ଜଗତସିଂହପୁର: କ୍ୱାରେଣ୍ଟିନ କେନ୍ଦ୍ରରେ ଜଣେ ପ୍ରବାସୀଙ୍କୁ ସରପଞ୍ଚଙ୍କ ସ୍ୱାମୀ ମାଡ଼ ମାରିଥିବା ଅଭିଯୋଗ। ଏଭଳି ଅଭିଯୋଗ ଆସିଛି ଜଗତସିଂହପୁର ଜିଲ୍ଲା ଏରସମାବ୍ଲକ ଗଡ଼ବିଶୁନପୁର ପଞ୍ଚାୟତରୁ। ସ୍ଥାନୀୟ ସରପଞ୍ଚଙ୍କ ସ୍ୱାମୀ ପ୍ରଭାକର ବେହେରା ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ କ୍ୱାରେଣ୍ଟିନ୍ ସେଣ୍ଟରରେ ଜଣେ ଯୁବକଙ୍କୁ ପିଟୁଥିବା ଭିଡିଓ ଭାଇରାଲ୍ ହୋଇଛି।...
ନୂଆଦିଲ୍ଲୀ: ଚୀନ୍ ସହ ପୁଣି ଉତ୍ତେଜନା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଜରୁରୀ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତିନି ସେନା ମୁଖ୍ୟ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାଓ୍ୱତଙ୍କ ଜରୁରୀ ବୈଠକରେ ଆଲୋଚନା କରିଛନ୍ତି। ଏହା ପୂର୍ବରୁ...
ନୂଆଦିଲ୍ଲୀ: ରାଜସ୍ଥାନ ଚୁରୁରେ ରେକର୍ଡ ଭାଙ୍ଗିଲା ତାପାମାତ୍ରା। ଚୁରୁରେ ଆଜି ଦେଶର ସର୍ବାଧିକ ତାପାମାତ୍ରା ୫୦ ଡିଗ୍ରୀ ସେଲସିଅସ୍ ରେକର୍ଡ କରାଯାଇଛି। ସେହିଭଳି ଦ୍ୱିତୀୟରେ ରହିଛି ରାଜଧାନୀ ଦିଲ୍ଲୀର ପାଲମ ଅଞ୍ଚଳ। ଏଠାରେ ଆଜି ଦିନରେ ପାରଦ ରହିଥିଲା ୪୭.୬ ଡିଗ୍ରୀ ସେଲସିୟସ। ଏପଟେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ...
ଭୁବନେଶ୍ୱର: ପୂର୍ବ ଅଭିଜ୍ଞତା ହେଉ ବା ସଠିକ୍ ତାଲିମ୍, ଅମ୍ପନ ବାତ୍ୟାରେ ଘାଇଲା ପଶ୍ଚିମବଙ୍ଗରେ କିନ୍ତୁ କମାଲ କରୁଛନ୍ତି ଓଡ୍ରାଫ୍ ଏବଂ ଓଡ଼ିଶା ଅଗ୍ନିଶମ ଟିମ୍। ପାଣି,ବିଜୁଳି ଓ ଗମନାଗମନ ପାଇଁ ଯେଉଁ କୋଲକାତା ସହରରେ ଲୋକେ ଦୁର୍ଦ୍ଦଶାରେ ଛଟପଟ ହେଉଛନ୍ତି, ସେଠି ସେମାନଙ୍କ ଜୀବନ ଯାତ୍ରା ସ୍ୱାଭାବିକ...
ଭୁବନେଶ୍ୱର: କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଫେରିବା ପରେ ପୋଲିସ କର୍ମଚାରୀଙ୍କୁ ଭବ୍ୟ ସ୍ୱାଗତ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ପ୍ରଥମ କରୋନା ଆକ୍ରାନ୍ତ ଜଣେ କନଷ୍ଟେବଳ ସୁସ୍ଥ ହୋଇ ଫେରିବା ପରେ ତାଙ୍କୁ ଆଜି ପୋଲିସ ସେବା ଭବନରେ ସମ୍ବର୍ଦ୍ଧନା ଦିଆଯାଇଛି। ଟ୍ୱିନସିଟି ପୋଲିସ କମିଶନର ତାଙ୍କୁ ଫୁଲତୋଡା...
