• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

jsw
ଓଡ଼ିଶାରେ ୧ ଲକ୍ଷ କୋଟି ପୁଞ୍ଜି ନିବେଶ କରିବ ଜେଏସଡବ୍ଲ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ୧ ଲକ୍ଷ କୋଟି ପୁଞ୍ଜି ନିବେଶ କରିବ JSW। ଆସନ୍ତା ୧୦ ବର୍ଷ ମଧ୍ୟରେ କମ୍ପାନୀ ଏହି ନିବେଶ କରିବାକୁ ଯୋଜନା କରିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ JSW ମୁଖ୍ୟ ସଜ୍ଜନ ଜିନ୍ଦଲଙ୍କ ମଧ୍ୟରେ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା...

gift
ସର୍ବଭାରତୀୟ ରାଙ୍କିଙ୍ଗ୍‌ରେ ସ୍ଥାନ ପାଇଲା ଗିଫ୍ଟ ଇଂଜିନିୟରିଂ କଲେଜ

ଭୁବନେଶ୍ୱର: ଅଟଳ ରାଙ୍କିଙ୍ଗ୍ ଅଫ୍ ଇନଷ୍ଟିଚ୍ୟୁସନ୍ ଅନ୍ ଇନୋଭେସନ୍‌ ଆଚିଭମେଣ୍ଟ-୨୦୨୦ (ARIIA) ତାଲିକାରେ ସ୍ଥାନ ପାଇଛି ଓଡ଼ିଶାର ଗିଫ୍ଟ ଇଂଜିନିୟରିଂ କଲେଜ। ରାଙ୍କ୍ ୨୬ରୁ ୫୦ ଭିତରେ ଏହି କଲେଜକୁ ସ୍ଥାନ ଦିଆଯାଇଛି। ଏହାକୁ ସର୍ବଭାରତୀୟ ସ୍ତରରେ ବ୍ୟାଣ୍ଡ ‘ବି’ ଇନଷ୍ଟିଚ୍ୟୁସନ୍ ହିସାବରେ ସ୍ୱୀକୃତି ଦିଆଯାଇଥିବା କଲେଜ ପକ୍ଷରୁ...

gun
କାଲିମେଳାରେ ବନ୍ଧୁକ ତିଆରି କାରଖାନା ଠାବ

ମାଲକାନଗିରି: ମାଲକାନଗିରି କାଲିମେଳାରେ ବନ୍ଧୁକ ତିଆରି କାରଖାନା ଠାବ। ମିଳିତ ଅପରେସନ୍ ବେଳେ ଏହି ଅସ୍ତ୍ରଶସ୍ତ୍ର କାରଖାନାକୁ ଠାବ କରିଛି ପୋଲିସ। ମାଲକାନଗିରି  BSF ଓ DVF ଯବାନଙ୍କ ମିଳିତ ଅପରେସନ ବେଳେ ଏହାକୁ ଠାବ କରିଥିଲେ। ଯବାନ ଘଟଣାସ୍ଥଳରୁ ଜୀବନ୍ତ ଗୁଳି, କିଛି ଧାତବ ସାମଗ୍ରୀ, ଲେଦ୍...

devoteee
'କେବେ ଖୋଲିବ ମନ୍ଦିର, ସ୍ପଷ୍ଟ କର'

ଭୁବନେଶ୍ୱର: ଦୀର୍ଘ ୫ ମାସରୁ ଅଧିକ ସମୟ ହେଲାଣି ଭଗବାନଙ୍କ ସାନିଧ୍ୟରୁ ବଞ୍ଚିତ ଭକ୍ତ। କରୋନା ସଂକ୍ରମଣ ପାଇଁ ମାର୍ଚ୍ଚ ୨୦ ପରଠୁ ରାଜ୍ୟରେ ଭକ୍ତଙ୍କ ଲାଗି ସମ୍ପୂର୍ଣ୍ଣ ବାରଣ ଦେବାନୁଷ୍ଠାନ। ୟା ଭିତରେ ଗଲାଣି କେତେ ପର୍ବପର୍ବାଣୀ। ହେଲେ ସବୁଠି କେବଳ ପରମ୍ପରା ରକ୍ଷା ଲାଗି ଠାକୁରଙ୍କ...

