ଭୁବନେଶ୍ୱର: ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ ଦିନକରେ ସୁସ୍ଥ ହେଲେ ୧୧୧୯ କରୋନା ଆକ୍ରାନ୍ତ। ଗଞ୍ଜାମରେ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨୩୦୭୩ରେ ପହଞ୍ଚିଲା। କେଉଁ ଜିଲ୍ଲାରୁ କେତେ:- ଗଂଜାମରେ ସର୍ବାଧିକ ୩୫୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ୯୭,...
ଯାଜପୁର: ପ୍ରଥମେ ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ। ପରେ ଖସିଯାଉଥିବା ଟ୍ରକ୍ ଡ୍ରାଇଭର ଉପରେ ଚଢିଗଲା କାର। ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ପାଣିକୋଇଲି ଥାନା ଅନ୍ତର୍ଗତ ଶ୍ରୀହରୀ କଟେଜ ସମ୍ମୁଖରେ। ସୂଚନା ଅନୁସାରେ ପ୍ରଥମେ ଏକ ଟ୍ରକ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଆରୋହୀଙ୍କ...
ଭୁବନେଶ୍ୱର: ବଜ୍ରପାତ ନେଲା ୬ ଜୀବନ ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ମଣ୍ଡଗାଁରେ ଆଜି ବଜ୍ରାଘାତରେ ଭାଇଭଉଣୀଙ୍କ ମୃତ୍ୟୁ ହୋଇଛି। ଏହି ଗାଁର ଭାସ୍କର ବେହେରାଙ୍କ ୧୨ ବର୍ଷର ଝିଅ ଆଶା ସମ୍ପର୍କୀୟ ଭାଇ ହାତରେ ରାଖି ବାନ୍ଧି ସାରି ଏକାଠି ଖାଉଥିବା ବେଳେ ଉଭୟ ବଜ୍ରାଘାତର ଶିକାର...
ଭୁବନେଶ୍ୱର: ୫୦ ପ୍ରତିଶତ ଷ୍ଟାଫରେ ଚାଲିବ ବ୍ୟାଙ୍କ। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗଙ୍କୁ ଘରକୁ ଯାଇ ସେବା ଦେବେ ବ୍ୟାଙ୍କ ଷ୍ଟାଫ୍। ଏ ନେଇ ଗାଇଡ୍ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ବ୍ୟାଙ୍କ ଓ ଅନ୍ୟାନ୍ୟ ଆର୍ଥିକ ଅନୁଷ୍ଠାନ ଖୋଲିବା ନେଇ ଆସିଛି ଗାଇଡଲାଇନ୍। ଏ ନେଇ ଜିଲ୍ଲାପାଳ, ଏସପି,...
ବୁବନେଶ୍ୱର: ଖୋଲିବ ହୋଟେଲ୍ ଓ ରେଷ୍ଟ୍ରୁରାଣ୍ଟ। ରାସ୍ତା କଡ଼ରେ ଥିବା ଢାବା ବି ଖୋଲିବ। ଏନେଇ ସର୍ତ୍ତ ରଖି ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ସର୍ତ୍ତଅନୁସାରେ ହୋଟେଲରେ ଥିବା ରେଷ୍ଟୁରାଣ୍ଟ କେବଳ ଇନ୍-ହାଉସ୍ ଅତିଥିଙ୍କ ପାଇଁ ଖୋଲିବ। ଅନ୍ୟ ରେଷ୍ଟୁରାଣ୍ଟ ଓ ହୋଟେଲ ଚାଲିପାରିବ। କିନ୍ତୁ ସେଠାରେ ବସି...
ସମ୍ବଲପୁର: ବୁର୍ଲା ଭୀମସାରରେ ୯ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମେଡିସିନ୍ ବିଭାଗର ୯ ଜଣ ଡାକ୍ତର ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଭୀମସାର ନିର୍ଦ୍ଦେଶକ ଡାକ୍ତର ଲଳିତ କୁମାର ମେହେର ସୂଚନା ଦେଇଛନ୍ତି। ପଜିଟିଭ୍ ଚିହ୍ନଟ ପରେ ମେଡିସିନ୍ ବିଭାଗର OPD ଆଜି ପାଇଁ ବନ୍ଦ...
କେନ୍ଦ୍ରାପଡ଼ା: ଘୁଷୁରି ଖାଇବାକୁ ଆସି ଫଶିଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଇନ୍ଦୁପୁର ସ୍ଥିତ ବିରୂପା ନଦୀ ପଠାରେ ଏକ ଖାଲରେ ଫସି ଯାଇଥିଲା କୁମ୍ଭୀର। ସୋମବାର ଏକ ଘୁଷୁରିକୁ ଟାଣି ନେଇଥିଲା ଏହି କୁମ୍ଭୀର। ଅଧା ଖିଆ ଘୁସୁରିକୁ ଛାଡି ଚାଲିଯିବା ପରେ ଘୁଷୁରି ଜଗୁଆଳି ଏହି ମୃତ ଘୁଷୁରିକୁ...
