• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

dibya
Puri Rath Yatra 2020:'ସରକାର ବୁଝିଲେନି ଭକ୍ତଙ୍କ ଭାବନା'

ପୁରୀ: ରଥଯାତ୍ରା ପ୍ରସଙ୍ଗକୁ ନେଇ ଆଜି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ ବସିଥିଲା। ତେବେ ବୈଠକ ଶେଷ ହେବାପରେ ମହାରାଜା ଦିବ୍ୟସିଂହ ଦେବ କହିଥିଲେ, ବୈଠକରେ ପ୍ରାୟ ସାଢେ ୩ ଘଣ୍ଟା ଧରି ଆଲୋଚନା ହେଲା। ସୁପ୍ରିମକୋର୍ଟରେ ସରକାର ସାନି ମତ ରଖିବା ଉପରେ ମତ ପ୍ରକାଶ ପାଇଥିଲା।...

jio
ରାଇଟ୍‌ସ ଇସ୍ୟୁରୁ ୫୩,୧୨୪.୨୦ କୋଟି ଟଙ୍କା ହାସଲ କଲା ରିଲାଏନ୍ସ

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିିଜ୍ ଲିମିଟେଡ୍ (ଆର୍‌ଆଇଏଲ୍‌) ମାତ୍ର ୫୮ ଦିନ ମଧ୍ୟରେ ବିଶ୍ୱସ୍ତରୀୟ ନିବେଶକଙ୍କ ଦ୍ୱାରା ପୁଞ୍ଜିନିବେଶ ଓ ରାଇଟ୍‌ସ୍ ଇସ୍ୟୁ ଜରିଆରେ ୧,୬୮,୮୧୮ କୋଟି ଟଙ୍କାରୁ ଅଧିକ ପୁଞ୍ଜି ହାସଲ କରିଛି। ବିଶ୍ୱସ୍ତରୀୟ ନିବେଶକଙ୍କ ଠାରୁ ଏହା ୧,୧୫,୬୯୩.୯୫ କୋଟି ଟଙ୍କା ଓ ରାଇଟସ୍ ଇସ୍ୟୁ ଜରିଆରେ...

pm-modi
'କେହି ଆମକୁ ଆଖି ଦେଖାଇ ପାରିବେନି'

ନୂଆଦିଲ୍ଲୀ: ଗଲୱାନ ଘାଟିରେ ଭାରତ ଓ ଚୀନ୍ ସେନା ମଧ୍ୟରେ ନିକଟରେ ହିଂସାତ୍ମକ ସଂଘର୍ଷ ଦେଖିବାକୁ ମିଳିଥିଲା। ଯାହା ପରେ ଚୀନ୍ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସର୍ବଦଳୀୟ ବୈଠକ ଡକାଇଥିଲେ। ବୈଠକ ପରେ ମୋଦି ଚୀନ୍ ଉପରେ ବର୍ଷିଥିବା ବେଳେ ଭାରତୀୟ ସେନାକୁ ସଲାମ୍...

brown
ଭୁବନେଶ୍ୱରରୁ ସାଢ଼େ ୪ କିଲୋ ଧଳାଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ଜବତ ହେଲା ସାଢ଼େ ୪ କିଲୋ ବ୍ରାଉନସୁଗାର। ରସୁଲଗଡ଼ ଛକରୁ ଆଜି ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍। ଯାହାକି ଏସଟିଏଫ୍ ପାଇଁ ବଡ଼ ସଫଳତା ବୋଲି ପୋଲିସ ଡିଜି କହିଛନ୍ତି। ସେପଟେ ଗତ ୬ ମାସ ଭିତରେ ରାଜ୍ୟରୁ ମୋଟ ୧୨ କିଲୋ...

ratha-yatrra
Puri Rath Yatra 2020:ରଥଯାତ୍ରା ପାଇଁ ମଉଳିନି ଆଶା, ସୁପ୍ରିମକୋର୍ଟରେ ଦାୟର ହେଲା ୩ ପିଟିସନ