cometative
ପରୀକ୍ଷା ଘୁଞ୍ଚାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

ଭୁବନେଶ୍ୱର: ପରୀକ୍ଷା ଘୁ଼ଞ୍ଚାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। JEE, NEET ସହ ଅନ୍ୟ ସମସ୍ତ କମ୍ପିଟିଟିଭ୍ ପରୀକ୍ଷା ଘୁଞ୍ଚାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସାଂସଦ ଅମର ପଟ୍ଟନାୟକ। ବର୍ତ୍ତମାନ ସାରା ଦେଶରେ କୋଭିଡ୍ ମହାମାରୀ ଲାଗି ରହିଥିବା ବେଳେ ପରୀକ୍ଷା କରିବା ଲାଗି...

Moonson Odisha
କାଲି ବି ବର୍ଷିବ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆଜି ୯ ଜିଲ୍ଲାକୁ ରେଡ୍, ୧୧ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କାଲି ମଧ୍ୟ ୯ ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି।...

covid
ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ

ଭୁବନେଶ୍ୱର: ଏଣିକି ଘରୋଇ ସଂସ୍ଥାରେ କୋଭିଡ୍ ଟେଷ୍ଟ ଶସ୍ତା ହେବ। ୧୨ ଶହ ଟଙ୍କାରେ ହେବ RT PCR ଟେଷ୍ଟ। ୨୨ ଶହ ଟଙ୍କାରୁ କମି ଏଣିକି ୧୨ ଶହ ଟଙ୍କାରେ କୋଭିଡ୍ ଟେଷ୍ଟ ହେବ। ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର।...

durga-maa
ଏବର୍ଷ କଟକର ମଣ୍ଡପରେ ହେବନି ଦୁର୍ଗାପୂଜା

କଟକ: କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି କଟକରେ ଦୁର୍ଗାପୂଜା କଟକଣା। ଚଳିତ ବର୍ଷ କୌଣସି ମଣ୍ଡପରେ ହେବନି ଦୁର୍ଗା ପୂଜା। ଲୋକେ ନିଜ ଘର ଭିତରେ ଦୁର୍ଗା ପୂଜା କରିପାରିବେ।କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ OTVକୁ ଏହି ସୂଚନା ଦେଇଛନ୍ତି। ଦୁର୍ଗାପୂଜାକୁ ଅନୁମତି ଦେବା ପାଇଁ କଟକ...

tortured
ଶାଶୁ-ଶ୍ୱଶୁରଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଲେ ବୋହୂ

ଭୁବନେଶ୍ୱର: ଶାଶୁ-ଶ୍ୱଶୁରଙ୍କୁ ଘରୁ ତଡ଼ି ଦେଲେ ବୋହୂ। ରାଜଧାନୀରେ ଶାଶୁ ଶ୍ୱଶୁରଙ୍କ ଉପରେ ବୋହୂର ଅତ୍ୟାଚାର ନୁହେଁ, ବରଂ  ଉଭୟଙ୍କୁ ବୋହୂ ଘରୁ କାଢ଼ି ଦେଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣି ସାମ୍ବାଦିକ ସମ୍ମିଳନୀ କରିଛନ୍ତି ପୀଡ଼ିତ ଶାଶୁ ଶ୍ୱଶୁର। ଏପରିକି କଥା କହିଲା ବେଳେ ନିଜ...

cure2
ଦିନକରେ ସୁସ୍ଥ ହେଲେ ୨୫୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆରୋଗ୍ୟ ସଂଖ୍ୟା ୫୯୪୭୦ରେ ପହଞ୍ଚିଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ଆରୋଗ୍ୟ ହୋଇଥିବା କରୋନା...

cuttack-coorna
କଟକ ସହରରୁ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଇଲା କୁମ୍ଭାରସାହି !

