• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

sriram
'ପ୍ରଭୁ ଶ୍ରୀରାମଙ୍କ ଜନ୍ମ ଅଯୋଧ୍ୟାରେ ନୁହେଁ, ନେପାଳରେ'

ନୂଆଦିଲ୍ଲୀ: ଭଗବାନ ଶ୍ରୀରାମଙ୍କ ଜନ୍ମଭୂମି ନେପାଳରେ ଓ ଶ୍ରୀରାମ ନେପାଳୀ। ଭାରତର ଲିପୁଲେଖ-କଳାପାଣି ଅଞ୍ଚଳକୁ ନିଜର ବୋଲି ଦାବି କରିବା ପରେ ଏବେ ଏଭଳି ଆଉ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି। ପ୍ରଧାନମନ୍ତ୍ରୀ ନିବାସରେ ଭାନୁ ଜୟନ୍ତୀ ଅବସରରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

athagada
ବିନା ଅନୁମତିରେ ଆଠଗଡ଼ ପ୍ରବେଶ ମନା

ଆଠଗଡ଼: କରୋନା ସଂକ୍ରମଣ ବଢୁଥିବାରୁ ଆଠଗଡ଼ ଉପଖଣ୍ଡରେ ପ୍ରବେଶ କଟକଣା ଜାରି କଲା ଜିଲ୍ଲା ପ୍ରଶାସନ। ବିନା ଅନୁମତିରେ ଆଠଗଡ଼, ତିଗିରିଆ, ବଡ଼ମ୍ବା ଓ ନରସିଂହପୁର ବ୍ଲକକୁ ବାହାର ଜିଲ୍ଲାକୁ କେହି ପ୍ରବେଶ କରିପାରିବେ ନାହିଁ। ବାହାର ଜିଲ୍ଲା କିମ୍ବା ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କୁ ପ୍ରଶାସନର ବିନା ଅନୁମତିରେ...

aditya das odisha death news
ସମାଜସେବୀ ଆଦିତ୍ୟ ଦାଶଙ୍କ ବନ୍ଧୁଙ୍କୁ ଦୀର୍ଘ ସମୟ ଧରି ଜେରା

ଭୁବନେଶ୍ୱର: ରାଜଧାନୀରେ ସ୍ୱେଚ୍ଛାସେବୀ ଆଦିତ୍ୟ ଦାଶଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସସପେନ୍ସ ଲାଗି ରହିଛି। ଲିଙ୍ଗରାଜ ଷ୍ଟେସନ ରେଳ ଲାଇନ କଡ଼ରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା।  ତେବେ କାହିଁକି ଏବଂ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା, ତାକୁ  ନେଇ ସନ୍ଦେହ ଲାଗିରହିଥିବା ବେଳେ ସମାଜସେବୀ ଆଦିତ୍ୟ...

list
କରୋନା ଲଢେଇରେ ଜିତିଲେ ୮୧ ବର୍ଷର ବୃଦ୍ଧ

ଫୁଲବାଣୀ: କରୋନାକୁ ଜିତିଲେ ୮୧ ବର୍ଷର ବୃଦ୍ଧ। କରୋନା ଭୂତାଣୁ ସଂକ୍ରମିତ ହୋଇ ବି ଶେଷରେ ରୋଗକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି କନ୍ଧମାଳ ରାଇକିଆର ଗୋପୀନାଥ ଡାକୁଆ। ଗୋପୀନାଥଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପରେ ତାଙ୍କ ପରୀକ୍ଷାରୁ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ ଜୁନ ୨୮ରେ...

linked
କିଏ ବୁଝିବ କର୍କଟ ରୋଗୀଙ୍କ ଯନ୍ତ୍ରଣା?

ଭୁବନେଶ୍ୱର: ଭୂତାଣୁ ଭୟଠୁ ବଳିଯାଇଛି କର୍କଟ ରୋଗୀଙ୍କ ଯନ୍ତ୍ରଣା। କଟକସ୍ଥିତ ରାଜ୍ୟର ସର୍ବବୃହତ ସରକାରୀ କ୍ୟାନ୍ସର ହସ୍ପିଟାଲ୍ ଏବେ କରୋନା ହଟସ୍ପଟ ପାଲଟିବା ପରେ ଏଠାରେ ବନ୍ଦ କରିଦିଆଯାଇଛି ରୋଗୀ ସେବା। ଡାକ୍ତର ଆସୁନାହାଁନ୍ତି, କର୍ମଚାରୀ ବି ଆସୁନାହାଁନ୍ତି। ଫଳରେ କ୍ୟାନ୍‌ସର ସହ ଯୁଝୁଥିବା ରୋଗୀ ମେଡ଼ିକାଲ୍ ଆସି...

high
ନିଜ ମୃତ୍ୟୁକୁ ନିଜେ ଡାକିଦେଲା ଦୁଷ୍କର୍ମ ଅଭିଯୁକ୍ତ !

ରାୟଗଡା: ଥାନାରୁ ଖସି ପଳାଇବା ବେଳେ ଥାନା ସାମ୍ନାରେ ଅଭିଯୁକ୍ତଙ୍କ ଉପରେ ଚଢିଗଲା ଟ୍ରକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଥାନା ସାମ୍ନାରେ। ପ୍ରେମ ପ୍ରତାରଣା ଓ  ଦୁଷ୍କର୍ମ ଅଭିଯୋଗରେ ଟିକିରି ପୋଲିସ ଅଭିଯୁକ୍ତ ସନ୍ତୋଷ କୁମାର ପଣ୍ଡୁକୁ ଗତକାଲି ଗିରଫ କରିଥିଲା। ଆଜି ଅଭିଯୁକ୍ତଙ୍କୁ...

strecher
କଣ୍ଟେନମେଣ୍ଟ ଜୋନକୁ ଆସିଲାନି ଆମ୍ୱୁଲାନ୍ସ

କନ୍ଧମାଳ: କଣ୍ଟେନମେଣ୍ଟ ଜୋନରେ ରାସ୍ତା ବନ୍ଦ ଯୋଗୁଁ ବିପଦସଙ୍କୁଳ ଅବସ୍ଥାରେ ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପାଖକୁ ଗଲେ ଗର୍ଭବତୀ ମହିଳା। କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି। ମାଣିକେଶ୍ୱର ପଞ୍ଚାୟତ ବରେପାଙ୍ଗାର ରିପୁଚନ୍ଦ୍ର ଦିଗାଲଙ୍କ ପତ୍ନୀ ଦେବୀ ଦିଗାଲଙ୍କ ପ୍ରସବ ଯନ୍ତ୍ରଣା...

sealed
ବ୍ରହ୍ମପୁର ବର୍ଡର ସିଲ୍

ଭୁବନେଶ୍ୱର: ସିଲ୍ ହେଲା ବ୍ରହ୍ମପୁର ସୀମା। ଏ ନେଇ ଘୋଷଣା କରିଛନ୍ତି ବିଏମସି କମିଶନର। ବ୍ରହ୍ମପୁର ସହର ଚାରି ଦିଗରୁ ବନ୍ଦ ଘୋଷଣା କରିଛନ୍ତି କମିଶନର। କରୋନା ସଂକ୍ରମଣ ରୋକିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବ୍ରହ୍ମପୁର ସହର ସବୁ ଦିଗରୁ ବନ୍ଦ ରହିବ...

tricjk
ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୯୨୫୫ ସୁସ୍ଥ ହେଲେଣି। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ୨୪୮ ଜଣ ସର୍ବାଧିକ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୭୧,...

asit-tripathy
ଘରେ ରହି ଚିକିତ୍ସିତ ହୋଇପାରିବେ କରୋନା ରୋଗୀ

ଭୁବନେଶ୍ୱର: ଏଣିକି ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ରହିପାରିବେ। ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ରହିପାରିବେ। ସହରାଞ୍ଚଳର ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ଅନୁମତି ମିଳିଛି। ପରିବର୍ତ୍ତିତ ନିୟମ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ...

corona-cure
ଭୁବନେଶ୍ୱରରୁ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୪ ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ ଲୋକାଲ କଣ୍ଟାକ୍ଟ ରହିଥିବା ବେଳେ ୪ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱର ମହାନଗର ଅଞ୍ଚଳରେ ୨୯ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱର ସହରରେ...

icu-bed
କୋଭିଡ୍ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ରହିଛି ICU ବେଡ୍

