• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

surat
ସହି ହେଉନି ପେଟର ଦୁଃଖ: ପୁଣି ସୁରତ ମୁହାଁ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ସୁରଟ୍, ଚେନ୍ନାଇ, ଆନ୍ଧ୍ରପ୍ରଦେଶର ନେଲୋର ଏସବୁ ସହରରୁ ଆସିଥିବା ସ୍ୱତନ୍ତ୍ର ବସ୍‌ରେ ଫେରି ଯାଉଛନ୍ତି ଓଡ଼ିଆ ଶ୍ରମିକ। କରୋନା ଡରରେ ସିନା ପଳାଇ ଆସିଥିଲେ ହେଲେ ତାକୁ ବଳିଗଲା ପେଟର ଭୋକ। ସରକାର କାମ ଦେବେ ବୋଲି ପ୍ରତିଶ୍ରୁତି ତ ଦେଇଥିଲେ। ତେବେ ମାସ ମାସ ଅପେକ୍ଷା...

cmc
କଟକ ସହରରୁ ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ଆଜି ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୨, ଲୋକାଲ୍ କଣ୍ଟାକ୍ଟ ୩୭ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ। କଟକ ଜିଲ୍ଲାରୁ ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ...

Egv9pkfVoAE-mpZ
Pranab Mukharjee Death: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ: ଭାରତର ପୂର୍ବତନ ରାଷ୍ଟ୍ରପତି ଏବଂ ‘ଭାରତ ରତ୍ନ‘ ପ୍ରଣବ ମୁଖାର୍ଜୀଙ୍କ ପରଲୋକ ହୋଇଛି। ଦିଲ୍ଲୀ ଆର୍ମି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ  ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ଏ ନେଇ ତାଙ୍କ ପୁଅ ଅଭିଜିତ୍ ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ପରଲୋକରେ...

corona-test
ଦୁଇ ଦିନରେ ହେଲାଣି ଲକ୍ଷେରୁ ଅଧିକ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦୁଇ ଦିନରେ ଲକ୍ଷେରୁ ଅଧିକ କରୋନା ଟେଷ୍ଟ ହୋଇଛି। ଖୁବଶୀଘ୍ର ରାଜ୍ୟରେ ୧୦ ଲକ୍ଷ ଅତିକ୍ରମ କରିବ କରୋନା ଟେଷ୍ଟ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର। କରୋନା ସ୍ଥିତିକୁ ନେଇ ସରକାର ସୂଚନା ଦେଇଛନ୍ତି ଯେ ରାଜ୍ୟରେ ଦୁଇ ଦିନରେ ଲକ୍ଷେରୁ ଅଧିକ କରୋନା...

ils
କରୋନା ସଂକ୍ରମଣ କମିବାର ରାଜ୍ '୩-ଟି'

ଭୁବନେଶ୍ୱର: ରାଜ୍ୟରେ ଟେଷ୍ଟ ସଂଖ୍ୟା ବଢ଼ିଛି ହେଲେ ଆକ୍ରାଙ୍କ ସଂଖ୍ୟା କମ୍ ରହିଛି, ଯାହା ଏକ ଆଶ୍ୱସ୍ତିକର ଖବର। ଆଜି ଏପରି କିଛି ପ୍ରତିକ୍ରିୟା ରଖିଛନ୍ତି  ILS ନିର୍ଦ୍ଦେଶକ ଅଜୟ ପରିଡ଼ା। ଏବେ ରାଜ୍ୟ ସରକାର ତିନିଟି T ଦ୍ୱାରା କରୋନା ମୁକାବିଲା କରୁଛନ୍ତି। Testing, Tracing ଏବଂ...

asit-tripathy
ବଢୁଛି ନଦୀର ଜଳସ୍ତର: ଆଲର୍ଟ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ହେତୁ ବନ୍ୟା ପ୍ରସଙ୍ଗରେ ଜିଲ୍ଲାପାଳମାନଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ୧୦ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସମୀକ୍ଷା ପରେ ମୁଖ୍ୟ ସଚିବଙ୍କ ସୂଚନା ଦେଇଛନ୍ତି ଯେ, ଗତ ୩ ଦିନରେ ମାଲକାନଗିରିରେ ସର୍ବାଧିକ ୪୬୩.୨...

bhubaneswar
ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ, ୯୪ ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଜି ଆଉ ୧୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୦୪ ଏବଂ ୯୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେସ୍ୱର ମହାନଗର ନିଗମ(BMC)। କେଉଁ ଅଞ୍ଚଳରୁ କେତେ:- ଏକ ସିକ୍ୟୁରିଟି ଏଜେନ୍ସିର ୭ କର୍ମଚାରୀ...

