ଭୁବନେଶ୍ୱର: ସାରା ରାଜ୍ୟକୁ ଅସ୍ତବ୍ୟସ୍ତ କରୁଛି ତାତି। ରାଜଧାନୀ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ। ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧. ୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ଭୁବନେଶ୍ୱର ସହ ଟିଟିଲାଗଡ଼ରେ ମଧ୍ୟ ତାପମାତ୍ରା ୪୧. ୫ ଡିଗ୍ରୀ ରେକର୍ଡ ହୋଇଛି। ଏହି ଦୁଇ ସହର ସହ ରାଜ୍ୟର ୧୨...
ଭୁବନେଶ୍ୱର: ସୁନ୍ଦରପଦା ଓ ଯଦୁପୁର ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣା ହଟାଇ ଦିଆଯାଇଛି। ଏଠାରେ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତ ନେଗେଟିଭ୍ ରିପୋର୍ଟ ଆସିବା ପରେ ବିଏମ୍ସି ପକ୍ଷରୁ ଏହି କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଏହି ସ୍ଥାନରେ ଲକ୍ଡାଉନ୍ ବଳବତ୍ତର ରହିବ। ଭୁବନେଶ୍ୱର ମହାନଗର ନଗମ (ବିଏମ୍ସି)...
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଭୁବନେଶ୍ୱର ବମିଖାଲ ଅଞ୍ଚଳର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖା ୫୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୍ ମୁଖପାତ୍ର ସୁବ୍ରତ ବାଗଚୀ। ଆକ୍ରାନ୍ତଙ୍କ ବୟସ ବୟସ...
କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକର ଗୋଟିଏ ଗାଁ ଏବଂ ସାଲେପୁର ତହସିଲର ୨ଟି ଗାଁ କଣ୍ଟେନମେଣ୍ଟ ଜୋନ ମୁକ୍ତ। ନିଶ୍ଚିନ୍ତକୋଇଲର ଜୟୀରାମପୁର ପଞ୍ଚାୟତର ୧ ନମ୍ବର ଓ୍ୱାର୍ଡ ଓ ସାଲେପୁର ବ୍ଲକ ମିର୍ଜାପୁରର ୧୨ ନମ୍ବର ଓ ୧୩ ନମ୍ବର ଓ୍ୱାର୍ଡରୁ କଟକଣା ଉଠିଲା। କରୋନା ଆକ୍ରାନ୍ତ...
କଟକ: କଟକ ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣା ହଟାଇଲା ସିଏମ୍ସି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପଟ୍ଟାପୋଲ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ବା ଆବଦ୍ଧାଞ୍ଚଳ ଘୋଷଣା କରାଯାଇଥିଲା। ତେବେ ସେହି ଅଞ୍ଚଳରେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଏବଂ ଲକ୍ଷଣ ଥିବା ବ୍ୟକ୍ତିଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍...
ନ୍ୟୁୟର୍କ: ସାରା ବିଶ୍ୱରେ ସାଂଘାତିକ ସ୍ଥିତିରେ ପହଞ୍ଚିଛି କରୋନା ସଂକ୍ରମଣ। ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୦ ହଜାର ପାଖାପାଖି ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୮ ଲକ୍ଷ ପାଖାପାଖି ପହଞ୍ଚିଲାଣି। ବିଶେଷ କରି ଆମେରିକା, ସ୍ପେନ, ଇଟାଲୀ ଏବଂ ଫ୍ରାନ୍ସରେ ସ୍ଥିତି ଅଧିକ ସଂଗୀନ ରହିଛି। ଆମେରିକାରେ...
ଭୁବନେଶ୍ୱର: ବିଶ୍ୱକୁ ଘାରିଛି ମହାମାରୀ ଚିନ୍ତା। ସାରା ବିଶ୍ୱରେ ସାଂଘାତିକ ସ୍ଥିତିରେ ପହଞ୍ଚିଛି କରୋନା ସଂକ୍ରମଣ। ଦିନକୁ ହଜାର ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୦ ହଜାର ପାଖାପାଖି ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୮ ଲକ୍ଷ ପାଖାପାଖି ପହଞ୍ଚିଲାଣି।...
ଭୁବନେଶ୍ୱର: ଅସହ୍ୟ ତାତିରେ ସାରା ରାଜ୍ୟ କଲବଲ। ଆଜି ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ତେବେ ଆଜି ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼। ସେଠାରେ ତାପମାତ୍ରା ୪୧ ଡିଗ୍ରୀ ରହିଛି। ଏଥିସହ ଭୁବନେଶ୍ୱରରେ ୪୦ .୨, କଟକରେ ୪୦, ଚାନ୍ଦବାଲିରେ...
