• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

private
ଘରୋଇ ମେଡିକାଲ୍ ପାଇଁ ଆସିଲା 'କରୋନା' ଗାଇଡଲାଇନ୍

ଭୁବନେଶ୍ୱର: ଘରୋଇ ମେଡିକାଲ୍ ପାଇଁ କରୋନା ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର। କେଉଁ ସବୁ ନିୟମ ମାନିବାକୁ ପଡ଼ିବ ଏନେଇ ସ୍ୱତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଲକ୍ଷଣ ବିହୀନ ଓ କମ୍ ଲକ୍ଷଣ ଆକ୍ରାନ୍ତଙ୍କୁ କ୍ୱାରେଣ୍ଟିନ କିମ୍ବା CCCକୁ ପଠାଇବେ। ୩୦ ବେଡ୍‌ରୁ ଅଧିକ ସୁବିଧା ଥିବା...

flooddy
ମୃତଦେହକୁ ଭାର କରି ନେଲେ ଲୋକେ

ଭଦ୍ରକ: ଗ୍ରାମବାସୀ ଦେଖାଇଲେ ମାନବିକତା। ବନ୍ୟା ପାଣିରେ କାନ୍ଧରେ ମୃତଦେହ ଭାର କରି ବୋହି ଆଣିଲେ ଲୋକେ। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର ଦକ୍ଷିଣକୁରୁଆ ଗାଁର ଘଟଣା। ଗତକାଲି ଗାଁର ହେମନ୍ତ ଜେନା ପାଣିରେ ଭାସିଯାଇଥିଲେ। ଓଡ୍ରାଫ୍ ଟିମ୍ ଆସିନପାରିବାରୁ ଆଜି ସକାଳେ ଗାଁଲୋକେ ଖୋଜାଖୋଜି କରି ମୃତଦେହକୁ...

skele-final
ଘାଟରୁ ମିଳିଲା ୨ ନର କଙ୍କାଳ

ଯାଜପୁର: ନଦୀ କୂଳରୁ ଉଦ୍ଧାର ହେଲା ମଣିଷ କଙ୍କାଳ। ଦୁଇଟି କଙ୍କାଳକୁ ଉଦ୍ଧାର କରିଛି ପୋଲିସ୍। ଘଟଣା ଘଟିଛି ଯାଜପୁର ବୈତରଣୀ ନଦୀର ଧନତ୍ରୀ ଘାଟରୁ। ସ୍ଥାନୀୟ କୋରେଇ ଅଞ୍ଚଳର ଲୋକେ ନଦୀ କୂଳରେ ଏହି କଙ୍କାଳ ପଡ଼ିଥିବା ଦେଖିବାକୁ ପାଇଥିଲେ। ତେବେ କଙ୍କାଳ କେଉଁଠୁ ଆସିଲା ସେ...

arrest
ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲା: ଟିଆଇ ପରେଡ୍‌ରେ ଅଭିଯୁକ୍ତକୁ ଚିହ୍ନିଦେଲା ପୀଡ଼ିତା

ସୁନ୍ଦରଗଡ଼: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ ହୋମଗାର୍ଡ ଗିରଫ। ବିରମିତ୍ରପୁର ଥାନା ହୋମ୍‌ଗାର୍ଡ ତଥା ଡ୍ରାଇଭର ଗୁରୁଚରଣ ଫରିକାରଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ। JMFCରେ ଟିଆଇ ପରେଡ୍‌ରେ ହୋମ୍‌ଗାର୍ଡକୁ ପୀଡ଼ିତା ଚିହ୍ନଟ କରିଥିଲେ। ପୀଡ଼ିତା ଚିହ୍ନଟ କରିବା ପରେ ହୋମଗାର୍ଡକୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି। ପୂର୍ବରୁ...

sports
ଜୟନ୍ତୀ ଓ ଦୀପଗ୍ରେସ୍‌ଙ୍କୁ ମିଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର: ଜୟନ୍ତୀ ଓ ଦୀପଗ୍ରେସ୍‌ଙ୍କୁ ମିଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର। ପାରା ଆଥଲେଟ ଜୟନ୍ତୀ ବେହେରା, ମହିଳା ହକି ଖେଳାଳି ଦୀପଗ୍ରେସ ଏକ୍କା ପାଇଲେ ଏହି ପୁରସ୍କାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ପ୍ରଦାନ କରିଛନ୍ତି।  ଉଭୟଙ୍କୁ ମାନପତ୍ର, ଉପଢୌକନ ସହ ୨...