exam
୧୯ରେ ବାହାରିବ ଯୁକ୍ତ ଦୁଇ ବାଣିଜ୍ୟ ଫଳ

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରେ ପ୍ରକାଶ ପାଇବ +୨ ବାଣିଜ୍ୟ ରେଜଲ୍ଟ। ୧୯ ତାରିଖ ଦିନ ୧୧ଟା ୩୦ରେ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ପ୍ରେସମିଟରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।  ସେହିପରି ଅଗଷ୍ଟ ଶେଷ ସପ୍ତାହରେ  +୨ କଳା ରେଜଲ୍ଟ ପ୍ରକାଶ ପାଇବ। ୧୨ରେ...

troch-light
ମୋବାଇଲ ଟର୍ଚ୍ଚ ଲାଇଟରେ ଚିକିତ୍ସା

ପାଟଣାଗଡ଼: ପୁଣି ସାମ୍ନାକୁ ଆସିଲା ମୋବାଇଟ ଟର୍ଚ୍ଚ ଲାଇଟରେ ଚିକିତ୍ସା ବେଳର ଦୃଶ୍ୟ। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରୁ ଆସିଛି ଏ ଚିତ୍ର। ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଥିବା କିଛି ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ମେଡିକାଲକୁ ଅଣାଯାଇଥିଲା, ପ୍ରାଥମିକ ଚିକିତ୍ସା ଆରମ୍ଭରୁ ହିଁ...

LEGAL-NOTICE
OTVକୁ ଲିଗାଲ ନୋଟିସ୍ ପଠାଇଲେ ଅନୁଭବ ମହାନ୍ତି

ଭୁବନେଶ୍ୱର: ଓଟିଭିକୁ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଲିଗାଲ ନୋଟିସ୍। କୋଭିଡ୍ ଅଡିଓ ସିଡି ମାମଲାରେ ହାଇଟେକ୍, ସମ୍ ଓ କିମ୍ସ ମେଡିକାଲ କର୍ତ୍ତୃପକ୍ଷ କିଛି ଦିନ ତଳେ ଓଟିଭି ନାଁରେ ମାନହାନୀ ମକଦ୍ଦମା ରୁଜୁ କରିଥିଲେ। ଏହାପରେ ସାଂସଦ ଅନୁଭବ ମହାନ୍ତି ଓଟିଭିକୁ ଲିଗାଲ ନୋଟିସ୍ ପଠାଇଛନ୍ତି।...

crime
ବନ୍ଧୁ ସାଜି ଆସିଲେ, ମହିଳାଙ୍କୁ ହତ୍ୟା କରି ଲୁଟିଲେ

ପଟ୍ଟାମୁଣ୍ଡାଇ: ଫିଲ୍ମ ଷ୍ଟାଇଲ୍‌ରେ ଚୋରି ଆଉ ତା ପରେ ବୀଭତ୍ସ ହତ୍ୟାକାଣ୍ଡ। ବନ୍ଧୁର ପରିଚୟ ଦେଇ ମିଠା ଦେଲେ। ଆଉ ଘରେ କେହି ନଥିବାର ସୁଯୋଗ ନେଇ ଜଣେ ମହିଳାଙ୍କୁ ହତ୍ୟା କରି ଲୁଟିନେଲେ। ଏଭଳି ବିଭତ୍ସ ହତ୍ୟାକାଣ୍ଡ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଘଟିଛି। ଏମିତି...

cure
ଦିନକରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ। ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୪୩ ,୭୭୯କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଅଞ୍ଚଳରୁ କେତେ:- ଗଞ୍ଜାମରୁ ସର୍ବାଧିକ ୨୩୨ ଆକ୍ରାନ୍ତ ସୁସ୍ଥ...

final-temple
ବର୍ଷକରେ ଝଲସିବ ଏକାମ୍ର କ୍ଷେତ୍ର !

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିର ଓ ଏହାର ଚତୁଃପାର୍ଶ୍ୱର ଉନ୍ନୟନ ପାଇଁ ଏକ ବିରାଟ ଯୋଜନା ପ୍ରସ୍ତୁତ କରାଯାଇଛି।  ୬୬ ଏକର ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏହି ବିସ୍ତୃତ ଯୋଜନା ଉପସ୍ଥାପନା...

