• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

bhanga
ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼

ବଲାଙ୍ଗିର: କୋଭିଡ୍ କେୟାର ଆଇସୋଲେସନ କେନ୍ଦ୍ରରେ ତୁମୁଳକାଣ୍ଡ। ଯୁବକଙ୍କ ମୃତ୍ୟୁକୁ ନେଇ ଆଇସୋଲେସନ କେନ୍ଦ୍ରରେ ଭଙ୍ଗାରୁଜା ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ଭୀମଭୋଇ ମେଡିକାଲ କଲେଜରେ। ଆଜି ଆଇସୋଲେସନ ସେଣ୍ଟରରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲେ। ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ।...

bijay-amruta-kulange
ଗଂଜାମରେ 'କରୋନା' କମୁଛି, ଆରୋଗ୍ୟ ହାର ବଢୁଛି

ବ୍ରହ୍ମପୁର: ଗଂଜାମରେ ନିମ୍ନଗାମୀ ହେଉଛି କରୋନା। ସୁସ୍ଥ ହୋଇଥିବା ଲୋକଙ୍କ ପାଖରେ ଆଉ କରୋନା ଲକ୍ଷଣ ଦେଖାଯାଉନି ବୋଲି କହିଛନ୍ତି ଜିଲ୍ଲାପାଳ ବିଜୟ କୁଲାଙ୍ଗେ। ଗଂଜାମରେ କରୋନା ସ୍ଥିତି ନେଇ ପ୍ରେସ୍‌ମିଟ୍‌ରେ ଜିଲ୍ଲାପାଳ ବିଜୟ କୁଲାଙ୍ଗେ କହିଛନ୍ତି ଯେ ଗଂଜାମ ଜିଲ୍ଲାରେ କରୋନା ଆରୋଗ୍ୟ ହାର ୭୮ ପ୍ରତିଶତକୁ...

cuttack-coorna
ମାଲଗୋଦାମ ବେହେରା ସାହିରୁ ଆଉ ୪୬ କରୋନା ପଜିଟିଭ ଚିହ୍ନଟ

କଟକ: କଟକ ଟାଉନ୍‌ରୁ ଆଉ ୭୬ ପଜିଟିଭ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କଣ୍ଟେନମେଣ୍ଟ ଜୋନ୍‌ରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି। ୭ ସରକାରୀ କ୍ୱାରେଣ୍ଟିନ୍, ୭ ହୋମ୍‌ କ୍ୱାରେଣ୍ଟିନ୍, ୧୬ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ସୂଚନା ଦେଇଛି କଟକ ମହାନଗର ନିଗମ। ଏହି...

ଦିନକରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ରାଜଧାନୀରେ ଚିହ୍ନଟ ହେଲେ ଆଉ ୧୯୦ କରୋନା ଆକ୍ରାନ୍ତ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୨ ଲୋକାଲ୍‌ କେସ୍‌। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। କପିଳେଶ୍ୱର କଞ୍ଚସାହିରୁ ୨୧, ବରମୁଣ୍ଡା ବେହେରାସାହିରୁ ୭,...

heavy-rain
୧୦ ଜିଲ୍ଲାରେ ୫ ଦିନ ଯାଏ ପ୍ରବଳ ବର୍ଷା !

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ୧୦ ଜିଲ୍ଲାକୁ ଆଲର୍ଟ। କାଲିଠୁ ୫ ଦିନ ଯାଏ ବର୍ଷିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ କାଲିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା...

cure
ସୁସ୍ଥ ହେଲେ ୧୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟର ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୦,୨୪୧କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଗଞ୍ଜାମରୁ ୫୬୦, ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡ଼ରୁ ୬୨,...

record
ସର୍ବସାଧାରଣ ସ୍ଥାନରେ ଗଣେଶ ପୂଜା ମନା

କଟକ: ଚଳିତବର୍ଷ କଟକ ସହରରେ ନିରାଡମ୍ବର ହେବ ଦୁର୍ଗା ପୂଜା। ସର୍ବସାଧାରଣ ସ୍ଥାନରେ ହୋଇପାରିବନି ଗଣେଶ ପୂଜା। ନିଷ୍ପତ୍ତି ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ। କଟକରେ ଗଣେଶ ପୂଜା ଓ ଦୁର୍ଗା ପୂଜା ପାଇଁ ଆଜି ପୂଜା କମିଟି ସହ ପ୍ରଶାସନର ବୈଠକ ବସିଥିଲା।...

