• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

slum
ସହର ବସ୍ତିରେ କାୟା ମେଲାଉଛି କରୋନା, ଆରମ୍ଭ ହେଲା ସ୍ଲମ୍ ସର୍ଭେଲାନ୍ସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇ ଚାଲିଛି କରୋନା। ଚାହୁଁ ଚାହୁଁ ସଂକ୍ରମିତଙ୍କ ସଂଖ୍ୟା ୩ ଶହ ମୁହାଁ ହୋଇଛିା ତେବେ ବସ୍ତିଗୁଡିକରେ ସ୍ଥାନୀୟ ସଂକ୍ରମଣ ବଢିଚାଲିଥିବାରୁ ସରକାରଙ୍କ ଚିନ୍ତା ବି ବଢିଛି। ଆଉ ଏଥିରେ ବ୍ରେକ୍ ଲଗାଇବା ପାଇଁ ଆରମ୍ଭ ହୋଇଛି ସ୍ଲମ୍ ସର୍ଭେଲାନ୍ସ। ୱାର୍ଡକୁ ୱାର୍ଡ...

ach
କଟକରେ ୨ ନର୍ସଙ୍କୁ କରୋନା, ସିଡିଏ ସେକ୍ଟର-୯ କଣ୍ଟେନମେଣ୍ଟ ଜୋନ୍

କଟକ: ରାଜଧାନୀ ଭୁବନେଶ୍ୱର ପରେ କଟକରେ ଚିନ୍ତା ବଢାଇଲାଣି କରୋନା। କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୨ ପଜିଟିଭ ଚିହ୍ନଟ। କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କ ଠାରେ ପଜିଟିଭ୍ ଚିହ୍ନଟ...

nagative
ସୁସ୍ଥ ହେଲେ ଆଉ ୧୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୩୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। Another 137 #COVID19 patients have recovered and are...

docytor
'ଗୋଷ୍ଠୀ ସଂକ୍ରମଣକୁ ଗତି କଲୁଣି: ଶନି, ରବି ସଟ୍‌ଡାଉନ କର'

ଭୁବନେଶ୍ୱର: ଦେଶ ଓ ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି, ଏଥିରୁ ଜଣାପଡୁଛି ଗୋଷ୍ଠୀ ସଂକ୍ରମଣ ହୋଇପାରେ। ତେଣୁ ପୂର୍ବଭଳି କଟକଣା ଜାରି ରହିବା ସହ ସପ୍ତାହକୁ ଦୁଇ ଦିନ ସଟ୍‌ଡାଉନ୍‌ କରାଯାଉ ବୋଲି କହିଛନ୍ତି ଭୁବନେଶ୍ୱର...

main
କରୋନା ସଂକ୍ରମଣରେ ରେକର୍ଡ ପାର: ସପ୍ତାହକରେ ଲକ୍ଷେ ଆକ୍ରାନ୍ତ

ଭୁବନେଶ୍ୱର: ଭାରତରେ ୫ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ରେକର୍ଡ ୧୮ ହଜାର ୫୫୨ କେସ୍। ମୃତ୍ୟୁ ହୋଇଛି ୩୮୪ ଜଣଙ୍କର ଏହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୧୫ ହଜାର ୬୮୫ ଛୁଇଁଛି। ହେଲେ ଚିନ୍ତାର କଥା ହେଲା,...

satya
ଜଗନ୍ନାଥ ଭକ୍ତଙ୍କ ସହ ବିଶ୍ୱାସଘାତ: 'ଆଇନ୍‌ ମନ୍ତ୍ରୀ, ଏଜିଙ୍କୁ ବହିଷ୍କାର କର'

ଭୁବନେଶ୍ୱର: ରଥଯାତ୍ରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଗଜପତିଙ୍କ ସାକ୍ଷାତକାର ପରେ ସରକାର ଜଗନ୍ନାଥ ପ୍ରେମୀଙ୍କ ସହ ବିଶ୍ୱାସଘାତକତା କରିଛନ୍ତି ବୋଲି କହିବା ସହ ଆଇନମନ୍ତ୍ରୀ ଓ ଆଡଭୋକେଟ ଜେନେରାଲଙ୍କୁ ତୁରନ୍ତ ବହିଷ୍କାର କରିବାକୁ କଂଗ୍ରେସ ଦାବି କରିଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ...

