• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

nizamuddin
କ୍ୱାରେଣ୍ଟାଇନ୍‌ରେ ରହିଲେ ନିଜାମୁଦ୍ଦିନ୍‌ରୁ ଫେରିଥିବା ୩ ଓଡ଼ିଆ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହଜରତ ନିଜାମୁଦ୍ଦିନ ପ୍ରସଙ୍ଗରେ ଓଡ଼ିଶା ଲିଙ୍କ୍ ନେଇ ଜୋରଦାର ଚର୍ଚ୍ଚା ହେବାରେ ଲାଗିଛି। ନୂଆଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ହୋଇଥିବା ଧାର୍ମିକ ସଭା ବା ତବ୍ଲିଗି ଜମାତରେ ଯୋଗ ଦେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୧୦ଜଣଙ୍କ କରୋନାରେ ମୃତ୍ୟୁ ପରେ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି। ତେବେ...

sc
ପ୍ରବାସୀ ଶ୍ରମିକଙ୍କ ପାଇଁ କମିଟି ଗଠନ କରିବାକୁ ୨୪ ଘଣ୍ଟା ମହଲତ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ବେଳେ ଦିଲ୍ଲୀରୁ ଶ୍ରମିକଙ୍କ ପଳାୟନ ନେଇ ହୋଇଥିବା ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ଶ୍ରମିକଙ୍କ ରହଣି ସହ ଖାଦ୍ୟ ପାନୀୟ ବ୍ୟବସ୍ଥାର ଅନୁଧ୍ୟାନ ଓ ତଦାରଖ ଲାଗି ଏକ ବିଶେଷଜ୍ଞ କମିଟି ୨୪ ଘଣ୍ଟା ମଧ୍ୟରେ ଗଠନ କରିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି...

help3
ଆଦିବାସୀଙ୍କ ପାଇଁ କାନ୍ଧରେ ଖାଦ୍ୟ ସାମଗ୍ରୀ ବୋହି ୩କିମି ଚାଲିଲେ ଜିଲ୍ଲାପାଳ ଓ ବିଧାୟକ

କେରଳ: ସାରା ଦେଶରେ ଲକ୍‌ଡାଉନ୍‌ ହୋଇଥିବା ଯୋଗୁଁ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି।  କେରଳର ଏକ ଆଦିବାସୀ ଗାଁରେ ଅନେକ ଦିନ ଲୋକେ ଭୋକ ଉପାସରେ ରହିଥିବାବେଳେ ଏମାନଙ୍କ ପାଇଁ ଆଶାର କିରଣ ହୋଇଛନ୍ତି ବିଧାୟକ ଓ ଜିଲ୍ଲାପାଳ। କେରଳର ପଥନମଥିତାର ପାହାଡ଼ ଜଙ୍ଗଲ ଘେରା ଗାଁରେ...

street
ବୁଲା କୁକୁରଙ୍କୁ ମିଳିବ ଖାଦ୍ୟ, ୫୪ ଲକ୍ଷ ବ୍ୟୟ ଆକଳନ

ଭୁବନେଶ୍ୱର: ଲକଡାଉନ୍ ଯୋଗୁଁ ଖାଇବାକୁ ପାଉନାହାନ୍ତି ପଶୁଜନ୍ତୁ। ଫଳରେ ରାଜ୍ୟରେ ପଶୁ ପକ୍ଷୀଙ୍କ ଅବସ୍ଥା ସଙ୍ଗୀନ ହୋଇପଡ଼ିଛି।ଏପରି ଅନେକ ସ୍ଥାନରେ ପଶୁମାନେ ହ୍ରିଂସ ହେଲେଣି। ଏହି ତାଲିକାରେ କୁକୁର ମଧ୍ୟ ଅଛନ୍ତି। ଲକ୍ ଡାଉନ୍ ପାଇଁ ଦୋକାନ ବଜାର ବନ୍ଦ ଥିବାରୁ ବୁଲା କୁକୁର ଉପାସରେ ରହୁଛନ୍ତି। ରାଜ୍ୟର...

