• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

patato
ଆଳୁ, ପିଆଜ ଦର ଆକାଶ ଛୁଆଁ

କଟକ: ବଜାରରେ ହୁ ହୁ ହୋଇ ବଢୁଛି ଆଳୁ ପିଆଜ ଦର। କଟକ ଛତ୍ରବଜାରରେ ଆଳୁ କିଲୋ ୩୫ ଟଙ୍କା ରହିଥିବାବେଳେ ପିଆଜ ଦର ୫୦ ଟଙ୍କାରେ ପହଞ୍ଚିଛି। ପିଆଜର ପାଇକାରୀ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୪୦୦୦ ଟଙ୍କା ଓ ଆଳୁ କ୍ୱିଣ୍ଟାଲ ୨୮୦୦ ଟଙ୍କା ରହିଛି। ତେବେ...

rebo-helmet
ଯବାନଙ୍କ ସୁରକ୍ଷା ପାଇଁ ଓଡ଼ିଆ ପୁଅ ନିର୍ମାଣ କଲେ ରୋବୋ ହେଲମେଟ୍

କୋରାପୁଟ: ଦେଶର ପ୍ରତିରକ୍ଷା କ୍ଷେତ୍ରକୁ ସୁଦୃଢ କରିବାକୁ ଯୁବ ଇଂଜିନିୟର ପ୍ରୟାସ। ସୀମାରେ ମୁତୟନ ଯବାନଙ୍କ ଲାଗି ନିର୍ମାଣ କରିଛନ୍ତି ରୋବୋ ହେଲମେଟ୍ (ବୁଲେଟ୍ ପ୍ରୁଫ୍ ହେଲମେଟ୍)। ଯବାନଙ୍କ ଜୀବନ ବଂଚାଇବା ସହ ଶତ୍ରୁର ଉପସ୍ଥିତିର ସିଗନାଲ ଦେବ। ଏହି ହେଲମେଟ୍  ଇଲେକ୍ଟ୍ରୋନିକ୍ସରେ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଥିବା...

nandankana
ଆଖି ବୁଜିଲା ନନ୍ଦନକାନନର 'ସୁପ୍ରିୟା'

ଭୁବନେଶ୍ୱର:  ନନ୍ଦନକାନନରୁ ଆସିଲା ଦୁଃଖଦ ଖବର। ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଏକ ସିଂହୀର ମୃତ୍ୟୁ ହୋଇଛି। ଏହି ସିଂହୀର ନାମ ସୁପ୍ରିୟା ଥିଲା। ମୃତ୍ୟୁ ବେଳକୁ ତାର ବୟସ ୧୫ ବର୍ଷ ହୋଇଥିଲା। ସୁପ୍ରିୟା ଗତ କିଛିଦିନ ଧରି ଅସୁସ୍ଥ ଥିବା ସୂଚନା ଦିଆଯାଇଛି। ପ୍ରକାଶଥାଉକି...

vote
ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲ ଭୋଟ୍

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୨ ଉପନିର୍ବାଚନର ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ବିଜ୍ଞପ୍ତି ପ୍ରକାଶ ଅକ୍ଟୋବର ୧୬ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ ନଭେମ୍ବର...

arrest
ବୌଦ୍ଧ ଡେପୁଟୀ କଲେକ୍ଟର ଶରତ ବାଗ ଗିରଫ

ବୌଦ୍ଧ: ବୌଦ୍ଧ ଡେପୁଟୀ କଲେକ୍ଟର ଶରତ ବାଗ ଗିରଫ। ପତ୍ନୀ ନିର୍ଯାତନା ଅଭିଯୋଗରେ ଶରତ ବାଗଙ୍କୁ ଗିରଫ କରିଛି ଝାରସୁଗୁଡ଼ା ଟାଉନ ଥାନା ପୋଲିସ। ବିଟିଏମ୍ ଫାଣ୍ଡିରେ ରଖି ଡେପୁଟୀ କଲେକ୍ଟରଙ୍କୁ ପଚରାଉଚରା କରୁଛି ପୋଲିସ୍। ବୌଦ୍ଧ ଜିଲ୍ଲା ଡେପୁଟି କଲେକ୍ଟର ଶରତ ବାଗ ନିଜ ସଂପର୍କୀୟଙ୍କ ସହ...

