• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

ghati
ଘାଟିରେ ଟ୍ରାକ୍ଟର ଓଲଟି ୪୦ ଗୁରୁତର

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଡ଼କାପଦରରେ ଟ୍ରାକ୍ଟର ଓଲଟି ୪୦ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ସମସ୍ତ ଗୁରୁତରଙ୍କୁ ମାଥିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସକାଳେ ଶ୍ରମିକମାନେ ଗୋଟିଏ ଟ୍ରାକ୍ଟରରେ ୨୦ କିଲୋମିଟର ଦୂର ଗୋବିନ୍ଦପାଲି ଯାଉଥିଲେ। ଗୋବିନ୍ଦପାଲି...

full day
ସାରା ଦିନର ୧୧ ବଡ଼ ଖବର

୧. ହୁ ହୁ ବଢୁଛି ତେଲ ଦର: ଗଲା ୯ ଦିନରେ ପେଟ୍ରୋଲ୍ ବଢ଼ିଲାଣି ୫ଟଙ୍କା ୧୦ ପଇସା, ଡିଜେଲ୍ ବଢ଼ିଲାଣି ୫ଟଙ୍କା ୧୭ , କେନ୍ଦ୍ର-ରାଜ୍ୟ ଉପରେ ବର୍ଷିଲା କଂଗ୍ରେସ, ପରସ୍ପରକୁ ଦୋଷ ଦେଲେ ବିଜେପି-ବିଜେଡି, ଖାଉଟି ହତାଶ। ୨. କାଲିଠୁ କରୋନା ଲକ୍ଷଣ ପାଇଁ ଘର...

Moonson Odisha
ଆସୁଛି ଆଉ ଏକ ଲଘୁଚାପ! କାଲି ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଫଳରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ତେବେ ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ...

disel
ତେଲ ଦରରେ ନିଆଁ, ଗ୍ରାହକଙ୍କ ପାଇଁ ବଢିଲା ଚିନ୍ତା

ଭୁବନେଶ୍ୱର: ତେଲ ଦରରେ ନିଆଁ। ଆଜିକୁ ମିଶାଇ ୯ ଦିନ ହେଲା ଦୈନିକ ବଢୁଛି ପେଟ୍ରୋଲ ଓ ଡିଜେଲ ଦର। ଗତ ୭ ତାରିଖରେ ପେଟ୍ରୋଲ ଲିଟର ପିଛା ୬୩ ପଇସା ବଢିଥିବା ବେଳେ ଆଜି ବଢିଛି ୪୮ ପଇସା। ୯ ଦିନ ଭିତରେ ପେଟ୍ରୋଲ ଦର ଲିଟର...

two
ଭାରତୀୟ ଦୂତାବାସର ୨ କର୍ମଚାରୀଙ୍କୁ ମୁକ୍ତ କଲା ପାକିସ୍ତାନ

ଇସଲାମବାଦ: ପାକିସ୍ତାନ ପୋଲିସ ହେପାଜତରେ ଥିବା ଇସଲାମାବାଦ ସ୍ଥିତ ଭାରତୀୟ ଦୂତାବାସର ୨ କର୍ମଚାରୀ ମୁକ୍ତ। ଏକ ରାସ୍ତା ଦୁର୍ଘଟଣା ମାମଲାରେ ପାକିସ୍ତାନ ପୋଲିସ ୨ ଭାରତୀୟ ଦୂତାବାସ କର୍ମଚାରୀଙ୍କୁ ଅଟକ ରଖିଥିଲା। ତେବେ ଏନେଇ ଭାରତୀୟ ଦୂତାବାସକୁ କୌଣସି ସୂଚନା ଦିଆଯାଇନଥିଲା। ଭାରତୀୟ ହାଇକମିଶନ ପକ୍ଷରୁ ଦୁଇ...

witch
ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା, କଟାମୁଣ୍ଡକୁ ଧରି ଥାନାରେ ପହଞ୍ଚିଲା ହତ୍ୟାକାରୀ

ଉଦଳା: ଆଜି ବି ବଞ୍ଚିଛି ଅନ୍ଧବିଶ୍ୱାସ। ଗୁଣିଗାରେଡି, ଡାହାଣି ସନ୍ଦେହରେ କେତେ ଯେ ଜୀବନ ଯାଉଛି ହେଲେ ଲୋକେ ସଚେତନ ହେଉନାହାନ୍ତି। ଅନ୍ଧବିଶ୍ୱାସର ପରିଣତ ଯେ କେତେ ସାଂଘାତିକ ତାହାର ଏକ ଚିତ୍ର ପୁଣି ସାମ୍ନାକୁ ଆସିଛି। ଅନ୍ଧବିଶ୍ୱାସରୁ ଅତି ବିଭତ୍ସ ଭାବେ ହୋଇଛି ହତ୍ୟାକାଣ୍ଡ। ଏଭଳି ଘଟଣା...

e
'ବିଭେଦକୁ ଭୁଲିଯିବା, ଏକାଠି ଲଢିବା'

