• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

poision
କଳି ହେଲା କାଳ: ମା, ଯାଆଁଳା ପୁଅର ଆତ୍ମହତ୍ୟା

ବରଗଡ଼: ପାରିବାରିକ କଳହ କେତେ ଭୟଙ୍କର ହୋଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲାରେ। ସ୍ୱାମୀଙ୍କ ସହିତ ପାଟିତୁଣ୍ଡ ହେବା ପରେ ସ୍ତ୍ରୀ ଓ ତାଙ୍କର ଯାଆଁଳା ପୁଅ ବିଷ ପିଇଦେବା ଯୋଗୁଁ ସେମାନଙ୍କର ମୃତ୍ୟୁ ଘଟିଛି। କେମିତି ଥିଲା ଘଟଣା:- ବରଗଡ଼ ଜିଲ୍ଲା ସଦର...

exclusivesfdrg
ଘରୁ ବାହାରିଲା ମାଳମାଳ ସାପ

ଭଦ୍ରକ: ଭଦ୍ରକରେ ପୁଣି ସାପ ଆତଙ୍କ। ଆଜି ଜଣଙ୍କ ଘରୁ ଉଦ୍ଧାର ହୋଇଛି ମାଳମାଳ ସାପ। ଭଦ୍ରକ ଵ୍ଲକ କଲେଇ ପଞ୍ଚାୟତର ରଙ୍ଗରାଜପୁର ଗ୍ରାମର ବିଜୟ ଵିଶ୍ଵାଳଙ୍କ ଘରୁ ୪୩ ଟି ଛୋଟ ସାପ,  ୫୮ ଟି ଅଣ୍ଡା ଓ ମାଆ ନାଗକୁ ଭଦ୍ରକ ସାପ ଧରାଳି ମିର୍ଜା...

exclusive
ରଥ ବନ୍ଦ ପାଇଁ ଷଡ଼ଯନ୍ତ୍ର! ଜଗନ୍ନାଥ ଜାଣିବାକୁ ଚାହୁଁଥିଲେ କିଏ କେମିତି

ପୁରୀ: ଭକ୍ତ ଶୂନ୍ୟ ରଥଯାତ୍ରା ସମ୍ଭବ ଯାହା ଏବେ ହେଲା, ଦୁଇ ମାସ ତଳୁ ରାଜ୍ୟ ସରକାରଙ୍କୁ ଏ ବିଷୟରେ ଅବଗତ କରାଇଥିଲେ ନିଜେ ଗଜପତି ମହାରାଜା। ରଥକୁ ନେଇ କିଛି ଦିନ ତଳେ ସୃଷ୍ଟି ହୋଇଥିବା ଅନିଶ୍ଟିତତା ଦେଖାଦେଇ ନଥାନ୍ତା ହାଇକୋର୍ଟଙ୍କ ଜୁନ୍ ୯ ନିର୍ଦ୍ଦେଶ ପରେ...

bbsr
କରୋନା ହଟ୍‌ସ୍ପଟ ଅଞ୍ଚଳରୁ ଭୁବନେଶ୍ୱରକୁ ଆସିଲେ ଆଉ ଘରେ ରହିବେନି

ଭୁବନେଶ୍ୱର: ଏଣିକି କରୋନା ହଟ୍‌ସ୍ପଟ ଅଞ୍ଚଳରୁ ଭୁବନେଶ୍ୱରକୁ ଆସିଲେ ରହିବେ ସରକାରୀ କ୍ୱାରେଣ୍ଟିନ୍‌ରେ। ରାଜ୍ୟ ରାଜଧାନୀରେ କରୋନା ପୁଣି ମାଡ଼ିବା ପରେ ଏବେ ମୁଣ୍ଡବ୍ୟଥାର କାରଣ ହୋଇଛି। ଏ ନେଇ କଠୋର ପଦକ୍ଷେପ ନେବାକୁ ଯାଉଛି ବିଏମ୍‌ସି। ଆଜି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ବିଏମସି କମିଶନର...

check
ରାଜଧାନୀରେ ବିଗିଡୁଛି ସ୍ଥିତି: ବାହାରିଲା ଆଉ ୧୪ ସ୍ଥାନୀୟ ସଂକ୍ରମଣ ମାମଲା

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକୁ ଦିନ ଅଧିକ ଲୋକାଲ କେଶ୍ ମିଳିବା ଏବେ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଆଜି ଭୁବନେଶ୍ୱର ସହରରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ସବୁଠାରୁ ବଡ଼ କଥା ହେଲା, ସେମାନଙ୍କ ମଧ୍ୟରୁ ୨ଜଣ ହୋମ...

naveen
'ଆଉ ୪ ମାସ ଗୁରୁତ୍ୱପୂର୍ଣ୍ଣ, ପ୍ରାକ୍‌ ପ୍ରସ୍ତୁତି ହିଁ ବିପର୍ଯ୍ୟୟର ସଠିକ୍ ମୁକାବିଲା'

ଭୁବନେଶ୍ୱର: ପୂର୍ବ ପ୍ରସ୍ତୁତି ଦ୍ୱାରା ବିପର୍ଯ୍ୟୟର ମୁକାବିଲା କରାଯାଇପାରିବ। ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଆଜି ଏନେଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବାତ୍ୟା, ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହାସହ...

