• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

main-head
ଅଧା ଆକାଶରେ ଅଟକି ଗଲା ଫାତିମାଙ୍କ ସ୍ୱପ୍ନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବିରାଶାଳରେ ଥିବା ପାଇଲଟ୍ ଟ୍ରେନିଂ। ଏୟାରଷ୍ଟ୍ରିପରେ ବିମାନ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ପାଇଲଟ୍ ଟ୍ରେନର ସଞ୍ଜୀବ ଝା ଓ ମହିଳା ଟ୍ରେନି ଅନିଶ ଫାତିମା। ସଞ୍ଜୀବଙ୍କ ଘର ବିହାରରେ ହୋଇଥିବାବେଳେ ଫାତିମାଙ୍କ ଘର ତାମିଲନାଡୁରେ ବୋଲି ଜଣାପଡ଼ିଛି।...

brown
୨୮ ଲକ୍ଷ ଟଙ୍କାର ଧଳାଜହର ଜବତ

କଟକ: ୨୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ। କଟକ ପୀରବଜାର ଅଞ୍ଚଳରୁ ବ୍ରାଉନସୁଗାର ଜବତ ହୋଇଛି। ଅବକାରୀ ବିଭାଗର ଚଢ଼ାଉ ବେଳେ ୨୭୫ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୨୮ ଲକ୍ଷ ଟଙ୍କା ହେବ। ଘଟଣାରେ ଜଣେ ଯୁବକକୁ ଗିରଫ କରାଯାଇଛି।...

tiger
ବାଘ ଓ ହରିଣ ଛାଲ ଜବତ, ଏସଟିଏଫ ହାତରେ ୨ ବେପାରୀ

ଭୁବନେଶ୍ୱର: ବାଘ ଛାଲ ରାକେଟ୍‌ର ପର୍ଦ୍ଦାଫାସ୍। କ୍ରାଇମବ୍ରାଞ୍ଚ STF ବାଘ ଛାଲ ରାକେଟ ପର୍ଦ୍ଦାଫାସ କରିଛି। ଦଶପଲ୍ଲା ଗଣିଆ ଅଞ୍ଚଳରୁ ୨ ବାଘ ଛାଲ ବେପାରୀ ଗିରଫଙ୍କୁ ଗିରଫ କରିଛି ଏସଟିଏଫ୍। ଏଥିସହ ୨ଟି କଲରା ପତରିଆ ବାଘ ଛାଲ ଓ ୨ଟି ହରିଣ ଛାଲ ଜବତ କରିଛି।...

covid33
ରାଜ୍ୟରେ ଆଉ ୧୩୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଉ ୧୩୮ କରୋନା ପଜିଟିଭ ଚିହ୍ନଟ। ରାଜ୍ୟରେ ଆଉ ୧୩୮ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫ ଜଣ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ୧୩ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। COVID-19 REPORT...

death
ଏନକାଉଣ୍ଟରରେ ଆଉ ୪ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ୪ ଆତଙ୍କବାଦୀ ମୃତ। ଜାମ୍ମୁ ଓ କାଶ୍ମୀର ସୋପିଆନ ଜିଲ୍ଲା ପିନଜୋରା ଅଞ୍ଚଳରେ ଏନକାଉଣ୍ଟର ହୋଇଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ହିଜାବୁଲ୍ ମୁଜାହିଦ୍ଦିନର ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ପୋଲିସ ଓ ସୁରକ୍ଷା କର୍ମୀଙ୍କ ପକ୍ଷରୁ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ପିନଜୋରା ଅଞ୍ଚଳରେ...

sonu
ଉଦ୍ଧବଙ୍କୁ କାହିଁକି ଭେଟିଲେ ସୋନୁ ସୁଦ୍?