lady
ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ଭୁବନେଶ୍ୱର: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର। ଯୁବତୀଙ୍କ ମୋବାଇଲ ଝାମ୍ପିବା ବେଳେ ସ୍କୁଟିରୁ ଖସି ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ରସୁଲଗଡ଼ କେନାଲ ରୋଡ୍ ଅଞ୍ଚଳରେ। ଯାହା ରାଜଧାନୀରେ ଚର୍ଚ୍ଚାର ବିଷୟ ହୋଇଛି। ରସୁଲଗଡ଼ କେନାଲ ରୋଡ୍ ଅଞ୍ଚଳରେ ଦିନ ଦ୍ୱିପ୍ରହରରେ ଲୁଟ୍।...

jeee
ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଭୁବନେଶ୍ୱର: ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ। OJEE ପରୀକ୍ଷା ଦୈନିକ ତିନିଟି ସିଫ୍‌ଟରେ ହେବ। ଅକ୍ଟୋବର ୧୨ରୁ ୧୯ ତାରିଖ ଯାଏ ହେବ OJEE ପରୀକ୍ଷା। ସକାଳ ୯ରୁ ୧୧, ଦିନ ୧୨ଟା୩୦ରୁ ୨ଟା୩୦ ଓ ୪ଟାରୁ ୬ଟା ଯାଏ ହେବ ପରୀକ୍ଷା। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ...

heavy-rain-fall
ପ୍ରବଳ ବର୍ଷିବ, ସତର୍କ ରହିବାକୁ SRCଙ୍କ ପରାମର୍ଶ

ଭୁବନେଶ୍ୱର: ୨୦ ଜିଲ୍ଲାରେ ପ୍ରବଳ ବର୍ଷିବ। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାପ୍ରତି ନଜର ରଖିବାକୁ ପରାମର୍ଶ ଦେଲେ SRC। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି। ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜିଲ୍ଲାପ୍ରତି...

lockdown
ଆସିଲା ରାଜ୍ୟ ସରକାରଙ୍କ ଅନ୍‌ଲକ୍ ଗାଇଡ୍ ଲାଇନ୍

ଭୁବନେଶ୍ୱର: ଅକ୍ଟୋବର ମାସ ପାଇଁ ରାଜ୍ୟ ସରକାର ଗାଇଡ୍ ଲାଇନ୍ ଜାରି କରିଛନ୍ତି। ଜାଣନ୍ତୁ କଣ ରହିବ ଖୋଲା ଓ କଣ ବନ୍ଦ ରହିବ:- କଣ୍ଟେନମେଣ୍ଟ ଅଞ୍ଚଳରେ ଅକ୍ଟୋବର ୩୧ ଯାଏଁ ବଳବତ୍ତର ରହିବ ଲକଡାଉନ୍ ରାଜ୍ୟରେ ବନ୍ଦ ରହିବ ସିନେମା ହଲ୍ ଓ ସୁଇମିଂ ପୁଲ କେବଳ...

mask
ରାଜ୍ୟରେ ସୁସ୍ଥ ହେଲେ ୪୩୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୯୦୦୮୦ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ- ଖୋର୍ଦ୍ଧାରୁ ସର୍ବାଧତ୍କ ୭୭୦, କଟକରୁ ୫୫୮,...

nurse-strike
ଦରକାର ବେଳେ ନେଲେ, ଏବେ ବିନା ନୋଟିସରେ ବିଦା କଲେ

ବ୍ରହ୍ମପୁର: ଦରକାର ବେଳେ ନେଲେ, ଏବେ ବିନା ନୋଟିସରେ ବିଦା କରିଦେଲେ। ଏଭଳି ଅଭିଯୋଗ କରି ଗଂଜାମରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସ୍ୱାସ୍ଥ୍ୟ କର୍ମୀ। କରୋନା ବେଳେ ଜୀବନକୁ ବାଜି ଲଗାଇ କାମ କରିଥିବା ସ୍ୱାସ୍ଥ୍ୟ କର୍ମୀଙ୍କୁ ସରକାର ବହିଷ୍କାର କରିବା ପରେ ଏନ୍ଏମ୍, ଜିଏନ୍ଏମ ଓ ଫାର୍ମାସିଷ୍ଟ ଅସନ୍ତୋଷ...

bhubaneswar
ଭୁବନେଶ୍ୱରରୁ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫୮, ଲୋକାଲ୍ କେସ୍ ୨୫୪ ରହିଛି। ଭୁବନେଶ୍ୱରରୁ ଆଜି ୩୨୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। କେଉଁ ଜିଲ୍ଲାରୁ କେତେ:-...

