ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଅଘଟଣ। ପୁରୁଷୋତ୍ତମପୁରସ୍ଥିତ ଭାତକୁମରଡ଼ା ପଥର ଖଣିରେ ଏହି ଅଘଟଣ ଘଟିଛି। ପଥର କାଟିବା ବେଳେ ଅତଡ଼ା ଧସିବାରୁ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ତିନି ଶ୍ରମିକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡିଛି। ମୃତକମାନେ ହେଲେ ଟାଙ୍ଗନାପାଲ୍ଲି ଗାଁର ପଙ୍କଜ...
ଭୁବନେଶ୍ୱର: ବାହାର ରାଜ୍ୟରୁ ଫେରୁଥିବା ଶ୍ରମିକଙ୍କୁ ମିଳିବ ରାସନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଯୋଗେ ବୈଠକ କରି କରୋନା ମୁକାବିଲା ନେଇ ନିଯୁକ୍ତ ଜିଲ୍ଲା ପର୍ଯ୍ୟବେକ୍ଷକମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ଫେରୁଥିବା ସବୁ ଯୋଗ୍ୟ ଶ୍ରମିକ, ରାସନ କାର୍ଡ ଥାଉ ବା ନଥାଉ...
ନୂଆଦିଲ୍ଲୀ: କରୋନାର ମୁକାବିଲା ପାଇଁ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ବିଭିନ୍ନ ରାଜ୍ୟର ଆଇଟି ମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଭିଡିଓ କନଫରେନ୍ସିଂରେ ହୋଇଥିବା ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଘରୁ କାମ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। କରୋନା ଭୂତାଣୁର ସଂକ୍ରମଣ ଯୋଗୁଁ ଆମ ସମସ୍ତଙ୍କ ପାଇଁ ନୂଆ ଚ୍ୟାଲେଂଜ...
ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ। ସମ୍ପୃକ୍ତ ସୁସ୍ଥ ବ୍ୟକ୍ତି ଜଣକ ଭୁବନେଶ୍ୱର ଅଞ୍ଚଳର ହୋଇଥିବା ସୂଚନା। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି ୨ କରୋନା...
ଭୁବନେଶ୍ୱର: ଲକ୍ଡାଉନ୍ ସମୟରେ ଦୁଇ ମୁଠା ଖାଇବା ପାଇଁ ପଶୁ ଜନ୍ତୁମାନେ ଡ଼ହଳବିକଳରେ ଆଉଟୁପାଉଟୁ ହେଉଛନ୍ତି। ଏପରି ସଙ୍କଟ ସମୟରେ ତାଙ୍କ ପ୍ରତି ଦୟା ମନୋଭାବ ନ ଦେଖାଇ ମଣିଷ ସାଜିଲା ଘାତକ। କରୋନା ସମୟରେ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରୁଥିବା ବେଳେ ନିଷ୍ଠୁର ମଣିଷ ଗର୍ଭବତୀ...
ଦିଗପହଣ୍ଡି: ବାହାର ପଟେ ସିଲ, ହେଲେ ପଛ ପଟେ ଚାଲିଥିଲା ଚୋରା ମଦ ଭାଟି। ପୋଲିସର ଚଢ଼ାଉ କରି ବିପୁଳ ପରିମାଣର ମଦ ଓ ପୋଚ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମ ନିକଟରେ...
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ଲାଗି ଜାରି ହେଲା ହୋମ୍ କ୍ୱାରେଣ୍ଟାଇନ୍ ଗାଇଡ୍ ଲାଇନ୍। କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଗାଇଡଲାଇନ୍ ଜାରି ହୋଇଛି। ଏଥିରେ ସାମାନ୍ୟ ଲକ୍ଷଣ ଥିବା ଆକ୍ରାନ୍ତଙ୍କ ହୋମ୍ କ୍ୱାରେଣ୍ଟିନରେ ରହିବା ଲାଗି ସୂଚନା ଦିଆଯାଇଛି। ସାମାନ୍ୟ ଲକ୍ଷଣ...
ଭଦ୍ରକ: ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଆଜି ବାସୁଦେବପୁରରୁ ୨ ଓ ବନ୍ତ ବ୍ଲକର ଜଣକଠାରେ ପଜିଟିଭ୍ ରିପୋର୍ଟ ଆସିଛି। ଏହି ୩ ଜଣ ଅଲଗା ଅଲଗା ପଞ୍ଚାୟତର ଓ ସେହି ପଞ୍ଚାୟତକୁ ତତକ୍ଷଣାତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ବୋଲି ଜିଲ୍ଲାପାଳ ଜ୍ଞାନ...
