• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

sara01
ଏ ସମ୍ପର୍କ କଟିବନି, ସାରାଙ୍କୁ ଝୁରୁଛି ଗଜପତି

ଗଜପତି(ଆଦର୍ଶ ଦାଶ): ଗଜପତି ଜିଲ୍ଲା ଗଠନ ହେବାର ୨୮ ବର୍ଷ ବିତିଲାଣି। ଏହାରି ଭିତରେ ଜିଲ୍ଲାବାସୀ ୧୫ରୁ ଅଧିକ ଏସପିକୁ ଦେଖିଲେଣି। କିନ୍ତୁ ୧୭ ମାସର ଚାକିରି ଆଜି କିନ୍ତୁ ୧୭ ବର୍ଷର ସଂପର୍କ ଭଳି ମନେହେଉଛି। ସେ ଗଜପତି ଜିଲ୍ଲାବାସୀଙ୍କ ମଧ୍ୟରୁ କାହାର ଝିଅ, କାହାର ଭଉଣୀ...

vijay
ବିଜୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର: ଓଡ଼ିଶା ସିନେ ଜଗତର ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ସାରା ଓଡ଼ିଶା ଲୁହରେ ଭିଜିଛି। ବିଜୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ନେତା, ଅଭିନେତା ଓ ବହୁ  ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକପ୍ରକାଶ କରିଛନ୍ତି। ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି।...

bijay
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବିଜୟଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ୭୦ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ବିଜୟ ମହାନ୍ତି ଭୁବନେଶ୍ୱରର କେୟାର ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ସଂପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

LALJI
ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ

ଲକ୍ଷ୍ମୌ: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଥିଲା। बाबूजी नहीं रहे...

plsma
ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ

ଗଞ୍ଜାମ: ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଯେଉଁ...

pri
ଅବସରପ୍ରାପ୍ତ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ। ଆଜି ସକାଳ ୭.୩୦ରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବର୍ଷ ବୟସରେ ପରଲୋକ ହୋଇଛି। କିଛି ଦିନ ଧରି ସେ ଲିଭର କ୍ୟାନସରରେ ପୀଡିତ ଥିଲେ। ପ୍ରିୟବ୍ରତ ପଟ୍ଟନାୟକଙ୍କ ମୃତ୍ୟୁ...

hana
ଜମି ପାଇଁ ହଣାହଣି, ୧୦  ଗୁରୁତର

ମାଲକାନଗିରି: ଜଙ୍ଗଲ ଜମି ବିବାଦରୁ ୨ ଗୋଷ୍ଠୀ ମଧ୍ୟରେ ହଣାକଟା। ପରସ୍ପର ହଣାହଣି ହୋଇ ୧୦ ଗୁରୁତର। ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ସୂଚନା ଅନୁସାରେ, ଆଜି ସକାଳେ ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଏମ୍‌ପିଭି -୮୧ରେ ଜମି...

coronavirus-odisha
ରଥଯାତ୍ରାରେ ସାମିଲ ୨ ସେବାୟତ କରୋନାରେ ଆକ୍ରାନ୍ତ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରର ୨ ସେବାୟତ କରୋନାରେ ଆକ୍ରାନ୍ତ। ରଥଯାତ୍ରାରେ ସଂପୃକ୍ତ ସେବାୟତଙ୍କର ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିଲା। ୨ ଜଣଙ୍କୁ ଛାଡ଼ି ଅନ୍ୟ ସମସ୍ତ ସେବାୟତଙ୍କର ରିପୋର୍ଟ ନେଗେଟିଭ ଆସିଛି। ରଥଯାତ୍ରାରେ ସଂପୃକ୍ତ ୨୬୩୬ ଜଣ ସେବାୟତଙ୍କର ସ୍ୱାବ୍ ପରୀକ୍ଷା ପୂର୍ବରୁ ହୋଇଥିଲା। ପଜିଟିଭ ବାହାରିଥିବା ୨...

doctor
କରୋନା ମୃତ୍ୟୁ ସଂଖ୍ୟା ଶହେ ଟପିଲା

ଭୁବନେଶ୍ୱର: ମୃତ୍ୟୁ ସଂଖ୍ୟାରେ ଶହେ ପାର କଲା ଓଡ଼ିଶା। ଆଜି ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ରାପଡ଼ା, କଟକ, ଗଜପତି, ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି। ଆଜି ୬ ମୃତ୍ୟୁ...

mada
କରୋନାରୁ ମୁକ୍ତି ପାଇଁ ଶିଶୁଙ୍କୁ ପିଆଇଲେ ସଲପ !