ଭୁବନେଶ୍ୱର: ବର୍ଷା ଆସୁଛି, ସତର୍କ ରୁହ। ଲଘୁଚାପଜନିତ ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC। ସତର୍କ କରିବା ସହ ଜିଲ୍ଲାପାଳମାନଙ୍କୁ SRC ଚିଠି କରିଛନ୍ତି। ଲଘୁଚାପ ଜନିତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ମୟୂରଭଂଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁରକୁ...
ଭୁବନେଶ୍ୱର: ରାଜଧାନୀରେ ଆଉ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮ କ୍ୱାରେଣ୍ଟିନ, ୫୧ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍ସି। କେଉଁ ଅଞ୍ଚଳରୁ କେତେ:- ଶିରିପୁର କନ୍ଧସାହିରୁ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...
ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ହୋଟେଲ/ରେଷ୍ଟୁରାଣ୍ଟ ଓ ଢାବା। ଏନେଇ ଗାଇଡଲାଇନ ଜାରି କରିଛି ବିଏମ୍ସି। ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ ଜାରି କରାଯାଇଛି। ହୋଟେଲରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ...
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସାମ୍ପଲ ରିପୋର୍ଟ ପଜିଟିଭ ଆସିଛି। ପରେ ଧର୍ମେନ୍ଦ୍ରଙ୍କୁ ହରିୟାନାର ମେଦାନ୍ତ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। କରୋନା ନେଇ ସ୍ପଷ୍ଟ କଲେ ନିଜେ ଧର୍ମେନ୍ଦ୍ର। ଏନେଇ ନିଜେ ଟ୍ୱିଟର ହ୍ୟାଣ୍ଡେଲ୍ରେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି...
ସମାଜ ପାଇଁ ଆପଣ ପ୍ରଥମେ ଭଲ ମଣିଷ ହେବା ଆବଶ୍ୟକ। ଆମେ ସମାଜଠାରୁ କିଛି ଆହରଣ କରିଛୁ, ଆମର ମଧ୍ୟ ସମାଜ ପାଇଁ କିଛି କରିବାର ଦାୟିତ୍ୱବୋଧ ଓ କର୍ତ୍ତବ୍ୟ ରହିଛି। ସମାଜ ପାଇଁ କିଛି କରିବାକୁ ହେଲେ ସିଭିଲ୍ ସର୍ଭିସ୍ ଗୋଟିଏ ବେଷ୍ଟ ଅପ୍ସନ୍ ବୋଲି କହିଛନ୍ତି...
ଭୁବନେଶ୍ୱର: ସୁସ୍ଥ ହେଲେ ୧୪୦୯ କରୋନା ଆକ୍ରାନ୍ତ। ଆଜି ରାଜ୍ୟରେ ଦିନକରେ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨୪, ୪୮୨କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ...
ବେରୁଟ: ଲେବାନନ ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ। କ୍ୟାମେରାରେ କଏଦ ହେଲା ଭୟଙ୍କର ବିସ୍ଫୋରଣର ଦୃଶ୍ୟ। ଆଜି ଲେବାନନ ରାଜଧାନୀ ବିରଟ ସହରରେ କେନ୍ଦ୍ର ସ୍ଥଳରେ ପୋର୍ଟ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ବିସ୍ଫୋରଣର କାରଣ ଏଯାଏଁ ଜଣାପଡ଼ି ନାହିଁ। ଗୋଟିଏ ପରେ ଗୋଟିଏ ଦୁଇଟି...
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୩୭ କରୋନା ପଜିଟିଭ, ଏମାନଙ୍କ ମଧ୍ୟରୁ ୧୧୩ କ୍ୱାରେଣ୍ଟିନ, ୨୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। କେଉଁ ଅଞ୍ଚଳରୁ କେତେ:- ସାଲିଆସାହିରୁ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ...
ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫୫ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ କରୋନାରୁ ସୁସ୍ଥ ଲୋକଙ୍କ ସଂଖ୍ୟା ୨୫ ହଜାର ଟପିଲା। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...
ଭୁବନେଶ୍ୱର: ରାଜ୍ୟ ତମାମ କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା। ୧ ମିନିଟ ନୀରବ ପ୍ରାର୍ଥନା କଲେ ରାଜ୍ୟବାସୀ। ଆଜି ସନ୍ଧ୍ୟା ୬ଟାରୁ ୬.୦୧ ପର୍ଯ୍ୟନ୍ତ ୧ ମିନିଟ ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା। କଟକ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ନେତୃତ୍ୱରେ ନୀରବ ପ୍ରାର୍ଥନା କରାଗଲା। ସେହିପରି ଲୋକସେବା...
ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇଟି ହସ୍ପିଟାଲରେ ଖୋଲିଛି ପ୍ଲାଜମା ବ୍ୟାଙ୍କ। ବ୍ରହ୍ମପୁର MKCG ମେଡିକାଲ୍ ଓ ବୁର୍ଲା ଭିମ୍ସାରରେ ପ୍ଲାଜମା ବ୍ୟାଙ୍କ ବ୍ୟବସ୍ଥାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। MKCG ହସ୍ପିଟାଲରେ ଉଦ୍ଘାଟନୀ ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଭିମସାରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ...