ଭୁବନେଶ୍ୱର: ୬ ଜିଲ୍ଲାରେ ବଢ଼ିବ କୋଭିଡ କେୟାର ଶଯ୍ୟା। ରାଜ୍ୟର ୬ଟି ଜିଲ୍ଲାରେ କୋଭିଡ କେୟାର ସେଣ୍ଟର ଶଯ୍ୟା ବଢାଯିବ ଗଂଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବଲାଙ୍ଗିରରେ ଏହି ଶଯ୍ୟା ବଢ଼ିବ। ଶଯ୍ୟା ସଂଖ୍ୟା ବଢ଼ାଇବାକୁ ନେଇ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଆଗାମୀ ସପ୍ତାହକ...
ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର। ସେ ଅଭିଯୋଗ କରିଛନ୍ତି, ପ୍ରବାସୀଙ୍କ ପ୍ରକୃତ ହିସାବ ସରକାରଙ୍କ ପାଖରେ ନାହିଁ। କେଉଁ ରାଜ୍ୟରେ କେତେ ପ୍ରବାସୀ ଓଡ଼ିଆ ଅଛନ୍ତି, ତାର ତାଲିକା ହୋଇପାରିନି। ସରକାର...
ନୂଆଦିଲ୍ଲୀ: ସବୁ ରାସନ୍ କାର୍ଡ ସହିତ ଆଧାର ନମ୍ବରକୁ ଲିଙ୍କ କରିବା ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଆସନ୍ତା ସେପଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଏହି ସମୟ ପର୍ଯ୍ୟନ୍ତ ଆଧାର ନମ୍ବର ଲିଙ୍କ କରି ନ ଥିବା କୈଣସି ହିତାଧିକାରୀଙ୍କୁ ସେମାନଙ୍କ କୋଟାର ଖାଦ୍ୟ...
ଭୁବନେଶ୍ୱର: ଆସନ୍ତା ୧୪ ତାରିଖରେ ଦୁବାଇରୁ ୧୭୯ ଯାତ୍ରୀଙ୍କୁ ନେଇ ସିଧା ଭୁବନେଶ୍ୱର ଆସିବ ଏକ ସ୍ୱତନ୍ତ୍ର ବିମାନ। ପ୍ରବାସୀ ଭାରତୀୟ ଓ UAEରେ ଥିବା ଓଡ଼ିଶା ସମାଜର ପ୍ରୟାସରେ ଏହି ବିମାନ ୧୭୯ ଯାତ୍ରୀଙ୍କୁ ଦୁବାଇରୁ ଫେରାଇ ଆଣିବାକୁ ବ୍ୟବସ୍ଥା ହୋଇଥିବା UAEର ଏକ ଗଣମାଧ୍ୟମ ସଂସ୍ଥା...
ଦେଶରେ ୨ ହଜାର ୨ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା। କୋଭିଡ୍ ୧୯ରେ ଆଜି ସୁଦ୍ଧା ଭାରତରେ ମୋଟ୍ ୨ ହଜାର ୨ ଶହ ୬ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ସେହିଭଳି ଆକ୍ରାନ୍ତ ସଂଖ୍ୟା ୬୭ ହଜାର ପାର ହୋଇଛି।...
ଭୁବନେଶ୍ୱର: ଭୁବନେଶ୍ୱର-ଦିଲ୍ଲୀ ଟ୍ରେନ ଟିକେଟ ଘଣ୍ଟାଏ ଭିତରେ ଶେଷ। ୧୩ ତାରିଖରେ ଦିଲ୍ଲୀ ଯିବାକୁ ଥିବା ଟ୍ରେନ ଟିକେଟ ବୁକିଂ ସରିଯାଇଛି। ଘଣ୍ଟାଏରୁ କମ ସମୟରେ ଟିକେଟ ସରିଯାଇଥିବା ନେଇ ରେଲେୱେ ପକ୍ଷରୁ ସୂଚନା ଦିଆଯାଇଛି। ୧୪ ତାରିଖ ପାଇଁ ମଧ୍ୟ ୯୦% ଟିକେଟ ବିକ୍ରି ସରିଥିବା ସୂଚନା...
ଭୁବନେଶ୍ୱର: ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱରରୁ ପ୍ରତିଦିନ ଚାଲିବ ଟ୍ରେନ୍। ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଦୈନିକ ସ୍ୱତନ୍ତ୍ର ଟ୍ରେନ୍ ଚାଲିବ। ଏହି ଟ୍ରେନ୍ଟି ୧୩ ତାରିଖ ସକାଳ ୧୦ଟାରେ ଭୁବନେଶ୍ୱରରୁ ରେଲୱେ ଷ୍ଟେସନରୁ ଛାଡ଼ି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନରେ ୧୭ଟି ବଗି ରହିବ। ସବୁ...
ଭୁବନେଶ୍ୱର: ଦେଶରେ କରୋନା ସ୍ଥିତି ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଗୁଡିକ ହେଲା:- ଜିଲ୍ଲା ବଦଳରେ ଛୋଟ ଛୋଟ ଓ ସାଇଣ୍ଟିଫିକ୍ ୟୁନିଟ୍କୁ କୋଭିଡ୍ ଜୋନ୍ରେ ପରିଣତ...
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ। ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ଏହି ଆଲୋଚନା ହୋଇଥିଲା। ତେବେ ଟ୍ରେନ୍, ବିମାନ ଚଳାଚଳକୁ ନେଇ କିଛି ରାଜ୍ୟ ବିରୋଧ କରିଥିବାବେଳେ ଲକ୍ଡାଉନ ବଢାଇବା ନେଇ ଦାବି କରାଯାଇଛି। ଆଜିର ବୈଠକରେ ପ୍ରଥମେ...
ଭୁବନେଶ୍ୱର: କୋଭିଡ୍ ସଙ୍କଟ ସତ୍ତ୍ୱେ ଦେଶର ଅଧିକାଶ ଅଞ୍ଚଳରେ ଅର୍ଥନୈତିକ କାର୍ଯ୍ୟକଳାପ ଗତିଶୀଳ ହେବାରେ ଲାଗିଛି। ତେବେ କୋଭିଡ୍ ବିରୋଧୀ ଲଢେଇକୁ ଏଣିକି ଅଧିକ ଗୁରୁତ୍ୱ ଦେବାକୁ ପଡିବ। ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭି଼ଡିଓ କନଫରେନ୍ସିଂରେ ଆଲୋଚନା ବେଳେ ଏହି ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ଭୁବନେଶ୍ୱର: ରାଜ୍ୟରେ ଆଉ ୨୦ ପଜିଟିଭ ଚିହ୍ନଟ। ଏମାନଙ୍କ ମଧ୍ୟରୁ ଗଂଜାମରେ ୧୭, ସୁନ୍ଦରଗଡ଼ରେ ୨, ବୌଦ୍ଧରେ ଜଣେ ଅଛନ୍ତି। ଗଂଜାମରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଏଠାରେ ୧୫୪ ସଂକ୍ରମିତ ହେଲେଣି। ସେହିପରି ଏପର୍ଯ୍ୟନ୍ତ ସୁନ୍ଦରଗଡରେ ୧୬ ଜଣ ସଂକ୍ରମିତ ହୋଇଥିବାବେଳେ ୧୦ ଜଣ ସୁସ୍ଥ ହୋଇଛନ୍ତି।...
ଭୁବନେଶ୍ୱର: ହୋମ୍ କ୍ୱାରେଣ୍ଟିନରେ ରହିପାରିବେ ଲକ୍ଷଣ ନଥିବା ରୋଗୀ। କେନ୍ଦ୍ର ସରକାର ଜାରି କରିଥିବା ନୂଆ ଗାଇଡଲାଇକୁ ଲାଗୁ କରିଛନ୍ତି ରାଜ୍ୟ ସରକାର। ଯଦି ଜଣେ ରୋଗୀଙ୍କ କମ୍ ଲକ୍ଷଣ ଥିବ ବା ପ୍ରି-ସିମ୍ଟମେଟିକ୍ ଥିବେ, ତେବେ ତାଙ୍କୁ ହୋମ କ୍ୱାରେଣ୍ଟିନରେ ରହିବାକୁ ଅନୁମତି ମିଳିବ। ସଂପୃକ୍ତ ରୋଗୀଙ୍କୁ...