ମୁମ୍ବାଇ: ସାରା ବିଶ୍ୱରେ ଏବେ କରୋନା ଭାଇରସ୍ର ଆତଙ୍କ। ଏହାର ପ୍ରଭାବ ସବୁଠି ଦେଖିବାକୁ ମିଳୁଛି। ବଲିଉଡ୍ଠୁ ଆରମ୍ଭ କରି ହଲିଉଡ୍ ପର୍ଯ୍ୟନ୍ତ ସବୁଠି କରୋନାର ଭୟ। ଏହି କାରଣରୁ ଗୋଟିଏ ପଟେ ବଲିଉଡ୍ର ସୁପରଷ୍ଟାର ସଲ୍ମାନ୍ ଖାନ୍ ନିଜ ଫିଲ୍ମର ଶୁଟିଂ ବନ୍ଦ କରିଦେଲେଣି ତ ଆରପଟେ...
ନୂଆଦିଲ୍ଲୀ: ଗୁରୁତର ଆର୍ଥିକ ସଂକଟ ଦେଇ ଗତି କରୁଛି ୟେସ୍ ବ୍ୟାଙ୍କ। ସ୍ଥିତି ଏପରି ହୋଇଛି ଯେ, ରିଜର୍ଭ ବ୍ୟାଙ୍କ ପକ୍ଷରୁ ୟେସ ବ୍ୟାଙ୍କର ବୋର୍ଡ ଅଫ୍ ଡିରେକ୍ଟରମାନଙ୍କ କ୍ଷମତା ସଙ୍କୁଚିତ କରାଯାଇ ନିଜ ହାତକୁ କ୍ଷମତା ନେଇଛି। ୟେସ୍ ବ୍ୟାଙ୍କର ବୋର୍ଡ ଅଫ୍ ଡାଇରେକ୍ଟର୍ସଙ୍କୁ ୩୦ ଦିନ...
ମୁମ୍ବାଇ: ବଲିଉଡର ଶାହାରୁଖ ଖାନ୍ ଓ ଗୌରୀ ଖାନ୍ ଯୋଡ଼ିଙ୍କୁ ଆଇଡିଅଲ୍ କପଲ ବୋଲି ସମସ୍ତେ କହିଥାନ୍ତି। କାରଣ ସର୍ମ୍ପକକୁ ସୁଦୃଢ଼ କରିବା ପାଇଁ ପ୍ରତ୍ୟେକ କପଲଙ୍କର ଇଛା ରହିଥାଏ। ଶାହାରୁଖ ଓ ଗୌରୀଙ୍କର ଯୋଡ଼ିକୁ ଦେଖିଲେ ଯେ କେହି ବି ଇର୍ଷା କରିବ। ଦୁହେଁ ସବୁବେଳେ ବ୍ୟସ୍ତ...
ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୪୫୩ କରୋନା ଆକ୍ରାନ୍ତ। ରାଜ୍ୟରେ ଆଜି ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୧,୩୩୦ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମ...
ଭୁବନେଶ୍ୱର: ଶୁକ୍ରବାର ରାତି ୯ଟାରୁ ଆସନ୍ତା ୩୧ ଯାଏ ୪ ଜିଲ୍ଲା ହେବ ସମ୍ପୂର୍ଣ୍ଣ ଲକ୍ଡାଉନ୍। ଲକ୍ଡାଉନ୍ ସମୟରେ ବିଭିନ୍ନ କଟକଣା ଜାରି କରାଯାଇଛି। ଲକଡାଉନ୍ କଟକଣାରୁ ବାଦ୍ ନେଇ SRC ସଂଶୋଧିତ ଗାଇଡଲାଇନ୍ ଜାରି କରିଛନ୍ତି। ଲକ୍ଡାଉନ୍ରେ ଆଉ କିଛି ସାମଗ୍ରୀକୁ କଟକଣା ମୁକ୍ତ କରାଯାଇଛି। ସକାଳ...
ଭୁବନେଶ୍ୱର: ଭୁବନେଶ୍ୱରର ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ରହସ୍ୟ ଖୋଲିବାକୁ ପ୍ରୟାସ। ମାମଲାର ତଦନ୍ତ କରୁଥିବା ଜିଆରପି ପୋଲିସ୍ ଆଜି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜେରା କରିଛି। ଜିଆରପି ଏକ ସ୍ୱତନ୍ତ୍ର ଟିମ୍ ଆଦିତ୍ୟଙ୍କ ସୁନ୍ଦରପଦା ସ୍ଥିତ ବାସଭବନକୁ ଯାଇ ବିଦ୍ୟାଶ୍ରୀଙ୍କୁ ଜେରା କରିଛି। ଏହାପୂର୍ବରୁ ପୁରୁଷୋତ୍ତମ...
