• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

bolero
୨ ମାସର ଦରମା ଦେଲାନି କମ୍ପାନୀ, ଶତାଧିକ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର: ରାଉରକେଲା ଉପକଣ୍ଠ କଲୁଙ୍ଗା ଶିଳ୍ପାଞ୍ଚଳରେ ଗଢ଼ି ଉଠିଥିବା ଇଏଫଜିଏଲ କମ୍ପାନୀରେ ଶ୍ରମିକ ଉତ୍ତେଜନା। ସାରା ଦେଶରେ ଯେତେବେଳେ କରୋନା ମହାମାରୀ ପାଇଁ ଲକଡାଉନ ହୋଇଛି। ସେଠି ଗରିବ ଠାରୁ ଧନୀ ସମସ୍ତେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ୩ ମାସ ଶ୍ରମିକମାନଙ୍କ ଦରମା କାଟ କରାଯିବ ନାହିଁ...

corona
କରୋନାରୁ ସୁସ୍ଥ ହେଲେ ରାଜ୍ୟରେ ଆକ୍ରାନ୍ତ ହୋଇଥିବା ସମସ୍ତ ଛୋଟ ପିଲା

ଭୁବନେଶ୍ୱର: କରୋନାରୁ ସୁସ୍ଥ ହେଲେ ରାଜ୍ୟରେ ଆକ୍ରାନ୍ତ ହୋଇଥିବା ସମସ୍ତ ଛୋଟ ପିଲା। ସେମାନଙ୍କ ବୟସ ୧୪ ବର୍ଷରୁ କମ୍ ହେବ। ତେବେ ମହାମାରୀ ‘କରୋନା’ରେ ରାଜ୍ୟରେ ୨୦ ଜଣ ଛୋଟପିଲା ଆକ୍ରାନ୍ତ ହୋଇଥିଲେ। ଏବେ ସେମାନେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଦେଇଛନ୍ତି...

khaira
କ୍ୱାରେଣ୍ଟିନ କେନ୍ଦ୍ରରେ ରହିଲେନି ସୁରତ ଫେରନ୍ତା ଦମ୍ପତି, ତାତିଲେ ଗାଁ ଲୋକେ

ସୋର: ସୁରତରୁ ଆସି କ୍ୱାରେଣ୍ଟିନ କେନ୍ଦ୍ରରେ ନରହିବାରୁ ଗାଁରେ ଉତ୍ତେଜନା। ରାସ୍ତା ବନ୍ଦ କରି ଧାରଣାରେ ଗ୍ରାମବାସୀ, ବୁଝାସୁଝା ପାଇଁ ଆସିଥିବା ପୋଲିସ ଗାଡ଼ି ଗାଁରେ ଅଟକ। ଘଟଣା ଘଟିଛି ବାଲେଶ୍ୱର ଜିଲା ଖଇରା ବ୍ଲକ ବଡନୂଆଁଗା ପଞ୍ଚାୟତ ଅଧୀନ ପିହାଣଗଡିଆ ଗାଁରେ। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଗାଁର...

hc
ମାଟ୍ରିକ୍ ଖାତା ମୂଲ୍ୟାୟନକାରୀଙ୍କ ପାଇଁ ରହିବା ଓ ଖାଇବା ବ୍ୟବସ୍ଥା କର: ହାଇକୋର୍ଟ

କଟକ: ୧୦ କିମି ଦୂରରୁ ଆସୁଥିବା ଶିକ୍ଷକଙ୍କ ରହିବା, ଖାଇବା ବ୍ୟବସ୍ଥା କର। ମ୍ୟାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ରରେ ଲକଡାଉନ କଟକଣା ମାନିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଓଷ୍ଟା ପକ୍ଷରୁ ହୋଇଥିବା ଆବେଦନ ଉପରେ...

