• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Rise of water level in Baitarani River raises concern
ଭୟ ବଢ଼ାଇଲା ବୈତରଣୀର ଜଳସ୍ତର: କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ଭୟ

ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି କୋରାଇ ବ୍ଲକ ସାଳବା ଗାଁ। କେବଳ କୋରାଇ ବ୍ଲକ ନୁହେଁ, ଜିଲ୍ଲାର ଯାଜପୁର ବ୍ଲକ ସମେତ ଦଶରଥପୁର, ବିଞ୍ଝାରପୁର ବ୍ଲକ ସାଂଘାତିକ ପ୍ରଭାବିତ ହେଲାଣି ବୈତରଣୀ ନଦୀରେ ଆସିଥିବା ବର୍ଷର ପ୍ରଥମ ବନ୍ୟା ଜଳରେ। 

Sans bridge, locals cross stream risking their lives in Odisha’s Khariar
ଭରା ନଈରେ ଜୀବନକୁ ବାଜି ଲଗାଇ ଯାତ୍ରା କରୁଛନ୍ତି ଅବହେଳିତ ଜନତା

ନା ରାସ୍ତା ଅଛି ନା ପୋଲ ଅଛି। ଭରା ନଈରେ ଚାଲିଛି ଜୀବନ ଯାତ୍ରା । ସରକାରଙ୍କ ବିଜୁ ସେତୁ ଯୋଜନା ଏମାନଙ୍କ ପାଇଁ କଳ୍ପନାର ବାହାରେ.....

Crocodile fear grips locals in Kendrapara
କୁମ୍ଭୀର ଦାଉରୁ ସୁରକ୍ଷା ଦେଇପାରିବ ତ ତାର ବାଡ଼ ?

ପାଣିକୁ ଗଲେ ଟାଣି ନେଉଛି । ଦରମରା କରି ଫିଙ୍ଗି ଦେଉଛି । ଚାରି ଚାରି ଜଣଙ୍କ ଜୀବନ ଗଲା ପରେ ଏବେ ଭୟ ଅଧିକ ଘାରିଛି । ଖାସ୍ ସେଥିପାଇଁ କୁମ୍ଭୀର ଦାଉରୁ ବର୍ତ୍ତିବା ପାଇଁ ଲୋକେ ତାରବାଡ଼କୁ ଭରସା କରିଛନ୍ତି । ନଦୀ ଭିତରେ ତାର...

commissionerate police busts bike lootera gang
ଚୋରିର ନୂଆ ତରିକା: ନକଲି ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ବାଇକ୍‌ ବିକ୍ରି

ରାଜଧାନୀରୁ ବାଇକ ଚୋରି କରିବା ପରେ ସେଥିରେ ଏମାନେ ଫେକ୍ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଉଥିଲେ। ଆଉ ଜାଲ କାଗଜପତ୍ର ପ୍ରସ୍ତୁତ କରାଯିବା ପରେ ସେଗୁଡ଼ିକୁ କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ଗ୍ରାମାଞ୍ଚଳରେ ବିକ୍ରି କରି ଦେଉଥିଲେ। 

bus terminal in Brahmapur life defang after 7 years
କାହା ପାଇଁ ଏତେ ବଡ଼ ବସଷ୍ଟାଣ୍ଡ ? ଉଦଘାଟନର ୭ ବର୍ଷ ପରେ ବି କାମରେ ଲାଗୁନି 

ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ବ୍ରହ୍ମପୁର। ଜନଗହଳି ଓ କୋଳାହଳପୂର୍ଣ୍ଣ ଏହି ନଗରୀ । ବଢି ଚାଲିଥିବା ଜନସଂଖ୍ୟା ଓ ବିପର୍ଯ୍ୟସ୍ତ ଟ୍ରାଫିକ୍ ସମସ୍ୟା ସଜାଡ଼ିବାକୁ ସହର ଉପକଣ୍ଠ ହଳଦିଆପଦରରେ ୨୦୧୬ରେ ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ।

Odisha's Bhitarkanika to be opened for tourists from today
ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକ ମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ପରିଚୟ ପତ୍ର ବାଧ୍ୟତାମୂଳକ କରାଯାଇଛି।

ଭୁବନେଶ୍ୱରରେ ପ୍ରବଳ ବର୍ଷା
ଭୁବନେଶ୍ୱରରେ ନଦୀର ଭ୍ରମ ସୃଷ୍ଟି କଲା ପ୍ରବଳ ବର୍ଷା, ଯୁଆଡେ ଦେଖିବ ପାଣି

ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ବର। ରାଜଧାନୀର ବିଭିନ୍ନ ସ୍ଥାନରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି। ଲିଙ୍ଗରାଜ ମନ୍ଦିର ନିକଟ ରାସ୍ତା ବୁଡ଼ି ରହିଛି। ରାସ୍ତା ଉପରେ ଅନେକ ଗାଡି ଅଧାବୁଡ଼ା ଅବସ୍ଥାରେ ରହିଛି। ନ୍ୟୁ ଫରେଷ୍ଟ କଲୋନୀ, ସୌଭାଗ୍ୟ ନଗର ଏବଂ ଜାଭିୟର ଛକ ଅଂଚଳରେ ଏବେବି...

odia youth scales Europe's highest peak
ୟୁରୋପ୍‌ର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ ଓଡ଼ିଆ ପୁଅ ସୌଭାଗ୍ୟ

ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସଫଳତା କାମନା କରିବା ପାଇଁ ଆଜି ନୟାଗଡ଼ ବିକାଶ ମଞ୍ଚ ଆନୁକୂଲ୍ୟରେ ଭୁବନେଶ୍ୱରଠାରେ ଏକ ସଭାର ଆୟୋଜନ କରାଯାଇଥିଲା।

5 killed in lighting strikes in several parts of Odisha
ବଜ୍ରପାତରେ ୫ ଜଣଙ୍କ ମୃତ୍ୟୁ, ମାଛ ଧରୁଥିବା ବେଳେ ଚାଲିଗଲା ବାପ, ପୁଅଙ୍କ ଜୀବନ

ପ୍ରବଳ ବର୍ଷା ସହ ଘଡ଼ଘଡ଼ି ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ରାତି ୭ଟା ଯାଏ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Heavy spell of rain likely to affect 6 districts
ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ସେପଟେ ପ୍ରବଳ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଅବସ୍ଥା ବେହାଲ। ରାଜଧାନୀର ବିଭିନ୍ନ ସ୍ଥାନରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି।

‘Meri Mati Mera Desh’ campaign
ଦେଶବ୍ୟାପୀ ଆରମ୍ଭ ହେବ ‘ମୋ ମାଟି, ମୋ ଦେଶ’ ଅଭିଯାନ

ମନ୍ କି ବାତରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ମୋଦି। ଦେଶର ସହିଦଙ୍କୁ ସମ୍ମାନ ଜଣାଇ ଅଭିଯାନ ଆରମ୍ଭ ହେବ। ସାରା ଦେଶରେ ସହିଦଙ୍କ ସ୍ମୃତିରେ ବହୁ କାର୍ଯ୍ୟକ୍ରମ ଆୟୋଜନ ହେବ।

 Opposition MPs from the INDIA bloc submitted a memorandum to the governor
ମଣିପୁର ରାଜ୍ୟପାଳଙ୍କୁ ଭେଟିଲେ ବିରୋଧୀ ‘INDIA’ ମେଣ୍ଟ: ରାଜ୍ୟରେ ଶାନ୍ତି ଫେରାଇ ଆଣିବାକୁ ଦେଲେ ଦାବିପତ୍ର

ମଣିପୁରରେ ଗତ ୯୦ ଦିନ ଧରି ବିଗିଡ଼ି ଯାଇଛି ଆଇନ୍ ଶୃଙ୍ଖଳା ପରିସ୍ଥିତି। ତେଣୁ ତୁରନ୍ତ ଶାନ୍ତି ଫେରାଇ ଆଣିବାକୁ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ବିରୋଧୀ ମେଣ୍ଟ।

OSSC ULB accountant exam question paper leaked, allege aspirants
ପୁଣି OSSC ପ୍ରଶ୍ନପତ୍ର ଲିକ୍ ଅଭିଯୋଗ: ULB ଆକାଉଣ୍ଟାଣ୍ଟ ପରୀକ୍ଷାରେ ସିଲ୍ ଖୋଲା ପ୍ରଶ୍ନପତ୍ର

ବିଭ୍ରାଟ ପରେ ବିଭ୍ରାଟ... ବିବାଦ ପରେ ବିବାଦ। ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ଉପରେ ସତେ ଯେମିତି କାହାର ପଡ଼ିଛି କୋପଦୃଷ୍ଟି। ଖଣ୍ଡିଏ ସରକାରୀ ଚାକିରୀ ଆଶାରେ ଦିନରାତି ପରିଶ୍ରମ କରି ପରୀକ୍ଷାକୁ ସାମ୍ନା କରୁଥିବା ପିଲାଙ୍କ ପ୍ରଶ୍ନପତ୍ର ଲିକ୍ ପରେ ଲିକ୍ ଅଭିଯୋଗ। ଏହାକୁ ନେଇ ଲାଗିରହିଛି ତମ୍ବିତୋଫାନ।

Tensions erupts in Subarnapur village after missing boy’s body recovered by police
କେମିତି ମାଆ ପାଖରୁ ନିଖୋଜ ହୋଇଗଲା ନାବାଳକ ପୁଅ? ନରବଳି ନା ଯୋଜନାବଦ୍ଧ ହତ୍ୟା?

