• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

sero
୪ ସପ୍ତାହ ତଳର ସଂକ୍ରମଣ ତଥ୍ୟ ଦେଉଛି ସେରୋ ସର୍ଭେଲାନ୍ସ

ଭୁବନେଶ୍ୱର: ରାଜ୍ୟ ସରକାର ଓ ଆରଏମଆରସି ମିଳିତ ଭାବରେ ସେରୋ ସର୍ଭେଲାନ୍ସ କରୁଛି। ପ୍ରଥମ ପର୍ଯ୍ୟାୟରେ ୫ଟି ସ୍ଥାନରେ ଏହା କରାଯାଉଥିବା ବେଳେ ପୁରୀରେ ଏହା ଶେଷ ହୋଇଛି ଓ ସରକାରଙ୍କୁ ଆମେ ରିପୋର୍ଟ ଦିଆଯାଇଛି। ଏହି ସର୍ଭେ ଦ୍ୱାରା ୪ ସପ୍ତାହ ତଳର ସଂକ୍ରମଣ ଜଣାପଡୁଛି ବୋଲି କହିଛନ୍ତି...

annya
କଟକରେ କମିଛି କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା, ସହର ପାଇଁ ୩ କୋଭିଡ୍ କେୟାର ସେଣ୍ଟର

କଟକ: କଟକବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର। ଜିଲ୍ଲାରେ କମୁଛି ଆକ୍ଟିଭ କେଶଙ୍କ ସଂଖ୍ୟା। କଟକ ପୌରାଞ୍ଚଳ ପାଇଁ ୩ଟି କୋଭିଡ କେୟାର ସେଣ୍ଟର ବ୍ୟବସ୍ଥା ହୋଇଥିବା ନେଇ ସୂଚନା ଦେଇଛନ୍ତି CMC କମିଶନର ଅନନ୍ୟା ଦାଶ। କଟକରେ କରୋନା ସ୍ଥିତି ନେଇ CMC କମିଶନର କହିଛନ୍ତି ଯେ କଟକରେ...

bank
ବଦଳିଲା ବ୍ୟାଙ୍କ ଖୋଲିବା ସମୟ

ଭୁବନେଶ୍ୱର: ବଦଳିଲା ବ୍ୟାଙ୍କ ଖୋଲିବାର ସମୟ। କାଲିଠୁ ୩୧ ପର୍ଯ୍ୟନ୍ତ ଲକଡାଉନ ଅଞ୍ଚଳରେ ବ୍ୟାଙ୍କ ଖୋଲିବା ନେଇ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାର। ଖୋର୍ଦ୍ଧା, କଟକ, ଯାଜପୁର, ଗଞ୍ଜାମ ଜିଲ୍ଲା ଓ ରାଉରକେଲାରେ ୧୪ ଦିନିଆ ଲକଡାଉନ୍ ଜାରି କରାଯାଇଛି। ଏହି ଅଞ୍ଚଳରେ ଥିବା ବ୍ୟାଙ୍କ ଖୋଲିବା...

cure
ଦିନକରେ ୫ ଶହ ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏଯାବତ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୨ ହଜାର ୪୫୨ ପହଞ୍ଚିଲାଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ...

snatcjh
ଯୁବତୀଙ୍କ ଚେନ୍‌ ସହିତ ଚୁନି ନେଇଗଲେ ଲୁଟେରା

ଭୁବନେଶ୍ୱର: ଚଳନ୍ତା ବାଇକରେ ଯୁବତୀଙ୍କଠାରୁ ଚେନ୍ ଲୁଟ୍। ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ ଡି.ଏନ୍.ରିଗାଲିଆ ସାମ୍ନାରେ ଲୁଟ୍। ଗାଡିରେ ଯାଉଥିବାବେଳେ ଯୁବତୀଙ୍କ ବେକରୁ ଚେନ୍ ଝାମ୍ପିନେଲେ ବାଇକରେ ଆସୁଥିବା ୨ ଦୁର୍ବୃତ୍ତ। ଯୁବତୀ ଜଣଙ୍କ ତଳେ ପଡିଯିବା ସହ ଆହତ ମଧ୍ୟ ହୋଇଛନ୍ତି। ଯୁବତୀ ଜଣଙ୍କ ନାଁ...

