• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

tiger
ବାଘର ଚମଡ଼ାକୁ ସମିତି ସଭ୍ୟ ବାହାର କରୁଥିବା ଫଟୋ ଭାଇରାଲ

ଭୁବନେଶ୍ୱର: ସୋସିଆଲ ମିଡିଆରେ ବାଘର ଚମଡ଼ା ବାହାର କରୁଥିବା ଫଟୋ ଭାଇରାଲ। ଏକ କଲରାପତରିଆ ବାଘର ଚମଡ଼ାକୁ ଶିକାରୀ ଜଣକ ଏକ ଛୁରୀ ସାହାଯ୍ୟରେ ବାହାର କରୁଥିବା ଦେଖିବାକୁ ମିଳିଛି। ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି ଫଟୋ। ବାଘର ଚମଡ଼ା ବାହାର କରୁଥିବା ଶିକାରୀ ଜଣକ ନୟାଗଡ଼ ଜିଲ୍ଲା...

top-headlines
ଆଜିର ୯ ବଡ଼ ଖବର

୧. ବଢୁଛି ଘୋଷଯାତ୍ରା ଅଡୁଆ: ବନ୍ଦ ଲାଗି ଆବେଦନ ଉପରେ କାଲି ସୁପ୍ରିମକୋର୍ଟରେ ଶୁଣାଣି, ମେସିନ୍ କିମ୍ବା ହାତୀ ଦ୍ୱାରା ରଥ ଟାଣିବାକୁ ହାଇକୋର୍ଟଙ୍କ ପରାମର୍ଶ ପରେ ମିଶ୍ର ପ୍ରତିକ୍ରିୟା, ବିଜେପିର ଅଭିଯୋଗ, ରଥଯାତ୍ରା ବନ୍ଦ ପାଇଁ ଚାଲିଛି ବ୍ୟାକଡୋରର ଷଡ଼ଯନ୍ତ୍ର। ୨. ରାଜ୍ୟରେ ୧୧କୁ ବଢ଼ିଲା କରୋନା...

ratha
କିଏ ଟାଣିବ ରଥ, ହାତୀ ନା ମେସିନ୍?

ପୁରୀ: ରଥଯାତ୍ରାକୁ ନେଇ ଭକ୍ତଙ୍କ ମନରେ ଯେତିକି ଉତ୍କଣ୍ଠା ବଢୁଛି, ସେତିକି ଆଶା ଆଶଙ୍କାରେ ଠେଲି ହେଉଯାଉଛି। ରଥଯାତ୍ରାକୁ ମାତ୍ର ଆଉ କିଚିଟା ଦିନ ବାକି ଥିବା ବେଳେ ଏପର୍ଯ୍ୟନ୍ତ ଏନେଇ ରାଜ୍ୟ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି। କିନ୍ତୁ କେମିତି ହେବ ରଥଟଣା, ହାତୀ- ମେସିନ୍‌କୁ ନେଇ...

naveen
ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ନେଇ ସାରା ଦେଶ ସ୍ତବ୍ଧ। ତାଙ୍କର ମୃତ୍ୟୁରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହୁ ରାଜନେତା ଶୋକପ୍ରକାଶ କରିଛନ୍ତି। ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି ଯେ, ଜଣେ ସଫଳ...

nagative
ସୁସ୍ଥ ହେଲେ ଆଉ ୧୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୧୪। ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩୦, ଖୋର୍ଦ୍ଧାରୁ ୨୩, ଗଞ୍ଜାମରୁ ୧୭, କଟକରୁ ୧୧ ଓ ମୟୂରଭଞ୍ଜରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୮, ବରଗଡ଼ର ୫, ନୟାଗଡ଼ର ୪, ବଲାଙ୍ଗିରର...

full day
ସାରା ଦିନର ୧୧ ବଡ଼ ଖବର

୧. କୋଭିଡ୍ ଯୋଦ୍ଧାଙ୍କୁ ନେଇ ବଢ଼ିଲା ଚିନ୍ତା, ଗଞ୍ଜାମର ଦୁଇ ପୋଲିସ୍ ଅଧିକାରୀ ଓ କଳାହାଣ୍ଡି ନର୍ଲା ହସ୍ପିଟାଲର ଦୁଇ ଡାକ୍ତର ପଜିଟିଭ୍,ଏପଟେ ରାଜ୍ୟରେ କରୋନା ସଂକ୍ରମଣର ପୁଣି ଲମ୍ବଡିଆଁ, ଦିନକରେ ୨୨୫ ଚିହ୍ନଟ, କଳାହାଣ୍ଡିରୁ ଆଉ ୧୬ ପଜିଟିଭ। ୨. ଚୋର ଧରି କ୍ୱାରେଣ୍ଟିନ: ୭ ଦିନ...

