• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Jharsuguda Bypoll
କିଏ ମାରିବେ ଝାରସୁଗୁଡ଼ା ବାଜି ? ଶନିବାର ଆସିବ ରାୟ

ବିଧାୟକ ବାଛିଲା ଝାରସୁଗୁଡ଼ା। ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ପରେ ଏଠାରେ ହୋଇଥିବା ଉପନିର୍ବାଚନ ଲାଗି ଆଜି ଭୋଟ୍ ଗ୍ରହଣ ଶେଷ ହୋଇଛି। ଧୁ ଧୁ ଖରା ସତ୍ତ୍ବେ ଭୋଟର୍ ନିଜ ମତାଧିକାର ସାବ୍ୟସ୍ତ କରିଥିଲେ। ପୁରୁଷଙ୍କ ଭୋଟରଙ୍କ ତୁଳନାରେ ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ମତଦାନ...

Farmers oppose new norms in paddy procurement in Odisha
ନୂଆ ନିୟମକୁ ସହଜରେ ଗ୍ରହଣ କରିପାରୁନି ଚାଷୀ

ରବି ଧାନ ସଂଗ୍ରହ ପୂର୍ବରୁ ଯୋଗାଣ ବିଭାଗର ସଂଶୋଧିତ ନିୟମକୁ ଚାଷୀଙ୍କ ବିରୋଧ। ପରିବର୍ତ୍ତିତ ନିୟମରେ କ୍ଷତି ସହିବେ ଚାଷୀ, ଆଉ ମିଲର ଲାଭବାନ ହେବା ନେଇ ଚାଷୀଙ୍କ ଅଭିଯୋଗ। ରାଜ୍ୟରେ ରବି ଧାନ ସଂଗ୍ରହ ପାଇଁ ପ୍ରକ୍ରିୟା ଆରମ୍ଭ ଭିତରେ ମଣ୍ଡିରେ ଧାନ ବିକ୍ରି ନେଇ ରାଜ୍ୟ...

 ବିଧାୟକ ବାଛିଲା ଝାରସୁଗୁଡ଼ା
ଝାରସୁଗୁଡ଼ା ଉପନିର୍ବାଚନରେ ଭୋଟରଙ୍କୁ ଭବ୍ୟ ସ୍ୱାଗତ: ମଥାରେ ଲଗାଇଲେ ଚନ୍ଦନ, ଖାଇଲେ ତରଭୁଜ ଓ ଜୁସ୍‌

କାହା ମଥାରେ ଲଗାଇ ଦିଆଯାଉଛି ଫୁଲ ଚନ୍ଦନ...ତ ଆଉ କାହା ଉପରେ କରାଯାଉଛି ପାଣି ସ୍ପ୍ରେ। ହାତରେ ପରିଚୟପତ୍ର ଖଣ୍ଡେ ଖଣ୍ଡେ ଧରି ଲମ୍ବା ଧାଡ଼ିରେ ଅପେକ୍ଷାରତ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀର ମତଦାତା। ଯୁବଠୁ ବୟସ୍କ ଅବା ଦିବ୍ୟାଙ୍ଗ ଭୋଟର। ୪୦ ଡିଗ୍ରୀରୁ ଅଧିକ ତାତିରେ ବି ଉତ୍ସାହର...

Farmers oppose new norms in paddy procurement in Odisha
ଯୋଗାଣ ବିଭାଗର ସଂଶୋଧିତ ନିୟମକୁ ନେଇ ଚାଷୀ କୂଳ ଖପ୍ପା

ରବି ଧାନ ସଂଗ୍ରହ ପୂର୍ବରୁ ଯୋଗାଣ ବିଭାଗର ସଂଶୋଧିତ ନିୟମକୁ ଚାଷୀଙ୍କ ବିରୋଧ। ପରିବର୍ତ୍ତିତ ନିୟମରେ କ୍ଷତି ସହିବେ ଚାଷୀ, ଆଉ ମିଲର ଲାଭବାନ ହେବା ନେଇ ଚାଷୀଙ୍କ ଅଭିଯୋଗ।

Blood Bank
ବଡ଼ ମେଡ଼ିକାଲରେ ବଡ଼ ସଙ୍କଟ: ଖରା ଦିନେ ରକ୍ତ ଅଭାବ, ବ୍ଲଡ୍ ବ୍ୟାଙ୍କରେ ରକ୍ତ ଖାଲି

