• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

alert
ଆସୁଛି ଲଘୁଚାପ ! ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ଲାଗି ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ SRC। ଏନେଇ SRCଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବିଡିଓ ଓ ତହସିଲଦାର, ଜଳସେଚନ ଓ ଡ୍ରେନେଜ୍ ବିଭାଗର ଯନ୍ତ୍ରୀଙ୍କୁ ସଜାଗ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ...

SNAKE
ସାପ ସହ ଖେଳ ହେଲା କାଳ

ଜଳେଶ୍ୱର: ସାପ ସହ ଖେଳ ହେଲା କାଳ। ଜଣେ ସାପୁଆ କେଳା ନାଗ ସାପକୁ ଖେଳାଉଥିବା ବେଳେ କାମୁଡି ଦେଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି। ଜଳେଶ୍ୱର ଥାନା ଅନ୍ତର୍ଗତ କୃଷ୍ଣନଗର ଗାଁରେ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଗତ ମାସ ୨୮ ତାରିଖ ଦିନ ସାପୁଆ କେଳା...

congress
ବଦଳିବେ କି ରାଜ୍ୟ କଂଗ୍ରେସ ମୁଖିଆ ?

ଭୁବନେଶ୍ୱର: ଆସନ୍ତାକାଲି ଅଲ ଇଣ୍ଡିଆ କଂଗ୍ରେସ କମିଟିର ସିଡବ୍ଲୁସି ବୈଠକ। ବୈଠକ ପୂର୍ବରୁ ରାଜ୍ୟ କଂଗ୍ରେସରେ ମେଳି। ରାଜ୍ୟ ପିସିସି ସଭାପତି ପରିବର୍ତ୍ତନକୁ ନେଇ ଲାଗି ରହିଛି ଚର୍ଚ୍ଚା। ହେଲେ ଏଭଳି ସ୍ଥଳେ ଏପରି ଚର୍ଚ୍ଚା ନାହିଁ ବୋଲି କହିଛନ୍ତି CWC ସଦସ୍ୟ ରାମଚନ୍ଦ୍ର ଖୁଣ୍ଟିଆ। କୌଣସି ରାଜ୍ୟର...

bhubaneswar
ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୧ ଲୋକାଲ କେସ୍

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୨୦୬ ଓ ଲୋକାଲ୍ କଣ୍ଟାକ୍ଟରୁ ୧୧୧ ଚିହ୍ନଟ ହୋଇଛନ୍ତି। କେଉଁ ଅଞ୍ଚଳରୁ କେତେ:- ଆଚାର୍ଯ୍ୟ ବିହାର ଅଞ୍ଚଳରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସାଲିଆସାହି-୯, ବ୍ରହ୍ମେଶ୍ୱରପାଟଣା...

cuttack
କଟକରେ ଅଧିକ କରୋନା ଆକ୍ରାନ୍ତ କେଉଁଠି?

କଟକ: କଟକ ଜିଲ୍ଲାର ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି। ଜିଲ୍ଲାରେ ସଦଗୁରୁ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ କଟକ ଜିଲ୍ଲାରେ କରୋନା ସ୍ଥିତି ନେଇ ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି ଯେ ଜିଲ୍ଲାରେ ପୂର୍ବରୁ ୧୫୦ ବେଡ୍‌ର...

youth
'କରୋନାରେ କର୍ମଜୀବୀ ଗୋଷ୍ଠୀ ଅଧିକ ସଂକ୍ରମିତ'

କଟକ: ସପ୍ତାହକରେ ୨୧ରୁ ୪୧ ବର୍ଷ ମଧ୍ୟରେ ୪୪୨ ପଜିଟିଭ ହେଲେଣି ଚିହ୍ନଟ। ବିଶେଷ କରି କର୍ମଜୀବୀ ଗୋଷ୍ଠୀର ବେଶି ସଂକ୍ରମିତ। କଟକ ପୌରାଞ୍ଚଳରେ କରୋନା ସ୍ଥିତି ନେଇ CMC କମିଶନର ଅନନ୍ୟା ଦାସ ଏହି ସୂଚନା ଦେଇଛନ୍ତି। କମିଶନର କହିଛନ୍ତି ଯେ, CMCରେ ବର୍ତ୍ତମାନ ସୁଦ୍ଧା ୩୧୦୪...

