• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

119485720_371370777603882_7484724167499402887_n
ହଜିଗଲା ମାନବିକତା: ହସ୍ପିଟାଲ ଆଗରେ ଛଟପଟ ହୋଇ ଜୀବନ ହାରିଲେ

ଢେଙ୍କାନାଳ: ହଜିଗଲା ମାନବିକତା। ରୋଗୀଙ୍କୁ ଚିକିତ୍ସା କରିବା ତ ଦୂରର କଥା, ଆହା ପଦେ କହିବା ପାଇଁ ବି କେହି ବାହାରିଲେନି। ଢେଙ୍କାନାଳ ମୁଖ୍ୟଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ। ମେଡିକାଲ ପରିସରରେ ତଳେ ପଡ଼ିଛନ୍ତି ଜଣେ ରୋଗୀ ଆଉ ତାଙ୍କୁ ଚିକିତ୍ସା କରାଇବାକୁ ନେହୁରା ହେଉଛନ୍ତି...

coronavirus
କଟକ ଓ ଭୁବନେଶ୍ୱରକୁ ଅନ୍ୟ ଜିଲ୍ଲାର କରୋନା ରୋଗୀ ଆସିବା ମନା

ଭୁବନେଶ୍ୱର: ଆଉ ଭୁବନେଶ୍ୱର କିମ୍ବା କଟକକୁ ବିଭିନ୍ନ ଜିଲ୍ଲାରୁ ଚିକିତ୍ସା ପାଇଁ ଆସିପାରିବେନି କୋଭିଡ୍ ଆକ୍ରାନ୍ତ। ଏ ଦୁଇ ସହରର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ମାତ୍ରାଧିକ ରୋଗୀ ସଂଖ୍ୟାକୁ ହ୍ରାସ ଲାଗି ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ। ଏମିତିକି ନିଜ ନିଜ ଅଞ୍ଚଳରେ କୋଭିଡ୍...

highcourt
ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ ଡିସିପିଙ୍କୁ ଜଣାଅ: ହାଇକୋର୍ଟ

କଟକ: ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ କଟକ ଡିସିପିଙ୍କୁ ଜଣାଅ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆଜି ସଂଧ୍ୟା ୭ଟା ସୁଦ୍ଧା ତିଆରି ଚାଲିଥିବା ମୂର୍ତ୍ତି ଉଚ୍ଚତା ଜଣାଇବାକୁ କୁହାଯାଇଛି। ପ୍ରତ୍ୟେକ ପୂଜା କମିଟି ନିଜ ନିଜ ମୂର୍ତ୍ତି ଉଚ୍ଚତା ଡିସିପିଙ୍କୁ ଜଣାଇବେ। ଡିସିପିଙ୍କୁ ଜଣାଇବା...

chhatara
ବିନା ଭକ୍ତରେ ପାଳନ ହେବ ଛତର ଯାତ୍ରା

ଭବାନୀପାଟଣା: କରୋନା ପାଇଁ ଫିକା ପଡିବ ଛତର ଯାତ୍ରା। ଏଥର ବିନା ଭକ୍ତରେ ପାଳନ ହେବ କଳାହାଣ୍ଡିର ଅଧିଷ୍ଠାତ୍ରୀ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। କରୋନା ମାର୍ଗଦର୍ଶିକା ଅନୁସାରେ ପୂଜାରୀ ଓ ସହଯୋଗୀଙ୍କୁ ନେଇ ମାଆଙ୍କ ଛତର ନିର୍ଧାରିତ ସମୟରେ ମନ୍ଦିରରେ ପହଞ୍ଚିବ। ଏନେଇ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ...

ada70857964a18c6a0aeb1f1723155c8
ସ୍କୁଲ ପରିସରରେ ଆରମ୍ଭ ହେବ ପରିବା ଚାଷ

ଭୁବନେଶ୍ୱର: ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Concept।ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ। ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ  ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି। ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ। ପରିସରରେ ବିଭିନ୍ନ...

