ଏତେ ସ୍ବଳ୍ପ ବୟସ୍କ ନବଜାତ ଠାରେ ଏଭଳି ଜଟିଳ ଅସ୍ତ୍ରୋପଚାର ବିଶ୍ବରେ ପ୍ରଥମ ଘଟଣା ବୋଲି କୁହାଯାଉଛି ।
ସ୍ମାର୍ଟ ମିଟରରେ ନୀଳାଦ୍ରି ବିହାର ଅଞ୍ଚଳର ଦୁର୍ଗାପ୍ରସାଦ ପଟ୍ଟନାୟକଙ୍କ ମେ ମାସ ଲାଗି ଆସିଥିଲା ୭ କୋଟି ୯୦ ଲକ୍ଷ ୩୫ ହଜାର ୪୫୬ ଟଙ୍କାର ବିଦ୍ୟୁତ ବିଲ୍। ଆଉ ତାପରେ...
କାହିଁକି ଡିଇଓ ଏବଂ ବିଇଓ ମାନେ ନକଲି ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ନାହାଁନ୍ତି? ଏହାପଛରେ ଆଉ କିଛି କାରଣ ଅଛି କି? ନା ଭିତିରି ବୁଝାମଣା?
ସୀମା ସଂଲଗ୍ନ ରାଜୌରୀର ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଛି। ଏପରିକି ଯାତାୟତ କରୁଥିବା ଗାଡି ଗୁଡିକର କଡାକଡି ଯାଞ୍ଜ କରୁଛନ୍ତି ଜମ୍ମୁ କାଶ୍ମୀର ପୋଲିସ।
ଖାପ୍ ପଞ୍ଚାୟତ, କଙ୍ଗାରୁ କୋର୍ଟ, ଭିଡ଼ ହିଂସା...। ଏସବୁର କେବେ ଘଟିବ ଅନ୍ତ? ଆଧୁନିକ ସମାଜରେ ମଧ୍ୟଯୁଗୀୟ ବର୍ବରତା ବଞ୍ଚି ରହିବାର କାରଣ କଣ?
ବ୍ୟାଙ୍କରୁ ଟଙ୍କା ଉଠାଇଲା ବେଳେ, କେତେବେଳେ ବୃଦ୍ଧବୃଦ୍ଧାଙ୍କ ଆଙ୍ଗୁଳି ଛାପ ମିଶୁ ନଥିଲା ତ ତେକେବେବେଳେ ଆଖି ସମସ୍ୟା ଓ ଲିଙ୍କ ଫେଲୁଅର ପାଇଁ ଟଙ୍କା ଉଠାଇ ହେଉ ନଥିଲା।
ମଣିଷ କେଇଟା ଟଙ୍କା ପାଇଁ କିଭଳି ମାନବିକତା ଭୁଲିଯାଏ, ତାର ଜ୍ୱଳନ୍ତ ଉଦାହରଣ ଏଠି ଦେଖିବାକୁ ମିଳିଛି।
ବେଆଇନ ଭାବେ ବସ୍ ଭଡ଼ା ଆଦାୟ ନେଇ ଓଟିଭିରେ ଖବର ପ୍ରସାରଣ ପରେ ପରିବହନ ବିଭାଗ ଏହି ଚିଠି ଲେଖିଛି।
ମାଟି କାନ୍ଥର ଭଙ୍ଗାଦଦରା ଘର...ଭିତରେ ଶିକାରେ ଝୁଲୁଥିବା ବୋଇତାଳୁ... ପିଣ୍ଡାରେ ଥିବା ଚୁଲି ଆଉ ଚୁଲି ମୁଣ୍ଡରେ ବସି ଖୁସିର ଲୁହରେ ବତୁରି ଯାଉଥିବା ମା’ର ପ୍ରାଣ ଆଜି ହାଲୁକା ହୋଇଯାଇଛି।
ସୀମିତ ସିଟରେ କୃତୀ ଛାତ୍ରଛାତ୍ରୀ କିପରି ଆଡମିଶନ କରିବେ ତାହା ଏବେ ବଡ ପ୍ରଶ୍ନ
କୋର୍ଟ କହିଥିଲେ, ଓଡ଼ିଶା ସେକ୍ରେଟାରିଏଟ୍ ସର୍ଭିସ୍ ରିକ୍ରୁଟମେଣ୍ଟ ରୁଲ୍ସରେ ପ୍ରତି ବିଷୟରେ କ୍ବାଲିଫାଇଂ ମାର୍କର ବ୍ୟବସ୍ଥା ନଥିବାରୁ ଏହି ଆଧାରରେ ପ୍ରସ୍ତୁତ ମେରିଟ୍ ଲିଷ୍ଟ ବୈଧ ନୁହେଁ। ତେଣୁ ଏଗ୍ରିଗେଟ୍ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ ଲାଗି OPSCକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ।...
