ଭୁବନେଶ୍ୱର: ଗୋଟିଏ ଦିନରେ ଓଡ଼ିଶାରେ ୧୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ପୁଣି ଚିନ୍ତା ବଢ଼ାଇଛି। ଭଦ୍ରକ ଓ ଯାଜପୁରରୁ ଚିହ୍ନଟ ହୋଇଥିବା ୧୦ ଜଣ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଟ୍ରାଭେଲ୍ ହିଷ୍ଟ୍ରି ରହିଛି। ସେମାନେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ। ତେଣୁ ଗତ ୨୮ ଦିନ ମଧ୍ୟରେ ପଶ୍ଚିମବଙ୍ଗରୁ...
ଭୁବନେଶ୍ୱର: ଲକଡାଉନ୍ ସତ୍ତ୍ୱେ ଖୋଲିବ ବିଶ୍ୱବିଦ୍ୟାଳୟ। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ଖୋଲିବ। ତେବେ କିଛି କଟକଣା ସହ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ କୁଳପତିମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ। ଏହି ନିର୍ଦ୍ଦେଶ ଅନୁସାରେ, ବିଶ୍ୱବିଦ୍ୟାଳୟ ଖୋଲିଲେ ବି...
ଭୁବନେଶ୍ୱର: ଗତ କିଛି ଦିନ ଧରି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟାରେ ଧିମା ପଡ଼ିଥିବାବେଳେ ଗୋଟିଏ ଦିନରେ ୧୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିବା ପୁଣି ଚିନ୍ତା ବଢ଼ାଇଛି। ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଘର ସ୍ୱାସ୍ଥ୍ୟ ବିଭାଗ ଜଣାଇ ନଥିବାବେଳେ ମ୍ୟାପ୍...
ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ଏବଂ ଆଇଟି କଂପାନୀମାନେ କେତେ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବେ ସେନେଇ ଟ୍ୱିଟ୍ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଭୁବନେଶ୍ୱରରେ ଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ରାଙ୍କର ଉପରେ ଥିବା ସମସ୍ତ ଅଧିକାରୀ...
ନ୍ୟୁୟର୍କ: କରୋନା କବଳରେ ସାରା ବିଶ୍ୱ। ୨୧୦ ଦେଶରେ ୨୩ ଲକ୍ଷ ୫୦ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଏଯାଏଁ ଏହି ମହାମାରୀରେ ଗଲାଣି ଲକ୍ଷେ ୬୧ ହଜାରରୁ ଅଧିକ ଜୀବନ। କୋଭିଡ ୧୯ ମହାମାରୀରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ଯୁକ୍ତରାଷ୍ଟ୍ର ଆମେରିକା। ଏଠାରେ...
ନୂଆଦିଲ୍ଲୀ: କୋଭିଡ୍ ଭ୍ୟାକ୍ସିନ ଓ ଔଷଧ ପରୀକ୍ଷଣ ପାଇଁ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କଲେ କେନ୍ଦ୍ର ସରକାର। ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଭ୍ୟାକ୍ସିନ ପ୍ରସ୍ତୁତି ପାଇଁ ଚାଲିଥିବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଦିଗରେ ଏହି ଟାସ୍କ ଫୋର୍ସ କାର୍ଯ୍ୟ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି...
ପୁରୀ: ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଥିବାବେଳେ, ଜଣେ ପୋଲିସ ଅଧିକାରୀ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। କଟକଣା ଭାଙ୍ଗି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧିକାରୀ ଓ ତାଙ୍କ ପରିବାର ଲୋକେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଥିବା ସୂଚନା ମିଳିଛି।...
ଭୁବନେଶ୍ୱର: ବିଶ୍ୱକୁ ଘାରିଛି ମହାମାରୀ କରୋନା ଚିନ୍ତା। ସାଂଘାତିକ ସ୍ଥିତିରେ ପହଞ୍ଚିଛି କୋଭିଡ୍-୧୯ ସଂକ୍ରମଣ ହାର। ଚୀନ୍ ପରେ ପରେ ଆମେରିକା, ଇଟାଲୀ, ସ୍ପେନ୍, ଫ୍ରାନ୍ସ ଆଦି ଅନେକ ଶକ୍ତିଶାଳୀ ରାଷ୍ଟ୍ରରେ ମୃତ୍ୟୁର ତାଣ୍ଡବ ରଚୁଛି କରୋନା ଭାଇରସ୍। ଆଉ ସେହି ଭୟଙ୍କର ଭାଇରସର ବାହକ ସାଜି ବିପଦ...
କେନ୍ଦୁଝର: ଗତକାଲି ଜଣେ ନାବାଳିକା କିଛି ଦୂରରେ ଥିବା ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ କିନ୍ତୁ ଆଉ ଫେରିନଥିଲେ। ବରଂ ଫେରିଥିଲା ଛୋଟ ଝିଅର ମୃତଦେହ। ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବାମେବାରୀ ଥାନା ଅଞ୍ଚଳରେ। ଜଣେ ନାବାଳିକାକୁ ଦୁଷ୍କର୍ମ ପରେ...
