• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

coved12
ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର। କରୋନା ଆକ୍ରାନ୍ତ ଆରୋଗ୍ୟ ହାର ୩୧.୧୫%କୁ ବୃଦ୍ଧି ହୋଇଥିବା ନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ। ଏପର୍ଯ୍ୟନ୍ତ ଦେଶରେ ୬୭ ହଜାର ୧୫୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ପ୍ରାୟ...

covid33
ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି। କଟକ, ମୟୂରଭଞ୍ଜ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଚିହ୍ନଟ କରିବାକୁ ଉଦ୍ୟମ କରାଯାଉଛି। ତେବେ ବର୍ତ୍ତମାନ ସୁଦ୍ଧା କଟକରେ ୩ଜଣ...

doctor
କ୍ୱାରେଣ୍ଟିନରେ ଗଲେ ଭୁବନେଶ୍ୱର ଏମ୍ସ ଡାକ୍ତର ଓ ଆଟେଣ୍ଡାଣ୍ଟ

ଭୁବନେଶ୍ୱର: କ୍ୱାରେଣ୍ଟିନରେ ଗଲେ ଡାକ୍ତର ଓ ଆଟେଣ୍ଡାଣ୍ଟ। ଭୁବନେଶ୍ୱର ଏମ୍ସର ୪ ଜଣ ଡାକ୍ତରଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ପଠାଯାଇଛି। ଡାକ୍ତରଙ୍କ ସହ ଦୁଇ ଆଟେଣ୍ଡାଣ୍ଟଙ୍କୁ ମଧ୍ୟ ବାଧ୍ୟତାମୂଳକ କ୍ୱାରେଣ୍ଟିନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମହାରାଷ୍ଟ୍ରର ଜଣେ ଦୁର୍ଘଟଣାଗ୍ରସ୍ତ ଡ୍ରାଇଭରଙ୍କ ଚିକିତ୍ସା କରିଥିଲେ ଏହି ୪ ଡାକ୍ତର ଓ ଆଟେଣ୍ଡାଣ୍ଟ।...

covid
ସୁସ୍ଥ ହେଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଉ ୧୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡର ୭, ଖୋର୍ଦ୍ଧାର ୫, ଭଦ୍ରକର ୩, ବାଲେଶ୍ୱର ୨ଜଣ ଅଛନ୍ତି। ତେବେ ଏମାନଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୮୫ରେ ପହଞ୍ଚିଛି। Another 17 COVID cases have recovered and tested negative...

airport
ଭୁବନେଶ୍ୱର ଏୟାରପୋର୍ଟ ହେବ ନନ୍ ଟଚ୍ ବିମାନ ବନ୍ଦର

ଭୁବନେଶ୍ୱର: ବିନା ସ୍ପର୍ଶରେ ବିମାନରେ ବସିବେ ଯାତ୍ରୀ। କରୋନା ସଂକ୍ରମଣ ରୋକିବାକୁ ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷ ଲକଡାଉନ୍ ଉଠିବା ପରେ ପୁନଃ ବିମାନ ସେବା ଆରମ୍ଭ ହେବା ବେଳେ ଯାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।...

manamohan
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। Delhi: Former Prime Minister Dr Manmohan Singh has been admitted to All India Institute of Medical Sciences (AIIMS) after complaining...

train-fack
ଟ୍ରେନ ଅଟକାଇ ଖସିଗଲେ ପ୍ରବାସୀ ! ୭ ଜଣଙ୍କୁ ଧରି କ୍ୱାରେଣ୍ଟାଇନ ନେଲା ପ୍ରଶାସନ

ଅନୁଗୁଳ: ଅହମ୍ମଦବାଦରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ଟ୍ରେନ୍‌ରେ ଅଭାବନୀୟ ଘଟଣା। ଟ୍ରେନ୍‌କୁ ଅଟକାଇ ପ୍ରବାସୀଙ୍କ ଖସିଯିବାକୁ ଉଦ୍ୟମ। ଏଭଳି ଘଟଣା ଘଟିଛି ଅନୁଗୁଳ ମଝିକା ନିକଟରେ। ଚେନ ପୁଲିଂ କରି ଖସି ଯିବାକୁ ଟ୍ରେନ ଅଟକାଇଥିବା ଅଭିଯୋଗ ହୋଇଛି। ତେବେ ୭ ଜଣଙ୍କୁ ଅଟକ ରଖି କ୍ୱାରେଣ୍ଟାଇନ କେନ୍ଦ୍ରକୁ ନେଲା...