ମାଲାକାନଗିରି: କରୋନା ମୁକ୍ତି ପାଇଁ ଛୋଟ ଛୋଟ ପିଲାମାନଙ୍କୁ ଦିଆଯାଉଛି ମଦ। ଜଣେ କି ଦୁଇ ଜଣ ନୁହେଁ, ୫୦ରୁ ଅଧିକ ପିଲାମାନଙ୍କୁ ପିଇବାକୁ ଦିଆଯାଉଛି ସଲପ ମଦ। ଏଭଳି ଅଭାବନୀୟ ଘଟିଛି ମାଲକାନଗିରି ଜିଲ୍ଲାର ପଡିଆ ବ୍ଲକ୍ ଅନ୍ତର୍ଗତ ପାର୍ସନପାଲ୍ଲୀ ଗ୍ରାମରେ। ସୂଚନା ଅନୁସାରେ  ମାଲକାନଗିରିରେ କରୋନା...

cureeee
୯୫ ବର୍ଷର ବୃଦ୍ଧ କରୋନା ଯୁଦ୍ଧରେ ବିଜୟୀ

ବ୍ରହ୍ମପୁର: କରୋନା ସହ ଯୁଦ୍ଧ କରି ବିଜୟୀ ହୋଇଛନ୍ତି ୯୫ ବର୍ଷୀୟ ବୟସ୍କ। ଗଞ୍ଜାମ ସୋରଡ଼ା ବ୍ଲକ ସାରାବଡ଼ିର ବୟସ୍କ ଉଦୟନାଥ ବିଷୋୟୀ କରୋନାରେ ସଂକ୍ରମିତ ହୋଇଥିଲେ। ବ୍ରହ୍ମପୁର ଟାଟା କୋଭିଡ୍ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ଗତ ୧୮ ତାରିଖରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ...

PANCHA
ପଞ୍ଚଭୂତରେ ଲୀନ ହେଲେ ବିଜୟ

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲେ ଅଭିନେତା ବିଜୟ ମହାନ୍ତି। ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଶେଷକୃତ୍ୟ ସଂପନ୍ନ ହୋଇଛି। ଦାହ ସଂସ୍କାରରେ ମୁଖାଗ୍ନି ତାଙ୍କର ଜ୍ୱାଇଁ ଦେଇଛନ୍ତି। କୋଭିଡ୍ କଟକଣା ପାଇଁ ପରିବାରର ଅଳ୍ପ ସଦସ୍ୟ ଉପସ୍ଥିତ ଥିଲେ। ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସହ ଅନ୍ତିମ...

shutdown
୧୦ ଦିନ ସମ୍ୱଲପୁର ସଟ୍‌ଡାଉନ୍

ସମ୍ବଲପୁର: ୧୦ ଦିନ ପାଇଁ ସଟ୍‌ଡାଉନ୍‌ ହେବ ସମ୍ୱଲପୁର। କାଲିଠୁ ୩୧ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି। ଏହି ୧୦ ଦିନିଆ ସଟ୍‌ଡାଉନ୍ ୨ ଦଫାରେ ଲାଗୁ ହେବ। ୨୨...

ata-kala
ଅସମ୍ଭାଳ ଭୁବନେଶ୍ୱର! ଅଟା କଳରୁ ଆଉ ୩୫ କର୍ମଚାରୀ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ସଂଗୀନ ରୂପ ଧାରଣା କଲା କରୋନା। ଆଜି କେବଳ ଦିନକରେ ୧୨୬ ପଜିଟିଭ୍ ବାହାରିଛନ୍ତି। ଏମାନଙ୍କ ମଧ୍ୟରୁ ୯୩ କ୍ୱାରେଣ୍ଟିନ ସେଣ୍ଟରର ଏବଂ ୩୩ ଲୋକାଲ କଣ୍ଟାକ୍ଟ କେସ୍। ସବୁଠାରୁ ବଡ଼ କଥା ହେଲା, କରୋନା ବିରୋଧୀ ଯୁଦ୍ଧରେ କଣ୍ଟା ସାଜିଲା ମଞ୍ଚେଶ୍ୱରର ଅଟା କଳ।...