ଭଦ୍ରକ: କଣ୍ଟେନମେଣ୍ଟ ଜୋନ୍ ପ୍ରତ୍ୟାହାର ରୋଗୀ ଚିହ୍ନଟ ସହ ସ୍ଥିତି ସୁଧୁରିବାରୁ ଚରମ୍ପାର କଣ୍ଟେନମେଣ୍ଟ ଜୋନ୍-୨ ଏବଂ ଏରେଇଁର କଣ୍ଟେନମେଣ୍ଟ ଜୋନ୍-୩ରୁ କଟକଣା ପ୍ରତ୍ୟାହାର କରାଯାଇଛି। ତେବେ ଏସବୁ ଅଞ୍ଚଳରେ ଲକଡାଉନ ନିୟମ ପୂର୍ବଭଳି ଚାଲୁ ରହିବ। ଏଥିସହ ବିଭିନ୍ନ ଦୋକାନ ଖୋଲିବା ନେଇ ମଧ୍ୟ ସୂଚନା ଦେଇଛନ୍ତି।...
ସମ୍ବଲପୁର: ସାରା ଦେଶ ଏବେ ସଙ୍କଟ ଦେଇ ଗତି କରୁଛି। ଗରିବ ଓ ଅସହାୟଙ୍କ ପାଇଁ ଅର୍ଥର ଆବଶ୍ୟକ ରହିଛି। କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢାଇଲେ ଗ୍ରାମବାସୀ। ଘରକୁ ଘର ବୁଲି ୨୫ ହଜାର ୧୬୮ ଟଙ୍କା ସଂଗ୍ରହ କରି ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ପଠାଇଛନ୍ତି।...
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ ମହମ୍ମଦ ରଫିକ୍। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡିଶା ହାଇକୋର୍ଟଙ୍କୁ ବଦଳି କରାଯାଇଛି। ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା...
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଓ ଲକଡାଉନ୍ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ଓ ପରୀକ୍ଷା ସ୍ଥଗିତ ରହିଛି। UPSC ଓ SSC କେବେ ପରୀକ୍ଷା ହେବ, ଏନେଇ ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ମେ ୩ ପରେ ହେବ UPSC ଓ SSC ପରୀକ୍ଷା ତାରିଖ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।...
ଗଞ୍ଜାମ: ଲକ୍ଡାଉନ୍ ଯୋଗୁଁ ଗାଡ଼ି ଚଳାଚଳ ଉପରେ କଟକଣା କରାଯାଇଛି। ତଥାପି ଏହା ଭିତରେ ଚାଲିଛି ବେଆଇନ୍ କାରବାର। ଗଞ୍ଜାମ ଜିଲ୍ଲା ଭଞ୍ଜନଗରରୁ ବିଦେଶୀ ମଦ ଭର୍ତ୍ତି ଟ୍ରକ ଜବତ ହୋଇଛି। ଭଞ୍ଜନଗର ଥାନା କେବିରି ବ୍ରହ୍ମପୁର ଗ୍ରାମରେ ଏକ ମଦ ଭର୍ତ୍ତି ଟ୍ରକ ଠିଆ ହୋଇଥିବାବେଳେ କୌଣସି...
ଭୁବନେଶ୍ୱର: ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ଓଡ଼ିଆଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ତଥା ରାଜ୍ୟ ବାହାରେ ଫସି ରହିଥିବା ରାଜ୍ୟର ତଥା ଅନ୍ୟ ରାଜ୍ୟର ଶ୍ରମିକଙ୍କ ସମସ୍ୟା ନେଇ ଏହି ତଥ୍ୟ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ,...
ଭୁବନେଶ୍ୱର: ଗାଁ କରୋନା ସ୍ଥିତିକୁ ତଦାରଖ କରିବା ପାଇଁ ସରପଞ୍ଚଙ୍କୁ ମିଳିଲା ଜିଲ୍ଲାପାଳଙ୍କ କ୍ଷମତା। ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ରାଜ୍ୟରୁ ଗାଁକୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେସନ ବାଧ୍ୟତାମୂଳକ। ସେମାନଙ୍କ ପରିବାର ଓ ବନ୍ଧୁମାନେ ପଞ୍ଚାୟତରେ ରେଜିଷ୍ଟ୍ରେସନ୍ କରିବେ। ସେମାନଙ୍କୁ ୧୪ ଦିନ ପାଇଁ କ୍ୱାରେଣ୍ଟାଇନରେ ରଖାଯିବ।...
ଭୁବନେଶ୍ୱର: କରୋନା ମୁକାବିଲା ନେଇ ଏବେ ସାରା ବିଶ୍ୱ ଏକାଠି ହୋଇଛି। ଏହି ମହାମାରୀ ବିରୋଧରେ ଲଢ଼ିବାକୁ ଏବେ ଅଣ୍ଟା ଭିଡ଼ିଛନ୍ତି ସମସ୍ତେ। ଏହି ସମୟରେ ନିଜ ବଦାନ୍ୟତା ଦେଖାଇଛନ୍ତି ଭୁବନେଶ୍ୱରର ସୌଦାମିନୀ ସାମନ୍ତରାୟ। ବରମୁଣ୍ଡା ଅଞ୍ଚଳର ସୌଦାମିନୀ ସାମନ୍ତରାୟ ନିଜ ଭଡ଼ାଟିଆଙ୍କ ଘର ଭଡ଼ା ଛାଡ଼ କରିଛନ୍ତି।...