ଭୁବନେଶ୍ୱର: ଏବେ ବି ବନ୍ଦ ହୋଇନି ଶ୍ରୀକ୍ଷେତ୍ରରେ ଘୋଷଯାତ୍ରାର ବାଟ। ରଥଯାତ୍ରା ପାଇଁ ପୁଣି ସୁପ୍ରିମକୋର୍ଟରେ ଦାୟର ହେଲା ୩ ପିଟିସନ। ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ କୋର୍ଟରେ ମୋଡିଫିକେସନ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ ଆବେଦନକାରୀ ଅଫତାବ ହୁସେନ ଏହି ପିଟିସନ ଦାୟର...

sach
କ୍ୟାପଟେନ୍ସିରେ କାହିଁକି ଫ୍ଲପ୍ ହେଲେ ସଚିନ?

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ସଚିନ୍ ତେନ୍ଦୁଲକରଙ୍କ ବ୍ୟାଟିଂ ପାଇଁ ସବୁ ପାଗଳ। ନିଜର ୨୪ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରରେ ସଚିନ ଟେଷ୍ଟ ଓ ଦିନିକିଆରେ ଏକାଧିକ ରେକର୍ଡ କରିଛନ୍ତି, ଯାହା ଆଜି ପର୍ଯ୍ୟନ୍ତ ଅତୁଟ ରହିଛି। ବ୍ୟାଟିଂରେ ତ ସଚିନ ସଫଳତାର ଶିଖର ଛୁଇଁଲେ,...

mp-mla
କରୋନା ଆକ୍ରାନ୍ତ ବିଧାୟକ ଦେଲେ ଭୋଟ୍

ଭୋପାଳ: ଗୋଟିଏ ପଟେ କରୋନାଭାଇରସ୍ ଏବଂ ଅନ୍ୟପଟେ ରାଜ୍ୟସଭାର ୨୪ଟି ଆସନ ପାଇଁ ଶୁକ୍ରବାର ଭୋଟିଂ ପ୍ରକ୍ରିୟା ଜାରି ରହିଛି। କିନ୍ତୁ କରୋନାଭାଇରସ୍ ଭଳି ମହାମାରୀ ରୋଗ ମଧ୍ୟପ୍ରଦେଶର ଜଣେ ବିଧାୟକଙ୍କୁ ଭୋଟ୍ ଦେବାରୁ ରୋକିପାରି ନାହିଁ। କରୋନାରେ ଆକ୍ରାନ୍ତ ଥିବା କଂଗ୍ରେସର ବିଧାୟକ କୁନାଲ୍ ଚୌଧୁରୀ ରାଜ୍ୟସଭା...

check
ସୁସ୍ଥ ହେଲେ ଆଉ ୧୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୩ ଆକ୍ରାନ୍ତ ସୁସ୍ଥ ହେବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୨୦୦ରେ ପହଞ୍ଚିଛି। କେଉଁ ଜିଲ୍ଲାରୁ କେତେ ସୁସ୍ଥ:- କଟକରୁ ସର୍ବାଧିକ ୪୩ ସୁସ୍ଥ ହୋଇଛନ୍ତି।...

puri rath yatra 2020
Puri Rath Yatra 2020: ରଥଯାତ୍ରାକୁ ନେଇ ପୁଣି ପିଟିସନ୍: 'ସଟଡାଉନ୍ ଘୋଷଣା କରି ରଥଯାତ୍ରା କରାଯାଉ'

ଭୁବନେଶ୍ୱର: ରଥଯାତ୍ରା ପାଇଁ ପୁଣି ପିଟିସନ। ପୁରୀରେ ରଥାଯାତ୍ରା ପାଇଁ ସୁପ୍ରିମକୋର୍ଟରେ ଦାୟର ହେଲା ମୋଡିଫିକେସନ ପିଟିସନ। ରାୟରେ ପରିବର୍ତ୍ତନ କରିବାକୁ ପିଟିସନରେ ଆବେଦନ କରିଯାଇଛି। ଗତକାଲି ସୁପ୍ରିମକୋର୍ଟରେ ରଥଯାତ୍ରା ବନ୍ଦ ନେଇ ରାୟ ଦେବା ପରେ ମୋଡିଫିକେସନ ପିଟିସନ ଦାୟର କରାଯାଇଛି। ପକ୍ଷଭୁକ୍ତ ଆବେଦନକାରୀ ଅଫତାବ ହୁସେନ...