ଭୁବନେଶ୍ୱର: ରାଜ୍ୟରେ ପ୍ରଥମଥର ପାଇଁ ଜଣେ ଡାକ୍ତର କରୋନା ଆକ୍ରାନ୍ତ। କଟକ ସିଟି ହସ୍ପିଟାଲର ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନମୁନା ପଜିଟିଭ ଆସିବା ପରେ ଡାକ୍ତରଙ୍କୁ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ସିଟି ହସ୍ପିଟାଲର ଶିଶୁ ରୋଗ ବିଶେଷଜ୍ଞ ଅଛନ୍ତି। ଏନେଇ ନେଇ କଟକ...
ଭୁବନେଶ୍ୱର: ଫ୍ଲୁ ଲକ୍ଷଣ ଅର୍ଥାତ୍, ସର୍ଦ୍ଦି, ଜ୍ୱର, କାଶ ଆଦି ଥିଲେ ଲୋକଙ୍କୁ ୧୦୪କୁ ଫୋନ୍ କରି ଜଣାଇବାକୁ କହିଛନ୍ତି ସରକାର। କାରଣ ଏସବୁ କରୋନାର ଲକ୍ଷଣ କିନ୍ତୁ ଏଥିପ୍ରତି କେତେ ସଜାଗ ଓ ସଚେତନ ଔଷଧ ଦୋକାନୀ? ଏନେଇ ଓଟିଭିର ଅନୁସନ୍ଧାନମୂଳକ ରିପୋର୍ଟକୁ ନେଇ ହଇଚଇ ଆରମ୍ଭ...
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂପର୍କରେ ୧୫ ଦିନ ଧରି କରାଯିବ ବ୍ୟାପକ ସଚେତନତା। ବୟସ୍କ ଓ ସଂକ୍ରମିତ ଆଶଙ୍କା ଥିବା ଲୋକଙ୍କ ତଥ୍ୟ ନିଆଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ଓଡ଼ିଶାରେ ଟେଷ୍ଟିଂ ହାର ଜାତୀୟ ହାରଠାରୁ ଯଥେଷ୍ଟ ଅଧିକ। ନୂଆ ଗାଇଡଲାଇନ୍ ଅନୁସାରେ ପଞ୍ଚାୟତ ସ୍ତରରେ...
କଟକ: ବଜ୍ରକାପ୍ତାର କରାଯିବ କରୋନା ଟେଷ୍ଟ। କ୍ୱାରେଣ୍ଟିନ ସେଣ୍ଟରରୁ ବଜ୍ରକାପ୍ତାକୁ ଉଦ୍ଧାର କରାଯାଇଥିବାରୁ ଟେଷ୍ଟ ହେବ। ସ୍ୱାବ ନମୁନା ନିଆଯାଇ ଲ୍ୟାବ୍କୁ ଟେଷ୍ଟ ପାଇଁ ପଠାଯିବ, ଟେଷ୍ଟ ଓଡ଼ିଶାରେ ହିଁ ହେବ। କରୋନା ପରୀକ୍ଷା ନେଇ ଆଠଗଡ଼ ଡିଏଫ୍ଓ ଦେଲେ ସୂଚନା। ଆଠଗଡ ବନଖଣ୍ଡରେ ପୁଣି ସକ୍ରିୟ ବଜ୍ରକାପ୍ତା ରାକେଟ୍।...
ଭୁବନେଶ୍ୱର: ରାଜ୍ୟରେ ଯୁକ୍ତ ୩ ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବନାହିଁ। ସେହିପରି ପିଜି ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବନାହିଁ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ସହ ଆଲୋଚନା ହୋଇଥିଲା। ଆଲୋଚନା ପରେ...