seal
ସିଲ୍ ହେଲା ୫ ଘରୋଇ ନର୍ସିଂହୋମ୍

ଢେଙ୍କାନାଳ: ଢେଙ୍କାନାଳ ସହରର ୫ଟି ଘରୋଇ ନର୍ସିଂହୋମ ସିଲ୍। ଜଣେ ପ୍ରସୂତି ପଜିଟିଭ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଲେ ଜିଲ୍ଲାପାଳ। ଏହାସହ ୬ ଜଣ ଡାକ୍ତରଙ୍କ ସମେତ ୬୦ରୁ ଉର୍ଦ୍ଧ୍ୱ କର୍ମଚାରୀଙ୍କୁ ହୋମ୍‌ କ୍ୱାରେଣ୍ଟିନ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ପ୍ରସୂତି ଢେଙ୍କାନାଳର ଏକ ଘରୋଇ ନର୍ସିଂହୋମରେ...

dcp
'ସାଇବର କ୍ରାଇମ୍‌କୁ ରୋକିବା ଆମ ପାଇଁ ବଡ଼ ଚ୍ୟାଲେଞ୍ଜ୍'

ଭୁବନେଶ୍ୱର: ଭୁବନେଶ୍ୱର ଡିସିପିରୁ ଗୁଇନ୍ଦା ବିଭାଗର ଡିଆଇଜି ଭାବେ ନିଯୁକ୍ତି ପାଇଛନ୍ତି। ୨୦୦୬ ବ୍ୟାଚର ଆଇପିଏସ୍ ଅଧିକାରୀ ଅନୁପ ସାହୁ। ମାର୍ଚ୍ଚ ୨୦୧୮ରେ ସେ ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଥିଲେ।  ଡିସିପି ଭାବେ ଭୁବନେଶ୍ୱରରେ ଆଇନ ଶୃଙ୍ଖଳା ସହ ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ଉଲ୍ଲେଖନୀୟ ଦାୟିତ୍ୱ ନିର୍ବାହ...

vaccine
ଫେବ୍ରୁଆରୀ ସୁଦ୍ଧା ଆସିପାରେ କରୋନା ଟିକା

ଭୁବନେଶ୍ୱର: ୨୦୨୧ ଫେବ୍ରୁଆରୀ ବେଳକୁ ଉପଲବ୍ଧ ହୋଇପାରେ କରୋନା ଭ୍ୟାକ୍‌ସିନ। ଗଞ୍ଜାମରେ ସ୍ଥିତି ଉଦବେଗ ରହିଥିଲେବି ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏଲ୍ଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ା। ସେ କହିଛନ୍ତି ଯେ ଫେବ୍ରୁଆରୀ ୨୦୨୧ ବେଳକୁ କରୋନା ଭ୍ୟାକସିନ୍ ଉପଲବ୍ଧ ହୋଇପାରେ। ପଶୁ ଠାରେ ଭ୍ୟାକସିନ୍...

corona-cure
ଭୁବନେଶ୍ୱରରୁ ଆଉ ୪୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୪୯ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ କେନ୍ଦ୍ରରୁ ୩୪ ହୋଇଥିବା ବେଳେ ଲୋକାଲ୍ କେସ୍ ୧୫ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍‌ସି। କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:- ବରମୁଣ୍ଡା, ଗଙ୍ଗନଗର, ୟୁନିଟ୍-୩ରୁ ଜଣେ ଲେଖାଏଁ...

helicaptor
'ମନ୍ତ୍ରୀଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ ବହନ କରିଛି କିଏ?'

