• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

president
କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ୩ଟି କୃଷି ବିଲ୍ ଉପରେ ସ୍ୱାକ୍ଷର କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସଂସଦର ଉଭୟ ଗୃହରେ ପାରିତ ପରେ ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ଅନୁମୋଦନ ପରେ କୃଷି ବିଲ୍ ଆଇନରେ ପରିଣତ ହୋଇଛି। ଆଇନରେ ପରିଣତ ହୋଇଥିବା ୩ ବିଲ୍‌ ହେଲା ଚାଷୀଙ୍କ ଉତ୍ପାଦିତ ସାମଗ୍ରୀର ବ୍ୟାପାର...

jyotree-mayee-dash
ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର: ଓଡ଼ିଆ ବୈଜ୍ଞାନିକଙ୍କୁ ମିଳିବ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର। ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’ ମିଳିବ। ରସାୟନିକ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କ ଏହି ପୁରସ୍କାର ମିଳିବ। ପୁରସ୍କାର ପାଇବା ପାଇଁ ୧୨ ଜଣ ବୈଜ୍ଞାନିକଙ୍କ ମଧ୍ୟରେ ଜଣେ...

mask
କରୋନାରୁ ଆରୋଗ୍ୟ ହେଲେ ୩୩୭୮ ଆକ୍ରାନ୍ତ

ଭୁବନେଶ୍ୱର:- ରାଜ୍ୟରେ ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ଏବେସୁଦ୍ଧା ୧ ଲକ୍ଷ ୭୩ ହଜାର ୫୭୧ ଆକ୍ରାନ୍ତ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ସର୍ବାଧିକ କଟକ ଜିଲ୍ଲାରୁ...

coronary
କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଫୁଲବାଣୀ: ପୁଣି କୋଭିଡ୍ ଯୋଦ୍ଧା ଜୀବନ ନେଲା କରୋନା। କନ୍ଧମାଳ ଜିଲ୍ଲା ପୁଲିସରେ କାର୍ଯ୍ୟରତ ଜଣେ କନଷ୍ଟେବଳ କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କର ନାଁ ହେଉଛି ଉନେଶ ନାୟକ। ତାଙ୍କ ଘର ଜି. ଉଦୟଗିରି ବଡେନାଜୁ ଗାଁରେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଆଜି ଅନ୍ତିମ ସଂସ୍କାର କରାଯାଇଛି।...

coronaea
ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ।  ଗତକାଲି ୨ ଚିହ୍ନଟ ହୋଇଥିଲେ, ଆଜି ଆଉ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ପଦ୍ମିନୀ ଦିଆନ ଓ ଜ୍ୟୋତି...

mandir
ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଭୁବନେଶ୍ୱର: ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର।  ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି।...

bhubaneswar
ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରରେ ଆଜି ଆଉ ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୧୧ ଏବଂ ୨୩୧ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି।ଭୁବନେଶ୍ୱରରେ ଆଜି ଆଉ ୩୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର...

Nandankanan
ଅକ୍ଟୋବର ୪ରେ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଶୁଭ ସଙ୍କେତ ଅକ୍ଟୋବର ୪ରେ ଖୋଲିବ ନନ୍ଦନକାନନ। ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ ନନ୍ଦନକାନନ। ଖୋଲିବା ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ନନ୍ଦନକାନନ ବଟାନିକାଲ ଗାର୍ଡେନ ମଧ୍ୟ ୪ରୁ ଖୋଲିବ। ନନ୍ଦନକାନନ ଖୋଲିବା ନେଇ ପିସିସିଏଫ୍ ହରିଶଙ୍କର ଉପାଧ୍ୟାୟ କହିଛନ୍ତି ଯେ ଏକକାଳୀନ କେତେ...

accident
ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍

ରାଇରଙ୍ଗପୁର: ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଅନ୍ୟ ଜଣେ ଗୁରୁତରଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅଧିନ ବିଶୋଇ ଛକ ନିକଟରେ। ଘଟଣାଟି ଥିଲା ଏମିତି:- ବିଶୋଇ...