corona
ସୁସ୍ଥ ହେଲେ ଆଉ ୧୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୪୪୨୨କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Another 131 #Covid19 patients have recovered and are...

parala
ପାରଳାଖେମୁଣ୍ଡି ୩ ଦିନ ପାଇଁ ସଟ୍‌ଡାଉନ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ସଟଡାଉନ୍। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ସଟଡାଉନ୍ ଘୋଷଣା। ୩ ଦିନ ପାଇଁ ସଟଡାଉନ୍ ଘୋଷଣା କଲେ ଗଜପତି ଜିଲ୍ଲାପାଳ। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମଣ। ସଂକ୍ରମଣ କିଭଳି ନ ବ୍ୟାପିବ, ସେନେଇ ପଦକ୍ଷେପ ନେଇଛି...

rail
ଦେଶରେ ଟାଇମ୍ ଟେବଲ ଟ୍ରେନ୍ ବାତିଲ୍

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଇଣ୍ଡିଆନ୍ ରେଲେଓ୍ୱର ବଡ଼ ନିଷ୍ପତ୍ତି। ଅଗଷ୍ଟ ୧୨ ପର୍ଯ୍ୟନ୍ତ ଦେଶରେ ଟାଇମ୍ ଟେବଲ ଟ୍ରେନ୍ ବାତିଲ୍। ନିର୍ଦ୍ଦିଷ୍ଟ ସମୟ ସାରଣୀରେ ଚାଲୁଥିବା ସମସ୍ତ ମେଲ୍-ଏକ୍ସପ୍ରେସ୍ ଓ ପାସେଞ୍ଜର ଟ୍ରେନ୍ ବାତିଲ କରିଛି ଇଣ୍ଡିଆନ୍ ରେଲେଓ୍ୱ। ଆସନ୍ତା ଜୁଲାଇ ୧ତାରିଖରୁ ଅଗଷ୍ଟ ୧୨...

shut-down
ଓଡ଼ିଶାର ଏଇ ପ୍ରମୁଖ ସହର ୪ ଦିନ ପାଇଁ ସଟ୍‌ଡାଉନ୍

ବ୍ରହ୍ମପୁର: ବ୍ରହ୍ମପୁର ସହର ୪ ଦିନ ପାଇଁ ସଟ୍‌ଡାଉନ୍। ବ୍ରହ୍ମପୁର ସହରକୁ ୪ ଦିନ ସଟ୍‌ଡାଉନ୍‌ ଘୋଷଣା କଲେ ଜିଲ୍ଲାପାଳ। ଗଞ୍ଜାମ ଜିଲ୍ଲାରେ ଦିନକୁ କରୋନା ସ୍ଥିତି ଜଟିଳ ଆଡ଼କୁ ଗତି କରୁଥିବାରୁ ଏଭଳି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। କରୋନା ସଂକ୍ରମଣ କିଭଳି ବ୍ୟାପିବ ନାହିଁ, ଏହାକୁ ଦୃଷ୍ଟିରେ...

covvid
ଅମାନିଆ ହସ୍ପିଟାଲକୁ ଚେତାବନୀ: ସୁଧୁରିଯାଅ ନହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନୁନଥିବା ରାଜଧାନୀର ହସ୍ପିଟାଲକୁ କଡ଼ା ଚେତାବନୀ ଦେଲା ବିଏମ୍‌ସି। କରୋନା ବେଳରେ ହସ୍ପିଟାଲ ପ୍ରୋଟୋକଲ ନମାନିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କମିଶନର। ଆଜି ସାମ୍ବାଦିକ ସମ୍ମିଳନୀରେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ରାଜଧାନୀର ଅନେକ ହସ୍ପିଟାଲ...

takoiu
ଓଡ଼ିଶାରେ ଯୁକ୍ତ ଦୁଇ ପରୀକ୍ଷା ହେବ ନା ହେବନି?

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦେଖି ଜୁଲାଇ ୧ରୁ ୧୫ ମଧ୍ୟରେ ହେବାକୁ ଦଶମ ଓ ଯୁକ୍ତ ଦୁଇର ବାକି ପରୀକ୍ଷା ବାତିଲ କଲେ ଉଭୟ CBSE ଓ ICSE। ଏଣେ CBSE ଓ ICSEର ନିଷ୍ପତ୍ତି ପରିପ୍ରେକ୍ଷୀରେ ଓଡ଼ିଶା ସରକାର କି ନିଷ୍ପତ୍ତି ନେଉଛନ୍ତି, ଏବେ ତା ଉପରେ...

corona
ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ରାଜ୍ୟରେ ଆଉ ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୪୨୯୧ ଜଣ ସୁସ୍ଥ ହେଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Another 168 #COVID19 patients have recovered and are being discharged on...

rade-handed
ଲାଞ୍ଚ ନେଇ ଧରାପଡ଼ିଲେ ନବନିଯୁକ୍ତ ଏସ୍‌ଆଇ

ଭଞ୍ଜନଗର: ଜଏନ୍‌ କରୁ କରୁ ଆରମ୍ଭ ହୋଇଗଲା ଲାଞ୍ଚ ନେଲେ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ପୋଲିସ ବାବୁ। କିଛି ଦିନ ତଳେ ଥିବା ଚାକିରିରେ ଜଏନ୍ କରିଥିବା ପୁଲିସ ଏସଆଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏଭଳି ଘଟଣା ଘଟିଛି ଗଂଜାମ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।