ଗୁଜରାଟ ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚ୍ ଅକ୍ଟୋବର ୧୫ ପରିବର୍ତ୍ତେ ୧୪ରେ ହେବ ବୋଲି ସୂଚନା ମିଳିଛି।
ତିନି ହାତିଆ ଟିଣଘରେ ଗୋଟିଏ ଛାତ ତଳେ ରହିଆସୁଛନ୍ତି ଦୃଷ୍ଟିଶକ୍ତି ବାଧିତ ଦୁଇବନ୍ଧୁ ସୁଲୋଚନା ଜେନା ଓ ସାଧବାଣୀ ସାହୁ। ସଂପର୍କ ରକ୍ତର ନୁହେଁ, ହେଲେ ଦୁଇ ଭଉଣୀଠୁ କିଛି କମ୍ ବି ନୁହେଁ।
ଏପଟେ ଆଠଗଡରେ ବି ଶହ ଶହ ଏକର ଜମିରେ ଉଜୁଡି ଯାଇଛି ପନିପରିବା ଫସଲ। ବିଲରେ ଏବେବି ଭର୍ତ୍ତି ହୋଇ ରହିଛି ବନ୍ୟା ପାଣି।
ଥାନା ଗାଡ଼ିରେ ଗଞ୍ଜେଇ ଚାଲାଣର ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ସହ ଥାନା ଆଇଆଇସି ତପନ କୁମାର ନାହାକଙ୍କୁ ହେଡକ୍ୱାର୍ଟରକୁ ବଦଳି କରାଯାଇଛି। ସେହିପରି ଥାନା ପୋଡ଼ି ମାମଲାରେ ୩୦ରୁ ଅଧିକ ଜଣଙ୍କ ନାଁରେ ମାମଲା ରୁଜୁ କରାଯିବା ସହ ଏପର୍ଯ୍ୟନ୍ତ ୧୯ ଜଣଙ୍କୁ ଗିରଫ କରାଯାଇଛି।
ଗତ ରାତିରେ ଅତି ରହସ୍ୟଜନକ ଭାବେ ମିଲିଙ୍କ ଅର୍ଦ୍ଧ ଦଗ୍ଧ ମରଶରୀର ଉଦ୍ଧାର କରାଯାଇଥିବାବେଳେ ଏହା ହତ୍ୟା ନା ଆତ୍ମହତ୍ୟା ?
ଚକାଚକ୍ ସ୍କୁଲକୁ ହାଇଫାଇ କ୍ଲାସରୁମ୍। ନୂଆ ବେଞ୍ଚଡେସ୍କ ସାଙ୍ଗକୁ କାନ୍ଥରେ ଲାଗିଛି ସ୍ମାର୍ଟବୋର୍ଡ। କେଉଁଟି ଫାଇଭ୍-ଟି ସ୍କୁଲ ଭାବେ ରୂପାନ୍ତରିତ ହୋଇଛି, ତ ଆଉ କେଉଁଟି ଆଦିବାସୀ ବିଦ୍ୟାଳୟ ଭାବେ। ହେଲେ ବାହାରୁ ଦେଖି ଜମାରୁ ଭଳି ଯାଆନ୍ତୁ ନାହିଁ । ଏସବୁ ତୁଚ୍ଛା ମଲାଟ ମାତ୍ର ।
ଗୋଟିଏ ପଟେ ରତ୍ନଭଣ୍ଡାର ଶୀଘ୍ର ଖୋଲିବା ସହ ମହାପ୍ରଭୁଙ୍କ ଅଳଙ୍କାର ଗଣତି ଓ ମଣତି ପାଇଁ ବିଭିନ୍ନ ମହଲର ଦାବି ତେଜୁଛି। ଖୋଦ୍ ମହାପ୍ରଭୁଙ୍କ ଆଦ୍ୟସେବକ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ବି ୟା ସପକ୍ଷରେ ମତ ରଖିଛନ୍ତି।
କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅମିତ ଶାହଙ୍କୁ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା। ଶାହ ବି ହାତ ହଲେଇ ନେତା ଓ କର୍ମୀଙ୍କଠାରୁ ଅଭିବାଦନ ଗ୍ରହଣ କରିଥିଲ। ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ଆରମ୍ଭ ହୋଇଥିଲା ଦଳର ରୁଦ୍ଧଦ୍ବାର ବୈଠକ।
ଗୋଟିଏ ମଞ୍ଚରେ ଏକାଠି ହେଲେ ବିଜେପିର ଚାଣକ୍ୟ ଓ ବିଜେଡି ସୁପ୍ରିମୋ। ପରସ୍ପରକୁ ଭୁରି ଭୁରି ପ୍ରଶଂସା ସହ ଧନ୍ୟବାଦରେ ପୋତିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଖୋର୍ଦ୍ଧାରେ ଚିହ୍ନଟ ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ୯୦ ପ୍ରତିଶତ କେବଳ ଭୁବନେଶ୍ୱର ମହାନଗର ନିଗମରୁ ଚିହ୍ନଟ ହୋଇଛନ୍ତି।