ଦୈନିକ ଏଠାକୁ ପ୍ରାୟ ୩ ହଜାର ରୋଗୀ ଆସୁଥିବା ବେଳେ ପ୍ରାୟ ୫୦ରୁ ୬୦ ୟୁନିଟ୍ ରକ୍ତ ଆବଶ୍ୟକ ପଡ଼ୁଛି। କିନ୍ତୁ ଦେଖିଲା ବେଳକୁ ଏହାର ଅଧା  ବି ମହଜୁଦ ରହୁନାହିଁ।

millet festival organized in bhubaneswar
ନୂଆ ରୂପରେ ଫାଷ୍ଟଫୁଡ୍‌: ଖାଆନ୍ତୁ ମାଣ୍ଡିଆରୁ ତିଆରି ସୁଆଦିଆ ସୁପ୍, ନୁଡୁଲ୍ସ ଓ ଗୁପ୍‌ଚୁପ୍‌

ମାଣ୍ଡିଆ ନାଁ ଶୁଣିଲେ, ମନକୁ ଆସେ, ଏହା ଆଦିବାସୀ ତଥା ଦେଶିଆ ଖାଦ୍ୟ। ହେଲେ ବଦଳିଛି ମାଣ୍ଡିଆ ପରଷିବାର ଢାଞ୍ଚା । ଦେଶୀ ମାଣ୍ଡିଆରେ ଲାଗିଛି ଆଧୁନିକତାର ଛାପ। ରୂପ ନୂଆ, ନାଁ ବି ନୂଆ। ସବୁ ବର୍ଗର ଖାଦ୍ୟପ୍ରେମୀଙ୍କୁ ଆଖି ଆଗରେ ରଖି ମାଣ୍ଡିଆଜାତ ଉତ୍ପାଦରେ ପ୍ରସ୍ତୁତ ହେଉଛି ଫାଷ୍ଟଫୁଡ୍।

 imran khan
ମୋତେ ଦିଆଯାଇପାରେ ସ୍ଲୋ ପଏଜନ୍: ଇମ୍ରାନ

ଗିରଫ ହେବା ପରେ ନ୍ୟାସନାଲ ଆକାଉଣ୍ଟେବିଲିଟି ବ୍ୟୁରୋ ବା NAB ହାଜତରେ ଇମ୍ରାନଙ୍କ ପ୍ରଥମ ରାତି ଖୁବ୍ କଷ୍ଟରେ ବିତିଛି। ତାଙ୍କୁ ରାତି ସାରା ଶୋଇବାକୁ ନଦେଇ ନିର୍ଯାତନା ଦିଆଯାଇଥିବା ଏବଂ ଜେରା ବେଳେ ଗାଲକୁ ଚାପୁଡ଼ା ଓ ଗୋଡ଼ରେ ଭୀଷଣ ମାଡ଼ ମରାଯାଇଥିବା ଚର୍ଚ୍ଚା ହେଉଛି।

Samajwadi MLA Thrashes BJP Leader's Husband
ଥାନା ଭିତରେ ବିଜେପି ନେତ୍ରୀଙ୍କ ସ୍ୱାମୀଙ୍କୁ ପ୍ରବଳ ପିଟିଲେ SP ବିଧାୟକ

ବିଧାୟକ ଓ ତାଙ୍କ ସମର୍ଥକମାନେ ପୁଲିସ୍‌ ଉପସ୍ଥିତିରେ ହିଁ ଦୀପକଙ୍କୁ ଚାପୁଡ଼ା, ବିଧା ଓ ମୁଥ ମାରିଥିଲେ। ଘଟଣାସ୍ଥଳରେ ପୁଲିସ ଉପସ୍ଥିତ ଥିଲେ ମଧ୍ୟ ଦୀପକଙ୍କୁ ଆକ୍ରମଣରୁ ରକ୍ଷା କରିବା ପାଇଁ ବେଶ୍ ନାକେଦମ ହେବାକୁ ପଡ଼ିଥିଲା।

Pushpa 2: The Rule shooting begins
ଖୁବ୍ ଶୀଘ୍ର ଆସିବେ ଅଲ୍ଲୁ ଅର୍ଜୁନ୍

ମାଲକାନଗିରିରେ ପୁଷ୍ପାରାଜ: ବହୁ ପ୍ରତୀକ୍ଷିତ ପାନ୍ ଇଣ୍ଡିଆ ଫିଲ୍ମ ପୁଷ୍ପା ଟୁର ସୁଟିଂ ଆରମ୍ଭ, ପ୍ରଥମ ପର୍ଯ୍ୟାୟରେ ପୋଲେରୁ ଜଙ୍ଗଲରେ ଆକ୍ସନ ସିକ୍ୟୁଏନ୍ସର ସୁଟିଂ। ସ୍ଥାନୀୟ ବାସିନ୍ଦାଙ୍କୁ ବି ଅଭିନୟର ମିଳିଲା ସୁଯୋଗ, ଖୁବ୍ ଶୀଘ୍ର ଆସିବେ ଅଲ୍ଲୁ ଅର୍ଜୁନ୍।

