• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Matric Exam
ଅଗଷ୍ଟ ୨୨ ମଧ୍ୟରେ ମାଟ୍ରିକ ରେଜଲ୍ଟ

ଯେଉଁ ଛାତ୍ରଛାତ୍ରୀମାନେ ଅଫଲାଇନ୍‌ରେ ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଛନ୍ତି, ସେମାନଙ୍କ ପରୀକ୍ଷାଫଳ ଅଗଷ୍ଟ ୨୨ ସୁଦ୍ଧା ବାହାର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଯୋଜନା କରିଛି।

Lokseba Bhawan
୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ର ମୋହର

ପୁରୀ ଅବଢ଼ା ଯୋଜନା ପାଇଁ ସଂରକ୍ଷିତ ଖଣିରୁ ଆସିବାକୁ ଥିବା ଖଣ୍ଡୋଲାଇଟ୍ ପଥର ଉପରୁ ରୟାଲଟି ଛାଡ଼ କରାଯାଇଛି। ଡୁଡୁକା-ଗୋପାଳପୁର-ଟୋପାରିଆ ରାସ୍ତା ୨ ଲେନ୍ ବିଶିଷ୍ଟ ହେବ।

Bus Stand
ରାଜ୍ୟରେ ସୋମବାର ଠାରୁ ଚାଲିବ ବସ୍

ଘରୋଇ ବସ୍ ମାଲିକ ସଂଘର ଦାବି ଥିଲା- ରାଜ୍ୟ ସରକାରଙ୍କ ସହିତ ଆଲୋଚନା ନହେବା ଯାଏଁ ବସ୍ ଗଡ଼ିବନି। ୧ ଲକ୍ଷ ଟଙ୍କା ସହାୟତା ରାଶି, ବୀମା ଅବଧି ବୃଦ୍ଧି, ଇଏମଆଇ ଘୁଞ୍ଚାଇବା ଆଦି ୭ ଦଫା ଦାବି ଉଠାଇ ବସ୍ ନଚଳାଇବାକୁ ନିଷ୍ପତ୍ତି ନେଇଥିଲା ସଂଘ।

ଗଣଶିକ୍ଷା ସଚିବ
ସବୁ ପରୀକ୍ଷାକୁ ଗୁରୁତ୍ୱର ନେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ସଚିବ

ଯଦି ପୁଣି କୋଭିଡ଼ ନେଇ ପରୀକ୍ଷା କରି ନହୁଏ, ଏଇ ଅନୁସାରେ ରେଜଲ୍ଟ ପ୍ରକାଶ ପାଇବ। ଶ୍ରେଣୀ ଶିକ୍ଷକଙ୍କ ଦ୍ୱାରା ଆସେସମେଣ୍ଟ ଟେଷ୍ଟ ପରିଚାଳନା ହେବ।

School
୨୬ରୁ ଖୋଲିବ ସ୍କୁଲ

ଏଣିକି ସିବିଏସ୍ଇ ଢାଞ୍ଚାରେ ନବମ ଏବଂ ଦଶମ ପିଲାଙ୍କ ମୂଲ୍ୟାୟନ କରାଯିବ। ନବମ ଏବଂ ଦଶମରେ ବର୍ଷ ତମାମ ଆସେସମେଣ୍ଟ ପରୀକ୍ଷା ଚାଲିବ। ସବୁ ପିଲା ସବୁ ପରୀକ୍ଷାକୁ ଗୁରୁତ୍ୱର ସହ ନିଅନ୍ତୁ ବୋଲି ସଚିବ କହିଛନ୍ତି।

Manjula
ସାପ କାମୁଡ଼ାରେ ଅସୁସ୍ଥ ଥିବା ମଞ୍ଜୁଳାର ହେଲା ପ୍ଲାଷ୍ଟିକ୍ ସର୍ଜରୀ

ଏବେ ବି ଲୋକଙ୍କ ମଧ୍ୟରେ ରହିଛି ଅନ୍ଧବିଶ୍ୱାସ। ସାପ କାମୁଡ଼ାରୁ ଭଲ କରିବାକୁ ବ୍ୟକ୍ତି ଜଣଙ୍କୁ ମନ୍ଦିର ବେଢ଼ାକୁ ନେଇ ପାଣି ଢାଳୁଛନ୍ତି ଲୋକେ।

COVID Relaxation In Odisha
ଆଶ୍ୱସ୍ତି ଆଣିଲା ଆଂଶିକ ଲକଡାଉନ୍, ତଥାପି ରହିଲା ଦୁଃଖ

ପାର୍ଲର ଓ ଜିମ୍ ମାଲିକ କିନ୍ତୁ ଖୁସ୍। କିନ୍ତୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା ନହେବା ଯାଏଁ ବସ୍ ଗଡ଼ିବନି। ୧ ଲକ୍ଷ ଟଙ୍କା ସହାୟତା ରାଶି, ବୀମା ଅବଧି ବୃଦ୍ଧି, ଇଏମଆଇ ଘୁଞ୍ଚାଇବା ଆଦି ୭ ଦଫା ଦାବି ଉଠାଇ ବସ୍ ନଚଳାଇବାକୁ ନିଷ୍ପତ୍ତି ନେଇଛି ସଂଘ।

Forensic Team
ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାରେ ୫ ପ୍ରଶ୍ନର ଉତ୍ତର ଖୋଜୁଛି ପୋଲିସ୍ !

