ଭୁବନେଶ୍ୱର: ଗତକାଲି ପ୍ରକାଶିତ ଭାରତୀୟ ସିଭିଲ୍ ସର୍ଭିସ ପରୀକ୍ଷାରେ ଚମକିଛନ୍ତି ଆଉ ଜଣେ ଓଡିଆ। ଭିଲାଇରେ ରହୁଥିବା ଏହି କୃତୀ ପରୀକ୍ଷାର୍ଥୀ ହେଉଛନ୍ତି ସିମି କରଣ। ୩୧ ରାଙ୍କ ହାସଲ କରିଥିବା ସିମି ମାତ୍ର ୨୨ ବର୍ଷ ବୟସରେ ପ୍ରଥମ ଉଦ୍ୟମରେ ହିଁ ସିଭିଲ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି।...
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ପ୍ରବଳରୁ ଅତି ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍ଆରସି। ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସେହି...
କଟକ: ମାଲଗୋଦାମ ଅଞ୍ଚଳରୁ ୧୧୨ ପଜିଟିଭ ଚିହ୍ନଟ। ଚିନ୍ତା ବଢ଼ାଇଲା କଟକ ମାଲଗୋଦାମ ବେହେରାସାହି ଅଞ୍ଚଳ। ମାଲଗୋଦାମ କଣ୍ଟେନମେଣ୍ଟ ଅଞ୍ଚଳରୁ ଆଜି ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି କଟକରୁ ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମରୁ ୧୧୨। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦...
ସୁନ୍ଦରଗଡ଼: ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ। ଏଭଳି ଏକ ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡା ଥାନା ଅଁଳାବାହାଲ ଗାଁରେ। ଗତ ୧ ତାରିଖ ଶନିବାର ରାତିରେ ଏହି ଘଟଣା ଘଟିଛି। ସେହି ଗାଁର ଯୁବକ ସାକ୍ଷୀଗୋପାଳ ପୋଢ଼ ରାତିରେ ଖାଈ ସାରି...
ମୁମ୍ୱାଇ: ପ୍ରବଳ ବର୍ଷାରେ ବେହାଲ ମହାରାଷ୍ଟ୍ର, ଉବୁଟୁବୁ ମାୟାନଗରୀ। ମୁମ୍ବାଇ ଲଗାଣ ବର୍ଷା ଯୋଗୁଁ ମୁମ୍ବାଇର ଅନେକ ଅଞ୍ଚଳରେ ଅଣ୍ଟେ ଉଚ୍ଚର ପାଣି ଜମି ରହିଛି। ଆଜି ପ୍ରାୟ ୬୦ରୁ ୭୦ କିଲୋମିଟର ବେଗରେ ପବନ ବୋହିଥିଲା। ଫଳରେ ବହୁ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି।...
ମୁମ୍ୱାଇ: ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅଗଷ୍ଟ ୭ରେ ମୁମ୍ବାଇସ୍ଥିତ ଅଫିସରେ ହାଜର ହେବାକୁ ସମନରେ କୁହାଯାଇଛି। ଏହା ସହିତ ସୁଶାନ୍ତଙ୍କ CA(ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍)ଙ୍କୁ ମଧ୍ୟ ସମନ କରାଯାଇଛି। ସୁଶାନ୍ତଙ୍କ ମୃତ୍ୟୁ ପରଠୁ ତାଙ୍କର ୧୫ କୋଟି...
ସମ୍ବଲପୁର: କ୍ୱାରେଣ୍ଟିନରେ ଯିବେ ବୁର୍ଲା ଭୀମସାରର ବିଭିନ୍ନ ବର୍ଗର ୭୦ ଡାକ୍ତର। ମେଡିସିନ୍ ବିଭାଗର ୩୮ ଜଣ ଡାକ୍ତରଙ୍କ ସହ ୭୦ ଜଣ କ୍ୱାରେଣ୍ଟିନରେ ରହିବେ। ଫଳରେ ଗୁରୁବାର ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ମେଡିସିନ୍ ବିଭାଗ ଓପିଡି ବନ୍ଦ ରହିବ। ମେଡିସିନ୍ OPDକୁ ଆସୁଥିବା ରୋଗୀ ଜେନେରାଲ...
ଭୁବନେଶ୍ୱର: ରାଜଧାନୀରେ ଲୁଟେରା ଆତଙ୍କ। ଧରାପଡିଲା ଲେଡି ଲୁଟେରା। ଆଇଆରସି ଭିଲେଜରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ମୋବାଇଲ ଚୋରି କରୁଥିବା ବେଳେ ଲେଡି ଲୁଟେରାଙ୍କୁ ଧରିଛନ୍ତି ସ୍ଥାନୀୟ ବାସିନ୍ଦା। ପରେ ତାକୁ ପୋଲିସରେ ଜିମା ଦେଇଛନ୍ତି। ଚୋରି କରୁଥିବା ବେଳେ ଧରାପଡିବା ପରେ ଲୋକଙ୍କୁ ଛାଡ଼ିଦେବା ଲାଗି...
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ କ୍ୱାରେଣ୍ଟିନରେ ଥିବା ବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଆଜି ଭୁବନେଶ୍ୱରରେ ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର...
କଟକ: କଟକ ମାଲଗୋଦାମ ବେହେରା ସାହିରେ ଥମିବାର ନାଁ ନେଉନି କରୋନା। ଆଜି ମାଲଗୋଦାମ ବେହେରା ସାହିରୁ ଆଉ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଆକ୍ରାନ୍ତଙ୍କ ମଧ୍ୟରେ ୧୭ ପୁରୁଷ, ୭ ଜଣ ମହିଳା ଅଛନ୍ତି। ଗତକାଲି ବେହେରା ସାହିରୁ ୧୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏନେଇ...
ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୫୦ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୬୮୮୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଲେ। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ୨୯୦, ଖୋର୍ଦ୍ଧାରୁ...
ଭୁବନେଶ୍ୱର: ଗୁଜରାଟରେ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ଓଡ଼ିଶାର ସମସ୍ତ କୋଭିଡ୍ ହସ୍ପିଟାଲରେ ଅଗ୍ନିନିରାପତ୍ତା ସୁରକ୍ଷାର ଯାଞ୍ଚ କରାଯିବ ବୋଲି ଆଜି ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ରାଜ୍ୟରେ କୋଭିଡ ହସ୍ପିଟାଲ ଥିବା ଅଞ୍ଚଳରେ ଅଗ୍ନିଶମ ଅଧିକାରୀଙ୍କୁ ୨୪ ଘଣ୍ଟା ଭିତରେ ଫାୟାର...
ଭୁବନେଶ୍ୱର: ଓଡ଼ିଶାର ୨ଟି ଗାଁକୁ ସୁନାମୀ ପ୍ରସ୍ତୁତି ନେଇ ଅନ୍ତର୍ଜାତୀୟ ସମ୍ମାନ। ଓଡ଼ିଶାକୁ ସମ୍ମାନ ନେଇ UNESCO-IOC ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାର ୨ଟି ଗାଁକୁ ମିଳିଲା ସମ୍ମାନ। ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାଇପୁର ଗାଁକୁ ଏଇ ସମ୍ମାନ ମିଳିଛି। ସେହିପରି...