POLICEW
ଲୁଟେରାକୁ କରୋନା, କ୍ୱାରେଣ୍ଟିନ୍‌ରେ ଯିବେ ୯ ପୋଲିସ୍ କର୍ମଚାରୀ

ପୁରୀ: ଲୁଟେରା ପଜିଟିଭ୍ ଚିହ୍ନଟ ପରେ କ୍ୱାରେଣ୍ଟିନ୍‌ରେ ଯିବେ ୯ ପୋଲିସ କର୍ମଚାରୀ। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନାର ୯ ଜଣ ପୋଲିସ କର୍ମଚାରୀ କ୍ୱାରେଣ୍ଟିନ୍‌ରେ ଯିବେ। ଗତ ୯ରେ କୃଷ୍ଣପ୍ରସାଦ ବ୍ଲକ ମୀର୍ଜାପୁର ଗାଁରୁ ଜଣେ ଲୁଟେରା ଧରାପଡ଼ିଥିଲ। ୧୧ରେ ଲୁଟେରାର ସାମ୍ପଲ୍ ଯାଇଥିଲା, ଆଜି ରିପୋର୍ଟ...

corona
କରୋନାକୁ ନେଇ ଆସିଲା ନୂଆ ଲକ୍ଷଣ

ନୂଆଦିଲ୍ଲୀ: କରୋନାର ନୂଆ ଲକ୍ଷଣ। ଯଦି ହଠାତ ଜଣେ ଗନ୍ଧ କିମ୍ବା ସ୍ୱାଦ ବାରି ପାରୁନାହାନ୍ତି, ତାହେଲେ ତାହା କରୋନାର ଲକ୍ଷଣ ବୋଲି ଧରାଯିବ। କରୋନାର ୮ଟି ଲକ୍ଷଣ ଭିତରୁ ଏହା ବି ଏକ ଲକ୍ଷଣ ଭାବେ କ୍ଲିନିକାଲ ମ୍ୟାନେଜମେଣ୍ଟ ପ୍ରୋଟୋକଲ ଡକ୍ୟୁମେଣ୍ଟରେ ସାମିଲ କରାଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ...

9
ସଂକ୍ଷେପରେ ଜାଣନ୍ତୁ, ଦେଶ ଦୁନିଆର ବଡ଼ ଖବର ‌

୧. ଭାରତର ୩ଟି ଅଞ୍ଚଳକୁ ନିଜର ବୋଲି ଦର୍ଶାଇଲା ନେପାଳ, ବିବାଦୀୟ ନୂଆ ମାନଚିତ୍ରକୁ ନେପାଳ ସଂସଦର ସ୍ୱୀକୃତି, ଏପଟେ ଭାରତ-ଚୀନ୍ ବିବାଦ ନେଇ ସ୍ଥଳସେନା ମୁଖ୍ୟଙ୍କ ଆଶ୍ୱାସନା, କହିଲେ ଏଲ୍ଏସିରେ ସ୍ଥିତି ନିୟନ୍ତ୍ରଣାଧୀନ। ୨. ଦେଶରେ ୨୪ ଘଣ୍ଟାରେ ରେକର୍ଡ ୧୧ ହଜାରରୁ ଊର୍ଦ୍ଧ୍ୱ ନୂଆ ପଜିଟିଭ୍,...

bus
'ବସ୍‌ରେ ଯାତ୍ରୀ ହେଉନାହାନ୍ତି, ଚଳାଚଳ ବନ୍ଦ ହେବ'

ଭୁବନେଶ୍ୱର: ସେପ୍ଟେମ୍ବର ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ ଓ  ଲର୍ଣ୍ଣର ଲାଇସେନ୍ସ ପାଇଁ ଆବେଦନ କରିହେବନି। ପୁରୁଣା ଆବେଦନକାରୀଙ୍କୁ ଜୁଲାଇରୁ ମିଳିବ ନୂଆ ସ୍ଲଟ୍। ପ୍ରାୟ ଅଢେଇ ଲକ୍ଷ ଆବେଦନକାରୀଙ୍କୁ ନୂଆ ସମୟ ଧାର୍ଯ୍ୟ କରାଯିବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଅନିଶ୍ଚିତତା ଭିତରେ ଦେଇ...

mittal
୨ ହଜାର କୋଟି ଟଙ୍କା ନିବେଶ କରିବ ମିତ୍ତଲ

ଭୁବନେଶ୍ୱର: ନବୀନ-ମିତ୍ତଲ ପୁଞ୍ଜିନିବେଶ ଆଲୋଚନା। ଓଡ଼ିଶାରେ ପୁଞ୍ଜିନିବେଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଲକ୍ଷ୍ମୀ ମିତ୍ତଲଙ୍କ ଆଲୋଚନା ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨ ହଜାର କୋଟିର ପୁଞ୍ଜିନିବେଶ କରିବ ମିତ୍ତଲ ଗ୍ରୁପ୍। ଓଡ଼ିଶାରେ ପୁଞ୍ଜିନିବେଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଲକ୍ଷ୍ମୀ ମିତ୍ତଲଙ୍କ ଆଲୋଚନା ହୋଇଛି।...

top-headlines
ଆଜିର ୮ ବଡ଼ ଖବର

କୋଭିଡ୍ ଯୋଦ୍ଧାଙ୍କୁ ନେଇ ବଢ଼ିଲା ଚିନ୍ତା, ଗଞ୍ଜାମର ଦୁଇ ପୋଲିସ୍ ଅଧିକାରୀ ଓ କଳାହାଣ୍ଡି ନର୍ଲା ହସ୍ପିଟାଲର ଦୁଇ ଡାକ୍ତର ପଜିଟିଭ୍। ଏପଟେ ରାଜ୍ୟରେ କରୋନା ସଂକ୍ରମଣର ପୁଣି ଲମ୍ବଡିଆଁ, ଦିନକରେ ୨୨୫ ଚିହ୍ନଟ, କେବଳ କଟକରୁ ୯୨। ସ୍ୱାଦ ଓ ଗନ୍ଧ ବାରି ପାରୁନଥିବା ବ୍ୟକ୍ତିଙ୍କୁ ବି...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।