ପଦୋନ୍ନତି ପ୍ରସଂଗ ବିଚାରାଧିନ ଫୌଜଦାରୀ ମାମଲାର ଫଳାଫଳ ଉପରେ ନିର୍ଭର କରିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।
ଆଇଏଏସ କୋଚିଂ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ହେଲେ ଫଳ ଶୂନ। ତଥ୍ୟ କହୁଛି ୨୦୧୬ରୁ ୨୦୧୮ ଯାଏଁ ରାଜ୍ୟରେ ୫୦ରୁ ଅଧିକ ଡିଗ୍ରୀ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ ମାଗଣା କୋଚିଂ ସେଣ୍ଟର ଖୋଲିଥିଲେ ସରକାର। ଏଥିପାଇଁ ଖର୍ଚ୍ଚ ହୋଇଥିଲା ୧ କୋଟି ୮୨ ଲକ୍ଷ।...
ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିଲେ, ହେଲେ ସବୁଦିନ ପାଇଁ ସେ ଦୁଇ ହାତ ଓ ଦୁଇ ଗୋଡ଼ ହରାଇ ବସିଲେ।
ଗୁଜୁରାଟ ୧୦ ୱିକେଟ ହରାଇ ୧୫୭ ରନ୍ରେ ସୀମିତ ରହିଛି। ୧୫ ରନ୍ରେ ବିଜୟ ହୋଇଛି ସିଏସ୍କେ।
ମୋଦିଙ୍କ ଲୋକପ୍ରିୟତା ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ବି ଏତେ ଆଶ୍ଚର୍ଯ୍ୟଚକିତ କରିଥିଲା ଯେ, ସେ ଉତ୍ସାହିତ ହୋଇ କହିଲେ- ମୋଦି ଇଜ୍ ବସ୍।
ଗୁଜରାଟ ଟାଇଟନ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।
୨୦୧୭ରେ ହୋଇଥିବା ହାତୀ ଗଣନା ବେଳେ ରାଜ୍ୟରେ ୧୯୭୬ ହାତୀ ଥିବାବେଳେ ୨୦୧୮ ବାଘ ଗଣନା ବେଳେ ଓଡିଶାରେ ୨୮ଟି ବାଘ ଥିଲା।
କୋଲକାତାରୁ କିଛି ଶିକାରୀ ଆସି ସ୍ଥାନୀୟ ଶିକାରୀଙ୍କ ସହ ମିଶି ହାତୀ ଶିକାର ପାଇଁ କ୍ୟାମ୍ପ ପକାଇଥିବା ଖବର RCCଙ୍କୁ ନିଜେ ଜଣାଇଥିଲେ ଭାନୁମିତ୍ର। ହେଲେ କର୍ତ୍ତୃପକ୍ଷ ଗୁରୁତର ସହ ନ ନେବାରୁ ଏମିତି ଘଟଣା ଘଟିଛି।
୩୮ ନମ୍ବର ରାଙ୍କ ରଖି ସାରା ଜଗତସିଂହପୁର ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି ଅନୁପ ଦାସ। ଅବଶ୍ୟ UPSC ପରୀକ୍ଷା ତାଙ୍କ ପାଇଁ ନୂଆ ନୁହେଁ। କିନ୍ତୁ ଭଲ ରାଙ୍କ ଆସିନଥିବାରୁ ଏଥର ପୁଣି ଥରେ UPSC ପରୀକ୍ଷା ଦେଇ ୩୮ ନମ୍ବର ରାଙ୍କ ଆଣିଛନ୍ତି।
ପ୍ରଥମ ଆଟେମ୍ପ୍ଟରେ ମୁଁ ପ୍ରିଲିମ୍ରେ ସଫଳତା ପାଇପାରିନଥିଲି। ଓଏଏସ୍ ପରୀକ୍ଷାରେ ମୋର ସଫଳତା ମୋତେ ନୂଆ ଆଶା ଦେଇଥିଲା।
ଆମେ ସାଧାରଣ ପରିବାର ହୋଇବି ଝିଅର ଏତେ ବଡ଼ ସଫଳତା ମୋତେ ଖୁସି ଦେଇଛି। ମୁଁ ନିଜେ ସିନା ଉଚ୍ଚଶିକ୍ଷିତ ହୋଇପାରିଲିନି, କିନ୍ତୁ ମୋର ୩ ପିଲା ମଣିଷ ହୋଇପାରିଛନ୍ତି।
ଜଣେ ବିବାହିତ ଯୁବକ ତାଙ୍କ ପ୍ରେମିକାଙ୍କୁ ବୁଲାଇ ନିଅନ୍ତି କିନ୍ତୁ ଏହା ତାହା ତାଙ୍କ ସ୍ତ୍ରୀ ଜାଣିପାରୁନଥିଲେ। ଆଉ ଯେତେବେଳେ ଧରାପଡ଼ିଗଲେ ଅକଲ ଗୁଡୁମ ହୋଇଗଲା
ବାହାର ଗେଟରେ ତାଲା ପଡ଼ିଥିବା ବେଳେ ଭିତର ଏମାନଙ୍କ କାରବାର ଚାଲିଛି ପୂରା ଖୁଲମଖୁଲ୍ଲା। ନା କେହି ପଚାରିବାକୁ ଅଛି ନା ଏମାନଙ୍କର ଖାତିର ଅଛି। ପାଚେରି ଭାଙ୍ଗି ଯିବାଆସିବା କରୁଛନ୍ତି, ଘର ଭିତରେ ଆଡ୍ଡା ଜମାଇ ରହୁଛନ୍ତି।
ବିଭିନ୍ନ କିସମର ମିଠା ଦାମ୍ ବୃଦ୍ଧି ନିଷ୍ପତ୍ତି ପରେ ଗ୍ରାହକଙ୍କୁ ଅବଗତ କରାଇବାକୁ ଆଜିକୁ ୩ ଦିନ ହେବ ଦୋକାନ ବନ୍ଦ ରଖିଛନ୍ତି ସମସ୍ତ ବ୍ୟବସାୟୀ।
ବ୍ୟାଙ୍କ କାଉଣ୍ଟରରେ ସୁବିଧାରେ ୨ ହଜାର ଟଙ୍କିଆ ନୋଟ୍ ବଦଳାଇବା ପାଇଁ ଗ୍ରାହକଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦେବାକୁ ବ୍ୟାଙ୍କଗୁଡ଼ିକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି RBI।
ସପୃକ୍ତ NGO ସଂସ୍ଥା ଏନେଇ ଦାୟୀ ଓ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି SDM।
ସେ ୨୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ତାଙ୍କର ଅଭିନୀତ ପ୍ରତିଟି ଫିଲ୍ମ ଆଜିବି ଅଭୁଲା...
ପ୍ରତିନିଧି ଦଳର ପ୍ରତିଟି ସଦସ୍ୟ ନିଜ ମତ ରଖିଥିଲେ। ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଅନୁଭୂତିରୁ ମତାମତ ପ୍ରଦାନ କରିଥିଲେ।
ନାବାଳିକା ଜଣକ ଉଭୟ ସାମାଜିକ ଓ ମାନସିକ ଉପରେ ଯଥେଷ୍ଟ ସମସ୍ୟା ଭୋଗିବାର କାରଣ ହୋଇପାରେ ବୋଲି କୋର୍ଟ କହିଛନ୍ତି।