commissioner-police
କମିଶନରେଟ ପୋଲିସ ଆଇଆଇସି ସ୍ତରରେ ଅଦଳବଦଳ

ଭୁବନେଶ୍ୱର: କମିଶନରେଟ ପୋଲିସ ଆଇଆଇସି ସ୍ତରରେ ଅଦଳବଦଳ। ଭରତ ସାହୁ ହେଲେ କ୍ୟାପିଟାଲ ଥାନା ଆଇଆଇସି। ଶରତ ସାହୁ ହେଲେ ନୟାପଲ୍ଲୀ, ଯୁବରାଜ ସ୍ୱାଇଁ ହେଲେ  ଚନ୍ଦ୍ରଶେଖରପୁର, ଅରୁଣ ସ୍ୱାଇଁ ହେଲେ ଖାରବେଳ ନଗର, ଗିରିଜା ଚକ୍ରବର୍ତ୍ତୀ ହେଲେ ଲକ୍ଷ୍ମୀସାଗର, ବିଶ୍ୱରଂଜନ ସେନାପତି ହେଲେ ନନ୍ଦନକାନନ, ବିଶ୍ୱରଂଜନ ନାୟକ...

prasant-jagdeb
ଅଡୁଆରେ ବିଜେଡିର ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ

ଭୁବନେଶ୍ୱର: ପୁଣି ଅଡୁଆରେ ଚିଲିକା ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ। କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବବ୍ୟହାର କରି ଏଥର ଫସିଛନ୍ତି ବିଧାୟକ। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର କନିଷ୍ଠ ଯନ୍ତ୍ରୀ ଜଗବନ୍ଧୁ ସାହୁ ଓ ଅନ୍ୟ ଷ୍ଟାଫଙ୍କୁ ବିଧାୟକ ଖରାପ ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏନେଇ କନିଷ୍ଠ ଯନ୍ତ୍ରୀ ଜଗବନ୍ଧୁ...

ganesh-puja
ଟୁଇନ ସିଟିରେ ଗଣେଶ ପୂଜା ପାଇଁ ମାମଲା

ଭୁବନେଶ୍ୱର: ଟୁଇନ ସିଟିରେ ଗଣେଶ ପୂଜା ପାଇଁ ମାମଲା। ଟୁଇନ୍ ସିଟିରେ ଗଣେଶ ପୂଜା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ହୋଇଛି।  ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି ବୁଢ଼ା ଗଣେଶ ପୂଜା କମିଟି ସଭାପତି ଶିବେନ୍ଦ୍ର ହାତ। ମୁଖ୍ୟ ସଚିବ, SRC, ପୋଲିସ କମିଶନରଙ୍କୁ ପକ୍ଷଭୁକ୍ତ କରି...

cuttack
କଟକ ସହରରୁ ୭୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନ୍‌ରୁ ୩୧, କ୍ୱାରେଣ୍ଟିନ୍ କେନ୍ଦ୍ରରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍ କ୍ୱାରେଣ୍ଟିନରୁ ୧୩ ଓ ଲୋକାଲ୍ କେସ୍ ୨୩ ଚିହ୍ନଟ ହୋଇଛନ୍ତି। କେଉଁ ଅଞ୍ଚଳରୁ କେତେ:- ଚାଉଳିଆଗଞ୍ଜ ନୂଆ ନିମ୍ବସାହିରୁ ୩୧ ଆକ୍ରାନ୍ତ...

highcourt
'OTV' କର୍ମଚାରୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ହାଇକୋର୍ଟ

ଭୁବନେଶ୍ୱର: କରୋନା ସଂପର୍କିତ କଥାବାର୍ତ୍ତାକୁ ନେଇ ଅଡିଓ ଭାଇରାଲ ମାମଲାରେ OTV କର୍ମଚାରୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ହାଇକୋର୍ଟ। ଏହାସହ ପୋଲିସକୁ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ଟେଲିଭିଜନ ଆବେଦନ ଆଧାରରେ ତଦନ୍ତରେ ପୋଲିସକୁ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ OTV...

ଭୁବନେଶ୍ୱରରୁ ୨୨୦ ପଜିଟିଭ ଚିହ୍ନଟ, ୮୪ ଲୋକାଲ କେସ୍

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୨୨୦ ପଜିଟିଭ ଚିହ୍ନଟ। ୨୨୦ରୁ ୧୩୬ କ୍ୱାରେଣ୍ଟିନ, ୮୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେସ୍ୱର ମହାନଗର ନିଗମ(ବିଏମ୍‌ସି)। କେଉଁ ଅଞ୍ଚଳରୁ କେତେ:- ନୟାପଲ୍ଲୀ ଗୋବିନ୍ଦନଗର ବସ୍ତିରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

khurudha
'ଦରକାର ପଡ଼ିଲେ ଖୋର୍ଦ୍ଧା ହେବ ସଟ୍‌ଡାଉନ୍'

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ସର୍ବସାଧାରଣ ସ୍ଥାନରେ ଗଣେଶ ପୂଜା ମନା। ଦରକାର ପଡ଼ିଲେ ସଟ୍‌ଡାଉନ୍ ପରି କଠୋର ନିଷ୍ପତ୍ତି ନିଆଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଜିଲ୍ଲାପାଳଙ୍କ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।