ୟା ପଛରେ ଏକ ବଡ଼ ଧରଣର ଅଙ୍ଗ ଚାଲାଣ ରାକେଟ୍  କାମ କରୁଥିବା ନେଇ ସେମାନଙ୍କ ସନ୍ଦେହ ସୃଷ୍ଟି ହୋଇଛି। ସେପଟେ ଅନୁଗୁଳ ଏସପି କହିଛନ୍ତି ଘଟଣାକୁ ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି। ଅଧିକ ତଥ୍ୟ ହାସଲ ଲାଗି SCB ଏଫଏମଟି ବିଭାଗର ସହଯୋଗ ଲୋଡ଼ାଯାଇଛି।

2024 LS Polls Predictions
'ଏବେ ଭୋଟ୍ ହେଲେ ପୁଣି ସରକାର ଗଢ଼ିବ NDA'

ଇଣ୍ଡିଆ ଟିଭି- CNXର ଓପିନିଅନ୍ ପୋଲ୍ ଆକଳନରୁ ଏହି ତଥ୍ୟ ଆସିବା ପରେ ରାଜନୈତିକ ମହଲରେ ଚର୍ଚ୍ଚା, ବିତର୍କ ଆରମ୍ଭ ହୋଇଛି।

follow this tips get blessings of goddess laxmi
Vastu Tips: କେଉଁ କାରଣରୁ ଲକ୍ଷ୍ମୀଛଡ଼ା ଦୋଷ ଲାଗିଥାଏ ?

ସାବଧାନ ! ଏସବୁ କାମରୁ ନିବୃତ୍ତ ରୁହନ୍ତୁ... ନହେଲେ ଘରେ ପଡ଼ିବ ଲକ୍ଷ୍ମୀଙ୍କ କୋପଦୃଷ୍ଟି।

Meet PM Modi's Look-Alike Vikas Mahante
ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ବନ୍ କପି: ସେଇ ଲୁକ୍, ସେଇ ଠାଣି

ଦେଶର ରାଜନୈତିକ ଛକାପଞ୍ଝା ଭିତରେ, ବେଳେ ବେଳେ ଏମାନଙ୍କୁ ବି ନେଇ ହୁଏ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା। ମିଳେ ସେଲିବ୍ରିଟି ଫିଲ୍ ।

2 minors detained for tomato in cuttack
ଛତ୍ରବଜାରରୁ ଟମାଟୋ ନେଇ ଗ୍ରାହକ ଛୁ, ବନ୍ଧକ ପଡ଼ିଲେ ଦୁଇ ନାବାଳକ !

ଗାଡ଼ିରେ ଟମାଟୋ ରଖି ଆସୁଛି, ଆଉ ୧୦ କିଲୋ ନେବି ବୋଲି କହି ୨ କିଲୋ ଟମାଟୋ ଧରି ଖସିଯାଇଥିବା ଅଭିଯୋଗ ହୋଇଛି। ତେବେ ଦୁଇ ଘଣ୍ଟା ପରେ ବି ସେ ନଆସିବାରୁ ସନ୍ଦେହ ବଢ଼ିଥିଲା ଟମାଟୋ ବ୍ୟବସାୟୀଙ୍କର।

ନନ୍ଦନକାନନରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳିତ

ବାଘଙ୍କ ସୁରକ୍ଷା ଓ ସରକ୍ଷଣ ପାଇଁ ଏ ଅବସରରେ ନନ୍ଦନକାନନ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଇଛି।

Question paper leak case
ପ୍ରଶ୍ନପତ୍ର ଲିକ୍‌ କରି ଶିକ୍ଷକ ବିତାଉଥିଲେ ବିଳାସପୂର୍ଣ୍ଣ ଜୀବନ

ବେଶ୍ ସୌଖୀନ ଜୀବନ ବିତାଉଥିବା ଗୋବିନ୍ଦଙ୍କୁ ଗତ ୧୯ ତାରିଖରେ ଗିରଫ କରିଛି ବାଲେଶ୍ବର ପୋଲିସ। କୋଟିପତି ଶିକ୍ଷକଙ୍କ ଗାଡି ଜବତ କରିଛି।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।