• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

tech
ସିଲ୍‌ ହେଲା ଟେକ୍ ମହିନ୍ଦ୍ରା ଅଫିସ୍

ଭୁବନେଶ୍ୱର: ସିଲ ହେଲା ଭୁବନେଶ୍ୱର ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରା ଅଫିସ। ତିନି ଦିନ ଭିତରେ ଏହି ଅଫିସ୍‌ର ୭ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ଏହାକୁ ସିଲ୍ କରିଛି। ଆଜିଠାରୁ ପୂରା ବିଲ୍ଡିଂକୁ ସିଲ୍ କରାଯାଇଛି। ଏହାସହ ୨୦ ତାରିଖ ପର୍ଯ୍ୟନ୍ତ...

ganjam
୫ ଦିନ ସଟଡାଉନ୍ ହେବ ଗଂଜାମର ସହରାଞ୍ଚଳ

ଭୁବନେଶ୍ୱର: କଟକ ପରେ ଏବେ ଗଂଜାମର ସଟଡାଉନ ପାଳି। ଜିଲ୍ଲାରେ ସଂକ୍ରମଣ ମାତ୍ରାଧିକ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୯ରୁ ୧୩ ତାରିଖ ଯାଏ ଗଂଜାମର ସହରାଞ୍ଚଳ  ହେବ ସଟଡାଉନ୍। ଏହି ଘୋଷଣା କରିଛନ୍ତି ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ଏହି ସମୟରେ ବ୍ରହ୍ମପୁର ମହାନଗ...

bbsr
ଭୁବନେଶ୍ୱରରେ ଆଉ ୨୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ ମଧ୍ୟରୁ ଲୋକାଲ କଣ୍ଟାକ୍ଟ ୧୪, କ୍ୱାରେଣ୍ଟିନ ୧୪ ଓ ଜଣେ କୋଭିଡ଼ ଯୋଦ୍ଧା ଅଛନ୍ତି। ଏହାକୁ ମିଶାଇ ରାଜଧାନୀରେ ୪୭୯ ଜଣ ସଂକ୍ରମିତ ହେଲେଣି। ୨୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେବି ୧୯୫ ଆକ୍ଟିଭ...

naveeen
'ମୋ ସରକାର'ରେ ସାମିଲ ହେବ କୋଭିଡ୍ ପରିଚାଳନା

ଭୁବନେଶ୍ୱର: ମୋ ସରକାରରେ ସାମିଲ୍ ହେବ କୋଭିଡ୍ ପରିଚାଳନା। ଭିଡିଓ କନ୍ଫରେନ୍ସିଂରେ ସମୀକ୍ଷା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରୋଗୀ ଓ କୋଭିଡ୍ ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଫିଡ୍‌ବ୍ୟାକ୍ ସଂଗ୍ରହ ପାଇଁ ଜିଲ୍ଲା କୋଭିଡ୍ ପର୍ଯ୍ୟବେକ୍ଷକ,...

rick
କରୋନା 'ଅନ୍ତ'ର ସମୟ ଆରମ୍ଭ

ନୂଆଦିଲ୍ଲୀ: କେବେ ଆସିବ ସ୍ୱାଭାବିକ ସ୍ଥିତି? କେବେ ଫେରିବ ସେଇ ପୁରୁଣା ଦିନ? ଯେତେବେଳେ, ବିନା ମାସ୍କରେ ନିଶ୍ୱାସ ନେଇ ହେଉଥିଲା, ବିଶ୍ୱାସରେ କାହାକୁ ଛୁଇଁ ହେଉଥିଲା, ବିନା ଭୟରେ ଭିଡ଼କୁ ଯାଇ ହେଉଥିଲା। ବୋଧହୁଏ ଏସବୁର ଗୋଟିଏ ଉତ୍ତର, କରୋନା ଟୀକା ଆସିବା ପରେ। ସେଥିପାଇଁ ସାରା...

