• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

adity-dash
ଖୋଲିଲା ମାନବପ୍ରେମୀଙ୍କ ମୃତ୍ୟୁ ରହସ୍ୟ

ଭୁବନେଶ୍ୱର: ବହୁଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସଙ୍କ ମିଳିଲା ସୁଇସାଇଡ୍ ନୋଟ୍। ୪ ପୃଷ୍ଠାର ସୁଇସାଇଡ୍ ନୋଟ୍‌ରେ ନିଜର ମୃତ୍ୟୁ ପାଇଁ କାହାକୁ ଦାୟୀ କରିନାହାନ୍ତି। ବରଂ ତାଙ୍କର ସେହି ଡାଏରୀରେ ଅନେକ ବାର୍ତ୍ତା ଓ ଦାୟିତ୍ୱ ଯୁବପିଢି ଓ ନିଜ ଟ୍ରଷ୍ଟ ସଦସ୍ୟଙ୍କ ପାଇଁ ଛାଡ଼ି ଚାଲିଯାଇଛନ୍ତି। ଚିଠିରେ...

biju
୧୫ ବିଜେଡି ନେତାଙ୍କୁ ବରିଷ୍ଠ ସାଧାରଣ ସଂପାଦକ ପଦ

ଭୁବନେଶ୍ୱର: ୧୫ ବିଜେଡି ନେତାଙ୍କୁ ଦଳର ବରିଷ୍ଠ ସାଧାରଣ ସଂପାଦକ ଦାୟିତ୍ୱ। ବିଜେଡି ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ୧୫ଜଣ ବରିଷ୍ଠ ସାଧାରଣ ସମ୍ପାଦକ ପଦବୀରେ ଆସୀନ କରାଯିବା ସହ ବିଭିନ୍ନ କ୍ଷେତ୍ର(ୱିଙ୍ଗ)ର ଇନଚାର୍ଜ ମଧ୍ୟ କରାଯାଇଛି। ତେବେ ସର୍ବଭାରତୀୟ ସ୍ତରରେ ବିଜେଡି ପ୍ରଥମ ଦଳ ଭାବେ...

antigen
ଓଡ଼ିଶାରେ ପହଞ୍ଚିଲା ଆଉ ୨୦ ହଜାର ଆଣ୍ଟିଜେନ୍ ଟେଷ୍ଟ କିଟ୍

ଭୁବନେଶ୍ୱର: ପହଞ୍ଚିଲା ଆଉ ୨୦ ହଜାର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍। ଆସିଥିବା ଏଇ ଟେଷ୍ଟ କିଟ୍ ମଧ୍ୟରୁ କଟକ SCBକୁ ୧୫ଶହ, ଅନ୍ୟ ୫ଟି ମେଡିକାଲ କଲେଜକୁ ହଜାରେ ଲେଖାଏଁ କିଟ୍ ଏବଂ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲକୁ ୫ ଶହ କିଟ୍ ଯୋଗାଇ ଦିଆଯାଇଛି ବୋଲି...

cure
ରେକର୍ଡ ଭାଙ୍ଗିଲା: ଦିନକରେ ୩୦୩ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ମଧ୍ୟରେ ଗଜାମରୁ ସର୍ବାଧିକ ସୁସ୍ଥ ଅଛନ୍ତି। ଏହାକୁ ମିଶାଇ ଏଯାବତ୍ ରାଜ୍ୟରେ ୭୦୦୬ ଜଣ କରୋନାରୁ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ...

si
ପ୍ରତାରକ ଏସଆଇଙ୍କୁ ନିଲମ୍ବିତ କଲେ ଏସପି

ଖଲ୍ଲିକୋଟ: ପୁଣି ଖାକିରେ ଦାଗ। ଜଣେ ଏସ୍ଆଇଙ୍କ ବିରୋଧରେ ଆସିଛି ଲଭ-ସେକ୍ସ-ଧୋକ୍କା ଅଭିଯୋଗ। ପ୍ରେମ ପ୍ରତାରଣାର ଅଭିଯୋଗ ପରେ ଗଞ୍ଜାମ ଖଲ୍ଲିକୋଟ ଭେଜିପୁଟ ଫାଣ୍ଡି ଅଧିକାରୀ ଟୁନା ପୀଡିକାଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି ଏସ୍‌ପି। ନିଲମ୍ବନ ପୂର୍ବରୁ ଟୁନାଙ୍କୁ ଗିରଫ କରିଥିଲା ପୋଲିସ। ଅଭିଯୋଗ ଅନୁଯାୟୀ, ଗତ ୨୦୧୭ରେ...