mahanadi
ଭୟଙ୍କର ହେଉଛି ମହାନଦୀ: ୧୨ ଜିଲ୍ଲାକୁ ବିପଦ

ଭୁବନେଶ୍ୱର: ମହାନଦୀର ଭୟଙ୍କର ରୂପ। ହୀରାକୁଦ ଡ୍ୟାମ୍‌ରୁ ୪୬ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ପରେ ଏଭଳି ସ୍ଥିତି କେଉଁଠି ଘାଇ ସୃଷ୍ଟି କଲାଣି, ଆଉ କେଉଁଠି ଧସେଇ ପଶିଲାଣି ଜନବସତିକୁ। ଉପରୁ ତଳ ମୁଣ୍ଡ ଯାଏଁ ଟଳମଳ ଅବସ୍ଥା। କଟକ ଜିଲ୍ଲା ବାଙ୍କୀ ଗୟଳବାଙ୍କ ପାଖରେ ଘାଇ...

cured
ଦିନକରେ ୨୮୮୮ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୭୦୭୧୪ରେ ପହଞ୍ଚିଲା। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଆଜି ରାୟଗଡ଼ାରୁ ସର୍ବାଧିକ ୪୮୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।...

lockdown
ରାଜ୍ୟରେ ଲକଡାଉନ ଓ ସଟଡାଉନ ସାମୟିକ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ଓ ସଟଡାଉନ ସାମୟିକ ବାରଣ କଲେ ସରକାର। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୭ ଓ ସେପ୍ଟେମ୍ୱର ୧୨ରୁ ୧୪ ଯାଏ ମନା କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି SRC। ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ଲକଡାଉନ ଓ ସଟଡାଉନ ବାରଣ କରାଯାଇଛି।...

munduli-fllod
ରାତି ପାହିଲେ ମୁଣ୍ଡଳି ଛୁଇଁବ ସର୍ବାଧିକ ବନ୍ୟାଜଳ

ଭୁବନେଶ୍ୱର: ଆସନ୍ତାକାଲି ସକାଳେ ମୁଣ୍ଡଳି ଛୁଇଁବ ସର୍ବାଧିକ ବନ୍ୟାଜଳ। ଏ ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା।  ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମକୁ ପ୍ରଚୁର ଜଳ ପ୍ରବେଶ କରୁଛି। ଏବେ ଡ୍ୟାମକୁ ୮,୯୫, ୬୦୦ କ୍ୟୁସେକ୍ ପଶୁଛି, ୭, ୬୨, ୧୯୫ କ୍ୟୁସେକ୍...

bhubaneswar
ଭୁବନେଶ୍ୱରରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଜି ୫୦୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ୩୪୫ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍‌ସି। ଏହାକୁ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫୦୬ରେ ପହଞ୍ଚିଛି। ୫୭୬୪ ଜଣ ସୁସ୍ଥ...

jeee
JEE ଓ ନିଟ୍‌ ପାଇଁ ରାଜଧାନୀରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: JEE ପରୀକ୍ଷାର୍ଥୀଙ୍କ ପାଇଁ ରାଜଧାନୀରେ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା। JEE ଓ ନିଟ୍‌ର ସୁପରିଚାଳନା ପାଇଁ ବିଏମ୍‌ସି ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି। ରାଜଧାନୀରେ ୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ସେହିପରି ୮ଟି ସ୍ଥାନରେ ରହଣି ବ୍ୟବସ୍ଥା କରାଯାଇଥିବା ବିଏମ୍‌ସି ସୂଚନା ଦେଇଛି। ସେହିପରି ପିଲାଙ୍କ ରହଣି କେନ୍ଦ୍ରରେ...

main-family
ଦ୍ୱୀପରୁ ଉଦ୍ଧାର ହେଲେ ପୂରା ପରିବାର

ରାଜକନିକା: ଦ୍ୱୀପରେ ୪ ଦିନ ଧରି ଫସି ରହିଥିବା ପରିବାରକୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ ଯୋଦ୍ଧା। କେନ୍ଦ୍ରାପଡ଼ା ରାଜକନିକା କଇଥାପାଳ ଦ୍ୱୀପରେ ଫସି ରହିଥିବା ପରିବାରର ୫ ଜଣ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି। ଏମାନଙ୍କ ମଧ୍ୟରେ ତିନି ଜଣ ଶିଶୁ ଓ ଜଣେ ମହିଳା ରହିଛନ୍ତି। ହଠାତ୍...

