• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

cm-naveen
'ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା'

ଭୁବନେଶ୍ୱର: ରାଜ୍ୟର ଦୁଇଟି ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଥିବା ବେଳେ ସରକାରୀ ଘୋଷଣାକୁ ନେଇ ବିଜେଡିକୁ ଟାର୍ଗେଟ କରିଛି ବିଜେପି। ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ କଥା ମନେପଡ଼େ ବୋଲି ଅଭିଯୋଗ କରିଛନ୍ତି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ। ବିଜେପୁର...

bidhansabha
ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ହୋଇଛି ସର୍ବଦଳୀୟ ବୈଠକ। ବୈଠକରେ ଗୃହକାର୍ଯ୍ୟ କିଭଳି ହେବ ସେନେଇ ଆଲୋଚନା ହୋଇଛି। ୨୯ ତାରିଖ ଦିନ ୧୧ଟାରେ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକ ପ୍ରସ୍ତାବ ପାରିତ ହେବା ପରେ ଗୃହ ମୁଲତବୀ ହେବ। ସେହିଦିନ ଅପରାହ୍ଣ ୩ଟାରୁ...

shutdown
ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ତାର ଉଗ୍ରରୂପ ଧାରଣ କରିଛି। ଇତି ମଧ୍ୟରେ ନୟାଗଡ ଜିଲ୍ଲାରେ ଦିନକୁ  କରୋନା କାୟାବିସ୍ତାର କରିବାରେ ଲାଗିଛି। ତେବେ ସଂକ୍ରମଣ ରୋକିବାକୁ ନୟାଗଡ଼ ସହର ୨ ଦିନ ସଟଡାଉନ୍ ଘୋଷଣା କରାଯାଇଛି। ଆସନ୍ତା ସୋମ ଓ ମଙ୍ଗଳବାର ନୟାଗଡ଼ ସହର ବନ୍ଦ କରାଯିବା...

ambulance
ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଯାଜପୁର: ଆମ୍ବୁଲାନ୍ସ ଧକ୍କାରେ ୩ ବାଇକ୍ ଆରୋହୀ ମୃତ। ନେଉଳପୁର ନିକଟରେ ଆମ୍ବୁଲାନ୍ସ- ବାଇକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ତିନି ତିନିଟା ଜୀବନ। ଏହି ଦୁର୍ଘଟଣାରେ ବାଇକ୍ ଆରୋହୀ ପୁରୁଷ, ମହିଳା ଓ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ରାସ୍ତା କାମ ଯୋଗୁଁ ଗୋଟିଏ ପଟେ ଗାଡ଼ି ଯାଉଥିବାରୁ...

coronavirus-bhubaneswar
ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୩୨୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୭୦, ଲୋକାଲ କଣ୍ଟାକ୍ଟ କେସ୍ ୨୫୬ ରହିଛି। କେଉଁ ଅଞ୍ଚଳରୁ କେତେ:- ପଟିଆ ଅଞ୍ଚଳରୁ ୨୦, ନୟାପଲ୍ଲୀରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୟୁନିଟ-୯ରୁ ୧୦, ଓଲ୍ଡ୍ ଟାଉନ ଅଞ୍ଚଳରୁ...

police
ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଭୁବନେଶ୍ୱର: ରାଜଧାନୀରେ ଥିବା ବ୍ୟବସାୟୀ ଓ ଦୋକାନୀ ସାବଧାନ। ଗାଇଡଲାଇନ୍ ନ ମାନିଲେ ବଜାର ବନ୍ଦ କରାଯିବ। ଏଭଳି ଢଙ୍ଗରେ ବ୍ୟବସାୟୀ ଓ ଦୋକାନୀଙ୍କୁ ଚେତାବନୀ ଦେଇଛନ୍ତି ପୋଲିସ୍ କମିଶନର। ରାଜଧାନୀରେ କେମିିିତି କୋଭିଡ୍ ଗାଇଡଲାଇନ୍ ପାଳନ ହେଉଛି, ନିଜେ ଏହାର ଅନୁଧ୍ୟାନ କରିଛନ୍ତି ପୋଲିସ କମିଶନର ସୁଧାଂଶୁ...

car
ନାଳରେ ପଶିଗଲା ଚଳନ୍ତା କାର

କଟକ: କଲ୍ୟାଣୀନଗରରେ ନାଳରେ ପଶିଗଲା ଚଳନ୍ତା କାର୍। ତାଳଦଣ୍ଡା କେନାଲକୁ ଲାଗି ଯାଇଥିବା ନାଳରେ ପଶିଗଲା କାର୍। କାର ପଶିଯିବା ପରେ ପ୍ରତ୍ୟକ୍ଷଦର୍ଶୀ ପୋଲିସକୁ ଖବର ଦେଇଥିଲେ। ଓଡ୍ରାଫ୍ ଟିମ୍ ଓ ମଧୁପାଟଣା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି କାର୍ ଚାଳକଙ୍କୁ ଉଦ୍ଧାର କରିଛି। କାରରେ ଏକମାତ୍ର ଚାଳକ ଥିବା...

cm-naveen
ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ଏଥିରେ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି,  ଓଡ଼ିଶୀ ସଙ୍ଗୀତ ୨ ହଜାର ବର୍ଷ ପୁରୁଣା। ଆଉ ଏହା ନିଜସ୍ୱ ଲିଖିତ ଶାସ୍ତ୍ର ଓ ସ୍ୱତନ୍ତ୍ର ରାଗ ଉପରେ ଆଧାରିତ।...

sara
NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

ମୁମ୍ବାଇ: NCB ଅଫିସ୍‌ରେ ପହଞ୍ଚିଲେ ଅଭିନେତ୍ରୀ ଶ୍ରଦ୍ଧା କପୁର ଓ ସାରା ଅଲ୍ଲୀ ଖାନ୍। ଏନସିବି ସମନ ପାଇଥିବା ସାରା ଅଲ୍ଲି ଖାନ ମଧ୍ୟ ଜେରା ପାଇଁ ହାଜର ହୋଇଛନ୍ତି। ବଲିଉଡ୍ ଡ୍ରଗ୍ସ ଲିଙ୍କ ମାମଲାରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଜେରା  ଏନସିବିର ୫ ଜଣିଆ ଟିମ୍ ଦୀପିକାଙ୍କୁ...

gherau
ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ଭୁବନେଶ୍ୱର: ଓଟିଭି ଏମଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ। ଏଥର ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧା ଜିଲ୍ଲା ସାରୁଅ, ଜୟ ମଙ୍ଗଳ ଏବଂ ଗୌଡ଼ପୁଟ ଗାଁର ଲୋକେ। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେବା ସହ ସେମାନଙ୍କ ଚାଷ ଜମିକୁ ରାସ୍ତା ଛାଡ଼ୁନଥିବା ଅଭିଯୋଗ ଆଣିଛନ୍ତି। ରାସ୍ତା ନଥିବାରୁ ଚାଷ ଜମିକୁ...

dupataa
ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଭୁବନେଶ୍ୱର: କାର ପାର୍କିଂ ପାଇଁ ଉଚ୍ଛେଦ। ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂ କଡରେ ନିର୍ମାଣାଧିନ ବହୁତଳ କାର ପାର୍କିଂର ଅଗ୍ରଗତିରେ ବାଧା ସୃଷ୍ଟି କରୁଥିବା ୨୪ଟି ଉଠା ଦୋକାନୀଙ୍କ ବେଆଇନ ନିର୍ମାଣ ଉଛେଦ କଲା  ବିଏମ୍‌ସି। ପୋଲିସର ସହାୟତାରେ ନେଇ ବୁଲଡୋଜର ଲଗାଇ ଉଛେଦ କରିଛ ବିଏମ୍‌ସି। ସେପଟେ...

baijant
ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଭୁବନେଶ୍ୱର: ବିଜେପି କାର୍ଯ୍ୟକର୍ତ୍ତା ଘୋଷଣା କଲେ ସଭାପତି ଜେପି ନଡ୍ଡା। ପୂର୍ବଭଳି ଉପାଧ୍ୟକ୍ଷ ପଦ ବଜାୟ ରଖିଲେ ବୈଜୟନ୍ତ ପଣ୍ଡା। ନଡ୍ଡାଙ୍କ ଟିମରେ ୧୨ ଉପସଭାପତି, ୮ ସାଧାରଣ ସଂପାଦକ। କାହାଙ୍କୁ ମିଳିଲା କେଉଁ ଦାୟିତ୍ୱ:- ରମଣ ସିଂହ, ବସୁନ୍ଧରା ରାଜେ ସିନ୍ଧିଆ, ରାଧାମୋହନ ସିଂ, ବୈଜୟନ୍ତ ପଣ୍ଡା,...

bhubaneswar-coronavirus
ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୨, ଲୋକାଲ କଣ୍ଟାକ୍ଟ କେସ୍ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୫୩ ଅଞ୍ଚଳରୁ ସୁସ୍ଥ ହୋଇଛନ୍ତି। କେଉଁ ଅଞ୍ଚଳରୁ କେତେ:- ନୟାପଲ୍ଲୀରୁ ୧୬, ପଟିଆ ଶିଶୁ ବିହାରରୁ...

high-court
ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

କଟକ: ଅପରାଧିକ ମାମଲାରେ ଜଡ଼ିତ ରାଜନେତାଙ୍କ ବଢିଲା ଅଡୁଆ। ରାଜ୍ୟରେ ରାଜନେତାଙ୍କ ବିରୋଧରେ କେଉଁ କୋର୍ଟରେ କଣ ମାମଲା ରହିଛି ଏହାର ସବିଶେଷ ତଥ୍ୟ ମାଗିଛନ୍ତି ହାଇକୋର୍ଟ। ଏ ସମ୍ପର୍କରେ ନିଜ ଆଡୁ ଏକ ମାମଲା ରୁଜୁ କରି ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ପୂର୍ବତନ...

malkanagiri
ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ମାଲକାନଗିରି: ବର୍ଷ ବର୍ଷର ଦାବି ପରେ ଶେଷରେ ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀ ଆଶା। ଏଣିକି ନିଜ ଅଞ୍ଚଳରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇବେ ଲୋକେ। ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଭିମାନ ଅଞ୍ଚଳରେ ୪ଜଣ ଡାକ୍ତରଙ୍କୁ ନିଯୁକ୍ତି ମିଳିଛି। ସପ୍ତାହରେ ପାଳିକରି ଏହି ଡାକ୍ତରମାନେ ଚିତ୍ରକୋଣ୍ଡା, ଜାନବାଇ...

bhubaneswar
ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୭ ପଜିଟିଭ୍ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୨, ଲୋକାଲ କଣ୍ଟାକ୍ଟ କେସ୍ ୨୫୫ ରହିଛି। ଭୁବନେଶ୍ୱର ମହାନଗର ଅଞ୍ଚଳରୁ ସୁସ୍ଥ ହେଲେ ଆଉ ୩୧୨। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ଭ। କେଉଁ ଅଞ୍ଚଳରୁ...

cow
ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବାରିପଦା: ଗାଈ ପଛରେ ଆଖି। ଶିମିଳିପାଳରେ ଗାଈଗୋରୁଙ୍କ ଦେହରେ କରାଯାଉଛି ଟାଟୁ। ଗାଈ ପଛପଟେ ରଙ୍ଗ ତୁଳୀରେ କୃତ୍ରିମ ଆଖି ତିଆରି କରାଯାଇ ଶିକାରୀ ଜନ୍ତୁଙ୍କ ଠାରୁ ନିଜର ଗୃହପାଳିତ ପଶୁଙ୍କୁ ରକ୍ଷା କରିବାପାଇଁ କରାଯାଉଛି ଅଭିନବ ପ୍ରୟାସ। ଏବେ ଗୋଟିଏ ଗାଁରୁ ଅନ୍ୟ ଗାଁର ଲୋକ ଏହିଭଳି...

bidhansabha
ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ। ୭୫୭ କୋଭିଡ୍ ଟେଷ୍ଟରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଗତକାଲି(ଶନିବାର) ବିଧାୟକ, ବିଧାନସଭା କର୍ମଚାରୀ ଓ ସାମ୍ବାଦିକଙ୍କ ଟେଷ୍ଟ ହୋଇଥିଲା। ତେବେ ଯେଉଁ ମାନଙ୍କର କରୋନା ପଜିଟିଭ ଆସିଛି, ସେମାନଙ୍କୁ ବିଧାନସଭା ପରିସରକୁ ପ୍ରବେଶ କରିପାରିବେ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।