ରୋଷେୟା ମନ୍ମଥ କୁମ୍ଭଙ୍କୁ ପଚରାଉଚରା କରିଥିଲା ପୋଲିସ। କିନ୍ତୁ ତଦନ୍ତର ସ୍କାନର୍‌ରେ ଥିବା ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଏଯାଏଁ ପଚରାଉଚରା କରିନଥିବା କୁହାଯାଉଛି।

People Gathering
କରୋନା ରି-ଇନଫେକସନ ଓ ବ୍ରେକ୍ ଥ୍ରୁ ଇନଫେକସନକୁ ଆସିଲା ୧୦ ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଟିକା ନେବା ପରେ ବି କୋଭିଡ୍‌ରେ ଆକ୍ରାନ୍ତ ହେବା ବା ବ୍ରେକ୍ ଥ୍ରୁ ଇନଫେକ୍ସନର ପ୍ରମୁଖ କାରଣ କିଏ? ଡେଲ୍ଟା ଭ୍ୟାରିଏଣ୍ଟ ଆଇସିଏମଆର ଦ୍ୱାରା କରାଯାଇଥିବା ଷ୍ଟଡିରୁ ଅନେକ ତଥ୍ୟ ସାମ୍ନାକୁ ଆସିଛି। ନଜର ପକାନ୍ତୁ ICMR ଷ୍ଟଡିର ୧୦ଟି ପଏଣ୍ଟ ଉପରେ

Priyanka Prusty
ଓପେରା ମିସ୍ ଇଣ୍ଡିଆର ରନର୍ସଅପ ମୁକୁଟ ପିନ୍ଧିଲେ ମୟୁରଭଞ୍ଜର ଝିଅ

ସର୍ବଭାରତୀୟ ସ୍ତରର ଦୁଇ ଶହରୁ ଅଧିକ ପ୍ରତିଯୋଗୀଙ୍କୁ ପଛରେ ପକାଇ ରନର୍ସଅପ୍ ହେବାର ସୈାଭାଗ୍ୟ ପାଇଛନ୍ତି। ସେ ଅପେରା ମିସ୍ ଇଣ୍ଡିଆ ଫାଇନାଲକୁ ମନୋନୀତ ହୋଇଥିଲେ। ସେଥିରୁ ପ୍ରିୟଙ୍କା ଜଣେ ଜାତୀୟ ସୁନ୍ଦରୀ ଭାବେ ପରିଚୟ ପାଇଛନ୍ତି।

Naveen Modi
ରାଜ୍ୟ ପାଇଁ କେନ୍ଦ୍ର ୯୫% ଟିକା ଦେବାକୁ ନବୀନଙ୍କ ଦାବି

ମୋଦି କହିଛନ୍ତି ଯେ ଦେଶରେ ଧୀରେ ଧୀରେ ସଂକ୍ରମଣ କମୁଛି କିନ୍ତୁ ଏବେ ବି ସଚେତନ ହୋଇ ରହିବାର ଆବଶ୍ୟକତା ରହିଛି। କାରଣ ଟିକିଏ ଅସାବଧାନ ହେଲେ ଦେଶରେ ପୁଣି ଥରେ ସଂକ୍ରମଣ ବଢ଼ିବ।

covid tension in twin city
ସୁଧୁରୁନି କଟକ, ଭୁବନେଶ୍ୱରର କୋଭିଡ୍ ସ୍ଥିତି

ମୋଟ୍ ପଜିଟିଭ୍ କେସ୍‌ର ପ୍ରାୟ ୪୦ ପ୍ରତିଶତ କେବଳ କଟକ ଓ ଭୁବନେଶ୍ୱରରୁ ଚିହ୍ନଟ ହେଉଥିବା ମୁଖ୍ୟଶାସନ ସଚିବ ସୂଚନା ଦେଇଛନ୍ତି। ଖୋର୍ଦ୍ଧା ଜିଲ୍ଲାର ଗ୍ରାମାଞ୍ଚଳ ଅପେକ୍ଷା ରାଜଧାନୀ ଭୁବନେଶ୍ୱରରୁ ବେଶ୍ ଅଧିକ ପଜିଟିଭ୍ ବାହାରୁଛନ୍ତି। 

Covid catagory districts
ଜୀବନ ଓ ଜୀବିକା ଗୁରୁତ୍ୱ ଦେଲେ ରାଜ୍ୟ ସରକାର

କମୁଛି ଦୈନିକ ସଂକ୍ରମଣ, ଖସୁଛି ପଜିଟିଭିଟି ରେଟ୍। ଏହାରି ଭିତରେ ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର। ଜାରି କରିଛନ୍ତି ନୂଆ ଗାଇଡଲାଇନ୍।

studying
ଯୁକ୍ତ ୨ ସିଟ୍ ବୃଦ୍ଧି ଆବେଦନ ନେଇ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି

ଗତକାଲିଠାରୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୦ ତାରିଖ ସଂଧ୍ୟା ୬ଟାରେ ଶେଷ ହେବ। ୨୦୨୧-୨୨ ଶିକ୍ଷା ବର୍ଷରେ ସିଟ୍ ବୃଦ୍ଧି ପାଇଁ ଏହି ଆବେଦନ କରି ପାରିବେ ଉଚ୍ଚ ମାଧ୍ୟମିକ ସ୍କୁଲ।

pfizer
ଜୁଲାଇ ବେଳକୁ ଭାରତରେ ମିଳିପାରେ ଫାଇଜର

ନୂଆଦିଲ୍ଲୀ: ଜୁଲାଇ ବେଳକୁ ଭାରତରେ ମିଳିପାରେ ଫାଇଜର ଟିକା। ଆମେ ଫାଇଜର ସହ ଯୋଗାଯୋଗରେ ଅଛୁ ବୋଲି ନିତି ଆୟୋଗ ସଦସ୍ୟ ଭିକେ ପଲ୍ କହିଛନ୍ତି। ଫାଇଜର ଆମଠାରୁ କଣ ଆଶା କରୁଛି ସେନେଇ ଆଲୋଚନା ଚାଲିଛି। ଆମେ ତାଠାରୁ କଣ ଆଶା ରଖିଛୁ, ସେନେଇ ଆଲୋଚନା ଚାଲିଛି।...

hard-yaas
ଯେଉଁଠି ପାଣି ଜମିଛି, ସେଇଠି ଅଫିସରମାନେ ସଜାଗ ଅଛନ୍ତି: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ଫ୍ଲାସ୍ ଫ୍ଲଡ୍ ଯୋଗୁଁ ବୁଢାବଳଙ୍ଗ ନଦୀ ବଢୁଛି। ମୟୂରଭଞ୍ଜର ଅସ୍ତିଆ ନିକଟରେ ବୁଢାବଳଙ୍ଗର ବିପଦ ସଂକେତ ୨୯.୭ ମିଟର ରହିଛି। ସନ୍ଧ୍ୟା ୬ଟା ସୁଦ୍ଧା ଅସ୍ତିଆ ଠାରେ ୨୩.୨ ମିଟର ଉଚ୍ଚରେ ଜଳ ପ୍ରବାହିତ ହେଉଛି। ଏନେଇ ମୟୂରଭଞ୍ଜ ଜିଲ୍ଲା ଜରୁରୀକାଳୀନ ବିଭାଗ...

evacuted
ସ୍ଥାନାନ୍ତରିତ ହୋଇଥିବା ଲୋକଙ୍କ ହେବ ସ୍ୱାସ୍ଥ୍ୟ ଯାଞ୍ଚ: SRC

ଭୁବନେଶ୍ୱର: ପୁନରୁଦ୍ଧାର ପ୍ରକ୍ରିୟା ଜୋରସୋରରେ ଚାଲିଛି। ବାତ୍ୟା ସ୍ଥିତି ନେଇ SRC ପ୍ରଦୀପ ଜେନା କହିଛନ୍ତି ଯେ ଆଜି ସକାଳ ୯ଟାରେ ବାତ୍ୟା ସ୍ଥଳଭାଗ ଛୁଇଁ ଝାଡ଼ଖଣ୍ଡ ଆଡକୁ ଯାଉଛି। ଉପକୂଳ ଅଞ୍ଚଳରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅନେକ ସ୍ଥାନରେ ଗଛ ପଡ଼ି ଓ ବିଦ୍ୟୁତ୍...

cm odisha
ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ମିଳିବ ରିଲିଫ୍

ଭୁବନେଶ୍ୱର: ବାତ୍ୟା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ୧୨୮ଟି ପ୍ରଭାବିତ ଗାଁଲୋକଙ୍କୁ ୭ ଦିନ ଯାଏଁ ରିଲିଫ୍ ମିଳିବ। କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟରାସ୍ତାକୁ ୨୪ ଘଣ୍ଟା ମଧ୍ୟରେ ମରାମତି ନିର୍ଦ୍ଦେଶ...

village-water
ପାଣି ଘେରରେ ୪ ବ୍ଲକ୍‌ର ଏକାଧିକ ଗାଁ

ଭୁବନେଶ୍ୱର: ବାତ୍ୟା କ୍ଷୟକ୍ଷତିଜନିତ ସେପରି ବଡ଼ ଘଟଣା ଘଟିନି। ଏନେଇ ସୂଚନା ଦେଇଛନ୍ତି SRC। ବାଲେଶ୍ୱର ଓ କେନ୍ଦୁଝରରେ ଗଛ ପଡ଼ି ୨ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି। ଏହାର ତଦନ୍ତ ଚାଲିଛି। ୟାସ ପ୍ରଭାବରେ ଜୁଆର ପାଣି ବହୁତ ଗାଁରେ ପଶିଛି। ବାହାନଗା, ରେମୁଣା, ବାଲେଶ୍ୱର ସଦର,...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।