କଟକ: କଟକ ସହରରୁ ଚିହ୍ନଟ ହେଲେ ୧୨୫ କରୋନା ଆକ୍ରାନ୍ତ। ସେଥିରୁ ୨୪ ସରକାରୀ କ୍ୱାରେଣ୍ଟାଇନ୍‌ରୁ, ୩୩ ହୋମ୍‌ କ୍ୱାରେଣ୍ଟାଇନ୍‌ରୁ ଓ ୩୪ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି  କଟକ ମହାନଗର ନିଗମ(ସିଏମ୍‌ସି)। କଟକ କୁମ୍ଭାରସାହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନରୁ ୩୪ ଜଣ...

bhubaneswar
ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ, ୧୫୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର: ଦିନକରେ ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ। ସେଥିରୁ ୧୭୩ କ୍ୱାରେଣ୍ଟାଇନରୁ ଓ ୧୫୯ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଆଜି...

syn
କଫସିରପ ନିଶା କାରବାର, ବନ୍ଧା ହେଲେ ବାପ-ଝିଅ

ସମ୍ୱଲପୁର: ବେଆଇନ ଭାବେ କଫସିରପ ନିଶା କାରବାର କରୁଥିବା ଅଭିଯୋଗରେ ସମ୍ୱଲପୁର ଧନୁପାଲି ଥାନା ପୋଲିସ ଓ ସ୍ପେଶାଲ ସ୍ୱାଡ୍ ୪ ଜଣଙ୍କୁ ଗିରଫ କରିଛି। ୪ ଅଭିଯୁକ୍ତଙ୍କ ମଧ୍ୟରୁ ବାପ-ଝିଅ ବି ଅଛନ୍ତି। ସେମାନଙ୍କ ଠାରୁ ୩,୨୮୦ ବୋତଲ କଫ ସିରଫ, ଗୋଟିଏ କାର, ଗୋଟିଏ ଟାଟା...

father
ସେତୁ ସାଜିଲା ଫେସବୁକ୍‌, ହଜି ଯାଇଥିବା ବାପାଙ୍କୁ ଖୋଜି ପାଇଲେ ପୁଅ

ଜୟପୁର: ହଜି ଯାଇଥିବା ବାପାଙ୍କୁ ଖୋଜି ପାଇଲେ ପୁଅ। ତା’ ପୁଣି ଫେସବୁକ୍ ପୋଷ୍ଟ ଜରିଆରେ। କୋରାପୁଟ ଜୟପୁରର ତ୍ରିନାଥ ସାହୁ ମାନସିକ ଭାରସାମ୍ୟ ହରାଇ ଗତ କିଛି ଦିନ ଧରି ନିଖୋଜ ଥିଲେ। ଗତ ୬ ମାସ ହେବ ତାଙ୍କ ସମ୍ପର୍କରେ କୌଣସି ଖବର ମିଳିନଥିଲା। ଏନେଇ...

police
'କରୋନାରେ ୧୪ ପୋଲିସ୍ ମୃତ'

ଭୁବନେଶ୍ୱର: ରାଜ୍ୟରେ ଏଯାବତ ୧୪ ପୁଲିସ କର୍ମଚାରୀଙ୍କ କରୋନାରେ ମୃତ୍ୟୁ। ମୃତ ପୁଲିସ କର୍ମଚାରୀଙ୍କ ପରିବାରକୁ ସାହାଯ୍ୟ ପାଇଁ ଉଦ୍ୟମ କରାଯାଉଛି। ଏନେଇ ସୂଚନା ଦେଇଛି ପୁଲିସ ମହାନିର୍ଦ୍ଦେଶକ ଅଭୟ। ମହାମାରୀ କବଳରେ କରୋନା ଯୋଦ୍ଧା। କେବଳ ଯେ ପୋଲିସ୍ ବିଭାଗ ନୁହେଁ, କରୋନାରେ ଯାଉଛି ଆଉ ଅନ୍ୟ...

bidyashree
ବିଦ୍ୟାଶ୍ରୀଙ୍କୁ ୫ ଘଣ୍ଟା ଜେରା, ପଚରାଗଲା ୭୦ଟି ପ୍ରଶ୍ନ !

