• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

flood-banya
ବିପଦ ସଂକେତ ଉପରେ ରାଜ୍ୟର ୫ ନଦୀ

ଭୁବନେଶ୍ୱର: ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ରାଜ୍ୟର ୫ ନଦୀ। ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବ୍ରାହ୍ମଣୀ, ଜଳକା ବିପଦ ଉପରେ ରହିଛି। ବୈତରଣୀ ଉଭୟ ଆନନ୍ଦପୁର ଓ ଆଖୁଆପଦାରେ ବିପଦ ସଂକେତ ଉପରେ ରହିଛି। ଆନନ୍ଦପୁରରେ ବିପଦ ସଂକେତ ୩୮.୩୬, ଦିନ ୧୨ଟାରେ ୪୦.୦୯ ଫୁଟ ରହିଥିବା...

bhubaneswar
ଭୁବନେଶ୍ୱରରେ ୩୮୬ ପଜିଟିଭ ଚିହ୍ନଟ, ୨୦୩ ଲୋକାଲ କେସ୍‌

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ୩୮୬ ପଜିଟିଭ ଚିହ୍ନଟ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୮୩ ଓ ଲୋକାଲ କଣ୍ଟାକ୍ଟ କେସ୍ ୨୦୩ ରହିଛି। ସେହିପରି ୨୧୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। କେଉଁ ଅଞ୍ଚଳରୁ କେତେ :- ଗଙ୍ଗନଗର...

syllabus
ସିଲାବସ କମାଇବାକୁ ନେଇ ପ୍ରଶ୍ନ ଉଠାଇଲେ ଛାତ୍ରଛାତ୍ରୀ, ଶିକ୍ଷକ

ଭୁବନେଶ୍ୱର: କମିଲା ସିଲାବସ୍‌। ହେଲେ କମିଲାନି ସମସ୍ୟା। କମିବା ବଦଳରେ ବଢ଼ିଲା ଚାପ। ମହାମାରୀ କରୋନା କଟକଣା ପିଲାଙ୍କ ପାଠପଢ଼ାରେ ଗୁରୁତର ସଙ୍କଟ ସୃଷ୍ଟି କରିବା ପରେ ଚଳିତ ବର୍ଷର ସିଲାବସକୁ ୩୦ ପ୍ରତିଶତ କାଣ୍ଟଛାଣ୍ଟ କରିଥିଲେ ରାଜ୍ୟ ସରକାର। ସିବିଏସଇ ଓ ଆଇସିଏସଇ ଢାଞ୍ଚାରେ ଏହି ନିଷ୍ପତ୍ତି...

fllloood
ମାଡ଼ି ଆସୁଛି ବନ୍ୟା, ୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଲଗାଣ ବର୍ଷା ପରେ ଓଡ଼ିଶାକୁ ମାଡ଼ି ଆସୁଛି ବନ୍ୟା। ଓଡ଼ିଶାର ୫ଟି ନଦୀ ଏବେ ବିପଦ ସଙ୍କେତ ଉପରେ। ବର୍ଷା ଓ ବନ୍ୟା ଯୋଗୁ ଗତ ୩ ଦିନରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେଥିରେ ମୟୂରଭଂଜରେ ୪, କେନ୍ଦୁଝରରେ ୨ ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ...

sero
କାଲିଠୁ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ

ଭୁବନେଶ୍ୱର: କାଲିଠାରୁ ଆରମ୍ଭ ହେବ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ। RMRCର ଟେକ୍ନିକାଲ ଓ BMCର ପ୍ରଶାସନିକ ଅଧିକାରୀ ମିଳିତ ସର୍ଭେ କରିବେ। BMCର ୨୫ଟି ୱାର୍ଡରେ ଦ୍ୱିତୀୟ ପଯର୍ୟାୟ ସେରୋ ସର୍ଭେ କରିବେ ୫ଟି ଟିମ୍। ୨ଟି ଗ୍ରୁପ କମ୍ୟୁନିଟିି ଓ ହାଇ ରିସ୍କ ବ୍ୟକ୍ତିଙ୍କର...

cure
ଦିନକରେ ସୁସ୍ଥ ହେଲେ ୨୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୨୧୫୦ କରୋନା ଆକ୍ରାନ୍ତ। ଏହାକୁ ମିଶାଇ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୬୫,୩୨୩କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ୪୩୫, ଗଞ୍ଜାମରୁ ୨୭୭, କଟକରୁ ୨୨୫,...

rheaa
'ମୁଁ ଗିରଫ ହେବା ଭଳି କୌଣସି ଅପରାଧ କରିନି'