ଭୁବନେଶ୍ୱର: କରୋନା ବେଳେ ଚିକିତ୍ସା କରୁଥିବା ଘରୋଇ ଡାକ୍ତରଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍। ବିଭିନ୍ନ ନର୍ସିଂହୋମ୍, ଘରୋଇ କ୍ଲିନିକ ଲାଗି ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ନିୟମ ଉଲ୍ଲଂଘନ କଲେ କ୍ଲିନିକ୍ ସମେତ ଡାକ୍ତର ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଗାଇଡ୍ଲାଇନ୍ ଅନୁସାରେ କଣ ରହିଛି ନିୟମ:-...
କଟକ: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ମାଆ ଓ ଭାଇଙ୍କୁ ପଚରାଉଚରା କଲା ଜିଆରପି। କଟକ କାଜିବଜାର ସ୍ଥିତ ଘରକୁ ଯାଇ ବିଦ୍ୟାଶ୍ରୀଙ୍କ ପରିବାର ଲୋକଙ୍କୁ ଜେରା କରିଛି ଜିଆରପି। ଆଦିତ୍ୟ, ବିଦ୍ୟାଶ୍ରୀଙ୍କ ପାରିବାରିକ ଜୀବନ ସମ୍ପର୍କରେ ପଚରାଉଚରା କରିଥିବା ସୂଚନା ମିଳିଛି।...
ଭୁବନେଶ୍ୱର: ରାଜଧାନୀକୁ ଚିନ୍ତା ଲୋକାଲ କେଶ୍। ଭୁବନେଶ୍ୱର ସହରରେ ଆଉ ୮୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୪୬। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ...
ଭୁବନେଶ୍ୱର: କରୋନା ମହାମାରୀ ଉପରେ ଓଡ଼ିଶାବାସୀଙ୍କୁ ସଚେତନ କରାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏନେଇ ଟ୍ୱିଟ୍ ମାଧ୍ୟମରେ ଓଡ଼ିଆଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ପୋଷ୍ଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଦେଶରେ କରୋନା ମହାମାରୀ ସମୟରେ ଆମ ସମସ୍ତଙ୍କୁ ସଚେତନ ହେବାକୁ ପଡିବ ବୋଲି ସେ ଭିଡିଓରେ କହିଛନ୍ତି। ଏଥିସହ...
ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହେଲେ ୬୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆରୋଗ୍ୟ ଙ୍କ ସଂଖ୍ୟା ୧୧,୯୩୮କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଘରୋଇ ହସ୍ପିଟାଲ ଓ କ୍ଲିନିକ୍ ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଚେତାବନୀ। ହଟ୍ସ୍ପଟ୍ ଜିଲ୍ଲାଗୁଡିକରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକଲେ ହେବ କାର୍ଯ୍ୟାନୁଷ୍ଠାନ। କରୋନା ଭଳି ମହାମାରୀ ସମୟରେ ଏଭଳି କରିବା ନୀତିଗତ ଭୁଲ୍ ଓ ବେଆଇନ। ଯଦି କେଉଁ ହସ୍ପିଟାଲ...
ଭୁବନେଶ୍ୱର: କରୋନା ସଂକ୍ରମଣରୁ ମୁକ୍ତ ହୋଇଥିବା ଅଗ୍ନିଶମ କର୍ମଚାରୀ ପ୍ଲାଜମା ଦାନ କରିବେ।ଗୁରୁତର ଥିବା କରୋନା ରୋଗୀଙ୍କ ଚିକିତ୍ସା ଉଦ୍ଦେଶ୍ୟରେ ସ୍ୱେଛାକୃତ ଭାବେ ପ୍ଲାଜମା ଦାନ କରିବେ ବୋଲି ଟ୍ୱିଟ୍ କରିଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ ଅଗ୍ନିଶମ କର୍ମଚାରୀ କଟକ ଏସସିବିରେ...
ପୁରୀ: କୋଭିଡ୍ ସେଣ୍ଟରରେ କରୋନା ଯୋଦ୍ଧା ଓ ରୋଗୀଙ୍କୁ ମିଳୁଛି ଖାଦ୍ୟ ବଦଳରେ ଅଖାଦ୍ୟ। ଖାଦ୍ୟରୁ ବାହାରୁଛି ପୋକ, ଚୁଟି ଓ ରବର। ଏଭଳି ଅଭିଯୋଗ ଆଣିଛନ୍ତି ପୁରୀ ସହରରେ ଥିବା ଏକାଧିକ କୋଭିଡ୍ କେୟାର ସେଣ୍ଟରର ଡାକ୍ତର, ନର୍ସ ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀ। ସେଣ୍ଟରରେ ଦିଆଯାଉଥିବା ଭାତ,...