MAA2
ନନ୍ଦିଘୋଷ ରଥର କାଠ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ: ଗୁଣ୍ଡିଚା ମନ୍ଦିରରେ ପାଳିତ ହେଇଛି ହେରା ପଞ୍ଚମୀ ନୀତି। ପରମ୍ପରା ଅନୁସାରେ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଆସି ଶରଧାବାଲିଲେ ନନ୍ଦିଘୋଷ ରଥର କାଠ ଭାଙ୍ଗିଛନ୍ତି ଅଭିମାନିନୀ ମହାଲକ୍ଷ୍ମୀ। ମହାଲକ୍ଷ୍ମୀ ଆଜି ବିମାନରେ ବିଜେ ହୋଇ ପାଟ ପଟୁଆରରେ ଗୁଣ୍ଡିଚା ମନ୍ଦିର ଆସିଥିଲେ। ବିଧି ଅନୁଯାୟୀ ଦହିପଟି ମଣୋହୀ...

lokseba
୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଓଡ଼ିଶା କ୍ୟାଡ଼ରର ୨୦୧୭ ବ୍ୟାଚର ୫ଜଣ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ମିଳିଲା ନିଯୁକ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୭ ବ୍ୟାଚ୍ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଟିଟିଲାଗଡ଼ ଉପଜିଲ୍ଲାପାଳ ଭାବେ ବଦଳି...

puri-town
ଜୁନ୍‌ ୩୦ରୁ ପୁରୀରେ କର୍ଫ୍ୟୁ

ପୁରୀ: ପୁରୀରେ ପୁଣି ଲାଗୁ ହେବ କର୍ଫ୍ୟୁ। ବାହୁଡା ଯାତ୍ରା ପାଇଁ ପୁଣି ପୁରୀରେ ଜାରି ହେବ କର୍ଫ୍ୟୁ। ଜୁନ୍‌ ୩୦ରୁ ସାରା ଜିଲ୍ଲାରେ କର୍ଫ୍ୟୁ ନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ବୁଧବାର ବାହୁଡା ଯାତ୍ରାକୁ ଆଖି ଆଗରେ ରଖି ଜୁନ୍ ୩୦ ତାରିଖ ରାତି...

adshf
'ସରକାରଙ୍କ ମୁଖା ଖୋଲିଗଲା'

ଭୁବନେଶ୍ୱର: ରଥଯାତ୍ରା ପ୍ରସଙ୍ଗ ନେଇ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ମନ୍ତବ୍ୟକୁ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧି। ସରକାରଙ୍କ ମୁଖା ଖୋଲିଯାଇଛି ବୋଲି କହିଛନ୍ତି କଂଗ୍ରେସ ନେତା ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର। ସେ କହିଛନ୍ତି ଯେ ମହାରାଜା ସତକୁ ଭକ୍ତଙ୍କ ଆଗରେ ପ୍ରକାଶ କରିଛନ୍ତି। ଗଜପତିଙ୍କ...

ananya
'କୋଭିଡ୍‌ ଗାଇଡ୍‌ଲାଇନ ଭାଙ୍ଗିଲେ ଜଣାଉଛି ସାହି କମିଟି'

ଭୁବନେଶ୍ୱର: କରୋନା ପାଇଁ ହୋଇଥିବା ଗାଇଡଲାଇନ ଯଦି କଟକ ସହରରେ କେହି ଭାଙ୍ଗିଲେ ତାହେଲେ ଧରୁଛି ସାହି କମିଟି। ଏଥିପାଇଁ କଟକର ୫୯ଟି ୱାର୍ଡରେ ୱାର୍ଡ କମିଟି ଓ ସାହି କମିଟି ଗଠନ କରାଯାଇଛି। ସାହିକୁ ଆସୁଥିବା ସବୁ ଲୋକଙ୍କ ଉପରେ ନିଘା ରଖୁଛି ସାହି କମିଟି ବୋଲି...

nagative
ସୁସ୍ଥ ହେଲେ ଆଉ ୧୮୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୮୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏଯାବତ୍ ରାଜ୍ୟରେ ୪,୬୦୬ ଜଣ ସୁସ୍ଥ ହେଲେଣି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। Another 184 #COVID19 patients have recovered and are being discharged...

ganjam
କରୋନାରେ ୩ ନୁହେଁ ଜଣଙ୍କର ହୋଇଛି ମୃତ୍ୟୁ: ଜିଲ୍ଲାପାଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାହାଡା ପଞ୍ଚାୟତରେ କରୋନାରେ ୩ଜଣ ନୁହେଁ ବରଂ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଯେଉଁ ଖବର ପ୍ରସାରିତ ହେଉଥିଲା ତାହା ମିଥ୍ୟା ବୋଲି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ପୂର୍ବରୁ ଗଞ୍ଜାମ ଧରାକୋଟ ବ୍ଲକ ଜାହାଡ଼ା...

content
ଦମ୍ପତିଙ୍କ ସଂସ୍ପର୍ଶରେ ଆସି ୧୩ କରୋନାରେ ଆକ୍ରାନ୍ତ

ରାୟଗଡ଼ା: ସୁପରସ୍ପ୍ରେଡର ବନିଲେ ଦମ୍ପତି। ରାୟଗଡ଼ା ଗୁଣୁପୁର ଅଞ୍ଚଳର ଏକ ଦମ୍ପତିଙ୍କ ସଂସ୍ପର୍ଶରେ ଆସି ଅଞ୍ଚଳରେ ୧୩ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୮ ଜଣ ପୁରୁଷ ଥିବାବେଳେ ୫ ଜଣ ମହିଳା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କରୋନା ଯୋଦ୍ଧା ଥିବା ଜଣାପଡିଛି।...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।