କଟକ: ଆଠଗଡ ବନଖଣ୍ଡରେ ପୁଣି ସକ୍ରିୟ ବଜ୍ରକାପ୍ତା ରାକେଟ୍। ବଡମ୍ବା ନିକଟ ମହୁଲିଆ ଗାଁରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ବଜ୍ରକାପ୍ତା ଚାଲାଣ ନେଇ ରେଢାଖୋଲରୁ ଦୁଇ ମାଫିଆଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ବିପୁଳ ବଜ୍ରକାପ୍ତା କାତି ଜବତ କରାଯାଇଛି। କିଛି ଦିନ ତଳେ ଛୋଟ ବଜ୍ରକାପ୍ତା...
ନୂଆପଡା: ମୋବାଇଲ୍ ହେଲା କାଳ। ମୋବାଇଲରେ ଗପିଗପି ରେଳ ଧାରଣା ଉପରକୁ ଚାଲିଯିବା ପରେ ଟ୍ରେନ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡା ସିଆଲଟି ଅଞ୍ଚଳରେ। ମୃତ ଯୁବକଙ୍କ ନାଁ କ୍ଷୀରମୋହନ ମାଝୀ। ସେ କାନରେ ଇୟର ଫୋନ୍ ଲଗାଇ ମୋବାଇଲ୍ରେ ଗପି...
ଦାରିଙ୍ଗବାଡ଼ି: ଦାରିଙ୍ଗବାଡ଼ିର ଏକ କ୍ୱାରେଣ୍ଟିନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ। ଅଭିଯୋଗ ରାତିରେ ଦୁଇ ଜଣ ଯୁବତୀ ଶୌଚାଳୟ ଯାଇଥିବା ବେଳେ ଜଣେ ଯୁବକ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି। ଯୁବତୀ ଜଣକ ପାଟି କରିବାକୁ ସଂପୃକ୍ତ ଦୁର୍ବୃତ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଏନେଇ ବିଡିଓଙ୍କୁ ଜଣାଇବା...
ଭୁବନେଶ୍ୱର: ସରକାରଙ୍କ ନାକତଳେ ନିୟମକୁ ଫୁ ଅନଲାଇନରେ ମଦ ବିକ୍ରି ହେବ ବୋଲି ସରକାର କରିଥିବା ନିୟମକୁ ଆଜି ସକାଳୁ ଖୋଲାଖୋଲି ଉଲ୍ଲଂଘନ କରିଥିଲେ। ମଦ ଦୋକାନୀ ଦୋକାନ ଖୋଲି ଅଫଲାଇନରେ ମଦ ବିକ୍ରି ହେବା ମାତ୍ରେ ସାମାଜିକ ଦୂରତାର ଧଜିଆ ଉଡାଇ ପୋଲିସ ଉପସ୍ଥିତିରେ ପେଟି ପେଟି...
ନୂଆଦିଲ୍ଲୀ: ଭାରତରେ ଉଦବେଗଜନକ ଭାବେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟାରେ ଦେଶରେ ୬ହଜାର ୯୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୪ ଜଣଙ୍କ ମୃତ୍ୟୁ ହୋଇଛି। ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୯ ହଜାରରେ ପହଞ୍ଚିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା...
ବ୍ରାଜିଲ: ୟୁରୋପ ଓ ଆମେରିକା ପରେ ଏବେ ଦକ୍ଷିଣ ଆମେରିକାରେ କରୋନାର ତାଣ୍ଡବ। ଦକ୍ଷିଣ ଆମେରିକାର ସର୍ବବୃହତ ରାଷ୍ଟ୍ର ବ୍ରାଜିଲ ପାଇଁ କାଳ ହେଲା କି ରାଷ୍ଟ୍ରପତି ଜେୟାର ବୋଲସୋନାରୋଙ୍କ ବୃଥା ଅସ୍ଫାଳନ? ବ୍ରାଜିଲରେ ଯୁବବର୍ଗଙ୍କ ସଂଖ୍ୟା ଅଧିକ ଓ ଏହାର ଗରମ ଜଳବାୟୁ ହେତୁ କରୋନା ଇଟାଲୀ...