ମୁମ୍ୱାଇ: ଶେଷରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଲେ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଛନ୍ଦି ହୋଇ ଚର୍ଚ୍ଚାରେ ଥିବା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ। ତିନି ତିନିଟି ତଦନ୍ତକାରୀ ସଂସ୍ଥାର ତଦନ୍ତର କେନ୍ଦ୍ରବିନ୍ଦୁ ଥିବା ରିଆ ଆଜି ବିଭିନ୍ନ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ତାଙ୍କ ବିରୋଧରେ...

jail
ରାୟଗଡ଼ାରେ ୨୧୮ ଜେଲ୍ ଅନ୍ତେବାସୀଙ୍କୁ କରୋନା

ରାୟଗଡ଼ା: ଚିନ୍ତା ବଢାଇଲା ରାୟଗଡା। ଆଜି ଚିହ୍ନଟ ହୋଇଥିବା ପଜିଟିଭ ମଧ୍ୟରେ ରାଜ୍ୟର ଦ୍ୱିତୀୟ ସ୍ଥାନରେ ରହିଛି ରାୟଗଡା। ଜେଲ୍ ଅନ୍ତେବାସୀ ସଂକ୍ରମିତ ହେବା କରୋନା ବ୍ୟାପିବାର ମୂଳ କାରଣ। ରାୟଗଡ଼ା ଜିଲ୍ଲାରେ ୨୧୮ ଜେଲ୍ ଅନ୍ତେବାସୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରାୟଗଡ଼ା ସବଜେଲରେ ୫ ଷ୍ଟାଫ୍ ସମେତ...

ନନ୍ଦନକାନନରେ ଆଉ ଏକ ଆନାକୋଣ୍ଡା ମୃତ

ଭୁବନେଶ୍ୱର: ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆନାକୋଣ୍ଡା ଏବେ ବିପଦରେ। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପୁଣି ଏକ ଆନାକୋଣ୍ଡା ମୃତ। ୮ଟି ହଳଦିଆ ଆନାକୋଣ୍ଡାରୁ ଏଯାବତ ୩ଟିର ମୃତ୍ୟୁ ଘଟିଲାଣି। ବ୍ୟାକ୍ଟେରିଆ ନା ରକ୍ତ ସଂକ୍ରମଣ ଯୋଗୁ ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଛି କି ନାହିଁ ତାହା ଏ ଯାଏ...

adi
ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ୩ ସହଯୋଗୀଙ୍କୁ ପଚରାଗଲା ୮୦ ପ୍ରଶ୍ନ !

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ୩ ସହଯୋଗୀଙ୍କ ସରିଲା ଲାଇ ଡିଟେକସନ ଟେଷ୍ଟ। ପପୁ, ବିକାଶ, ଦୀପକଙ୍କର ଭୁବନେଶ୍ୱର ଫୋରେନସିକ୍ ଲ୍ୟାବରେ ଟେଷ୍ଟ ଶେଷ ହୋଇଛି। ଏହି ୩ ସହଯୋଗୀଙ୍କୁ ୮୦ରୁ ଊର୍ଦ୍ଧ୍ୱ ପ୍ରଶ୍ନ ପଚରା ଯାଇଥିବା ସୂଚନା ମିଳିଛି। ଆଦିତ୍ୟ ଦାଶ...

usha
ଆଇଏଏସ୍ ଉଷା ପାଢ଼ୀଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା କ୍ୟାଡର ଆଇଏଏସ୍ ଉଷା ପାଢ଼ୀଙ୍କୁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି। ବ୍ୟୁରୋ ଅଫ୍ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ଉଷାଙ୍କୁ ନିଯୁକ୍ତି ଦିଆଯାଇଛି। ପ୍ରଥମ ମହିଳା ଭାବେ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ସେ ନିଯୁକ୍ତି ପାଇଛନ୍ତି। ନୂଆ ନିଯୁକ୍ତି ନେଇ ସେ ନିଜେ ଟ୍ୱିଟ୍...

rhea--jps
ଭାଇରାଲ ହେଲା ରିୟାଙ୍କ ସ୍କୁଲ ଟାଇମ୍‌ ଫଟୋ: ପିଲାଦିନେ ଥିଲେ କେମିତି, କହିଲେ ଶିକ୍ଷକ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏବେ ସିବିଆଇର ଚକ୍ରବ୍ୟୁହରେ। ତେବେ ରିୟା ଚକ୍ରବର୍ତ୍ତୀଙ୍କ ଆଗ୍ରାର କ୍ୟା‌ଥୋଲିକ କନଭେଣ୍ଟରେ କିଛି ବର୍ଷ ପାଇଁ ପଢ଼ିଥିବା ବେଳର ଫଟୋ ଏବେ ଭାଇରାଲ ହେବାରେ ଲାଗିଛି।  ମାତ୍ର କିଛି ସମୟ ପାଇଁ ରିୟା କ୍ୟା‌ଥୋଲିକ କନଭେଣ୍ଟରେ ପଢ଼ିଥିଲେ। ଏସବୁ...

