ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି। ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗିର ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜରୁ ୭, କଟକରୁ...
ଭୁବନେଶ୍ୱର: ଯୁକ୍ତ ୨ର ବଳକା ଥିବା ପରୀକ୍ଷାକୁ ନେଇ ଚିନ୍ତା। ବାକି ପରୀକ୍ଷା ପାଇଁ ପରୀକ୍ଷା କେନ୍ଦ୍ର ଅଧୀକ୍ଷକଙ୍କୁ ଡାଟା ମାଗିଲା CHSE। ପ୍ରତି ପରୀକ୍ଷା କେନ୍ଦ୍ରରେ ଏକାଥରକେ କେତେ ସଂଖ୍ୟକ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେଇ ପାରିବେ, ଏହାର ଡାଟା ପ୍ରସ୍ତୁତ କରି ଆସନ୍ତା ୧୮ ତାରିଖ...
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ରଜ କଟକଣା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୪ ଜିଲ୍ଲାରେ ରଜ କଟକଣା ଜାରି କରାଯାଇଛି। ବାଲେଶ୍ୱର ସଦର ଡିଭିଜନରେ ରଜ ପର୍ବ ପାଳନ ଉପରେ ଜିଲ୍ଲା ପ୍ରଶାସନର କଡ଼ା ପଦକ୍ଷେପ ଗ୍ରହଣ କରିଛି। ଜୁନ ୧୬ ତାରିଖ ପର୍ଯ୍ୟନ୍ତ ରଜ ପର୍ବ କଟକଣା...
ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ଭିତରେ ସାରା ରାଜ୍ୟକୁ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ସୁଦ୍ଧା କେବଳ ୬ଟି ଜିଲ୍ଲାକୁ ଛାଡ଼ି ଅନ୍ୟ ସମସ୍ତ ସ୍ଥାନକୁ ମୌସୁମୀ ଛୁଇଁସାରିଛି। ବାକି ଥିବା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୪୮ ଘଣ୍ଟା...
ଭୁବନେଶ୍ୱର: ରାଜ୍ୟରେ ଆଉ ୨୬ କରୋନା ପଜିଟିଭ ଚିହ୍ନଟ। ଗୋଟିଏ ବ୍ଲକ୍ରୁ ଚିହ୍ନଟ ହେଲେ ୨୬ ପଜିଟିଭ। କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍ରୁ ଏକାଥରକେ ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨ କ୍ୱାରେଣ୍ଟିନ୍ ସେଣ୍ଟର, ୪ ହୋମ୍ କ୍ୱାରେଣ୍ଟିନରେ ଥିଲେ।...
ଭୁବନେଶ୍ୱର: ଜୁନ୍ ୧୭ ତାରିଖରେ ସବୁ ବିଶ୍ୱବିଦ୍ୟାଳୟକୁ ଯିବେ ଅଧ୍ୟାପକ। କଲେଜର ଅଧ୍ୟାପକ ବି ୧୭ ତାରିଖ ଦିନ ଡ୍ୟୁଟିକୁ ଯିବେ। ଏନେଇ ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ କୁଳପତି, ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର।...
ଭୁବନେଶ୍ୱର: ସିଲ୍ ହେଲା ଭୁବନେଶ୍ୱର ମାର୍କେଟ୍ ବିଲ୍ଡିଂ। ସାମାଜିକ ଦୂରତା ନିୟମ ଉଲ୍ଲଘଂନ ଅଭିଯୋଗରେ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ। ବଜାରରେ ଭିଡ଼ ଜମୁଥିବା ସହ ପ୍ରବଳ ଲୋକଙ୍କ ଗହଳି ଜମୁଥିଲା। ଏହି ସମୟରେ ସାମାଜିକ ଦୂରତା ସହ କୋଭିଡ୍ ନିୟମ ଉଲ୍ଲଘଂନ ହେଉଥିବା ଅଭିଯୋଗ ହୋଇଛି।...
ଭୁବନେଶ୍ୱର: ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର। ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ। ଗଞ୍ଜାମ ଜିଲ୍ଲାରୁ ସବୁଠୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଠି ୩୦ ଜଣ ସୁସ୍ଥ ହୋଇଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।...
ଭୁବନେଶ୍ୱର: ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ଏ ବର୍ଷ ବହି ବଣ୍ଟନ ସରିଛି। ସୁବିଧା ହେଲେ ସ୍ୱତନ୍ତ୍ର ପୁସ୍ତିକା ବଣ୍ଟାଯିବ ବୋଲି ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି। ବନ୍ଦେ ଉତ୍କଳ ଜନନୀ ପାଠ୍ୟକ୍ରମରେ ସାମିଲ...