ନୂଆଦିଲ୍ଲୀ: ଦିଲ୍ଲୀରେ ଦିନକୁ ଦିନ ସଂଗୀନ ହେଉଛି ପରିସ୍ଥିତି। ସଂକ୍ରମିତଙ୍କ ସଂଖ୍ୟା ଲଗାତର ବଢିବାରେ ଲାଗିଛି। ଏଥିପାଇଁ ଦିଲ୍ଲୀରେ ଘନଘନ ବୈଠକ। ଗତକାଲି ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦୁଇ ଥର ବୈଠକ ଡାକିଥିବାବେଳେ ଆଜି ପୁଣି ଥରେ ଦିଲ୍ଲୀର ସବୁ ଦଳର ନେତାଙ୍କ ସହ ଆଲୋଚନା କରିଛିନ୍ତି।...

corna
କାଲିଠୁ କରୋନା ଲକ୍ଷଣ ଯାଞ୍ଚ କରିବେ ଆଶା ଦିଦି

ଭୁବନେଶ୍ୱର: କାଲିଠୁ ଘର ବୁଲିବେ ଆଶା ଦିଦି। ଗ୍ରାମାଞ୍ଚଳର ପ୍ରତି ଘର ଓ ସହରାଞ୍ଚଳର ପ୍ରତି ବସ୍ତିକୁ ଯାଇ ସର୍ଭେ କରିବେ। କାହାର କରୋନା ଲକ୍ଷଣ ଅଛି କି ନାହିଁ ଯାଞ୍ଚ କରିବେ ବୋଲି କହିଛନ୍ତି  NHM ନିର୍ଦ୍ଦେଶିକା। ଆଜି ପ୍ରେସ୍‌ମିଟ୍‌ରେ NHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି...

sushanta
ପଞ୍ଚଭୂତରେ ଲୀନ ହେଲେ ଅଭିନେତା ସୁଶାନ୍ତ ସିଂ

ମୁମ୍ୱାଇ: ପଞ୍ଚଭୂତରେ ଲୀନ ହୋଇଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାର୍ଥିବ ଶରୀର। ମୁମ୍ବାଇ ଭିଲେପାର୍ଲେସ୍ଥିତ ଶ୍ମଶାନଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କରୋନା ପାଇଁ କଟକଣା ରହିଥିଲେ ମଧ୍ୟ ଅନେକ ବଲିଉଡ୍ କଳକାର ଅନ୍ତେଷ୍ଟିକ୍ରିୟାରେ ସାମିଲ ହୋଇଥିଲେ। ସୁଶାନ୍ତଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିବାପରେ ତାଙ୍କ ପରିବାର...

corona
'ଆଗାମୀ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ'

ଭୁବନେଶ୍ୱର: ଆଗାମୀ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ସାମ୍ପଲ ଟେଷ୍ଟ। ରାଜ୍ୟରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ ଆଗରେ ବୋଲି କହିଛନ୍ତି NHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ। ଆଜି ପ୍ରେସ୍‌ମିଟରେ NHM...

sustha
ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ। ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ୨୬, ଖୋର୍ଦ୍ଧାରୁ ୨୩, ଗଂଜାମରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଂଜରୁ ୧୩, ଗଜପତିରୁ ୧୨, ଭଦ୍ରକଓ ବଲାଙ୍ଗିରରୁ ୧୧ ଲେଖାଏଁ ସୁସ୍ଥ ହୋଇଛନ୍ତି। Another...

swami
'ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେଉ'

ଭୁବନେଶ୍ୱର: ବିଧି ପାଳନ କରାଯିବା ଆବଶ୍ୟକ, ପରମ୍ପରା ରହିବା ଦରକାର। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେବା ଆବଶ୍ୟକ। ଟିଭି ମାଧ୍ୟମରେ ଭକ୍ତ ରଥଯାତ୍ରା ଦେଖିବାର ମଧ୍ୟ ସୁଯୋଗ ରହିଛି ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି। ନିର୍ଣ୍ଣାୟକ ମତ ଦେଇ ନଥିଲେ ବି...

take2
ଭାଲୁ ଓ ମଣିଷର ଘମାଘୋଟ ଲଢ଼େଇ, ଶେଷରେ କଣ ହେଲା...

ରେଢାଖୋଲ: ଜଙ୍ଗଲକୁ ମହୁ ଖାଇଯିବା ହେଲା କାଳ। ପହିଲି ରଜରେ ମହୁ ଖାଇବା ପାଇଁ ୫ଜଣ ଜଂଗଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ଆଉ ଦୁଇଜଣ ଗଛ ଉପରକୁ ଚଢି ଯାଇଥିବାରୁ ଭାଲୁ ମୁହଁରୁ ବଞ୍ଚି ଯାଇଛନ୍ତି। ଏପରି...

jungle
ଜଙ୍ଗଲରୁ ୨ ହାତୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଚମ୍ପୁଆ ରେଞ୍ଜ ବୈତରଣୀ ସଂରକ୍ଷିତ ଜଙ୍ଗଲରୁ ଦୁଇ ହାତୀଙ୍କ ମୃତଦେହ ଉଦ୍ଧାର। ସକାଳେ ବନ ବିଭାଗ କର୍ମଚାରୀ ପାଟ୍ରୋଲିଂ କରୁଥିବା ବେଳେ ଗୁରୁବେଡ଼ା ନିକଟରେ ଗୋଟିଏ ମାଈ ଓ ଗୋଟିଏ ଅଣ୍ଡିରା ହାତୀର ମୃତଦେହ ଦେଖିବାକୁ ପାଇଥିଲେ। ତେବେ ହାତୀ ଦୁଇଟିର ଦାନ୍ତ ନଥିବାରୁ ଦାନ୍ତ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।