କ୍ରିକେଟ ଖେଳିବା ସମୟରେ ଋତୁରାଜ ଗାଏକ୍ୱାଡଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା।
ପୋଲିସକୁ ଶୌଚ ପାଇଁ ଯିବାକୁ କହି ଶାଢ଼ୀ ପିନ୍ଧି ସାଜନ ଖସିଯାଇଥିବା ସୂଚନା ମିଳିଛି।
ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ, ଓଜେଇଇ ୱେବସାଇଟ ଜରିଆରେ ରେଜଲ୍ଟ ମିଳିପାରିବ
ପାଖରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ବି ଉପସ୍ଥିତ ଅଛନ୍ତି। ଅଥଚ କିଛି କହୁନାହାଁନ୍ତି।
ଆଜିଠୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ କୋଟି ପରିବାର ଓ ରାଜ୍ୟର ୩୭ ହଜାର ୬୦୬ ବୁଥ୍ରେ ପହଞ୍ଚିବ ଦଳ। ପ୍ରାୟ ୫ଲକ୍ଷ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।
ମନସ୍ତତ୍ୱବିତ ଓ ସ୍ନାୟୁ ରୋଗ ବିଭାଗ ଡାକ୍ତରମାନେ ତା’ର ଚିକିତ୍ସା କରିବାକୁ ଚେଷ୍ଟା କରିଥିଲେ। ହେଲେ ତା' ରୋଗକୁ ଚିହ୍ନଟ କରିବାରେ ସକ୍ଷମ ହୋଇ ନଥିଲେ ବୋଲି ସେ କହିଛନ୍ତି।
ଗତ ୮ ଦିନ ମଧ୍ୟରେ ୮ଟି ଘରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ସମସ୍ତ ଚୋରି ପଛରେ ରହିଛି ଏହି ଚନ୍ଦା ଗ୍ୟାଙ୍ଗ। ପୋଲିସ ସୂଚନା ଅନୁସାରେ, ଗ୍ୟାଙ୍ଗରେ ୫ ରୁ ୬ଜଣ ସଦସ୍ୟ ରହିଛନ୍ତି। ଗ୍ୟାଙ୍ଗର ସଦସ୍ୟ ଦିନ ବେଳା ବାଇକରେ ଆସି ରେକି କରନ୍ତି ଏବଂ ରାତିରେ...
ଏଭଳି ସାତ୍ତ୍ୱିକ ଗୀତଗୋବିନ୍ଦ ଖଣ୍ଡୁଆକୁ ଦେଖି ବେଶ୍ ଖୁସି ହୋଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତ। ବିନା ଦ୍ୱିଧାରେ ବି ଠାକୁରଙ୍କୁ ଲାଗି ପାଇଁ ସହମତି ଦେଇଛନ୍ତି।
ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ସେକେଣ୍ଡ କ୍ଲାସ ହେବାରୁ ଜୀବନ ହାରିଦେବାର ନିଷ୍ପତ୍ତି ନେଇଥିଲେ।
ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ମାମଲା ରୁଜୁ ସହ କାର୍ଯ୍ୟାନୁଷ୍ଠାନ ଏବଂ ମୃତ ନାବାଳିକା ଏନ୍. ମୋହିନୀଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି ହୋଇଥିଲା।
କଟକ ବକ୍ସ ଡ୍ରେନ୍ ଟ୍ରାଜେଡି ପାଇଁ ଦାୟୀ କିଏ? ଦୁଇ ଦିନରେ ଦୁଇଟି ଅଘଟଣରେ ଗଲା ଦୁଇ ଜଣଙ୍କ ଜୀବନ। ଏଥିପାଇଁ ବଢ଼ୁଛି ଅସନ୍ତୋଷ।
ପ୍ରତିବର୍ଷ ଏହି ଦିବସ ପାଇଁ ସ୍ୱତନ୍ତ୍ର ଥିମ୍ ରହିଥାଏ। ଏହି ବର୍ଷର ଥିମ୍ ରହିଛି We Need Food, Not Tobacco
ଜାଣି ଆଶ୍ଚର୍ଯ୍ୟ ହେବେ ସବୁ ପରୀକ୍ଷାର୍ଥୀଙ୍କ କାନରେ ସ୍ୱତନ୍ତ୍ର ଭାବରେ ବ୍ୟବସ୍ଥା କରାଯାଇଥିଲା। ସବୁ ପରୀକ୍ଷାର୍ଥୀଙ୍କ କାନର କେନାଲରେ ଛୋଟ ବ୍ଲୁ-ଟୁଥ୍ ରଖାଯାଇଥିଲା।
ବ୍ୟକ୍ତି ଜଣକ ଭୁଲବଶତଃ ଏକ ନିର୍ମାଣାଧିନ ଫ୍ଲାଏ ଓଭରକୁ ଚାଲିଆସିଥିବା ପୋଲିସ ଅନୁମାନ କରୁଛି।
ସମୟ ଗଡ଼ିଚାଲୁଥିଲା… ଫାଇନାଲ ମ୍ୟାଚ୍ର ପ୍ରତିଟି ବଲ୍ ଫ୍ୟାନ୍ସଙ୍କ ଛାତିକୁ ଧଡ଼ଧଡ଼ କରୁଥିଲା । ଚାମ୍ପିଅନ୍ କିଏ ହେବ, ଶେଷ ପର୍ଯ୍ୟନ୍ତ କହିବା ମୁସ୍କିଲ ଥିଲା। ଶେଷ ଓଭରର ଶେଷ ବଲ ହିଁ ନିର୍ଣ୍ଣାୟକ ହେଲା।
୫ମ ଥର ପାଇଁ ଆପିଏଲର ତାଜ୍ ପିନ୍ଧିଲା ଶକ୍ତିଶାଳୀ ଚେନ୍ନାଇ ସୁପର କିଙ୍ଗ୍ସ।
ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଫାଇନାଲ ମ୍ୟାଚ୍ରେ ଗୁଜରାଟ ଟାଇଟନ୍ସ ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ ହରାଇ ୨୧୪ ରନ କରିଥିଲା ଗୁଜରାଟ ଟାଇଟନ୍ସ।
ଆପାର୍ଟମେଣ୍ଟ ମାଲିକାନା ଅଧ୍ୟାଦେଶକୁ ବାସଗୃହ କ୍ରେତାଙ୍କ ବିଜୟ ବୋଲି କହିଛନ୍ତି ରିଅଲ ଇଷ୍ଟେଟ୍ କର୍ମୀ। ସେମାନଙ୍କ ମତରେ, ୪୦ ବର୍ଷ ପରେ ଏବେ ଘରକ୍ରେତା ସେମାନଙ୍କ ବାସ୍ତବ ଅଧିକାର ପାଇବେ।
ହଟଚମଟ ଗୋପାଳପୁର ପଲିଟିକାଲ ମୈଦାନ। ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଏ ଓ କେମିତି ଦେବେ ଚେକ୍, ବିଜେଡି ଚଳାଇଛି ଗୋଟି ଚାଳନା।