Bhubaneswar Corona News: ୩୬୨ କରୋନା ପଜିଟିଭ ଚିହ୍ନଟ, ୨୮୬ ଲୋକାଲ୍‌ କେସ

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୬୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୭୬ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୮୬ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୪୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Bhubaneswar Corona...

acs
'ଗୁରୁତର ରୋଗୀଙ୍କୁ କଟକ, ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ'

ଭୁବନେଶ୍ୱର: କୌଣସି ଗୁରୁତର ରୋଗୀଙ୍କୁ କଟକ, ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ। ଏଠାରେ ଚିକିତ୍ସା ହେବା ପାଇଁ ସମସ୍ତଙ୍କର ସଂପୂର୍ଣ୍ଣ ଅଧିକାର ରହିଛି। କଟକ, ଭୁବନେଶ୍ୱରକୁ ବାହାର ଜିଲ୍ଲାର ରୋଗୀଙ୍କୁ ବ୍ୟାନ୍ ଚର୍ଚ୍ଚା ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି  ସ୍ବାସ୍ଥ୍ୟ ବିଭାଗ ଏସିଏସ୍। ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି...

ମହିଳା ସରପଞ୍ଚଙ୍କ ଦବଙ୍ଗଗିରି: ଖବର ସଂଗ୍ରହ କରିବାବେଳେ ସାମ୍ବାଦିକଙ୍କୁ ଆକ୍ରମଣ

ବଲାଙ୍ଗିର: ମହିଳା ସରପଞ୍ଚଙ୍କ ଦବଙ୍ଗଗିରି। ଖବର ସଂଗ୍ରହ କରିବାବେଳେ ସାମ୍ବାଦିକଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହ ଆକ୍ରମଣ କଲେ ମହିଳା ସରପଞ୍ଚ। ଏହାସହ କ୍ୟାମେରା ଭଙ୍ଗାରୁଜା କରିଛନ୍ତି ମହିଳା ସରପଞ୍ଚ। ବଲାଙ୍ଗିର ଜିଲ୍ଲା ତୁରେକେଲା ଝରଣୀ ପଞ୍ଚାୟତର ସରପଞ୍ଚ ଓ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସାମ୍ବାଦିକଙ୍କୁ ଆକ୍ରମଣ...

rape
ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତ ଦାବି। ଏନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଛି ଭାରତୀୟ ବିକାଶ ପରିଷଦ ଘଟଣାର ସିବିଆଇ ଦ୍ୱାରା ତଦନ୍ତ କରିବା ସହ ପୀଡ଼ିକାଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପାଇଁ ଆବେଦନ କରାଯାଇଛି। ମୁଖ୍ୟ ଶାସନ ସଚିବ, କେନ୍ଦ୍ର ଓ...

covid-cure
ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ଆଉ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୯୮୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ...

cm naveen patnaik
କଟକ ଓ ଭୁବନେଶ୍ୱରରେ କୋଭିଡ୍ ନିୟମ କଡାକଡି ପାଳନ କର: ଡିଜିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକ ସହରରେ କୋଭିଡ୍ ନିୟମ ପାଳନ ଠିକ୍ ଭାବେ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ପୁଲିସ ଡିଜି ନିଜେ ବ୍ୟକ୍ତିଗତ ଭାବେ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଗ୍ରାମାଞ୍ଚଳର ଲୋକମାନଙ୍କୁ ଆର୍ଥିକ ମାନ୍ଦାବସ୍ଥାରୁ ସୁରକ୍ଷିତ...

bijaya
'ଭୟଙ୍କର ସ୍ଥିତିରେ ଟ୍ଵିନ ସିଟି, ଅଯୋଗ୍ୟ ଅଫିସରଙ୍କ ହାତରେ ରହିଛି କୋଭିଡ ଦାୟିତ୍ଵ'

ଭୁବନେଶ୍ବର: କଟକ ଏବଂ ଭୁବନେଶ୍ବରରେ କରୋନା ଅବସ୍ଥା ଭୟଙ୍କର ସ୍ଥିତିରେ ରହିଛି। ଗତ ୮ରୁ ୧୦ ଦିନ ହେବ ସ୍ଥିତି ସଂଗୀନ ହେଉଥିଲେ ବି ରାଜ୍ୟ ସରକାରଙ୍କ ଚେତା ପଶିଲା ଭଳି ମନେ ହେଉନି ବୋଲି କହିଛନ୍ତି ବିଜେପି ନେତା ବିଜୟ ମହାପାତ୍ର। ସେ ଆହୁରି କହିଛନ୍ତି ଯେ,...

