• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

covid
କରୋନାକୁ ନେଇ ବ୍ୟସ୍ତ ହୁଅନି, ବରଂ କଣ କରିବାକୁ ପଡ଼ିବ, କହିଲେ ଗୁଲେରିଆ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ତାର ଉଗ୍ର ରୂପ ଧାରଣ କରିଛି। ମହାମାରୀ କୋଭିଡ୍‌କୁ କିପରି ସାଧାରଣ ଲୋକ ପ୍ରତିହତ କରିବେ, ଏନେଇ ନେଇ ଦେଶର ୪ ପ୍ରଖ୍ୟାତ ଡାକ୍ତର ଆଲୋଚନା କରିଛନ୍ତି। ଆଲୋଚନାରେ ଦିଲ୍ଲୀ AIIMS ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ସାମିଲ ହୋଇଛନ୍ତି। ମେଦାନ୍ତ ହସ୍ପିଟାଲର ଅଧ୍ୟକ୍ଷ...

dhrmendra-pradhan
ହିଙ୍ଗୁଳା ମନ୍ଦିର ପାଇଁ ୯. ୩୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଅନୁଗୁଳ ତାଳଚେର ଗୋପାଳପ୍ରସାଦ ସ୍ଥିତ ମା ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ ବୋର୍ଡ ସିଏସଆର୍ ପାଣ୍ଠିରୁ ୯. ୩୨ କୋଟି ଟଙ୍କା ଅନୁମୋଦନ ଦେଇଥିବାରୁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ...

Covaxin
କରୋନା ଟିକା କୋଭାକ୍ସିନ୍‌ର ଦର ଘୋଷଣା

ନୂଆଦିଲ୍ଲୀ: କରୋନା ଟିକା କୋଭାକ୍ସିନ୍‌ର ଦର ଘୋଷଣା କଲା ଏହାର ନିର୍ମାତା କଂପାନୀ ଭାରତ ବାୟୋଟେକ୍। କୋଭାକ୍ସିନ୍ ଟିକାର ଡୋଜ୍ ପିଛା ଦର ରାଜ୍ୟ ସରକାରଙ୍କ ପାଇଁ ୬ ଶହ ଟଙ୍କା ଓ ଘରୋଇ ହସ୍ପିଟାଲ ପାଇଁ ୧୨ ଶହ ଟଙ୍କା ଧାର୍ଯ୍ୟ କରାଯାଇଛି। ଏଥିସହ ବିଦେଶ ରପ୍ତାନୀ...

hanged
ଅକ୍ସିଜେନ୍‌ ଗାଡ଼ିକୁ ରୋକିଲେ ଫାଶିଖୁଣ୍ଟରେ ଝୁଲାଇଦେବୁ: ହାଇକୋର୍ଟ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ଏବେ ସତେ ଯେମିତି ପାଲଟିସାରିଛି କରୋନା ରାଜଧାନୀ। ଏଠାରେ ସଂକ୍ରମଣ ହାର ଥମିବାର ନାଁ ନେଉନଥିବା ବେଳେ, ଗତ ୨୪ ଘଣ୍ଟାରେ ସର୍ବାଧିକ ମୃତ୍ୟୁ ଘଟିଛି। କେବଳ ରୋଗ ଜୀବନ ନେଉନି, ଅମ୍ଳଜାନର ଅଭାବ ବି ଯମଦୂତ ଭଳି ଦିଲ୍ଲୀର ସ୍ଥିତି ଅଧିକରୁ...

ciggarate
ମେଡିସିନ୍‌ ବଦଳରେ ବିକୁଥିଲେ ସିଗାରେଟ୍‌ ଓ ଗୁଟଖା

ଭଦ୍ରକ: ମେଡ଼ିସିନ ଦୋକାନରେ ଗୁଟଖା ଓ ସିଗାରେଟ ବିକ୍ରି କରି ବନ୍ଧା ହେଲା ମାଲିକ। ସପ୍ତାହନ୍ତ ସଟଡାଉନର ସୁଯୋଗ ନେଇ ଦୋକାନ ବଜାର ବନ୍ଦ ବେଳେ ଚୋରାରେ ଗୁଟଖା ଓ ସିଗାରେଟ ବିକ୍ରି ବେଳେ ମିଳିତ ଚଢ଼ାଉ ହୋଇଛି। ସୂଚନାଯୋଗ୍ୟ ଯେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ନିକଟ...