dadan
ଛୋଟ ଛୁଆକୁ ଭାରରେ ରଖି ୧୨୦ କିଲୋମିଟର ଚାଲିଲେ ବାପା

ବାରିପଦା: ପେଟରେ ଭୋକ, ହେଲେ ଆଖି ସାମ୍ନାରେ ଯମଦୂତ ପରି ଠିଆ ହୋଇଛି ରୋଗ। ଏମିତି ଅବସ୍ଥାରେ ଜୀବନ ବଞ୍ଚାଇବା ପାଇଁ ଘରକୁ ଫେରିବା ପାଇଁ ସବୁ ପ୍ରକାର ବିପଦକୁ ସାମ୍ନା କରିବାକୁ ପ୍ରସ୍ତୁତ ଅଛନ୍ତି ଶ୍ରମିକମାନେ।  ସେଥିପାଇଁ ତ ଶହ ଶହ କିଲୋମିଟର୍ ଦୂର ଘରକୁ ପାଦରେ...

police-attack
ସୁରତରୁ ଫେରିଥାନ୍ତେ, 'ଆଖି ଆଗରେ ପୋଲିସ ପିଟି ପିଟି ମାରିଦେଲା'

ବ୍ରହ୍ମପୁର: ପୋଲିସ୍ ମାଡ଼ରେ ସୁରତରେ ଥିବା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ। ସୁରତର ଏକ ଘରୋଇ କମ୍ପାନିରେ କାମ କରୁଥିଲେ ଗଞ୍ଜାମ ବାରୁଡ଼ା ଗାଁର ସତ୍ୟବ୍ରତ ସ୍ୱାଇଁ। ଗତକାଲି କିଛି ସହକର୍ମୀଙ୍କ ସହ ସୁରତର ଆମରୋଲି ନିକଟ କମ୍ପାନି ପାଖରେ ବସିଥିଲେ। ରାସ୍ତାକଡ଼ରେ ବସିଥିବା ସମୟରେ ପୋଲିସ୍ ଭିଡ଼...

nirgundi
ଦିଲ୍ଲୀରୁ ସ୍ୱତନ୍ତ୍ର ଟ୍ରେନରେ ଆସୁଛନ୍ତି ପ୍ରବାସୀ, ନିର୍ଗୁଣ୍ଡି ଷ୍ଟେସନରେ ୧୪୪ ଧାରା

ଭୁବନେଶ୍ୱର: ବିଭିନ୍ନ ସ୍ଥାନରେ ରହିଯାଇଥିବା ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଜାରି ରହିଥିବା ଟ୍ରେନ୍ ସେବା କ୍ରମରେ ଦିଲ୍ଲୀରୁ ବାହାରିଥିବା ସ୍ୱତନ୍ତ୍ର ଟ୍ରେନ୍ ଆଜି ଭୁବନେଶ୍ୱରରେ ପହଞ୍ଚୁଛି। ପ୍ରାଥମିକ ପର୍ଯ୍ୟାୟରେ ଦିଲ୍ଲୀ-ଭୁବନେଶ୍ୱର ମଧ୍ୟରେ ଏହି ଟ୍ରେନ ସେବା ଆରମ୍ଭ ହୋଇଛି। ସେପଟେ ହାଇଦ୍ରାବାଦରୁ ପ୍ରବାସୀ ଶ୍ରମିକଙ୍କୁ ଧରି ଓଡ଼ିଶା...

class
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ପିଲାଙ୍କୁ ପାସ୍

ଭୁବନେଶ୍ୱର: କରୋନା ସଂକ୍ରମଣ ଓ ଲକଡାଉନ ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲାଙ୍କୁ ପାସ୍ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ସ୍କୁଲରେ ପଢୁଥିବା ଅଷ୍ଟମ ଯାଏଁ ସବୁ ପିଲା ୨୦୧୯-୨୦...