ଭୁବନେଶ୍ୱର: ରାଜ୍ୟରେ ଗତକାଲି ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭଙ୍କ ଟ୍ରାଭେଲ ବିବରଣୀ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୨ଜଣଙ୍କର ରହିଛି ନିଜାମୁଦ୍ଦିନ ଲିଙ୍କ୍। ୨ ଜଣ ଯାକ ସୁନ୍ଦରଗଡ଼ର। ଆଜି ସେମାନଙ୍କ ସହ ମୋଟ ୫ଜଣଙ୍କ ଗସ୍ତ ବିବରଣୀ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯିବା...
ନବରଙ୍ଗପୁର: କରୋନା ମୁକାବିଲା ପାଇଁ ନବରଙ୍ଗପୁର ହିରଲି ଗ୍ରାମ ସ୍ଥିତ ବିଇଡି କଲେଜ ଠାରେ ଦୁଇ ଶହ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ କୋଭିଡ଼ ଚିକିତ୍ସାଳୟ ସ୍ଥାପନ ହେବ। ଏଥିଲାଗି ତୃତୀୟ ପକ୍ଷ ଭାବେ ସମସ୍ତ ଆର୍ଥିକ ସହାୟତା ଯୋଗାଇଦେବାକୁ ଜିଲ୍ଲା ପ୍ରଶାସନ ସହ ଚୁକ୍ତି ସ୍ୱାକ୍ଷର କରିଛି। ଦାମନଯୋଡି...
ଭୁବନେଶ୍ୱର: ଆଜିଠାରୁ ଟୁଇନ୍ ସିଟିରେ ଉପଲବ୍ଧ ହେବ ଓଲା କ୍ୟାବ୍ସ ସେବା। ଲକ୍ଡାଉନ୍ ସମୟରେ ଜରୁରୀକାଳୀନ ସେବା ପ୍ରଦାନ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଓଲାକୁ ପାସ୍ ମିଳିଛି। ଭୁବନେଶ୍ୱର ଓ କଟକ ପାଇଁ ୧୦୦ଟି ଓଲା କାରକୁ ପାସ୍ ଦିଆହୋଇଛି। କେବଳ ମେଡିକାଲ ଏମର୍ଜେନ୍ସି ଲୋକଙ୍କୁ ନେଇପାରିବେ।...
ଗଞ୍ଜାମ: କରୋନା ପାଇଁ ଚଳିତ ବର୍ଷ ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦଣ୍ଡ ଯାତ୍ରା ବନ୍ଦ ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଦଣ୍ଡ ମେଳଣ ଆୟୋଜନ ଉପରେ ରୋକ ଲଗାଇବା ପରେ ଦଣ୍ଡଯାତ୍ରା ବନ୍ଦ ରହିଛି। ଆସନ୍ତାକାଲି ମେରୁ ସଂକ୍ରାନ୍ତି ପରମ୍ପରା ଅନୁସାରେ ଦଣ୍ଡ ଦଳ ସଂକ୍ରାନ୍ତି ପୂର୍ବରୁ ୧୩ଦିନ...
ଭୁବନେଶ୍ୱର: ରାଜଧାନୀରେ କରୋନା ସ୍ଥିତି ଉଦ୍ବେଗଜନକ ରହିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ ୫୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୪୨ ଜଣ ରାଜଧାନୀ ଭୁବନେଶ୍ୱରର। ଗତକାଲି ଚିହ୍ନଟ ହୋଇଥିବା ୪ ନୂଆ କରୋନା ସଂକ୍ରମିତଙ୍କ ଭିତରୁ ଜଣେ ରାଜଧାନୀର ଥିବାରୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି। ରାଜଧାନୀର...
ଭୁବନେଶ୍ୱର: କରୋନା ପାଇଁ ରାଜ୍ୟ ଗରିବ ଲୋକେ ଯେପରି ଅସୁବିଧା ସମ୍ମୁଖୀନ ନହୁଅନ୍ତି। ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ହିତାଧିକାରୀଙ୍କୁ ବିନା ମୂଲ୍ୟରେ ମିଳିବ ୫ କେଜି ଚାଉଳ। ଏପ୍ରିଲ, ମେ ଓ ଜୁନ ମାସ ପାଇଁ ମାସିକ ମୁଣ୍ଡପିଛା ୫...
ବିଶାଖାପାଟଣା: କର୍ତ୍ତବ୍ୟର ଆହ୍ୱାନ ଆଗରେ ଗୌଣ ହେଲା ବ୍ୟକ୍ତିଗତ ସମସ୍ୟା। ଜନସାଧାରଣଙ୍କ ସେବା ପାଇଁ ମାସକର ସନ୍ତାନକୁ କାଖରେ ଧରି ଅଫିସ ଆସିଲେ ମହିଳା ଆଇଏଏସ ଅଧିକାରୀ। ଆନ୍ଧ୍ରପ୍ରଦେଶର ଗ୍ରେଟର ବିଶାଖାପାଟଣା ମୁନିସପାଲିଟି କମିଶନର ଗୁମାଲା ଶ୍ରୀଜନଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ଏଭଳି ବିରଳ ଘଟଣା କରୋନା ଭାଇରସ...