dog
ମାଲିକ ପାଇଁ ଜୀବନ ଦେଲେ ୨ କୁକୁର

ଭୁବନେଶ୍ୱର: ମାଲିକ ପାଇଁ ଜୀବନ ଦେଲେ ୨ କୁକୁର। ଦୁଇଟି କୁକୁରର ନାଁ ହେଉଛି ବ୍ଲାକି ଓ ସୁଇଟି। କୁକୁର ଦୁଇଟିଙ୍କର ଜୀବନ ଯିବାର ୧୧ ଦିନ ପରେ ମାଲିକ ଜାଣିଲେ ରହସ୍ୟମୟ ଘଟଣା। ସିସିଟିଭିରୁ କୁକୁର ମୃତ୍ୟୁର କାରଣ ଜାଣିବା ପରେ କୋହ ସମ୍ଭାଳି ପାରିନଥିଲେ ମାଲିକ।...

exam
ମାଗଣାରେ ପରୀକ୍ଷା ଦେବାକୁ ଯିବେ JEE ପରୀକ୍ଷାର୍ଥୀ

ଭୁବନେଶ୍ୱର: JEE ମେନ୍ ପରୀକ୍ଷା ୧ରୁ ୬ ତାରିଖ ମଧ୍ୟରେ ହେବ। ଓଡ଼ିଶାର ୭ଟି ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି। ସେଥିପାଇଁ JEE ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଏଥର ମାଗଣାରେ ପରୀକ୍ଷା ଦେବାକୁ ଯିବେ JEE ପରୀକ୍ଷାର୍ଥୀ। ଆଜି ମୁଖ୍ୟ ଶାସନ ସଚିବ...

h-basant
କରୋନାରେ ସାଂସଦ ବସନ୍ତକୁମାରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନା ନେଲା ସାଂସଦଙ୍କ ଜୀବନ। ତାମିଲନାଡୁ କନ୍ୟାକୁମାରୀର କଂଗ୍ରେସ ସାଂସଦ ବସନ୍ତ କୁମାର କରୋନାରେ ପ୍ରାଣ ହରାଇଛନ୍ତି। ଅଗଷ୍ଟ ୧୦ରେ ୭୦ ବର୍ଷୀୟ ବସନ୍ତ କୁମାର କରୋନାରେ ଆକ୍ରାନ୍ତ ହୋଇଥିଲେ। ଏଥିପାଇଁ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ଚାଲିଥିବା ବେଳେ ତାଙ୍କ ଅବସ୍ଥା...

bhasani
ଏଥର କଟକରେ ୪ ଦିନ ଦୁର୍ଗା ଭସାଣ !

କଟକ: କଟକ ସହରରେ ଦୁର୍ଗା ପୂଜା ନେଇ ପ୍ରଶାସନ- କମିଟି ଆଲୋଚନା ହୋଇଛି। ପୋଲିସ କମିଶନରଙ୍କ ସହ ଶାନ୍ତି କମିଟି ଓ ପୂଜା କମିଟିର ଆଲୋଚନା ହୋଇଛି। ବୈଠକରେ ନିଷ୍ପତ୍ତି ନେଇ ପୂଜା କମିଟି ସଭାପତି ପ୍ରଭାତ ତ୍ରିପାଠୀ ସୂଚନା ଦେଇଛନ୍ତି ଯେ କୋଭିଡ଼ ନିୟମ ମାନି ଓ...

flooooo
ଉପକୂଳବର୍ତ୍ତୀ ଜିଲ୍ଲାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର: ମହାନଦୀ ଅବବାହିକାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି। ଏନେଇ ସୂଚନା ଦେଇଛନ୍ତି SRC ପ୍ରଦୀପ ଜେନା। ଉପର ମୁଣ୍ଡରେ ବର୍ଷା ଓ ଇବ୍ ଓ ଭେଡେନ୍ ନଦୀ ଜଳ ପ୍ରବେଶ କରୁଛି। ବର୍ତ୍ତମାନ ଖଇରମାଳରେ ୯ ଲକ୍ଷ ୧୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି।...

covid-cure
ରାଜ୍ୟରେ ସୁସ୍ଥ ହେଲେ ୨୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ୨୫୦୩ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୬୭୮୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ୩୬୯, କଟକରୁ ୨୮୧, ଗଞ୍ଜାମରୁ ୨୦୪, ରାୟଗଡ଼ାରୁ ୧୮୦, ସମ୍ବଲପୁରରୁ ୧୪୯,...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।