corona
ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ। ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୧୫, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ, ନୂଆପଡ଼ା ୯, ସୁନ୍ଦରଗଡ଼ ୭ ଓ କନ୍ଧମାଳରୁ ୬ ସୁସ୍ଥ ହୋଇଛନ୍ତି। Another 120 #COVID19...

jaguni
'ରଥଯାତ୍ରା ବନ୍ଦ କରିବା ଅର୍ଥ କଳଙ୍କମୟ ଇତିହାସ'

ପୁରୀ: ରଥଯାତ୍ରା ବନ୍ଦ ହେଲେ ଓଡ଼ିଶା ସରକାର, ଭକ୍ତଙ୍କ ପାଇଁ ଖରାପ ହେବ। ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ। ଏହି ଯାତ୍ରା ସରକାରଙ୍କ ପାଇଁ ବଡ଼ ଚାଲେଂଜ, ସରକାର ନିଶ୍ଚିତ କରିବେ। ରଥ ବନ୍ଦ ହେଲେ କଳଙ୍କମୟ ଇତିହାସ ସୃଷ୍ଟି ହେବ କହିଲେ ଜଗୁନି। ରଥଯାତ୍ରା...

positives
ଭୁବନେଶ୍ୱରରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ପୁଣି ୫ ନୂଆ ପଜିଟିଭ ଚିହ୍ନଟ। ୫ ପଜିଟିଭ ଚିହ୍ନଟ ହେବା ନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଲା ବିଏମ୍‌ସି। ଜଣେ ଆକ୍ରାନ୍ତ ସତ୍ୟନଗର ଅଞ୍ଚଳର ୩୬ ବର୍ଷର ପୁରୁଷ। ସେ ନିକଟରେ ଦିଲ୍ଲୀରୁ ଫେରିଥିଲେ। ଅନ୍ୟ ଜଣେ ଆକ୍ରାନ୍ତ ଜୟଦେବ ବିହାର ନିରଙ୍କାରୀ ନଗରର...

puri rath yatra 2020
‘ହାତୀ ମିଳୁନାହାନ୍ତି, ରଥ ଟାଣିବା ଲାଗି ସେବାୟତ ପ୍ରସ୍ତୁତ’

ପୁରୀ: ରଥଯାତ୍ରାକୁ ଆଉ ରହିଲା ମାତ୍ରେ ଏକ ସପ୍ତାହ। କିନ୍ତୁ ଏହାକୁ ନେଇ ରାଜ୍ୟ ସରକାର ଏଯାଏ ନିଜ ଆଭିମୁଖ୍ୟ ସ୍ପଷ୍ଟ କରି ନାହାନ୍ତି। ବିନା ଭକ୍ତରେ ରଥଯାତ୍ରା କିପରି ହେବ ସେନେଇ ସରକାର ତୁରନ୍ତ ଘୋଷଣା କରିବାକୁ ଦଇତାପତି ଦାବି କରିଛନ୍ତି। ବର୍ତ୍ତମାନ ହାତୀ ମିଳୁନଥିବାରୁ ରଥ...

bus 1
ରାଜ୍ୟରେ ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର: ରାଜ୍ୟରେ ବଢ଼ିଲା ବସ୍ ଭଡ଼ା। ତୈଳ ଦର ବୃଦ୍ଧି ଯୋଗୁଁ ବସ୍ ଭଡ଼ା ବଢ଼ାଇଲେ ସରକାର। ସାଧାରଣ ବସ୍ ଭଡ଼ା ୬୭ ପଇସାରୁ ୭୦ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୭୦ରୁ ୭୩ ପଇସାକୁ ବଢିଥିବାବେଳେ ଡିଲକ୍ସ ଭଡ଼ା ୯୫ରୁ ୧ ଟଙ୍କା ୧...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।