economy
ଓଡ଼ିଶା ଅର୍ଥନୀତିରୁ ଧୋଇ ହୋଇଯିବ ୧୯୨୭ କୋଟି ଟଙ୍କା

ଭୁବନେଶ୍ୱର: ଓଡ଼ିଶା ଅର୍ଥନୀତିକୁ ଢେର୍ ମହଙ୍ଗା ପଡ଼ିବ ସପ୍ତାହନ୍ତ ସଟ୍‌ଡାଉନ୍। ଅର୍ଥନୀତିରୁ ଧୋଇ ହୋଇଯିବ ୧ ହଜାର ୯୨୭ କୋଟି ଟଙ୍କା। ଏମିତିକି ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ଯୋଗୁଁ ଦେଢ଼ ଲକ୍ଷ କୋଟି ଟଙ୍କାର କ୍ଷତି ସହିବ ପୂରା ଦେଶ। ନିଜର ସଦ୍ୟତମ ରିପୋର୍ଟରେ ଏମିତି...

quarentine
କୋହଳ ହେଲା କ୍ୱାରେଣ୍ଟିନ୍ ଅବଧି

ଭୁବନେଶ୍ୱର: ବେଙ୍ଗଲ ଫେରନ୍ତାଙ୍କ ପ୍ରତି ଥିବା ନିୟମରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ନେଗେଟିଭ ରିପୋର୍ଟ, ୨ ଡୋଜ୍ ଟିକା ନେଇଥିଲେ କ୍ୱାରେଣ୍ଟିନ କୋହଳ ହୋଇଛି। ପୂର୍ବ ଘୋଷିତ ୧୪ ଦିନ ପରିବର୍ତ୍ତେ ୭ ଦିନ ପାଇଁ ହୋମ୍ କ୍ୱାରେଣ୍ଟିନରେ ରହିବ। ହୋମ୍ କ୍ୱାରେଣ୍ଟିନ ସୁବିଧା ନଥିଲେ ସରକାରୀ କ୍ୱାରେଣ୍ଟିନରେ...

juallllll
ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା। କରୋନା ପଜିଟିଭ ହୋଇଥିବା ଟୁଇଟ୍ କଲେ ଜୁଏଲ ଓରାମ। ତେବେ ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରିବାକୁ ଓ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। I underwent #Covid-19 test today...

covid19
ବିଦେଶରୁ ଆମଦାନୀ ହେବ କରୋନା ଟିକା

ନୂଆଦିଲ୍ଲୀ: ବିଦେଶରୁ ଆମଦାନୀ ହେବ କରୋନା ଟିକା। କରୋନା ଟିକା ଆମଦାନୀ ନେଇ ପଥ ସୁଗମ କଲା କେନ୍ଦ୍ର। ଆମଦାନୀ ହେବାକୁ ଥିବା ଟିକା ଉପରୁ ସୀମା ଶୁଳ୍କ ଛାଡ଼ ହେବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୩ ମାସ ପାଇଁ ଟିକା ଆମଦାନୀ...

vaccaine
ଠିକ୍‌ ସମୟରେ ଟିକାନେଲେ କମିବ କରୋନା ସଂକ୍ରମଣ: ACS

ଭୁବନେଶ୍ୱର:  ମେ ୧ରୁ ଘରୋଇ ହସ୍ପିଟାଲକୁ ଦିଆଯାଉଥିବା ୨୫୦ ଟଙ୍କିଆ ଟିକା ବନ୍ଦ। ଏପ୍ରିଲ ୩୦ରୁ ସବୁ ଘରୋଇ CVCକୁ ଟିକା ବନ୍ଦ ନେଇ ACS ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କର୍ପୋରେସନକୁ ACS ଚିଠି କରିଛନ୍ତି। ଘରୋଇ ହସ୍ପିଟାଲ ସିଧାସଳଖ ଫାର୍ମା କମ୍ପାନୀ...

triple-mutant
କେଉଁଠୁ ଆସିଲା କରୋନା ଭୂତାଣୁର ଟ୍ରିପଲ୍ ମ୍ୟୁଟାଣ୍ଟ୍ ଭାରିଆଣ୍ଟ୍?