GOVT
୯ତାରିଖ ସୁଦ୍ଧା ସରକାରୀ କର୍ମଚାରୀଙ୍କୁ ମିଳିବ ଦରମା ଓ ପେନସନ୍

ଭୁବନେଶ୍ୱର: ଏପ୍ରିଲ ୯ତାରିଖ ସୁଦ୍ଧା ରାଜ୍ୟ କର୍ମଚାରୀମାନଙ୍କୁ ଦରମା ଓ ପେନସନ ନିଶ୍ଚିତ ପ୍ରଦାନ ନିମନ୍ତେ ପଦକ୍ଷେପ ନେବାକୁ ଆଜି ଟ୍ରେଜେରୀ ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା, ସ୍ୱତନ୍ତ୍ର ଓ ସବ-ଟ୍ରେଜେରୀର ଅଫିସରମାନଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ‘କରୋନା’ ପାଇଁ ଦେଶବ୍ୟାପୀ ଲକଡାଉନ୍ ଲାଗୁ ହୋଇଥିବାବେଳେ ନିଜର କର୍ମଚାରୀମାନଙ୍କୁ...

india
୨୭ ରାଜ୍ୟକୁ ବ୍ୟାପିଲାଣି କରୋନା, ଦିନକରେ ନେଲା ୫ ମୁଣ୍ଡ

ନୂଆଦିଲ୍ଲୀ: ଦେଶ ପରେ ରାଜ୍ୟକୁ ରାଜ୍ୟ ଡେଇଁବାରେ ଲାଗିଛି ବିଶ୍ୱ ମହାମାରୀ ନୋଭେଲ କରୋନା। ୨୭ ରାଜ୍ୟକୁ ବ୍ୟାପିଥିବା ଏହି ମାରାତ୍ମକ ଭାଇରସ୍ ପ୍ରଭାବରେ ଏବେ ୧୦୭୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ଏବେ ୯୪୨ ଜଣଙ୍କ ଚିକିତ୍ସା କରାଯାଉଛି। ୧୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...

jagannath
ମାଚ୍ୟୁରିଟି ଶେଷ ପରେ ଫେରିଲା ଜଗା ଟଙ୍କା

ଭୁବନେଶ୍ୱର: ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଜଗନ୍ନାଥଙ୍କ ବାକି ୧୫୬ କୋଟି ଟଙ୍କା। ପୂର୍ବରୁ ପ୍ରଥମ ଦଫାରେ ୟେସ୍ ବ୍ୟାଙ୍କରୁ ଜଗନ୍ନାଥଙ୍କ ୩୯୭ କୋଟି ୨୩ ଲକ୍ଷ ଟଙ୍କା ଫେରିଥିବା ବେଳେ ଆଜି ଦ୍ୱିତୀୟ ଦଫାରେ ମାଚ୍ୟୁରିଟି ସରିବା ପରେ ବାକି ୧୫୬ କୋଟି ଟଙ୍କା ମଧ୍ୟ ଫେରିଛି।...

samir
ପୁଣି ଚମତ୍କାର ଗୀତ ଗାଇଲେ ଓଡ଼ିଆ ରାପର୍ ସମୀର ରିଶୁ

ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ ରାପର୍‌ ସମୀର ରିଶୁ ମହାନ୍ତିଙ୍କର ଆଉ ଏ ନୂଆ ଗୀତ ‘ଓଡ଼ିଆ ମୋ ଭାଷା’ ରିଲିଜ୍ ହୋଇଯାଇଛି। ୟୁଟ୍ୟୁବ୍‌ରୁ ଆରମ୍ଭ କରି ଫେସ୍‌ବୁକ୍‌ ପର୍ଯ୍ୟନ୍ତ, ଚାରିଆଡ଼େ ଏହି ଗୀତକୁ ନେଇ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ପ୍ରଥମ ଓଡ଼ିଆ ରାପ୍‌ ଗୀତ ‘ମୁଁ ହେଲି ଓଡ଼ିଆ’...

