ମଲ୍ଟିପଲ୍ ଚଏସ୍ ଉତ୍ତର ରହିବ। ସେହିପରି ୨ୟ ପେପର ୮୦ ମାର୍କର ପ୍ରଶ୍ନ ରହିଛି।
ଡିଜିଙ୍କୁ ଭେଟିବା ପରେ ଭୁବନେଶ୍ୱର ଆସି ଅଭିରାମ ମହାପାତ୍ର ପିସିସିଏଫ୍ଙ୍କୁ ଭେଟିଛନ୍ତି ଏବଂ ପୁଅର ମୃତ୍ୟୁ ପାଇଁ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଦାୟୀ କରି ତାଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।
୨୬୩ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲେ ଓପନର ପୃଥ୍ବୀ ସ ଓ କ୍ୟାପଟେନ୍ ଶିଖର ଧାଓ୍ୱନ। ପୃଥ୍ବୀ ମାତ୍ର ୨୪ ବଲରେ ୪୩ ରନ କରି ଆଉଟ ହୋଇଥିଲେ।
କଂଗ୍ରେସ ଜାତୀୟ ସାଧାରଣ ସମ୍ପାଦକ କେ.ସି.ଭେନୁଗୋପାଳଙ୍କ ଦ୍ୱାରା ଜାରି କରାଯାଇଥିବା ସର୍କୁଲାରରେ ସୁନୀଲ ଜାଖଡଙ୍କ ସ୍ଥାନରେ ନବଜ୍ୟୋତ ସିଂ ସିଦ୍ଧୁଙ୍କୁ ନିଯୁକ୍ତି ମିଳିଛି। ନିକଟରେ ସିଦ୍ଧୁ ହାଇକମାଣ୍ଡ ସୋନିଆ ଗାନ୍ଧୀଙ୍କ ସହ ପ୍ରିୟଙ୍କା ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଦିଲ୍ଲୀରେ ସାକ୍ଷାତ କରିଥିଲେ।
ନଦୀ ଓ ସମୁଦ୍ରର ସ୍ଥିତି ରାତି ଅଧରେ ଲୋକଙ୍କ ଘରେ ଅଣ୍ଟାଏ ଉଚ୍ଚର ପାଣି ପଶିବାରୁ ଆକ୍ତାମାକ୍ତା ହୋଇପଡ଼ିଥିଲା ଜନଜୀବନ। ଏପଟେ ରାସ୍ତାଘାଟର ଦୃଶ୍ୟ ନକହିବା ଭଲ।
ଜିଲ୍ଲା ଶିକ୍ଷା ଅଧିକାରୀଙ୍କର ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବା ସହ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରସ୍ତୁତ ଏସ୍ଓପି କଡ଼ାକଡ଼ି ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି।
ଏଥିରୁ ଗୋଟିଏ କଥା ସ୍ପଷ୍ଟ ଯେ, କରୋନା ପିକ୍ ସମୟରେ ଅନେକ ଲୋକ ଲକ୍ଷଣ ଥାଇ ବି ପରୀକ୍ଷା କରାଇବାକୁ ଆସିନଥିଲେ। ନିଜେ ନିଜେ ଔଷଧ କିଣି ସେବନ କରୁଥିଲେ ଯାହାଦ୍ୱାରା ପ୍ରକୃତ ପଜିଟିଭ୍ କେସ୍ ସଂଖ୍ୟା ଜଣା ପଡୁନଥିଲା।
ଓଡ଼ିଶାରୁ ୬ ଜଣ ଆଥଲେଟ୍ ଟୋକିଓ ଅଲିମ୍ପିକରେ ଭାଗ ନେଇଛନ୍ତି। ସ୍ୱର୍ଣ୍ଣ ବିଜେତା, ରୌପ୍ୟ ବିଜେତା ଏବଂ ବ୍ରୋଞ୍ଜ ଜିତିଲେ କେତେ ଟଙ୍କାର ପୁରସ୍କାର ମିଳିବ ଘୋଷଣା କଲା ଆସୋସିଏସନ
୧୫ ତାରିଖ ପରେ ମୁକ୍ତ ହୋଇଯିବି ବୋଲି ବି ଲେଖାଯାଇଛି। ଅର୍ଥାତ ଅନ୍ୟତ୍ର ବଦଳି କରିଦିଆଯିବାର ଆଭାସ ପାଇବା ପରେ ଏକଥା ଲେଖିଥିଲେ କି ସୌମ୍ୟ? ଯାହାକୁ ଜବତ କରିଛି ପୋଲିସ।
କରୋନା ଟିକା କେମିତି ଏକ ଅପହଞ୍ଚ ଇଲାକାରେ ଲୋକଙ୍କ ହାତରେ ଲାଗୁଛି, ତାହାର ପୁରା ଘଟଣାକ୍ରମ କ୍ୟାମେରାରେ କଏଦ କରିବାକୁ କୋରାପୁଟ ଆସିଥିଲେ ଦାନିଶ