Bus Accident
ବାଇକକୁ ଧକ୍କା ଦେଇ ଝିଅକୁ ଅଧା କିଲୋମିଟର ଘୋଷାଡି ନେଲା ବସ୍

ଆଖି ପିଛୁଳାକେ ଅଘଟଣ। ବଲାଙ୍ଗୀର ପୁଇଁତଳାରେ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ବାପା ଓ ଦୁଇ ଝିଅଙ୍କ ଜୀବନ। ବାଇକକୁ ଧକ୍କା ଦେଇ ଝିଅକୁ ଅଧା କିଲୋମିଟର ଘୋଷାଡି ନେଲା ବସ୍। ପୋଡ଼ାଜଳା କରି କ୍ଷତିପୂରଣ ଦାବି କଲେ ଉତ୍ୟକ୍ତ ଲୋକେ।

Locals await re-opening of all doors of Srimandir in Puri
ପୁରୀ ବାସିନ୍ଦାଙ୍କ ପାଇଁ ଆଉ କଣ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ୱାର ?

ସମସ୍ତଙ୍କ ପାଇଁ ଗୋଟିଏ ପ୍ରବେଶ ପଥ ନିୟମ ହୋଇଥିବାରୁ ଆଉ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହୋଇ ଦର୍ଶନ କରିପାରୁ ନାହାନ୍ତି ପୁରୀ ବାସିନ୍ଦା। ବିଶେଷକରି ଆଗରୁ ଅନ୍ୟ ତିନି ଦ୍ବାର ଦେଇ ପ୍ରତ୍ୟହ କାଳିଆ ଦର୍ଶନ କରୁଥିବା ବୃଦ୍ଧ ଓ ବୃଦ୍ଧାଙ୍କ ପାଇଁ ପ୍ରଶାସନର ଏ ନିୟମ...

Pushpa 2: The Rule shooting begins
'ପୁଷ୍ପା-୨'ରେ ମିଳିଲା ଅଭିନୟର ସୁଯୋଗ: ସୁଟିଂ ଦେଖିବାକୁ ଆସି ବନିଗଲେ ଅଭିନେତା

କୁହାଯାଉଛି, ସ୍ୱତନ୍ତ୍ର ହେଲିକପ୍ଟରରେ ଅଭିନେତା ଅଲ୍ଲୁ ଅର୍ଜୁନ ଏଠାକୁ ଆସିବେ। ତା ସହ ସିନେମାର ଅନ୍ୟ ଅଭିନେତା ଓ ଅଭିନେତ୍ରୀ ଏଠି ଖୁବ୍ ଶୀଘ୍ର ଆସି ପହଞ୍ଚିବେ। ବାସ୍ ନିର୍ଦ୍ଦେଶକ ସୁକୁମାରଙ୍କ ଗୋଟିଏ ଇସାରା ମିଳିଲେ ଆରମ୍ଭ ହେବ ସୁଟିଂ। 

Kangaroo courts
ମୁଖିଆଙ୍କ କଥା ନ ମାନିବାରୁ ନିଆଁ ପାଣି ବନ୍ଦ: ପଡ଼ୋଶୀଙ୍କ ସହ କଥା ହେଲେ ଲାଗୁଛି ଜରିମାନା

ଆଇନର ପଞ୍ଝା ସଶକ୍ତ ହୋଇଥିବା ସତ୍ୱେ ସମାଜରୁ ଏବେ ବି ଲୋପ ପାଇନି ସାମାଜିକ ବାସନ୍ଦ ଭଳି କୁପ୍ରଥା।