MASK
ଦିନକରେ ସୁସ୍ଥ ହେଲେ ୪୦୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୪ ହଜାର ୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ସଂଖ୍ୟା ୧ ଲକ୍ଷ ୭୭ ହଜାର ୫୮୫କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ...

ncb
NCB ରାଡାର୍‌ରେ ବଲିଉଡର୍ ୨୦ରୁ ଅଧିକ ଆଗଧାଡ଼ିର କଳାକାର

ମୁମ୍ବାଇ: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ରାଡାରରେ ଏବେ ବଲିଉଡର୍ ୨୦ରୁ ଅଧିକ କଳାକାର। A ଲିଷ୍ଟର୍ ଷ୍ଟାରଙ୍କୁ ଜେରା ପରେ ଆହୁରି କିଛି ଅଭିନେତ୍ରୀ ଏବଂ ଅଭିନେତାଙ୍କୁ ଜେରା କରିପାରେ ଏନସିବି। ଦୀପିକା, ସାରା, ଶ୍ରଦ୍ଧା ଏବଂ ରକୁଲପ୍ରୀତଙ୍କୁ ପଚରାଉଚରା ପରେ ଏନେଇ ସୁରାକ୍ ଲାଗିଥିବା ଜାତୀୟ ଗଣମାଧ୍ୟମରେ...

harsh
ହର୍ଡ ଇମ୍ୟୁନିଟିଠୁ ବହୁ ଦୂରରେ ଭାରତ: ହର୍ଷବର୍ଦ୍ଧନ

ଭୁବନେଶ୍ୱର: ହର୍ଡ ଇମ୍ୟୁନିଟିଠୁ ବହୁ ଦୂରରେ ଭାରତ। ଗୋଷ୍ଠୀ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହେବାକୁ ଲାଗିବ ଆହୁରି ଦୀର୍ଘ ସମୟ। ICMRର ଦ୍ୱିତୀୟ ସେରୋ ସର୍ଭେ ଏଭଳି ସୂଚାଉଥିବା କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ। ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି...

jagannath-temple
'ଶ୍ରୀମନ୍ଦିର ଖୋଲିବାକୁ ସେବାୟତ ଅମଙ୍ଗ'

ପୁରୀ: ଶ୍ରୀମନ୍ଦିର ୬୦୦ ସେବାୟତ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମଣ ଯୋଗୁଁ ମନ୍ଦିର ଖୋଲିବାକୁ ସେବାୟତ ଅମଙ୍ଗ ହେଉଛନ୍ତି ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ। ଶ୍ରୀମନ୍ଦିର ସେବାୟତଙ୍କ ପାଇଁ କୋଭିଡ୍ ପରିଚାଳନା ନେଇ ସ୍ବତନ୍ତ୍ର ବୈଠକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ବଳୱନ୍ତ ସିଂ କହିଛନ୍ତି...

corona-positives
ଆଉ ୫ ବିଧାୟକ କରୋନାରେ ଆକ୍ରାନ୍ତ !

ଭୁବନେଶ୍ୱର: ଆଉ ୫ ବିଧାୟକ କରୋନା ପଜିଟିଭ୍। ସେମାନେ ହେଲେ- ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଭୂଦାନ ମୁର୍ମୁ, ଅଙ୍ଗଦ କହଁର, ସରୋଜ ମେହେର ଓ ବିକ୍ରମ ପଣ୍ଡା। କାଲି ବିଧାନସଭାରେ ୨୫ ବିଧାୟକଙ୍କ ହୋଇଥିବା ଟେଷ୍ଟରୁ ୫ ଜଣଙ୍କ ପଜିଟିଭ୍ ଆସିଥିବା ସୂଚନା ମିଳିଛି। ଆଗରୁ ରାଜ୍ୟର ୧୪...

loot
ହେଲମେଟ୍ ପିନ୍ଧା ଗ୍ରାହକଙ୍କୁ ସାବଧାନ !

ଖୋର୍ଦ୍ଧା, ଢେଙ୍କାନାଳ: ମାତିଲେ ଲୁଟେରା। ଗ୍ରାହକ ହୋଇ ଆସିଲେ, ଶେଷରେ ଦୋକାନୀଙ୍କଠୁ ଲୁଟିଲେ। ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜଟଣୀ ସହରରେ। ପୁରା ଘଟଣା ସିସିଟିଭିରେ କଏଦ ହୋଇଯାଇଛି। ଜଟଣୀ ସହରରରେ ଥିବା ଏକ ଡିସ୍ ଟିଭି ଦୋକାନକୁ ଗତକାଲି ମଧ୍ୟାହ୍ନରେ ଜଣେ ଗ୍ରାହକ ହୋଇ ଆସିଥିଲେ।...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।