ud
ଏଇ ଛୋଟ ସହରରେ ପୂରା ହୁଏ ବଡ଼ ସ୍ୱପ୍ନ: IAS, IPS ସିଟି କଣ୍ଟାବାଞ୍ଜି

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର କଣ୍ଟାବାଞ୍ଜି ସହର ସିନା ଛୋଟ, କିନ୍ତୁ ବଡ଼ ବଡ଼ ସ୍ୱପ୍ନ ସବୁ ଏଠି ବାସ୍ତବତାର ରୂପ ନିଏ। ହୁଏତ ଏହି ସହରକୁ କିଏ ଦାଦନ ଚାଲାଣର ପେଣ୍ଠସ୍ଥଳୀ କୁହନ୍ତି, ଆଉ କିଏ କୁହନ୍ତି ପଛୁଆ ଅଞ୍ଚଳ। ହେଲେ ଏସବୁକୁ ପଛରେ ପକାଇ ଏହି ପଛୁଆ...

jspur
ସ୍ୱାଧୀନତା ସଂଗ୍ରାମୀଙ୍କ ଘରେ ପହଞ୍ଚି ସମ୍ମାନିତ କଲେ ଜିଲ୍ଲାପାଳ

ଭୁବନେଶ୍ୱର: ସମ୍ମାନିତ ହେଲେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ। କ୍ରାନ୍ତି ଦିବସ ଅବସରରେ ରାଜ୍ୟର ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ମାନିତ କରାଯାଇଛି। କ୍ରାନ୍ତି ଦିବସ ଅବସରରେ ରାଷ୍ଟ୍ରପତି ସ୍ୱାଧୀନତା ସଂଗ୍ରାମୀମାନଙ୍କୁ କରିଥାନ୍ତି। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁଁ ନିଜ ବାସଭବନରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ମାନିତ କରାଯାଇଛି। ଜଗତସିଂହପୁର ଜିଲ୍ଲା ବାଲିକୁଦା...

ctc
ଚିନ୍ତା ବଢାଉଛି କଟକର ୩ ଅଞ୍ଚଳ, ଖୋଲିବ ଆଉ ଏକ କୋଭିଡ୍ ହସ୍ପିଟାଲ

କଟକ: କଟକ ସହରରେ କରୋନା ସଂକ୍ରମିତ ଅଧିକ, ଗ୍ରାମାଞ୍ଚଳରେ କମ୍। ବଡ଼ମ୍ବା ନରସିଂହପୁର ଓ ଆଠଗଡ଼, ମାଲଗୋଦାମ ଅଞ୍ଚଳରେ ସଂକ୍ରମଣ ଅଧିକ ରହିଛି। ଜିଲ୍ଲାରେ ଆଉ ଏକ କୋଭିଡ ହସ୍ପିଟାଲ ହେବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲ୍ଲାରେ କରୋନା...

city
ରାଜଧାନୀରୁ ୧୬୬ କରୋନା ପଜିଟିଭ ଚିହ୍ନଟ, ୬୮ ଲୋକାଲ କେସ୍

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୧୬୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୬ ମଧ୍ୟରୁ କ୍ୱାରେଣ୍ଟିନରୁ ୯୮, ଲୋକାଲ କଣ୍ଟାକ୍ଟ କେସ୍ ୬୮ ରହିଛି। ଏନେଇ ଟ୍ୱିଟ୍ ୟୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। କେଉଁ ଅଞ୍ଚଳରୁ କେତେ:- ସାଲିଆସାହିରୁ ଆଉ ୧୭ କରୋନା ଆକ୍ରାନ୍ତ...

heavy-rain-fall
୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଓଡ଼ିଶାରେ ଆଉ ଏକ ଲଘୁଚାପ। ୫ ଦିନ ପ୍ରବଳ ବର୍ଷିବ। ୧୧ ଜିଲ୍ଲାକୁ ଆଲର୍ଟ କଲା ପାଣିପାଗ ବିଭାଗ। ଉତ୍ତର-ପଶ୍ଚିମ-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୧୧ଟି...

art
ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୫୪୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୫୪୩ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ଜଣାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ୪୦୨ ଓ ଖୋର୍ଦ୍ଧାରୁ ୨୧୦ ଆକ୍ରାନ୍ତ...