fas
କାଠଯୋଡ଼ି ନଦୀକୁ ଡେଇଁ ପଡ଼ିଲେ ଦୁଇ ଯୁବତୀ

କଟକ: ତ୍ରିଶୁଳିଆ ବ୍ରିଜରୁ ଡେଇଁ ପଡ଼ିଲେ ଦୁଇ ଯୁବତୀ। ବ୍ରିଜ୍ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡ଼ିଲେ ଉଭୟ। ନଦୀରେ ୫ ଶହ ମିଟର ଭାସିଯିବା ପରେ ଏକ ବୁଦାରେ ଲାଗିଥିଲେ। ସେମାନେ ସମ୍ପର୍କରେ କଣ ତାହା ଜଣାପଡିନାହିଁ। ବୁଧବାର ଅପରାହ୍ନରେ ୨ ଜଣ ୟୁବତୀ ସ୍କୁଟିରେ ଯିବା...

bbsr
ଭୁବନେଶ୍ୱରେ ଆଉ ୪୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱର ବେକାବୁ କରୋନା। ଆଜି ଚିହ୍ନଟ ହୋଇଛନ୍ତି ଆଉ ୪୬ କରୋନା ଆକ୍ରାନ୍ତ, ଯେଉଁଥିରେ କ୍ୱାରେଣ୍ଟିନ୍ ସେଣ୍ଟରରୁ ୨୨ ଏବଂ ଲୋକାଲ କେସ୍ ୨୪ ଥିବା ବିଏମସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେହିପରି ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ...

main
ହତ୍ୟା ଅଭିଯୁକ୍ତ ହାତରେ କୋଟି କୋଟି ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ୱର: ହତ୍ୟା ଅଭିଯୁକ୍ତଙ୍କଠାରୁ ମିଳିଲା ସାଢ଼େ ୩ କୋଟିର ବ୍ରାଉନସୁଗାର। ଖୋର୍ଦ୍ଧା ପୋଲିସ୍ ହାତରେ ଧରାପଡ଼ିଛି ଦଧିମାଛଗାଡ଼ିଆ ହତ୍ୟାକାଣ୍ଡର ଅଭିଯୁକ୍ତ, ଯାହାଠୁ ମିଳିଛି ୩ କେଜି ୬୦୨ ଗ୍ରାମ ବ୍ରାଉନସୁଗାର। ଆଜି ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ DIG ଆଶିଷ ସିଂହ। ଜୁନ ୧୫ ହତ୍ୟାକାଣ୍ଡ ପରଠୁୁ...

swarha
ବାହାର ଜିଲ୍ଲାର ଲୋକଙ୍କ ପାଇଁ କାଲିଠୁ ସ୍ୱର୍ଗଦ୍ୱାର ମନା

ପୁରୀ: କୋଭିଡ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି। ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ କାଲିଠୁ ସ୍ୱର୍ଗଦ୍ୱାର ମନା। ଆସନ୍ତାକାଲି ଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ...

train
ରାଜ୍ୟରେ ବନ୍ଦ ହେଲା ୩ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ରାଜ୍ୟରେ ଚଳାଚଳ କରୁଥିବା ସ୍ୱତନ୍ତ୍ର ବନ୍ଦ ହେବ। ପୃଷ୍ଠପୋଷକତା ଅଭାବରୁ ରାଜ୍ୟ ଭିତରେ ଚଳାଚଳ କରୁଥିବା ତିନିଟି ସ୍ୱତନ୍ତ୍ର ଟ୍ରେନକୁ ବନ୍ଦ କରାଗଲା। ଏଭଳି ପଦକ୍ଷେପ ନେଇଛି ପୂର୍ବତଟ ରେଳବାଇ। ପ୍ରକାଶଥାଉକି ରାଜ୍ୟ ଭିତରେ ଜରୁରୀକାଳୀନ ଯାତାୟତ ଏବଂ ଲକ୍‌ଡାଉନ ସମୟରେ ଅଟକି ରହିଯାଇଥିବା ଅସହାୟ ଯାତ୍ରୀମାନଙ୍କୁ...

cbse
କମ୍ ସିଲାବସ୍‌ରେ ପାଠ ପଢିବେ CBSE ଛାତ୍ରଛାତ୍ରୀ

ଭୁବନେଶ୍ୱର: କମିଲା ସିବିଏସ୍ଇ ସିଲାବସ୍। ନବମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କରୋନା ଭଳି ଅସ୍ୱାଭାବିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସିବିଏସ୍ଇକୁ ୩୦ ପ୍ରତିଶତ ସିଲାବସ୍ ଚଳିତ ବର୍ଷ ହ୍ରାସ କରିବାକୁ କୁହାଯାଇଛି। ଏନେଇ ମାନବ ସମ୍ବଳ ବିକାଶ...

anti
କାହିଁକି ଗୁରୁତ୍ୱପୂର୍ଣ୍ଣ ଆଣ୍ଟିଜେନ୍ ଟେଷ୍ଟ?