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟିଲେ ଅଭିନେତା ସୋନୁ ସୁଦ୍। ଗତକାଲି ରାତିରେ ମୁମ୍ବାଇ ସ୍ଥିତ ଠାକରେଙ୍କ ମାତୁଶ୍ରୀରେ ଆଲୋଚନା ହୋଇଛି। ସୋନୁ ସୁଦଙ୍କୁ ସମାଲୋଚନା କରିବା ସହ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ବୋଲି ଗତକାଲି ହିଁ କହିଥିଲେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ। ଏହାର...

chiranjibi
ଆରପାରିରେ କନ୍ନଡ଼ ଫିଲ୍ମ ଅଭିନେତା ଚିରଞ୍ଜୀବ

ବେଙ୍ଗାଲୁରୁ: ଆର ପାରିରେ କନ୍ନଡ ଫିଲ୍ମ ଅଭିନେତା ଚିରଞ୍ଜୀବ ସାରଜା। ୩୯ ବର୍ଷ ବୟସରେ ଚିରଞ୍ଜୀବଙ୍କ ମୃତ୍ୟୁ ଘଟିଛି। ଗତକାଲି ବେଙ୍ଗାଲୁରୁ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହସ୍ପିଟାଲରୁ ତାଙ୍କ ପାର୍ଥୀବ ଶରୀର ବେଙ୍ଗାଲୁରୁ ବାସଭବନକୁ ନେବା ରାସ୍ତାରେ ପ୍ରବଳ ଭିଡ଼...

take
ଆଜିଠୁ ଖୋଲିଲା ଧାର୍ମିକ ଓ ଐତିହ୍ୟ ସ୍ଥଳ

ନୂଆଦିଲ୍ଲୀ: ପ୍ରାୟ ଅଢ଼େଇ ମାସ ପରେ ଆଜିଠୁ ଦେଶର ବିଭିନ୍ନ ସ୍ଥାନରେ ସର୍ବସାଧାରଣଙ୍କ ପାଇଁ ଖୋଲିଲା ଧାର୍ମିକସ୍ଥଳ।  ସବୁଠି ସାମାଜିକ ଦୂରତା, ମାସ୍କ ପରିଧାନ ସହ ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯାଇଛି। ସେପଟେ ଆଜିଠୁ ମଧ୍ୟ ସପିଙ୍ଗ୍ ମଲ, ହୋଟେଲ ଓ ରେଷ୍ଟୁରାଣ୍ଟ ମଧ୍ୟ ଖୋଲିବ। ତେବେ ଓଡ଼ିଶାରେ କିଛି...

aircraft-crash-in-Odisha
ବିରାଶାଳ ଏୟାରଷ୍ଟ୍ରିପରେ ଅଘଟଣ, ୨ ପାଇଲଟ ମୃତ

ଢେଙ୍କାନାଳ:  ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ରେ ବିମାନ ଦୁର୍ଘଟଣା। ବିରାଶାଳ ଏୟାରଷ୍ଟ୍ରିପରେ ପାଇଲଟ୍ ଟ୍ରେନିଂ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଟ୍ରେନି ପାଇଲଟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପାଇଲଟ୍ ଟ୍ରେନିଂ ନେଉଥିବାବେଳେ ଏୟାରଷ୍ଟ୍ରିପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ମହିଳା ଓ ଜଣେ ପୁରୁଷ ପାଇଲଟଙ୍କ...

rainfall
ଅଧା ଓଡ଼ିଶା ଭିଜିବ, ୧୮ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା କିଛି ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଉଭୟ ଘୁର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଜି ସକାଳ ୮ଟା ୩୦...

train
ଆଜିିଠୁ ରାଜ୍ୟ ଭିତରେ ଗଡ଼ିବ ୬ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଆଜିିଠୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଆରମ୍ଭ କରୁଛି। ଭୁବନେଶ୍ୱରରୁ ବଲାଙ୍ଗିର, ଭଦ୍ରକ, ବ୍ରହ୍ମପୁର, କୋରାପୁଟ ଓ ରାଉରକେଲାକୁ ଏବଂ ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଷ୍ଟେସନ୍ ମଧ୍ୟରେ ଏହି ୬ଟି ସ୍ୱତନ୍ତ୍ର ଟ୍ରେନ୍ ଚାଲିବ। ଭୁବନେଶ୍ୱର-କୋରାପୁଟ ସ୍ପେଶାଲ ଟ୍ରେନଟି ସମ୍ବଲପୁର, ଟିଟିଲାଗଡ଼ ଓ ରାୟଗଡ଼ା...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।