ଭୁବନେଶ୍ୱର: ରାଜ୍ୟର କୋଭିଡ୍ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ICU ବେଡ୍ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହା କହିଛି। କୋଭିଡ୍ ପାଇଁ ଥିବା ICUର କେବଳ ୩୬ ପ୍ରତିଶତ ବେଡ୍‌ରେ ଆକ୍ରାନ୍ତ ରହିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନସିଟି ଅଞ୍ଚଳ ପାଇଁ କଟକ ଅଶ୍ୱିନୀ କୋଭିଡ୍...

sourav
ହସ୍ପିଟାଲକୁ କରୋନା ମୁକ୍ତ ପାଇଁ ୩ ସୂତ୍ର

କଟକ: ହସ୍ପିଟାଲ ଗୁଡ଼ିକରେ ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା ବଢାଇଛି। ଏଯାଏ କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ SCBରୁ ଚିହ୍ନଟ ହେଲେଣି ୧୮। ସଂକ୍ରମିତ  ତେବେ କ୍ୟାନସର ହସ୍ପିଟାଲରୁ ୪୩ ଜଣ ସୁସ୍ଥ ହୋଇଥିବାବେଳେ SCBରୁ ଜଣେ ସୁସ୍ଥ...

marriage
ବିବାହ ଭୋଜିରେ ଏକାଠି ହୋଇଥିଲେ ହଜାରେ ଲୋକ, ତା' ପରେ...

ମୋହନା: କୋଭିଡ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ବିରୋଧରେ ମାମଲା ରୁଜୁ। ଭୋଜି ପାଇଁ ହଜାରେ ଲୋକେ ଏକାଠି ହୋଇଥିବା ବେଳେ ଭୋଜିକୁ ବନ୍ଦ କଲା ପ୍ରଶାସନ। ଏଭଳି ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଗୋଠକେଳି ଗାଁରେ। ଏହି ଗାଁର ସୁଶାନ୍ତ ମାଳି ତାଙ୍କ ବିବାହ...

cure
ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିବି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ୮,୭୫୦ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ଜଣାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...

bbsr
ଭୁବନେଶ୍ୱରରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ବେକାବୁ କରୋନା। ସହରରେ କରୋନା ଆକ୍ରାନ୍ତ ଚିହ୍ନଟରେ ଆଜି ଅର୍ଦ୍ଧଶତକ। ଭୁବନେଶ୍ୱରରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬ ରହିଥିବାବେଳେ ଲୋକାଲ କେସ୍ ୨୮ ରହିଛି। ସେପଟେ ଭୁବନେଶ୍ୱର ସହରରୁ ଆଉ୧୩ କରୋନା ଆକ୍ରାନ୍ତ ସୁସ୍ଥ...

congress
ବଦଳିବେ କି ପିସିସି ସଭାପତି? ରେସ୍‌ରେ ୧୩ ଜଣଙ୍କ ନାଁ !

ଭୁବନେଶ୍ୱର: ବଦଳିବେ କି ରାଜ୍ୟ କଗ୍ରେସର ମଙ୍ଗୁଆଳ? ଓଡ଼ିଶାରେ ପିସିସି ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ୧୩ ଜଣ ନେତା ପିପିସି ସଭାପତି ରେସରେ ଥିବା କହିଛନ୍ତି ବିଧାୟକ ସୁରେଶ ରାଉତରାୟ। ନରସିଂହ ମିଶ୍ର, ଶରତ ରାଉତ, ଭକ୍ତ ଚରଣ ଦାସ, ପ୍ରଦୀପ ମାଝୀଙ୍କ ନାଁ...

MAIN
'ଆମ୍ୱୁଲାନ୍ସ ନେଲାନି, ଛଟପଟ ହୋଇ ଜୀବନ ହାରିଲେ ବାପା'

ବ୍ରହ୍ମପୁର: ୨୦ ଘଣ୍ଟା ଧରି ଛଟପଟ ହେଲେ ରୋଗୀ। ଲୋକେ ଦେଖିଲେ, ମୋବାଇଲରେ ଭିଡିଓ ଉଠାଇଲେ, ଆମ୍ବୁଲାନ୍ସ ମଧ୍ୟ ଆସିଲା କିନ୍ତୁ କରୋନା ରୋଗୀ ହୋଇଥିବା ଆଶଙ୍କା କରି ହସ୍ପିଟାଲକୁ ନେଲାନାହିଁ। ଶେଷରେ ରୋଗୀ ଜଣକର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ବ୍ରହ୍ମପୁରର ଶ୍ରୀରାମନଗର ଅଞ୍ଚଳରେ।...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।