Bus Accident
ଆଖି ପିଛୁଳାକେ ଅଘଟଣ: ବସ୍ ଧକ୍କାରେ ଆଗପଛ ହୋଇ ଚାଲିଗଲେ ବାପା ଓ ଦୁଇ ଝିଅ

ଦ୍ରୁତ ଗତି ମହାବିପତ୍ତି। ଦୁର୍ଘଟଣା ଏଡାଇବାକୁ ପରିବହନ ବିଭାଗ କେତେ କଣ ସଚେତନ କରୁଛି। କଟକଣା ଲଗାଉଛି, ଜୋରିମାନା ବି ଆଦାୟ ହେଉଛି। ହେଲେ ଡ୍ରାଇଭରଙ୍କ ଅବହେଳା ଆଜି ଗୋଟିଏ ପରିବାରକୁ ସର୍ବସ୍ବାନ୍ତ କରିଦେଇଛି। 

people died after a tourist boat capsized in kerala
ବଡ ଧରଣର ନୌକା ଦୁର୍ଘଟଣା: ଡଙ୍ଗା ଓଲଟି ୧୫ ପର୍ଯ୍ୟଟକଙ୍କ ମୃତ୍ୟୁ

ଏହି ଅଘଟଣ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କାରଣ ଖୋଜିବା ନିମନ୍ତେ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। 

Pharmacist suspended
ମହଙ୍ଗା ପଡ଼ିଲା ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହିତ ସେଲଫି ଉଠାଇବା

ରାଷ୍ଟ୍ରପତିଙ୍କ ହେଲିକପଟର ସହିତ ସେଲଫି ଉଠାଇବା ଓ ତାକୁ ପୁଣି ଫେସବୁକରେ ପୋଷ୍ଟ କରିଥିବା ଅଭିଯୋଗ ହୋଇଥିଲା।

Rahul Gandhi
କ୍ୟାମ୍ପେନରେ କମ୍ପୁଛି କର୍ଣ୍ଣାଟକ: ଡେଲିଭରି ବୟ ସହ ସ୍କୁଟରରେ ବୁଲିଲେ ରାହୁଲ

କର୍ଣ୍ଣାଟକରେ ହାଇଭୋଲଟେଜ୍ ପ୍ରଚାର। ୧୦ କିଲୋମିଟର ରୋଡ ସୋ କଲେ ମୋଦି। ଡେଲିଭରି ବୟ ସହ ସ୍କୁଟରରେ ବସି ବୁଲିଲେ ରାହୁଲ

Jharsuguda Bypoll lacks proper election propaganda
ଝାରସୁଗୁଡ଼ାରେ ସମସ୍ୟା ମାଳମାଳ, ହେଲେ ତିନୋଟି ପ୍ରସଙ୍ଗକୁ ନେଇ ଚାଲିଛି ପ୍ରଚାର

ବଡ଼ ପ୍ରଶ୍ନ କାହିଁକି ପ୍ରସଙ୍ଗକୁ ନେଇ ପ୍ରଚାର ହେଲାନି? ପ୍ରସଙ୍ଗ ଗୌଣ ହୋଇ ଭାବପ୍ରବଣତାକୁ କାହିଁକି ଗୁରୁତ୍ୱ ଦିଆଗଲା? ସାଧାରଣ ନିର୍ବାଚନକୁ ଆଉ ବର୍ଷକରୁ କମ୍ ସମୟ ଥିବାରୁ ଏହି ଉପନିର୍ବାଚନକୁ ନେଇ ରାଜନୈତିକ ଦଳ ସେତେଟା ସିରିୟସ୍ ହେଲେନି କି ?

Union Minister Dharmendra Pradhan
'ରାଜ୍ୟରେ କଳାପାହାଡ଼ଙ୍କ ଶାସନ ଚାଲିଛି, ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ଶାସନ ନାହିଁ'

ପ୍ରଚାର ସରିବାର ଦିନକ ପୂର୍ବରୁ ନିର୍ବାଚନୀ ସଭା ଓ ରୋଡ୍ ସୋ କରି ଆଜି ଏଭଳି ଅଭିଯୋଗ ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପଟେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବାକୁ ମୈଦାନକୁ ଓହ୍ଲାଇଛନ୍ତି ଖୋଦ୍ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Odisha CM Naveen Patnaik campaigns for Dipali Das
ଝାରସୁଗୁଡ଼ାକୁ ୧ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା କରିବା ବିଜେଡିର ଲକ୍ଷ୍ୟ: ନବୀନ

କାହାର ହେବ ଝାରସୁଗୁଡ଼ା ? ଶେଷ ମୁହୂର୍ତ୍ତରେ ଗଡ଼ ଦଖଲ ପାଇଁ ପ୍ରଚାର ମୈଦାନରେ ହାଇଭୋଲଟେଜ୍ ଟକ୍କର। ମୁଖ୍ୟମନ୍ତ୍ରୀ ନବୀନଙ୍କ ସଭାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ସଭା, ରୋଡ୍ ସୋ...ଆଟାକ୍, କାଉଣ୍ଟର ଆଟାକ୍

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।