dgp
୧୦ ପ୍ରତିଶତ ଭିଲେନ୍‌ଙ୍କୁ ସାବାଡ଼ କର: ପୋଲିସଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲକ୍‌ଡାଉନ୍‌ ନିୟମକୁ ରାଜ୍ୟର ୯୦ ପ୍ରତିଶତ ଲୋକ ଠିକ୍‌ ମାନୁଛନ୍ତି। କିନ୍ତୁ ବାକି ୧୦ ପ୍ରତିଶତ ଲୋକ ଏହାକୁ ଏତେ ଗୁରୁତ୍ୱର ସହ ନେଇ ନଥିବାରୁ ବାକି ୯୦ ପ୍ରତିଶତ ବିପଦରେ ପଡ଼ିବାର ଆଶଙ୍କା ରହିଛି। ତେଣୁ ସେ ୧୦ ପ୍ରତିଶତଙ୍କୁ ସାବାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ପୋଲିସକୁ...

corona2
'କରୋନା' ଆକ୍ରାନ୍ତଙ୍କୁ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର: ରାଜ୍ୟର ସମସ୍ତ କରୋନା ସଂକ୍ରମିତଙ୍କୁ ମିଳିବ ମାଗଣା ଚିକିତ୍ସା ସେବା। ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କୋଭିଡ୍-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି। ରାଜ୍ୟ ସରକାର କରୋନା ଚିକିତ୍ସା ପାଇଁ ସ୍ୱତନ୍ତ୍ର ହସ୍ପିଟାଲ କରିଛନ୍ତି। ରାଜ୍ୟ ସରକାରଙ୍କ...

hindu-muslim-solidarity
ଲକ୍‌ଡାଉନ୍‌ରେ ଭାଇଚାରା: ଅନ୍ତିମ ସଂସ୍କାରରେ ଏକାଠି ହେଲେ ହିନ୍ଦୁ ଓ ମୁସଲମାନ

ଲକ୍ଷ୍ନୌ: ନୋଭେଲ କରୋନା ଭୂତାଣୁ ଆତଙ୍କ ଆପଣାରମାନଙ୍କୁ ଦୂରେଇ ଦେଉଥିବାବେଳେ ଉତ୍ତରପ୍ରଦେଶର ବୁଲନ୍ଦଶେହର ଜିଲ୍ଲାରେ କିନ୍ତୁ ଦୁଇ ସମ୍ପ୍ରଦାୟକୁ ଏକାଠି କରିଛି। ସାରା ଦେଶ ଲକ୍‌ଡାଉନ୍ ଥିବା ବେଳେ ହିନ୍ଦୁ-ମୁସଲମାନ ଭାଇଚାରା ଦୃଶ୍ୟ ସାମ୍ନାକୁ ଆସିଛି। ଏଠାରେ ଜଣେ ହିନ୍ଦୁ ଭାଇଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ସ୍ଥାନୀୟ ମୁସଲମାନ...

sapa
କାମୁଡ଼ି ଥିବା ସାପକୁ ଧରି ମେଡିକାଲରେ ପହଞ୍ଚିଲେ ଯୁବକ

ଯାଜପୁର: ଯାଜପୁରରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। କାମୁଡ଼ି ଥିବା ବିଷଧର ସାପକୁ ଧରି ଦୁଇ କିଲୋମିଟର ଚାଲି ମେଡିକାଲରେ ପହଞ୍ଚିଲେ ଯୁବକ। ଏଭଳି ଘଟଣା ଘଟିଛି ଯାଜପୁର ରୋଡ୍ ବ୍ୟାସ ସରୋବର ମନ୍ଦିର ନିକଟରେ। ସୂଚନା ଅନୁସାରେ, କେନ୍ଦୁଝର ଜିଲ୍ଲା ଘଟଗାଁ ଜାମୁପଶି ଅଞ୍ଚଳର ଶ୍ୟାମ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।