mig
ଚାଲି ଚାଲି ଯାଉଥିବା ପ୍ରବାସୀଙ୍କ କଥା ବୁଝିବ ଓଡ଼ିଶା ପୋଲିସ୍

ଭୁବନେଶ୍ୱର: ଓଡ଼ିଶା ଦେଇ କୌଣସି ପ୍ରବାସୀ ଚାଲି ଚାଲି ଯିବେନି। ଓଡ଼ିଶା ସୀମାରେ ପହଞ୍ଚିବା ପରେ ଶ୍ରମିକଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା। ଆଜି ଏନେଇ ସୂଚନା ଦେଇଛନ୍ତି ପୋଲିସ୍ ଡିଜି ଅଭୟ। ଓଡ଼ିଶା ଆସନ୍ତୁ କିମ୍ବା ଓଡ଼ିଶା ଦେଇ ଯାଆନ୍ତୁ, ସମସ୍ତ ଶ୍ରମିକଙ୍କ ପାଇଁ ବ୍ୟବସ୍ଥା କରାଯିବ।...

cyclone
ମାଡ଼ି ଆସୁଛି ବାତ୍ୟା! ୪ ଜିଲ୍ଲାକୁ ଅଧିକ ବିପଦ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାରେ ୪ ଜିଲ୍ଲାକୁ ବିପଦ। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକକୁ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡ଼ିପାରେ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଡିପ୍ରେସନର ରୂପ ନେବ। ଆସନ୍ତାକାଲି ଏହା ବାତ୍ୟାର...

cbse
ନବମ ଏବଂ ଏକାଦଶ ଶ୍ରେଣୀରେ ଫେଲ୍ ଛାତ୍ରଛାତ୍ରୀଙ୍କୁ ମିଳିବ ସୁଯୋଗ

ଭୁବନେଶ୍ୱର: ନବମ ଏବଂ ଏକାଦଶ ଶ୍ରେଣୀରେ ଫେଲ୍ ଛାତ୍ରଛାତ୍ରୀଙ୍କୁ ମିଳିବ ସୁଯୋଗ। ସେମାନଙ୍କ ପ୍ରମୋସନ ପାଇଁ ବ୍ୟବସ୍ଥା କରିବାକୁ CBSE ନିର୍ଦ୍ଦେଶ ଦେଇଛି। ଅନଲାଇନ/ଅଫଲାଇନ/ଇନୋଭେଟିଭ ପଦ୍ଧତିରେ ଟେଷ୍ଟ ପାଇଁ ନିର୍ଦ୍ଦେଶ ଦେଇଛି CBSE। ପୂର୍ବରୁ ସୁଯୋଗ ଦିଆଯାଇଥିଲେ ବି ପୁଣି ଥରେ ସୁଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛି CBSE।...

cyclone
ସାମୁଦ୍ରିକ ଝଡ଼ର ରୂପ ନେବ ଲଘୁଚାପ: ୧୮ରୁ ଆରମ୍ଭ ହୋଇଯିବ ପ୍ରବଳ ବର୍ଷା ପବନ!

ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୧୬ ତାରିଖ ସଂଧ୍ୟାରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ୧୮ ତାରିଖରୁ  ସ୍ୱଳ୍ପରୁ ମଧ୍ୟମ ଏବଂ ୧୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା...

plane
ସ୍ୱତନ୍ତ୍ର ବିମାନରେ ଓଡ଼ିଶା ବାହୁଡ଼ିଲେ ଦୁବାଇରେ ଥିବା ପ୍ରବାସୀ

ଭୁବନେଶ୍ୱର: ଦୁବାଇରୁ ଆସିଲେ ପ୍ରବାସୀ। ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନରେ ଦୁବାଇରୁ ପ୍ରାୟ ୧୫୦ ଯାତ୍ରୀ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୧୨ଟି ଜିଲ୍ଲାର ୧୫୦ ଜଣ ଯାତ୍ରୀ ଆସିଥିବା ସୂଚନା ମିଳିଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ସ୍କ୍ରିନିଂ କରାଯାଉଛି। ସ୍କ୍ରିନିଂ ପରେ ସମସ୍ତଙ୍କୁ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।