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଶ୍ରୀଙ୍କ ହୋଇଛି ଲାଇ ଡିଟେକ୍ସନ୍ ଟେଷ୍ଟ। ଭୁବନେଶ୍ୱର ଫରେନସିକ୍ ଲ୍ୟାବରେ ଲାଇ ଡିଟେକ୍ସନ୍ ଟେଷ୍ଟ କରାଯାଇଛି। ବିଦ୍ୟାଶ୍ରୀଙ୍କୁ ୫ ଘଣ୍ଟା ଜେରାରେ ୭୦ଟି ପ୍ରଶ୍ନ ପଚରାଯାଇଛି। କ୍ରାଇମବ୍ରାଞ୍ଚ ଟିମ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପ୍ରଶ୍ନ ତାଙ୍କୁ ପଚରା କରାଯାଇଛି।...

dgp
ରିୟା ଚକ୍ରବର୍ତ୍ତୀଙ୍କ ଓଡ଼ିଶା ଲିଙ୍କ୍‌କୁ ନେଇ କଣ କହିଲେ ଡିଜିପି?

ଭୁବନେଶ୍ୱର: ରିୟା ଚକ୍ରବର୍ତ୍ତୀଙ୍କ ଓଡ଼ିଶା ଲିଙ୍କ୍ ଅଭିଯୋଗ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ୍ ଡିଜି ଅଭୟ। ସେ କହିଛନ୍ତି ଯେ, ଏବେ ଯାଏ ଏହି ଅଭିଯୋଗ ସ୍ପଷ୍ଟ ହୋଇନି। ଅନ୍ୟ ତଦନ୍ତକାରୀ ସଂସ୍ଥା ଘଟଣାର ତଦନ୍ତ ଚଲାଇଛି। ଯଦି ସହଯୋଗ ମଗାଯାଏ ତେବେ ଏନେଇ ରାଜ୍ୟ ପୋଲିସ୍...

ଖୋଲିଲା ହୀରାକୁଦର ଆଉ ୪ ଗେଟ୍‌, ଏବେ ଫୁଲିବ ମହାନଦୀ !

ସମ୍ୱଲପୁର: ମହାନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଏବେ ବଢ଼ିଛି ହୀରାକୁଦର ଜଳସ୍ତର। ଏବେ ହୀରାକୁଦରେ ଯେତିକି ପାଣି ନିଷ୍କାସିତ ହେଉଛି ତାଠୁ ଦୁଇ ଗୁଣ ଜଳ ପ୍ରବେଶ କରୁଛି। ହୀରାକୁଦ ଜଳ ଭଣ୍ଡାରରେ ପ୍ରବେଶ କରୁଛି ୫ ଲକ୍ଷ ୨୪ ହଜାର ୨୮୧ ଘନଫୁଟ୍। ତେବେ...

crocodile
'ଗାଁ ଦାଣ୍ଡରେ କୁମ୍ଭୀର ବୁଲିବା ମିଛ'

ଭଦ୍ରକ: ଯାଜପୁର ଦତ୍ତପୁର ଗାଁ ଦାଣ୍ଡରେ କୁମ୍ଭୀର ବୁଲୁଥିବା ଖବର ଆଜି ପ୍ରକାଶ ପାଇଥିଲା। ତେବେ ଏହି ଭିଡିଓଟି ଆଜିର ନୁହେଁ। ଏହା ପୁରୁଣା ଓ ଦତ୍ତପୁର ଗାଁର ନୁହେଁ। ସେହି ଭିଜୁଆଲଟି ସୋଶାଲ୍‌ ମିଡିଆରେ ଘୂରି ବୁଲୁଛି। ଭିଡିଓଟି ଅନ୍ୟ ରାଜ୍ୟର। ଏନେଇ ଯାଜପୁର ରୋଡ୍‌ ରେଂଜର...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।