ଭୁବନେଶ୍ୱର: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ହେଲିକପ୍ଟରରେ ଗସ୍ତ ନେଇ ପ୍ରଶ୍ନ ଉଠାଇଲେ ବିଜେପି ନେତା ତଥା ପୂର୍ବତନ ସାଂସଦ ବଳଭଦ୍ର ମାଝୀ। କରୋନା ଭଳି ମହାମାରୀ ସମୟରେ ଖର୍ଚ୍ଚ କାଟ ପାଇଁ ମୁଖ୍ୟମନ୍ତ୍ରୀ କହୁଥିବା ବେଳେ ଲକଡାଉନ୍‌ରେ କିପରି ସେ ହେଲିକପ୍ଟରରେ ଆସିଲେ ଏ...

cm-sir
ହଟ୍‌ସ୍ପଟ୍ 'ଗଂଜାମ'ର କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ହଟସ୍ପଟ ପାଲଟିଥିବା ଗଂଜାମ ଜିଲ୍ଲାର ସ୍ଥିତି ଅଣାୟତ ହୋଇଥିବା ବେଳେ ରାଜ୍ୟ ସରକାର ଏହି ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି। ଭିଡିଓ କନ୍ଫରେନ୍ସିଂରେ ଜିଲ୍ଲାର ସବୁ ବିଧାୟକଙ୍କ ସହିତ ଆଲୋଚନା କରାଯାଇଛି। ଏହି ଭିଡିଓ କନ୍ଫରେନସିଂରେ ବରିଷ୍ଠ ଅଧିକାରୀମାନେ ମଧ୍ୟ ଭାଗ ନେଇଛନ୍ତି। ଗଂଜାମ...

vss
ସମ୍ୱଲପୁର ବିଶ୍ୱବିଦ୍ୟାଳୟ, ଭିସୁଟ୍ ୩୧ ଯାଏ ବନ୍ଦ

ସମ୍ୱଲପୁର: ସମ୍ବଲପୁର ୟୁନିଭରସିଟି ଓ ବୁର୍ଲା ଭିସୁଟ ଜୁଲାଇ ୩୧ ତାରିଖ ଯାଏ ବନ୍ଦ ରହିବ।  କରୋନା ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ହୋଇଛି। ଆଗରୁ ଏହି ଦୁଇ ଶିକ୍ଷାନୁଷ୍ଠାନକୁ ୧୯ ତାରିଖ ଯାଏ ବନ୍ଦ ଘୋଷଣା କରାଯାଇଥିଲା। କିନ୍ତୁ ରାଜ୍ୟର କରୋନା ପରିସ୍ଥିତିରେ ବିଶେଷ କିଛି...

plasma
କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍ଫରେନ୍ସିଂ ଜରିଆରେ ଗଞ୍ଜାମର କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ...

cure
ଦିନକରେ ସୁସ୍ଥ ହେଲେ ୪୫୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧୨,୯୧୦କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଂଜାମ ସର୍ବାଧିକ...

take
ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ଗୁରୁତର

ଭୁବନେଶ୍ୱର: ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଗୁରୁତର। ଗୁରୁତର ହେବାରୁ ତାଙ୍କୁ ଘରୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ କିଛି ଦିନ ଧରି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଗରୁ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ହାଇଦ୍ରାବାଦ...

hbsdj
ଆଉ ନାହାନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର: ଫିଲ୍ମ ଦୁନିଆରେ ବିଜୟ ଲାଭ କରିଥିବା ବିଜୟ ମହାନ୍ତି ଜୀବନ ଲଢେଇରେ ହାରିଯାଇଛନ୍ତି। ଦୀର୍ଘ ୪ ଦଶନ୍ଧି ଧରି ଓଡ଼ିଆ ସିନେ ପ୍ରେମୀଙ୍କ ମନରେ ରାଜ କରିଥିବା ବିଜୟ ଆଜି ସମସ୍ତଙ୍କୁ ଛାଡ଼ି ଆରପାରିକୁ ଚାଲିଯାଇଛନ୍ତି। ସଂନ୍ଧ୍ୟାରେ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।