cuttack-city
କଟକ ସହରରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ:  କଟକ ମହାନଗର ଅଞ୍ଚଳରେ ପୁଣି ୧୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନରୁ ୩୪; ହୋମ କ୍ୱାରେଣ୍ଟିନରୁ ୪୭ ଚିହ୍ନଟ ହୋଇଛନ୍ତି। ଲୋକାଲ କଣ୍ଟାକ୍ଟ କେସ୍‌ର ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ- SCB ଆଇସୋଲେସନ ୱାର୍ଡରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

covid-cure
ରାଜ୍ୟରେ ଦିନକରେ ରେକର୍ଡ ସଂଖ୍ୟକ ହେଲେ ସୁସ୍ଥ

ଭୁବନେଶ୍ୱର: ଦିନକରେ ରେକର୍ଡ ସଂଖ୍ୟକ ହେଲେ ସୁସ୍ଥ। ଆଜି ରାଜ୍ୟରେ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୪,୪୦୫କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...

ganjam
ବ୍ରହ୍ମପୁର ସମେତ ଗଂଜାମ ଜିଲ୍ଲାରେ କୋହଳ ହେଲା କଟକଣା

ବ୍ରହ୍ମପୁର: ବ୍ରହ୍ମପୁର ସମେତ ଗଂଜାମ (Ganjam)  ଜିଲ୍ଲାରେ କୋହଳ ହେଲା କଟକଣା। କାଲିଠୁ ଗଞ୍ଜାମ ଜିଲ୍ଲାରେ ସକାଳ ୫ରୁ ରାତି ୮ ପର୍ଯ୍ୟନ୍ତ ବଜାର ଖୋଲା ରହିବ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସପ୍ତାହାନ୍ତ ସଟଡାଉନ ରହିବ। ସବୁ ଦୋକାନୀ ସାମାଜିକ ଦୂରତ୍ୱ ଓ ପଞ୍ଚସୂତ୍ରୀ କଟକଣା ମାନିବେ ବୋଲି...

aditya das death
ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ୪ ଜଣଙ୍କ ହୋଇପାରେ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଲାଏ ଡିଟେକ୍ସନ ପାଇଁ ଆବେଦନ। ଲାଏ ଡିଟେକସନ୍ ଲାଗି ଫରେନସିକ୍ ବିଭାଗକୁ ଚିଠି ଲେଖିଛି କ୍ରାଇମବ୍ରାଞ୍ଚ। ଯଦି ଲାଏ ଡିଟେକ୍ସନ ଚେଷ୍ଟ ହୁଏ, ତେବେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କର ହୋଇପାରେ ଲାଏ ଡିଟେକ୍ସନ ଟେଷ୍ଟ।  ସେହିପରି ଆଦିତ୍ୟଙ୍କ...

police
ଦୁର୍ଦ୍ଦାନ୍ତ ଅପରାଧୀ ସକିଲର ୩ ସହଯୋଗୀ ଗିରଫ

କଟକ: ଦୁର୍ଦ୍ଦାନ୍ତ ଅପରାଧୀ ସକିଲର ୩ ସହଯୋଗୀ ଗିରଫ। କଟକ ବାଦାମବାଡି ଅଂଚଳରେ ଜମି କିଣିଥିବା ଜଣେ ବ୍ୟକ୍ତିଙ୍କୁ ଧମକ ଦେଇ ୨ ଲକ୍ଷ ଟଙ୍କା ଦାଦାବଟି ମାଗିବା ଅଭିଯୋଗରେ ଗିରଫ କରିଛି ବାଦାମବାଡି ଥାନା ପୋଲିସ। ଗିରଫ ୩ ଅଭିଯୁକ୍ତ ସକିଲର ସହଯୋଗୀ ଏବଂ ଏମାନଙ୍କ ନାଁରେ...