ଅଭିଯୁକ୍ତ ଜଣକ କ୍ରିପ୍ଟୋ କରେନ୍ସିରେ ଟଙ୍କା ନିବେଶ କରିବାକୁ ବ୍ୟକ୍ତିଙ୍କୁ କହିଥିଲା। ଟଙ୍କା ନିବେଶ କଲେ ଗୋଟିଏ ଦିନରେ ଟଙ୍କା ଡବଲ୍ ହୋଇଯିବ ବୋଲି ପ୍ରତିଶ୍ରୁତି ଦେଇଥିଲା।
ଅଭିଯୁକ୍ତ ଓ ପୀଡିତା ଗୋଟିଏ ଗାଁର। ଘଟଣାକୁ ନେଇ ମହିଳାଙ୍କ ପରିବାର ଲୋକ ଥାନାରେ ଏତଲା ଦେଇଛନ୍ତି।
ଅଭିଯୁକ୍ତମାନେ, ବିଭିନ୍ନ ଲୋକଙ୍କ ନାଁରେ ବିପୁଳ ପରିମାଣର ମୋବାଇଲ ସିମ୍ କିଣୁଥିଲେ ଏବଂ ପାକିସ୍ତାନୀ ଏଜେଣ୍ଟଙ୍କୁ ଓଟିପିି ବିକୁଥିଲେ। ଯାହାକି ଅତ୍ୟନ୍ତ ଧର୍ତ୍ତବ୍ୟ ଓ ଦେଶବିରୋଧୀ କାର୍ଯ୍ୟକଳାପ ବୋଲି କହିଛନ୍ତି ପୂର୍ବତନ ପୋଲିସ୍ ଡିଜି
ରାଜ୍ୟର ୭୯୬ଟି ଆସିଷ୍ଟାଣ୍ଡ ସେକ୍ସନ୍ ଅଫିସର ବା ଏଏସ୍ଓ ପଦ ପାଇଁ ଜାରି ବିଜ୍ଞପ୍ତି ଆଧାରରେ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନ କରିଥିଲେ।୨୦୨୨ ଅଗଷ୍ଟ ୨୭ ତାରିଖରେ ଏଥିପାଇଁ ଲିଖିତ ପରୀକ୍ଷା ହୋଇଥିଲା।
ଆପଣ ଭାବିବେ ଏଥିରେ ଆଶ୍ଚର୍ଯ୍ୟ ହେବାରେ କଣ ରହିଛି ! ଆଜ୍ଞା...ଏମାନେ ଚଳନ୍ତା ସ୍କୁଟିରେ ହିଁ ଏଭଳି କାର୍ଯ୍ୟ କରିଛନ୍ତି।
କମ୍ପାନୀ ଗତ ନଭେମ୍ବରରେ ୧୧ ହଜାର କର୍ମଚାରୀଙ୍କୁ ଛଟେଇ କରିଥିଲା ଓ ୧୦ ହଜାର କର୍ମଚାରୀଙ୍କୁ ଗତ ମାର୍ଚ୍ଚରେ ବାହାର କରିଦେଇଥିଲା।
ଦିନକର ଘଟଣା ନୁହେଁ, କୁକୁରର ଟ୍ରେନ୍ ଯାତ୍ରା ନିତିଦିନ ବୋଲି ଭିଡିଓ ସେୟାର କରି ଜଣେ ଇନଷ୍ଟା ୟୁଜର ଉଲ୍ଲେଖ କରିଛନ୍ତି।