acs
'ରାଜ୍ୟବାସୀ ଚିନ୍ତା କରନ୍ତୁନି, କରୋନାକୁ ଆମେ ଗୋଡ଼ାଇ ଧରୁଛୁ'

ଭୁବନେଶ୍ୱର: ଓଡ଼ିଶାରେ କରୋନା ସ୍ଥିତି ଅନ୍ୟ ରାଜ୍ୟଙ୍କ ଠାରୁ ବହୁତ ଭଲ ଅଛି। କେସ୍‌ ବଢୁଥିଲେ ବି ରାଜ୍ୟବାସୀ ଚିନ୍ତା ଚିନ୍ତା କରୁନ୍ତୁନି ବୋଲି  କହିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ। କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା...

bank
ରାଜ୍ୟରେ ଖୋଲିବ ଆଉ ୨ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟରେ ଆଉ ୨ ଜାଗାରେ ହେବ ପ୍ଲାଜମା ବ୍ୟାଙ୍କ, ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ (ଏସିଏସ୍) ପ୍ରଦୀପ୍ତ ମହାପାତ୍ର। କରୋନାରେ ଗୁରୁତର ଆକ୍ରାନ୍ତ ହୋଇଥିବା ଲୋକଙ୍କ ପ୍ଲାଜମା ଥେରାପି ସଫଳ ଚିକିତ୍ସା ହୋଇଥିବାରୁ ରାଜ୍ୟ ସରକାର ଏଦିଗରେ ତ୍ୱରିତ ପଦକ୍ଷେପ ନେଇଛନ୍ତି।...

turn
କରୋନାରୁ ସୁରକ୍ଷିତ ରହିବାକୁ ସରକାରଙ୍କ ୫ ଫର୍ମୁଲା

ଭୁବନେଶ୍ୱର: ଲୋକଙ୍କୁ ୫ଟି ଅପିଲ କଲେ ରାଜ୍ୟ ସରକାର। ଏହି ନିୟମ ମାନିଲେ କରୋନା ଦାଉରୁ ଆମେ ସୁରକ୍ଷିତ ରହିପାରିବା ବୋଲି କହିଛନ୍ତି ଏସିଏସ୍ ପ୍ରଦୀପ୍ତ ମହାପାତ୍ର। ସେ କହିଛନ୍ତି ଯେ ଓଡ଼ିଶା ହିଁ ଏକମାତ୍ର ଚାଜ୍ୟ ଯେଉଁଠି ଜଣେ କରୋନା ରୋଗୀର ସମସ୍ତ ଖର୍ଚ୍ଚ ସରକାର ବହନ...

aditya das
ଆଦିତ୍ୟ ମୃତ୍ୟୁ ମାମଲାର ଠୋସ୍ ପ୍ରମାଣ ମିଳିବ କେବେ?

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ମୋଡ଼। ତଦନ୍ତ ପ୍ରକ୍ରିୟାର ଗୁରୁତ୍ୱପୂର୍ଣ୍ଣ ଦିଗ କୁହାଯାଉଥିବା ସୁଇସାଇଡ ନୋଟ୍‌କୁ ନେଇ ବଡ଼ ଖୁଲାସା। ଆଦିତ୍ୟଙ୍କ ଡାଏରୀର ହାତଲେଖାକୁ ନେଇ ଯେଉଁ ସସପେନ୍ସ ସୃଷ୍ଟି ହୋଇଥିଲା, ସେଥିରେ ପୂର୍ଣ୍ଣଛେଦ ପଡ଼ିଛି। ସୁଇସାଇଡ୍ ନୋଟ୍ ନିଜେ ଆଦିତ୍ୟ ଦାଶ ଲେଖିଥିବା...

corona
ସୁସ୍ଥ ହେଲେ ୬୪୩ 'କରୋନା' ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୬୪୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୧୪, ୩୯୨ରେ ପହଞ୍ଚିଛି। କେଉଁଠି କେତେ ଆକ୍ରାନ୍ତ:- ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୦୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୪୪, ବାଲେଶ୍ୱରରୁ ୩୧, ମୟୂରଭଂଜ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।