ଥାନା IIC ଓ ତାଙ୍କ ୨ ସହଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ତୃଣମୂଳ ସ୍ତରରେ ସଙ୍ଗଠନ ମଜଭୁତ, ମୋଦୀ ସରକାରଙ୍କ ୯ ବର୍ଷର ସଫଳ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଶାହ ଗୁରୁମନ୍ତ୍ର ଦେବେ।
ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ଖସିଥିଲେ ବି ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପ୍ରଭାବିତ ହୋଇଛି ଧାମନଗର, ଭଣ୍ଡାରୀପୋଖରୀ, ତିହିଡ଼ି, ଚାନ୍ଦବାଲି ବ୍ଲକ। ବନ୍ୟାରେ ନିଖୋଜ ଧାମନଗର ବ୍ଲକର ଜଣେ ନାବାଳକ ଓ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଥିବାବେଳେ ଭଣ୍ଡାରୀପୋଖରୀ ବ୍ଲକରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ସକାଳେ ହଠାତ ବନ୍ୟାଜଳ ମାଡ଼ି ଆସିବାରୁ ଘର ଦ୍ୱାର ଛାଡ଼ି ଜୀବନ ବିକଳରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଛନ୍ତି ବନ୍ୟା ଦୁର୍ଗତ। ତେରମାଣପୁର ଗାଁର ମୁଖ୍ୟ ରାସ୍ତାରେ ଏବେ କେଉଁଠି ଅଣ୍ଟାଏ ତ ଆଉ କେଉଁଠି ଛାତିଏ ପାଣି।
ବୁଡ଼ି ଯାଇଛି ଚାଷ ଜମି, ଚାରିଆଡ଼େ ଏବେ ଖାଲି ପାଣି ଆଉ ପାଣି। ଯେଉଁଠି କିଛି ଦିନ ତଳେ ଧାନ ରୋଇଥିଲେ, ଆଜି ଉଜୁଡ଼ି ଯାଇଥିବା କେଣ୍ଡାକୁ ଧରି ବସିଛନ୍ତି ଚାଷୀ।
ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ଦୁର୍ବଳ ହୋଇଥିବାରୁ, ଠିକ୍ ସମୟରେ ସ୍ପେଶକ୍ରାଫ୍ଟର ବେଗ ହ୍ରାସ କରିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ ରହିବ ।
୯୦ଟି ବ୍ଲକର ୭୬୨ ଗାଁ ଓ ୧୭ଟି ସହରାଞ୍ଚଳର ୬୬ ୱାର୍ଡ ପ୍ରଭାବିତ
ଗତ ବର୍ଷ ମେ ୧୫ରେ ୧୫ ବର୍ଷର ଝିଅ ସାଇସମୃଦ୍ଧିକୁ ହରାଇଥିଲେ। ହେଲେ ଆଶ୍ୱାସନା ଏତିକି ନିଜର ପ୍ରଥମ ସନ୍ତାନର ଜୀବନ୍ତ ସ୍ମୃତିକୁ ପାଇବାର ସୌଭାଗ୍ୟ ମିଳିଛି। କାହିଁକି ନା ମୃତ୍ୟୁ ପରେ ନିଜର କିଡନୀ ଦେଇ ଆଉ ଜଣଙ୍କୁ ଜୀବନ ଦେଇ ଯାଇଛନ୍ତି ସାଇସମୃଦ୍ଧା।
ଆଜିର ଶୁଣାଣି ପରେ ମୁସଲିମ ପକ୍ଷ ଏହାକୁ ପୁଣି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି।
୨୦୨୪ ସାଧାରଣ ନିର୍ବାଚନ ଉପରେ ଫୋକସ୍ କରି ଆଗାମୀ ଦିନରେ ବିଜେପିର ରୋଡମ୍ୟାପ୍ ନେଇ ବି ମାନସ ମନ୍ଥନ ହେବ। ଯାହାକୁ ନେଇ ଉତ୍ସାହିତ ପଦ୍ମ ଶିବିର।