drown
ନଦୀରେ ଭାସିଗଲେ ୪ ନାବାଳିକା

ନୟାଗଡ଼: ଖୁଦୁରୁକୁଣୀ ପୂଜା ପାଇଁ ନଈରେ ଗାଧୋଇବା ହେଲା କାଳ।  ବନ୍ୟା ଜଳରେ ଭାସି ଗଲେ ୪ ନାବାଳିକା। ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଟାକରା ପଞ୍ଚାୟତ ବୁରୁ ସାହିରେ। ଖୁଦୁରୁକୁଣୀ ପୂଜା ପାଇଁ ୪ ଜଣ ନାବାଳିକା ନିକଟସ୍ଥ ବୃତଙ୍ଗ ନଦୀରେ ଗାଧୋଉ...

police
ପୋଲିସ୍ ଗାଡ଼ିକୁ ଜବତ କଲା ପୋଲିସ୍

ସମ୍ବଲପୁର: ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ। ପୋଲିସ୍ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲା ପୋଲିସ୍। ଝାରସୁଗୁଡ଼ାର ରାମପଦା ଛକରେ ଧରିଲା ରେଙ୍ଗାଳି ପୋଲିସ୍। ଏଥିରେ ଥିବା ୨୧ କେଜି ଗଞ୍ଜେଇକୁ ଜବତ କରିବା ସହ ପୋଲିସ୍‌ର ବୋଲେରୋ ଗାଡ଼ି ଜବତ କରାଯାଇଛି। ଜବତ ଗାଡ଼ିଟି GRP ପୋଲିସ୍‌ର...

flood-area
ବନ୍ୟାରେ ୨୦ ଜିଲ୍ଲାର ୧୪ ଲକ୍ଷ ଲୋକ ପ୍ରଭାବିତ, ୧୭ ମୃତ

ଭୁବନେଶ୍ୱର: ବନ୍ୟାରେ ରାଜ୍ୟର ୨୦ ଜିଲ୍ଲାର ୧୪ ଲକ୍ଷ ଲୋକ ପ୍ରଭାବିତ। ୩୨୫୬ ଗାଁ ପ୍ରଭାବିତ। ଏଯାବତ୍ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଲେ SRC। ରାଜ୍ୟର ବନ୍ୟା ସ୍ଥିତି ନେଇ SRC ପ୍ରଦୀପ ଜେନା କହିଛନ୍ତି ଯେ, ବନ୍ୟାରେ ୨୦ ଜିଲ୍ଲା ପ୍ରଭାବିତ ହୋଇଛି। ସେହି...

ହୀରାକୁଦ ଡ୍ୟାମ୍‌ର ବନ୍ଦ ହେଲା ୩ ଗେଟ୍

ଭୁବନେଶ୍ୱର: ଓଡ଼ିଶା ପାଇଁ ଆଶ୍ୱସ୍ତିକର ଖବର। ହୀରାକୁଦ ଜଳଭଣ୍ଡାରର ବନ୍ଦ ହେଲା ୩ଟି ଗେଟ୍। ଏବେ ୪୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତେବେ ହୀରାକୁଦ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଡ୍ୟାମ୍‌କୁ ଜଳ ପ୍ରବେଶ କମୁଛି। ଡ୍ୟାମ୍‌କୁ ୬ ଲକ୍ଷ ୮୮ ହଜାର ୮୬୩...

debi
ବିଧାୟକ ଦେବୀ ମିଶ୍ର କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ଆଉ ଜଣେ ବିଧାୟକଙ୍କୁ କରୋନା। ବଡ଼ମ୍ବା ବିଧାୟକ ଦେବୀ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। କରୋନା ପଜିଟିଭ ନେଇ ସେ ନିଜେ ସୂଚନା ଦେଇଛନ୍ତି। ଏନେଇ ସେ ତାଙ୍କର ଫେସ୍‌ବୁକ୍‌ରେ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଯେ, ”ମୋର ହୋଇଥିବା ଟେଷ୍ଟିଂ ଆନୁଷ୍ଠନିକ କମ୍ୟୁନିକେସନରୁ...

cmc
କଟକ ସହରରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରେ ୨୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୨୨, ସରକାରୀ କ୍ୱାରେଣ୍ଟିନ୍‌ରୁ ୪୩ ଓ ହୋମ୍‌ କ୍ୱାରେଣ୍ଟିନ୍‌ରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ (CMC)। କେଉଁ ଅଞ୍ଚଳରୁ କେତେ:-...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।