sbi
ଇମର୍ଜେନ୍ସି ଲୋନ୍ ସ୍କିମ୍ ଗୁଜବ! ଉପଭୋକ୍ତାଙ୍କୁ ସତର୍କ କରାଇଲା ଏସବିଆଇ

ନୂଆଦିଲ୍ଲୀ: ୟୋନୋ ମୋବାଇଲ୍ ଆପ୍ ଜରିଆରେ ଇମର୍ଜେନ୍ସି ଲୋନ୍ ସ୍କିମ୍ ସଂପର୍କିତ ମିଥ୍ୟା ଖବର ପ୍ରଚାର ପ୍ରସଙ୍ଗ। ବର୍ତ୍ତମାନ ସ୍ଥିତିରେ ଏଭଳି କୌଣସି ଋଣ ଦିଆଯାଉନଥିବା ସ୍ପଷ୍ଟ କଲା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ। ଏଭଳି ଗୁଜବ ଉପରେ ବିଶ୍ୱାସ ନକରିବାକୁ ଉପଭୋକ୍ତାଙ୍କୁ ନିବେଦନ କଲା SBI। ତେବେ କୋଭିଡ୍...

light
କାଳବୈଶାଖୀ ନେଲା ଜୀବନ, ଏସବୁ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ। କେଉଁଠି ବଜ୍ରପାତରେ ଜୀବନ ଯାଇଛି ତ ଆଉ କେଉଁଠି ଝଡ଼ପବନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ କେଶଡିହା ପୁରୁଣାପାଣି ଗାଁରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି।...

death
କ୍ୱାରେଣ୍ଟିନ୍‌ ସେଣ୍ଟରରୁ ଆଉ ଘରକୁ ଫେରିଲାନି ରୋଜଗାରିଆ ପୁଅ

ଗଞ୍ଜାମ: ସରକାରୀ ସହାୟତା ଅପେକ୍ଷାରେ ଗଞ୍ଜାମ ପୋଲସରା ବ୍ଲକ ବୁଢାପଙ୍କା ସଙ୍ଗରୋଧ କେନ୍ଦ୍ରରେ ଥାଇ ପ୍ରାଣ ହରାଇଥିବା ପ୍ରଫୁଲଙ୍କ ବେହେରାଙ୍କ ପରିବାର ଲୋକେ। ଗତ ୬ ତାରିଖରେ ଅନ୍ୟ ୬୯ ଜଣଙ୍କ ସହ ସୁରତରୁ ଫେରି ପୋଲସରା ବ୍ଲକ୍ ମଧୁପାଲି ଗାଁର ପ୍ରଫୁଲ କ୍ୱାରେଣ୍ଟିନରେ ଥିଲେ। ତେବେ ସେହିଠାରେ...

shut
୨ଟି ପଞ୍ଚାୟତକୁ ସଟ୍‌ଡାଉନ୍ ଘୋଷଣା କଲେ ସରପଞ୍ଚ

ଗଞ୍ଜାମ: ପୁଣି ଜିଲ୍ଲାପାଳ କ୍ଷମତା ପ୍ରୟୋଗ କଲେ ୨ ସରପଞ୍ଚ। ଗଞ୍ଜାମ ପୋଲସରା ବ୍ଲକ ମଧୁପଲ୍ଲୀ ଓ ମନ୍ଦାର ପଞ୍ଚାୟତର ସରପଞ୍ଚ ସେମାନଙ୍କ ପଞ୍ଚାୟତକୁ ୭ ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି। କୋଭିଡ-୧୯ ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇଛନ୍ତି। ଏହି...

corona
ପୁଣି ୧୫ ପଜିଟିଭ ଚିହ୍ନଟ, ଆଉ ଗୋଟିଏ ଜିଲ୍ଲାକୁ ଛୁଇଁଲା କରୋନା

ଭୁବନେଶ୍ୱର: ଆଉ ୧୫ କରୋନା ପଜିଟିଭ ଚିହ୍ନଟ। ସେଥିମଧ୍ୟରୁ ବୌଦ୍ଧରେ ୩ଜଣ, ଗଞ୍ଜାମରେ ୭, ଅନୁଗୁଳରେ ୨ ଓ ପୁରୀରେ ମଧ୍ୟ ୨ ଜଣ, ଯାଜପୁରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରଥମ ଥର ପାଇଁ ବୌଦ୍ଧ ଜିଲ୍ଲା କରୋନା ଛୁଇଁଛି। ଏହାସହ ୨୧ଟି ଜିଲ୍ଲାକୁ କରୋନା...

drdo
ଏଣିକି ମେସିନରେ ସାନିଟାଇଜ ହେବ ଟଙ୍କା, ମୋବାଇଲ ଓ ଲାପଟପ

ନୂଆଦିଲ୍ଲୀ: ଏଣିକି ମେସିନରେ ସାନିଟାଇଜ ହେବ ମୋବାଇଲ, ଲାପଟପ, ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ। ଏଭଳି ଏକ ମେସିନ ପ୍ରସ୍ତୁତ କରିଛି ଡିଆରଡିଓ। ଏହି ମେସିନ୍ ସାହାଯ୍ୟରେ ମୋବାଇଲ ଫୋନ, ଆଇପଡ୍, ଲାପଟପ୍, ଟଙ୍କା, ଚେକ୍, ଚାଲାଣ, ପାସବୁକ, ପେପର, ଏନଭଲପ୍ ଆଦି ସାନିଟାଇଜ ହୋଇପାରିବ। ହାଇଦ୍ରାବାଦ ସ୍ଥିତ...

python
ବିଲରୁ ଧରିଲେ ୮ ଫୁଟିଆ ଅଜଗର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ନିମାତପୁରରୁ ୮ ଫୁଟ ଲମ୍ବର ଏକ ଅଜଗର ସାପକୁ ଉଦ୍ଧାର କରିଛନ୍ତି ଗ୍ରାମବାସୀ। ଏହାର ଓଜନ ୧୨ କିଲୋଗ୍ରାମରୁ ଅଧିକ ହେବ। ବେଲଗାଁ ଗ୍ରାମର କିଛି ଲୋକେ ଆଜି ସକାଳୁ ବିଲକୁ କାମ କରିବା ପାଇଁ ଯାଇଥିବା ସମୟରେ ଏହି ଅଜଗର...

bhubaneswar
ବାହାର ରାଜ୍ୟରୁ ଭୁବନେଶ୍ୱରକୁ ଫେରିଲେ କଣ ରହିବ ବିଏମ୍‌ସିର ପଦକ୍ଷେପ?

ଭୁବନେଶ୍ୱର: ରାଜ୍ୟ ବାହାରୁ ଭୁବନେଶ୍ୱର ଫେରୁଥିବା ବ୍ୟକ୍ତିଙ୍କ ପାଇଁ ଵିଏମ୍‌ସି ପକ୍ଷରୁ ହୋଇଛି ୩ଟି ସ୍କ୍ରିନିଂ ସେଣ୍ଟର। ସହରର ତିନିଟି ପ୍ରବେଶ ପଥରେ ଏହି ସ୍କ୍ରିନିଂ ସେଣ୍ଟର କରାଯାଇଛି। ବାହାର ରାଜ୍ୟରୁ ସହର ଭିତରକୁ ଆସୁଥିବା ବ୍ୟକ୍ତି ଏଠାରେ ପହଞ୍ଚିବା ପରେ ସେମାନେ ପ୍ରଥମେ ଥର୍ମାଲ ସ୍କ୍ରିନିଂ କରାଯିବ।...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।