ଭୁବନେଶ୍ୱର:  କରୋନାର ଦ୍ୱିତୀୟ ଲହର, ଭୂତାଣୁର ଡବଲ୍ ମ୍ୟୁଟେସନ୍, ୩ ଲକ୍ଷ ପାର୍ ଦୈନିକ ସଂକ୍ରମଣ, ତା ସାଙ୍ଗକୁ ୨୪ ଘଣ୍ଟାରେ ୨ହଜାରରୁ ଅଧିକ ମୃତ୍ୟୁ ଏତିକି ଯଥେଷ୍ଟ ନଥିଲା ଯେ, ଦେଶକୁ ଘାରିଲାଣି ଆଉ ଏକ ନୂଆ ଚିନ୍ତା। କିଛି ସଂକ୍ରମିତଙ୍କ ଠାରେ ଠାବ ହୋଇଛି କରୋନା...

migrants
ପଶ୍ଚିମବଙ୍ଗରୁ ଫେରିଲେ ହୋମ୍‌ ଆଇସୋଲେସନ ମନା

ଭୁବନେଶ୍ୱର: କରୋନା କଟକଣା ନେଇ ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗରୁ ଯେକେହି ଆସିଲେ ୧୪ ଦିନ କ୍ୱାରେଣ୍ଟିନ ରହିବେ। ପ.ବଙ୍ଗରେ କରୋନା ଉଗ୍ର ରୂପ ନେଇଥିବାରୁ ସରକାର କଟକଣା ଜାରି କରିଛନ୍ତି। ପଶ୍ଚିମବଙ୍ଗ ସହ ଲାଗିଥିବା ସବୁ ରାସ୍ତାରେ ଚେକିଂ କଡ଼ାକଡ଼ି ହେବ। ଚେକିଂ କଡ଼ାକଡ଼ି...

OTV-Portal
କରୋନାରୁ ମୁକ୍ତି ପାଇବା ପାଇଁ ଗାଁରେ ବୁଲିଲା ମଶାଲ

ଅଗର ମାଲୱା: କରୋନାର ଦ୍ୱିତୀୟ ଲହରୀ ସାରା ଦେଶରେ ଉଗ୍ର ରୂପ ଧାରଣ କଲାଣି। ମହାମାରୀକୁ ଦମନ କରିବା ପାଇଁ ଦେଶର ପ୍ରତିଷ୍ଠିତ ଫାର୍ମା କମ୍ପାନୀମାନେ ଦିନରାତି ଏକ କରିଦେଇଛନ୍ତି। କିନ୍ତୁ ଦେଶର କିଛି ଏମିତି କିଛି ଘଟଣା ଘଟୁଛି ଯାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ।...

nabin-modi
ବର୍ତ୍ତମାନ କୋଭିଡ୍ ସ୍ଥିତି ଯୁଦ୍ଧ ସ୍ଥିତି ସହ ସମାନ: ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର କୋଭିଡ ସ୍ଥିତି ନେଇ ମୋଦିଙ୍କ ସହ କଥା ହୋଇଛନ୍ତି। ବର୍ତ୍ତମାନ କୋଭିଡ୍ ସ୍ଥିତି ଯୁଦ୍ଧ ସ୍ଥିତି ସହ ସମାନ ବୋଲି ନବୀନ କହିଛନ୍ତି ଜାତୀୟସ୍ତରରେ କୋଭିଡ ମୁକାବିଲା ପାଇଁ ଓଡ଼ିଶା ସହଯୋଗ କରିବ। ଦେଶରେ ଅକ୍ସିିଜେନ...

vaccanation
୧୮ବର୍ଷ ବୟସରୁ ଅଧିକ ସେବାୟତଙ୍କୁ ଦିଆଯିବ କରୋନା ଟିକା

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ନୀଳାଚଳ ଭକ୍ତ ନିବାସ ପରିସରରେ କୋଭିଡ୍ କେୟାର ସେଣ୍ଟର ଉଦଘାଟିତ ହୋଇଛି। ଏଠାରେ ୧୨୦ ବେଡ୍ ବ୍ୟବସ୍ଥା ଅଛି। ପଜିଟିିଭ ଚିହ୍ନଟ ୫୦ରୁ ଅଧିକ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ ଏଠାରେ ରଖାଯାଇଛି। ନୀଳାଚଳ ଭକ୍ତ ନିବାସ କୋଭିଡ କେୟାର ସେଣ୍ଟରରେ...