main
କ୍ୱାରେଣ୍ଟିନ୍‌ରେ ରହିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ସେଲ୍ଫ କ୍ୱାରେଣ୍ଟିନରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଗତ ୨ ଓ ୩ ତାରିଖରେ ଏକ ସରକାରୀ କାର୍ଯ୍ୟକ୍ରମରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ସହ ସେ ମଧ୍ୟ ଯୋଗ ଦେଇଥିଲେ। ତେଣୁ ସୁକାନ୍ତ କୋଭିଡ୍ ପଜିଟିଭ୍ ଥିବା ସ୍ପଷ୍ଟ ହେବା ପରେ, ପ୍ରତାପ ନିଜ ଆଡ଼ୁ...

bishnu
ପରଲୋକରେ ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ଦେହାନ୍ତ। ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ...

naveen
କରୋନା ଯୁଦ୍ଧ ଜିତିବାକୁ ନବୀନଙ୍କ ୩ ମନ୍ତ୍ର

ଭୁବନେଶ୍ୱର: କରୋନା ଯୁଦ୍ଧ ଜିତିବା ପାଇଁ ୩ଟି ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ତ୍ୟାଗ, ସଂଯମ ଓ ଶୃଙ୍ଖଳା ମନ୍ତ୍ର ଦେଲେ ନବୀନ ପଟ୍ଟନାୟକ। ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରିବା ଅବସରରେ କରୋନା ବିରୋଧି ଲଢେଇରେ ଜିତିବା ପାଇଁ ଆହ୍ୱାନ ଦେଇଛନ୍ତି। ନବୀନ କହିଛନ୍ତି ଯେ ରଥଯାତ୍ରା...

lane-drive
କଟକ-ଭୁବନେଶ୍ୱର ଏନ୍‌ଏଚ୍‌ରେ ଲେନ୍‌ ଡ୍ରାଇଭ ପ୍ରସ୍ତାବ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ଜାତୀୟ ରାଜପଥ-୧୬ରେ ଲେନ ଡ୍ରାଇଭ ପ୍ରସ୍ତାବ। ଟ୍ରାଫିକ ସୁଗମ କରିବାକୁ ପ୍ରସ୍ତାବ ଦେଲେ ଟ୍ରାଫିକ ଡିସିପି ସାଗରିକା ନାଥ। ଗୃହ ବିଭାଗ ପ୍ରମୁଖ ସଚିବଙ୍କୁ ପ୍ରସ୍ତାବ ଦେଲେ ଡିସିପି ସାଗରିକା। ଏନେଇ ଡିସିପି ସାଗରିକା କହିଛନ୍ତି, NH ୧୬ର ଉଭୟ ପଟେ ତିନିଟି ଲେଖାଏଁ ଲେନ୍...

cured
ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୬୪୮୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। କେଉଁ ଜିଲ୍ଲାରୁ କେତେ:- ଗଂଜାମରୁ ସର୍ବାଧିକ...

corona
ହସ୍ପିଟାଲରୁ ଚମ୍ପଟ ମାରିଲା କରୋନା ଆକ୍ରାନ୍ତ

ନବରଙ୍ଗପୁର: କାନ୍ଥ ଡେଇଁ ଛୁ ମାରିଲା କରୋନା ଆକ୍ରାନ୍ତ। ନବରଙ୍ଗପୁର କୋଭିଡ ହସ୍ପିଟାଲରୁ କରୋନା ଆକ୍ରାନ୍ତ ଚମ୍ପଟ ମାରିଛି। ମେଡିକାଲ କାନ୍ଥ ଡେଇଁ ଖସି ଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଥାନାରେ ଏତଲା ଦେଇଛନ୍ତି। ନବରଙ୍ଗପୁର ସ୍ଥିତ କୋଭିଡ ହସ୍ପିଟାଲର କାନ୍ଥ ଡେଇଁ...