cuttack
କଟକ ସହରରୁ ୧୨୨ ପଜିଟିଭ ଚିହ୍ନଟ

କଟକ: ଆଜି କଟକ ମହାନଗର ନିଗମ ଅଞ୍ଚଳରୁ ୧୨୨ ପଜିଟିଭ ଚିହ୍ନଟ। କଣ୍ଟେନମେଣ୍ଟ ଜୋନରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ।ଇନଷ୍ଟିଚ୍ୟୁସନାଲ କ୍ୱାରେଣ୍ଟିନରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ କ୍ୱାରେଣ୍ଟିନରୁ ୪୮, ଲୋକାଲ କଣ୍ଟାକ୍ଟ କେସ୍ ୩୧ ରହିଛି। କେଉଁ ଅଞ୍ଚଳରୁ କେତେ:- ମାଲଗୋଦାମ ଜଳୁଆ ସାହିରୁ ୨୪,...

record
କରୋନା ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା

ଭୁବନେଶ୍ୱର: କରୋନା ମୃତ୍ୟୁହାର କ୍ଷେତ୍ରରେ ଆଗରେ ରହିଛି ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମ। ବିଭିନ୍ନ ରାଜ୍ୟଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ କରିଥିବା ଆଲୋଚନା ବେଳେ ଏହି ଉଦବେଗଜନକ ତଥ୍ୟ ସାମନାକୁ ଆସିଛି। ଦେଶର ୮ଟି ରାଜ୍ୟର ୧୩ଟି ଜିଲ୍ଲାରେ ମୃତ୍ୟୁହାର ଜାତୀୟ ହାରଠାରୁ ଅଧିକ ରହିଛି। ଏହିସବୁ ଜିଲ୍ଲା...

odisha
'ଭାଇରାଲ ଅଡିଓ ବ୍ୟକ୍ତିଙ୍କୁ ଉଠାଇ ନେଲା ପୋଲିସ୍'

ଭୁବନେଶ୍ୱର: କରୋନା ଚିକିତ୍ସାରେ ଅବ୍ୟବସ୍ଥା ନେଇ ଭାଇରାଲ ଅଡିଓ ଘଟଣାରେ ପଦାକୁ ଆସିଲା ସତ। ଅଡିଓରେ ବାର୍ତ୍ତାଳାପ କରିଥିବା ବ୍ୟକ୍ତିଙ୍କୁ ପୋଲିସ ଉଠାଇନେବା ଅଭିଯୋଗ ହୋଇଛି। ଏସଟିଏଫ୍ କହି ଉଠାଇ ନେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ OTV ପାଖରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଓ ସାଙ୍ଗ...

farmer
'କାଳିଆ ଟଙ୍କା ଆଦାୟ ନିଷ୍ପତ୍ତିକୁ ସ୍ଥଗିତ ନୁହେଁ, ଛାଡ଼ କର'

ଭୁବନେଶ୍ୱର: କାଳିଆ ଟଙ୍କାକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବଦଳିବା ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। କାଳିଆ ଟଙ୍କା ଆଦାୟ ନିଷ୍ପତ୍ତିକୁ ରାଜ୍ୟ ସରକାର ସ୍ଥଗିତ ରଖିଛନ୍ତି। ଏହାକୁ ସ୍ଥଗିତ ନୁହେଁ ଛାଡ଼ କରାଯାଉ। ଲୋକେ ଟଙ୍କା ମାଗିନଥିଲେ, ନିର୍ବାଚନ ପାଇଁ...

exam
୧୨ରେ ବାହାରିବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୧୨ରେ ପ୍ରକାଶ ପାଇବ +2 ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨.୩୦ରେ CHSE ଅଫିସରେ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେହିପରି ତୃତୀୟ ସପ୍ତାହରେ +୨ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ। ଅଗଷ୍ଟ ଶେଷ ସପ୍ତାହରେ ...

odisha
ଭାଇରାଲ ଅଡିଓ ଘଟଣା: ୨ ଅଭିଯୁକ୍ତଙ୍କୁ ୩ଦିନ ରିମାଣ୍ଡ

ଭୁବନେଶ୍ୱର: ଭାଇରାଲ ଅଡିଓ ଘଟଣାରେ ଗିରଫ ୨ ଜଣ ରିମାଣ୍ଡରେ ଯିବେ। ଉଭୟଙ୍କୁ ୩ ଦିନ ରିମାଣ୍ଡରେ ନେବାକୁ SDJM କୋର୍ଟଙ୍କ ଅନୁମତି। କୋଭିଡ୍ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଦୁଇ ଜଣ ଫୋନ୍‌ରେ କଥା ହେଉଥିବା ବାର୍ତ୍ତାଳପର ଅଡିଓ ଭାଇରାଲ ହୋଇଥିଲା। ଏହି ଅଡିଓରେ କଥା ହେଉଥିବା ସମ୍ପୃକ୍ତ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।