ମୁମ୍ବାଇ: କଂଗ୍ରେସ ସଭାପତି ସୋନିଆ ଗାନ୍ଧିଙ୍କୁ ଟିପ୍ପଣୀ ମାମଲାରେ ରିପବ୍ଲିକ୍ ଟିଭି ଏଡିଟିର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ୧୦ ଘଣ୍ଟା ଧରି ଜେରା। କଂଗ୍ରେସର ଅଭିଯୋଗ ଆଧାରରେ ଅର୍ଣ୍ଣବଙ୍କୁ ଆଜି ସକାଳୁ ଜେରା କରୁଛି ମୁମ୍ବାଇର ଏନଏମ୍ ଜୋଶୀ ମାର୍ଗ ପୋଲିସ। ସକାଳ ୯ଟା ୨୦ରୁ ସେ...
ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟରେ କୋଭିଡ୍ ସହ ଲଢେଇ କରୁଥିବା ପୋଲିସ୍ କର୍ମଚାରୀଙ୍କ ଏହି ସମୟରେ ସେମାନଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍ ଜରିଆରେ ସେ ମୁଖ୍ୟମନ୍ତ୍ରୀଙ୍କୁ...
ନ୍ୟୁୟର୍କ: ବିଶ୍ୱରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ମୃତ୍ୟୁ। ଅଦ୍ୟାବଧି ୨ ଲକ୍ଷ ୭ ହଜାରରୁ ଅଧିକ ଜୀବନ ଯାଇଥିବାବେଳେ କେବଳ ଆମେରିକାରେ ୫୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି। ତାସହ ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ପାଖାପାଖି ପହଞ୍ଚିଛି। ଆମେରିକା ତଳକୁ...
ନୂଆଦିଲ୍ଲୀ: ଚୀନର ଦୁଇ କମ୍ପାନୀ ଯୋଗାଇଥିବା ସମସ୍ତ ରାପିଡ୍ ଟେଷ୍ଟ କିଟ୍ ବାତିଲ କରିଛି କେନ୍ଦ୍ର ଭାରତକୁ ଚୀନ ତ୍ରୁଟିଯୁକ୍ତ କିଟ୍ ଯୋଗାଇଥିବା ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ICMR) ପକ୍ଷରୁ କୁହାଯାଇଛି। ଏହାଦ୍ୱାରା ଭାରତ ସରକାରଙ୍କର ଗୋଟିଏ ବି ଟଙ୍କା ନଷ୍ଟ ହେବନି ବୋଲି କେନ୍ଦ୍ର ସରକାର...
ନୂଆଦିଲ୍ଲୀ: ଆଜି ଗୋଟିଏ ଦିନରେ ୬୦ ଜଣଙ୍କ ମୃତ୍ୟୁ ସହ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୮୬ରେ ପହଞ୍ଚିଛି। ମହାରାଷ୍ଟ୍ରରେ ସର୍ବାଧିକ ୩୪୨ଜଣଙ୍କ ମୃତ୍ୟୁ ହୋଇଛି। ସେହିଭଳି ମଧ୍ୟପ୍ରଦେଶ ମୃତ୍ୟୁ ସଂଖ୍ୟା ୧୦୬, ଗୁଜରାଟରେ ୫୧, ରାଜଧାନୀ ଦିଲ୍ଲୀରେ କରୋନା ମୃତ୍ୟୁ ସଂଖ୍ୟା ୫୪ ରହିଛି। ସେପଟେ ୬...
କୋଲକାତା: କରୋନା ଗାଇଡଲାଇନକୁ ନେଇ କେନ୍ଦ୍ରକୁ ସମାଲୋଚନା କଲେ ମମତା। କରୋନା ସଂକ୍ରମଣ ରୋକିବାକୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ନିଷ୍ପତ୍ତିକୁ ନେଇ ପଶ୍ଚିମବଂଗର ଆପତ୍ତି। କରୋନା ସମ୍ପର୍କରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ରାଜ୍ୟ ସରକାରଙ୍କ ମତାମତ ନେବା ଆବଶ୍ୟକ ରହିଛି। ହେଲେ କେନ୍ଦ୍ର ଏଭଳି ନକରି ତରବରିଆ...
ସୁରତ: ଗୁଜୁରାଟ ସୁରତରୁ ଗଂଜାମ ବାହାରିଲା ୪ ବସ୍। ଗୁଜରାଟ ସୁରତରୁ ୪ଟି ବସ୍ ଓଡ଼ିଶା ବାହାରିଛି। ସୁରତରେ ଫସିଥିବା ଓଡ଼ିଆ ଲୋକଙ୍କୁ ଧରି ବାହାରିଲା ବସ୍। ପ୍ରତି ବସ୍ରେ ୫୦ରୁ ଅଧିକ ଯାତ୍ରୀଙ୍କୁ ଧରି ଗାଡ଼ି ଛାଡ଼ିଲା। ଯାତ୍ରୀ ଓ ବସ୍କୁ ଯିବାକୁ ସ୍ଥାନୀୟ ପ୍ରଶାସନ ଅନୁମତି...