cerum
ଖୋଲା ବଜାରରେ ମିଳିବ କରୋନା ଟିକା, ଜାଣନ୍ତୁ ମୂଲ୍ୟ କେତେ

ନୂଆଦିଲ୍ଲୀ: ଖୋଲା ବଜାରରେ ଟିକା ଉପଲବ୍ଧ ପାଇଁ ଦର ଘୋଷଣା ହୋଇଛି। କୋଭିସିଲଡ ଟିକା ପାଇଁ ଦର ଧାର୍ଯ୍ୟ କଲା ସେରମ। ରାଜ୍ୟ ସରକାରଙ୍କ ପାଇଁ ଟିକା ଡୋଜ୍ ପିଛା ଦର ୪ଶହ ଟଙ୍କା। ଘରୋଇ ହସ୍ପିଟାଲ ପାଇଁ ଟିକା ଡୋଜ୍ ୬ଶହ ଟଙ୍କା ଧାର୍ଯ୍ୟ ହୋଇଛି। ଖୋଲା...

main-chori
କମିଶନରେଟ ପୋଲିସ୍‌ର ସଫଳତା: ୧୨ ବର୍ଷ ପରେ ଫେରିପାଇଲେ ଚୋରି ହୋଇଥିବା ଗାଡ଼ି

କଟକ: ଚୋରି ଓ ଲୁଟ ହୋଇଯାଇଥିବା ସାମଗ୍ରୀ ଜବତ କରି ମାଲିକମାନଙ୍କୁ ଫେରାଇଲା କମିଶନରେଟ ପୋଲିସ। କଟକ ସହରର ବିଭିନ୍ନ ଥାନା ଅଞ୍ଚଳରୁ ଚୋରି ହୋଇଥିବା ସାମଗ୍ରୀକୁ କଟକ ଡିସିପିଙ୍କ କାର୍ଯ୍ୟାଳୟରେ ତାଙ୍କ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ମୋବାଇଲ ଫୋନ, ଲାପଟପ, ବାଇକ, ଟିଭି ଠାରୁ ଆରମ୍ଭ କରି...

vaccanation
କରୋନା ଟିକା ପାଇଁ କେନ୍ଦ୍ର ସରକାର ନେଲେ ବଡ ପଦକ୍ଷେପ

ନୂଆଦିଲ୍ଲୀ: କରୋନା ଟିକା ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ। ଏଥିପାଇଁ ସେରମ ଇନଷ୍ଟିଚ୍ୟୁଟକୁ ୩ ହଜାର କୋଟି ଓ ଭାରତ ବାଓଟେକ୍‌କୁ ୧୫ଶହ କୋଟି ଟଙ୍କା ଆଗୁଆ ଦିଆଯିବ। ଏଥିପାଇଁ ଆଗତ ଏକ ପ୍ରସ୍ତାବକୁ କେନ୍ଦ୍ର ଅର୍ଥମନ୍ତ୍ରାଳୟ ପକ୍ଷରୁ ମଂଜୁରୀ ମିଳିଛି। ଜେନେରାଲ...

death
ଦେଶରେ ଦିନକରେ ୨୦୨୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିନକରେ ଦେଶରେ କରୋନା ନେଲା ୨୦୨୩ ଜଣଙ୍କ ଜୀବନ। ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୯୫ ହଜାର ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦କୁ ବୃଦ୍ଧି ପାଇଛି। ସେହିପରି ଆଜିର କରୋନା ଆକ୍ରାନ୍ତଙ୍କ ମୃତ୍ୟୁକୁ...

gerge-floys
ଆମେରିକାରେ କୃଷ୍ଣକାୟ ନାଗରିକଙ୍କ ହତ୍ୟା ଘଟଣାରେ ପୋଲିସ ଅଫିସର ଦୋଷୀ ସାବ୍ୟସ୍ତ

ୱାଶିଂଟନ୍: ଆମେରିକାରେ କୃଷ୍ଣକାୟ ନାଗରିକ ଜର୍ଜ ଫ୍ଲଏଡଙ୍କ ହତ୍ୟା ଘଟଣାରେ ପୂର୍ବତନ ମିନେପଲିସ୍ ପୋଲିସ ଅଫିସର ଡେରେକ ଚୌଭିନ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୪୫ବର୍ଷ ବୟସ୍କ ଡେରେକ ଚୌଭିନଙ୍କୁ ତିନିଟି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଆସନ୍ତାକାଲି ଦଣ୍ଡାଦେଶ ଘୋଷଣା କରାଯିବ। ସେପଟେ ଆମେରିକା ପୋଲିସ ଅଫିସର ଦୋଷୀ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।