assembly
ବିଧାନସଭା କମିଟି ବୈଠକ ବାତିଲ

ଭୁବନେଶ୍ୱର: ବିଧାନସଭା କମିଟି ବୈଠକ ବାତିଲ। ବିଧାନସଭାର ବିଭିନ୍ନ କମିଟି ବୈଠକ ବାତିଲ ନେଇ ନିଷ୍ପତ୍ତି ହୋଇଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଗତମାସରେ ବିଧାନସଭାର ବିଭିନ୍ନ କମିଟି ମିଟିଂ ପାଇଁ ଅନୁମତି ଦେଇଥିଲୁ କରୋନା ସ୍ଥିତି ଦେଖି ସବୁ ବୈଠକ ବାତିଲ ନେଇ କାଲି...

plus-two
CHSE ଯୁକ୍ତ ଦୁଇ ପରୀକ୍ଷା ବାତିଲ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। CBSE ପରେ CHSE ଯୁକ୍ତ ଦୁଇ ପରୀକ୍ଷା ବି ବାତିଲ। ରାଜ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ବିଷୟରେ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ପକ୍ଷରୁ...

positive-check
ରାଜ୍ୟରେ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୦୮, ଲୋକାଲ୍ କଣ୍ଟାକ୍ଟ ୪୩ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ୭୩୧୬କୁ ବୃଦ୍ଧି ପାଇଛି। ସେହିପରି ୫୧୮୯ ସୁସ୍ଥ ହୋଇଛନ୍ତି। ଏବେବି ୨୦୯୪ ଆକ୍ଟିଭ କେଶ ରହିଛି।...

strick
ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ବିରମିତ୍ରପୁର ଆଇଆଇସି

ଭୁବନେଶ୍ୱର: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଡିଜିପି। ପୂର୍ବତନ ବୀରମିତ୍ରପୁର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ନାବାଳିକାଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି ଡିଜିପି। DGP has dismissed Inspector Ananda Chandra Majhi former IIC...

track
ତିନି ରଥରେ ବିଜେ ହେଲେ ତିନି ଠାକୁର

ପୁରୀ: ଗୁଣ୍ଡିଚା ମନ୍ଦିରରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ମାଉସୀ ମାଙ୍କ ଠାରୁ ଖେଚୁଡି ଖାଇ ତିନି ଠାକୁର ମନ୍ଦିରରୁ ବାହାରି ୩ ରଥରେ ବିଜେ ହେଲେ। ପବିତ୍ର ବାହୁଡା ଯାତ୍ରା ପାଇଁ ସବୁଠି ଭକ୍ତିମୟ ପରିବେଶ। ଚଳଚଞ୍ଚଳ ହୋଇଉଠିଛି ବଡଦାଣ୍ଡ। ଘଣ୍ଟଘଣ୍ଟା ଓ ବିଜେ କାହାଳୀରେ ପ୍ରକମ୍ପିତ ହେଉଛି...

BHAYA
ଗାଁ ନ ଛାଡ଼ିଲେ ମୃତ୍ୟୁ ଦଣ୍ଡ!

ଚିତ୍ରକୋଣ୍ଡା: ଯୁଗ ଓ ସମୟର ବଡ଼ ପରିବର୍ତ୍ତନ ଓ ବିଜ୍ଞାନର ଅଗ୍ରଗତି ହୋଇଥିଲେ ବି ଆଜିବି ଅନେକ ଲୋକ ଅନ୍ଧବିଶ୍ୱାସ ଦ୍ୱାରା କବଳିତ। ଆଉ ଏହାର ପରିଣାମ ଏତେ ଭୟଙ୍କର ହୋଇଛି ଯେ ଦୁଇଟି ପରିବାରକୁ ଆଜି ବାସହରା ହେବାକୁ ପଡିଛି। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ...

curfew
ଆଜିଠୁ ଅନଲକ୍-୨: ରାତ୍ରକାଳୀନ କର୍ଫ୍ୟୁ କୋହଳ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ ଅନଲକ୍-୨ର ଗାଇଡଲାଇନ୍ ଜାରି କରିଛନ୍ତି। ଅନଲକ୍-୧ର ଅବଧି ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି। ଏହା ସହ ଅନଲକ୍-୨ର ଘୋଷଣା କରାଯାଇଛି, ଯାହା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିରେ କିଛି କ୍ଷେତ୍ରରେ କଟକଣା କୋହଳ କରାଯାଇଛି।...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।