main
କେନ୍ଦ୍ରାପଡାରୁ ଧଳା ରଙ୍ଗର ସାପ ଉଦ୍ଧାର

ରାଜକନିକା: କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକ ଗାଙ୍ଗପୁର ଗାଁରୁ ଧଳା ରଙ୍ଗର ସାପ ଉଦ୍ଧାର। ସମ୍ପୂର୍ଣ୍ଣ ଧଳା ରଙ୍ଗର ଥିବା ୧ ଫୁଟ୍‌ର। ଏହି ସାପକୁ ବାଲିସୁଆଁ ଗାଁର ତପନ ଜେନା ଦେଖି ଉଦ୍ଧାର କରିଥିଲେ। ପରେ ସାପଟିର କିଛି ଫଟୋ ସ୍ନେକ୍ ହେଲ୍ପ ଲାଇନ୍‌କୁ ପଠାଇଥିଲେ। ଧଳା...

sexual-assult
ବିବାହର ପ୍ରତିଶ୍ରୁତି ଦେଇ ମହିଳା ଏସ୍‌ଆଇଙ୍କୁ ଠକିଦେଲେ ଏସ୍‌ଆଇ

ଦାରିଙ୍ଗବାଡ଼ି: ପୋଲିସ SIଙ୍କ ନାଁରେ ଅନ୍ୟ ଜଣେ ମହିଳା ପୋଲିସ SIଙ୍କ ଦୁଷ୍କର୍ମ ଅଭିଯୋଗ। ଗଂଜାମ ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ପୋଲିସ ଏସ୍ଆଇ ସିଲୁ ଧଳଙ୍କ ନାଁରେ ଅଭିଯୋଗ କରିଛନ୍ତି ଜଣେ ମହିଳା। ଏସ୍ଆଇ କନ୍ଧମାଳ ଦାରିଙ୍ଗବାଡ଼ି ଥାନାରେ ସମ୍ପୃକ୍ତ ମହିଳା ଏସ୍ଆଇ ଅଭିଯୋଗ କରିଛନ୍ତି। ବିବାହର ପ୍ରତିଶ୍ରୁତି...

pregnant-lady
ଗର୍ଭବତୀଙ୍କୁ ନଦୀ ପାର୍ କରାଇଲେ ଗାଁ ଲୋକେ

ବିଜାପୁର: ନିଜ ଜୀବନକୁ ପାଣି ଛଡ଼ାଇ ଗର୍ଭବତୀଙ୍କୁ ଭରା ନଈ ପାର୍ କରାଇଲେ ଗାଁ ଲୋକେ। ନଦୀ ଭିତରେ ମାନବ ଶୃଙ୍ଖଳ କରିବା ସହିତ ଉଭୟ ପାର୍ଶ୍ୱରେ ରଶି ବାନ୍ଧି ମହିଳାଙ୍କୁ ନଦୀ ପାର କରାଇଥିଲେ। ଏହି ଘଟଣା ହେଉଛି ଛତିଶଗଡ଼ ବିଜାପୁର ଜିଲ୍ଲାରୁ। ଲଙ୍କାପଲ୍ଲୀ ଗାଁର ଜଣେ...

vechile
ଡିସେମ୍ବର ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ଅବଧି

ଭୁବନେଶ୍ୱର: ଗାଡ଼ି କାଗଜପତ୍ର ଅବଧିକୁ ପୁଣି ବଢ଼ାଇଲେ ରାଜ୍ୟ ସରକାର। RC, DL, LL, ପରମିଟ୍ ଓ ଫିଟନେସ୍ ଅବଧି ବଢ଼ିଲା। ଡିସେମ୍ବର ୩୧ ଯାଏଁ ଅବଧି ବଢ଼ାଯାଇଥିବା ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କିନ୍ତୁ ପଲ୍ୟୁସନ୍ ସାର୍ଟିଫିକେଟ୍ ବାଧ୍ୟତାମୂଳକ ବୋଲି STA ସ୍ପଷ୍ଟ କରାଯାଇଛି।...

bbsr
ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୯୯ରେ ପହଞ୍ଚିଲା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗରରୁ ୨୬୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୧୫୩ ଓ ଲୋକାଲ୍ କେସ୍ ୧୧୪ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। Update on newly detected & cured #COVID19 cases in the...

cure
ରେକର୍ଡ ଭାଙ୍ଗିଲା: ରାଜ୍ୟରେ ସୁସ୍ଥ ହେଲେ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଉ ୨୫୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୬ ହଜାର ୯୨୪କୁ ବୃଦ୍ଧି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଅଞ୍ଚଳରୁ କେତେ:- ଆଜି ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୨୮, ବାଲେଶ୍ୱରରୁ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।