ଭୁବନେଶ୍ୱର: ରାଜ୍ୟରେ ଆଣ୍ଟିଜେନ ଟେଷ୍ଟ ଆରମ୍ଭ ହେଲେ ବଢ଼ିବ ପରୀକ୍ଷା ସଂଖ୍ୟା। ଆଣ୍ଟିଜେନ ଟେଷ୍ଟରେ ପଜିଟିଭ ଆସିଲେ ଏହାକୁ କନଫର୍ମ ପଜିଟିଭ ଭାବେ ଧରାଯିବ। ଯଦି କୌଣସି ବ୍ୟକ୍ତିଙ୍କର ଆଣ୍ଟିଜେନ ଟେଷ୍ଟରେ ନେଗେଟିଭ ଆସେ ଓ ତାଙ୍କର କରୋନା ଲକ୍ଷଣ ଥାଏ ତେବେ RTPCR ଟେଷ୍ଟ ପାଇଁ ସ୍ୱାବ...

city
କଟକରେ ପୁଣି ବଢିଲା ସଟ୍‌ଡାଉନ୍ ଅବଧି

କଟକ: କଟକ ସହର ପାଇଁ ଆଉ ୨ ଦିନ ବଢ଼ିଲା ସଟଡାଉନ୍ ଅବଧି। ୧୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ ସଟଡାଉନ୍। ବର୍ତ୍ତମାନ କରୋନା ସ୍ଥିତିକୁ ଦେଖି ଆସନ୍ତାକାଲି ଶେଷ ହେବାକୁ ଥିବା କଟକ ସହର ସଟଡାଉନ୍ ଅବଧି ୧୦ ତାରିଖ ଶୁକ୍ରବାର ଯାଏଁ ବୃଦ୍ଧି କରାଯାଇଥିବା...

job
୨ ବର୍ଷ ଯାଏ ଚାକିରି ନାହିଁ

ଭୁବନେଶ୍ୱର: କରୋନା ସଂକଟ ଦୃଷ୍ଟିରୁ ୨ ବର୍ଷ ଯାଏଁ ନୂଆ ଚାକିରି ସୃଷ୍ଟି ହେବ ନାହିଁ। କରୋନା ଯୋଗୁଁ ଆର୍ଥିକ ସଂକଟ ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପଦକ୍ଷେପ। ଏନେଇ ସବୁ ବିଭାଗକୁ ପ୍ରମୁଖ ସଚିବ ଅଶୋକ ମୀନା ଚିଠି ଲେଖିଛନ୍ତି। କରୋନା ଯୋଗୁଁ ଆର୍ଥିକ ସଂକଟ ଦୃଷ୍ଟିରୁ ସରକାରଙ୍କ...

trick-complain
ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ଇଙ୍ଗିତ ମିଛ! ପାଲଟା ଏତଲା ଦେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର: କାର୍ଯ୍ୟକ୍ଷେତ୍ରରେ ଅଶ୍ଳୀଳ ଇଙ୍ଗିତ ଏବଂ ମାନସିକ ନିର୍ଯାତନା ନେଇ ମହିଳାଙ୍କ ଅଭିଯୋଗ ଉପରେ ଆଜି ସ୍ପଷ୍ଟୀକରଣ ରଖିଛନ୍ତି ଆୟୁଷ ଓଡ଼ିଶାର ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀ। ତାଙ୍କ ବିରୋଧରେ ଅଭିଯୋଗକୁ ମିଥ୍ୟା ଓ ଷଡ଼ଯନ୍ତ୍ରପୂର୍ଣ୍ଣ ବୋଲି କହିବା ସହ ଭୁବନେଶ୍ୱର ମହିଳା ଥାନାରେ ପାଲଟା ଏତଲା କରିଛନ୍ତି।...

nagative
କରୋନାରୁ ଆରୋଗ୍ୟ ହେଲେ ଆଉ ୨୧୭

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୨୧୭ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଏଯାବତ୍ ୬,୭୦୩ ଆକ୍ରାନ୍ତ ସୁସ୍ଥ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ସର୍ବାଧିକ ୯୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଦାରୁ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।