scb
କଟକ ବଡ଼ ମେଡିକାଲ କୋଭିଡ୍ ଓ୍ୱାର୍ଡର ଅବ୍ୟବସ୍ଥାର ଭିଡିଓ ଭାଇରାଲ

କଟକ: କଟକ ବଡ଼ ମେଡିକାଲ କୋଭିଡ୍ ଓ୍ୱାର୍ଡର ଅବ୍ୟବସ୍ଥାର ଚିତ୍ର। ଭିତରେ କୁଢ଼କୁଢ଼ ଅଳିଆ ଆବର୍ଜନା ପଡ଼ିଛି।  ଏମିତି କି ବ୍ୟବହୃତ ପିପିଇ କିଟ୍ ମଧ୍ୟ ଏଣେତେଣେ ଫିଙ୍ଗାଯାଇଛି। ସର୍ବସାଧାରଣଙ୍କ ଯିବାଆସିବା ରାସ୍ତା ବା କରିଡରରେ ପଡ଼ି ରହିଛି ମୃତଦେହ। ରାଜ୍ୟର ସବୁଠୁ ବଡ଼ ମେଡିକାଲ SCBର ଏମିତି...

china
ସୀମାରେ ଚୀନ ସେନାର ନୂଆ ଷଡ଼ଯନ୍ତ୍ର

ଲାଦାଖ: ଚୀନର ଆଉ ଏକ ଚାଲ୍। ବିନା ଯୁଦ୍ଧାସ୍ତ୍ର, ବିନା ହତିଆରରେ ଲଢ଼ିବାକୁ ଚାହୁଁଛି ଚୀନ। ଆଉ ଏଥିପାଇଁ ଜାଣିଶୁଣି ଭାରତୀୟ ସେନାକୁ ସୀମାରେ ଉସୁକାଉଛି ଡ୍ରାଗନ୍। ସୀମାରେ ଗୁଳି ଫୁଟାଇ ବିଫଳ ହେବା ପରେ ଏବେ ନୂଆ ଷଡ଼ଯନ୍ତ୍ର। ପାଙ୍ଗଙ୍ଗ୍ ହ୍ରଦର ଫିଙ୍ଗର-୪ ଅଞ୍ଚଳରେ ଲାଉଡ୍ ସ୍କିକର୍...

plasma
ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଭୁବନେଶ୍ଵର: ରାଜ୍ୟରେ ପ୍ଲାଜମା ଥେରାପିର ଅପାର ସଫଳତା। ରାଜ୍ୟରେ ହଜାରେ ଜଣ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ଵିଟ୍ କରି କୁହାଯାଇଛି ଯେ, ରାଜ୍ୟରେ ଏବେ ସୁଦ୍ଧା ୧୦୦୦ ଜଣ ଆକ୍ରାନ୍ତଙ୍କୁ ପ୍ଲାଜମା ଦିଆଯାଇ ଚିକିତ୍ସା କରାଗଲାଣି।...

community spread
ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ଭୁବନେଶ୍ୱର: ଓଡ଼ିଶାରେ ମହାମାରୀ କରୋନା ଗୋଷ୍ଠୀ ସଂକ୍ରମଣର ଷ୍ଟେଜ ଫୋର୍‌ରେ ପହଞ୍ଚିଛି! ଯାହାକି ଅତି ଭୟଙ୍କର। କରୋନା ପଜିଟିଭ୍‌ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। ଦୈନିକ ୪ ହଜାର ପଜିଟିଜ୍‌ ଚିହ୍ନଟ ହେଉଛନ୍ତି। ଏହି ଟ୍ରେଣ୍ଡ ଖସିବାକୁ ଆହୁରି ମାସେ ଲାଗିବ। ଯଦି ଲୋକେ ସଚେତନ ହୁଅନ୍ତି,...

0bfec84121b42a717e8e25b12d818f36
ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ମହିଳା ଥାନାରେ ହାଜର ହେଲେ ଓଟିଭି HR ମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଆଜି ଭୁବନେଶ୍ୱର ମହିଳା ଥାନାରେ ହାଜର ହୋଇଛନ୍ତି ଓଟିଭି HR ମୁଖ୍ୟ। ପୂର୍ବରୁ ଓଟିଭିର ଦୁଇ ବରିଷ୍ଠ ସାମ୍ବାଦିକ ଓ HR ସହଯୋଗୀ ଥାନାରେ ହାଜର ହୋଇଥିଲେ। ପୋଲିସକୁ ତଦନ୍ତରେ ପୂର୍ଣ୍ଣ ସହଯୋଗ କରି ହାଜର ହେଉଛନ୍ତି ଓଟିଭି କର୍ମଚାରୀ।...

heavy rain in odisha
ସତର୍କ ରୁହ, ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏ ନେଇ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ସ୍ଥିତିକୁ ଦେଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି SRC । ଅରେଞ୍ଜ...

bhubaneswar
Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୯୦ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୧୫ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Bhubaneswar Corona...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।