bike-chora
କାର୍‌ରେ ବୁଲି ବୁଲି କରୁଛନ୍ତି ବାଇକ୍‌ ଚୋରି

ଭୁବନେଶ୍ୱର: ରାତି ଅଧରେ କାର୍ ଧରି ବୁଲୁଥିଲେ। ସୁଯୋଗ ପାଇବା ମାତ୍ରେ ଲକ୍ ଭାଙ୍ଗି ବାଇକ୍ ନେଇ ଯାଉଥିଲେ। ଏପରି ଏକ ଗ୍ୟାଙ୍ଗକୁ ଧରିଛି ଖୋର୍ଦ୍ଧା ପୋଲିସ। ବିଭିନ୍ନ ସିସିଟିଭିରୁ ଏମାନଙ୍କର ସୁରାଗ ସଂଗ୍ରହ କରି ୫ ଜଣିଆ ଗ୍ୟାଙ୍ଗକୁ ଧରିବାରେ ପୋଲିସ ସଫଳ ହୋଇଛି। ସେମାନଙ୍କଠାରୁ ୧୯ଟି...

medical
ରୋଗୀ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

ଭଦ୍ରକ: ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଉତ୍ତେଜନା। ଡାକ୍ତରଙ୍କ ଭୁଲ ଚିକିତ୍ସା ଯୋଗୁଁ ରୋଗୀ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ପରେ ଏହି ଘଟଣାକୁ ନେଇ ମେଡିକାଲ କର୍ମଚାରୀଙ୍କ ସହ ମୃତ ବ୍ୟକ୍ତିଙ୍କ ପରିବାର ଲୋକଙ୍କ ଧସ୍ତାଧସ୍ତି ହୋଇଥିଲା। ସୂଚନା ଅନୁଯାୟୀ,...

sabya
ସବ୍ୟସାଚୀଙ୍କୁ 'ମହାତ୍ମା ଗାନ୍ଧୀ ସେବା' ସମ୍ମାନ

ଭୁବନେଶ୍ୱର: କୋଭିଡ୍ ସମୟରେ ରିୟଲ ହିରୋ ସାଜିଥିବା ସବ୍ୟସାଚୀ ପାଇବେ ମହାତ୍ମା ଗାନ୍ଧୀ ସେବା ସମ୍ମାନ। ଭାରତୀୟ ସ୍କାଉଟ୍ ଓ ଗାଇଡ୍ ଫେଲୋସିପ୍, ରାଜ୍ୟ ଶାଖା ପକ୍ଷରୁ ଚଳିତ ବର୍ଷର ଏହି ସମ୍ମାନ ପାଇବେ ଅଭିନେତା ଓ ସମାଜସେବୀ ସବ୍ୟସାଚୀ ମିଶ୍ର। ଏନେଇ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି।...

film-hall
କେନ୍ଦ୍ରର ଅନୁମତି ପରେ ବି ହଲ୍ ଖୋଲିବାରେ ଅସୁବିଧା କେଉଁଠି?

ଭୁବନେଶ୍ୱର: କରୋନାକୁ ପିଠି କରି କଟକଣା ସହ ଧିରେ ଧିରେ ସବୁ ଖୋଲୁଛି। ହାଟ ବଜାରରେ ଗହଳି ବଢୁଛି।  ହେଲେ ସିନେମା ହଲ୍ ଏବେ ବି ବନ୍ଦ। ଭୁବନେଶ୍ୱରର କେଶରୀ ଟକିଜ୍‌ରେ ଲାଗିଥିବା ଏ ପୋଷ୍ଟର। ୧୩ ମାର୍ଚ୍ଚରେ ଏଠି ରିଲିଜ୍ ହେବାର ଥିଲା ଏ ସିନେମା ଅଂଗ୍ରେଜି...

mask
ସୁସ୍ଥ ହେଲେ ୪୦୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୯୪ ହଜାର ୧୨୮କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ...

favipiravir
ହୋମ୍ ଆଇସୋଲେସନ୍‌ରେ ଥିବା କରୋନା ଆକ୍ରାନ୍ତଙ୍କୁ 'ଫାଭିପିରାଭିର୍' ଦିଆଯିବ କେମିତି?

ଭୁବନେଶ୍ୱର: ହୋମ୍ ଆଇସୋଲେସନ୍‌ରେ ଥିବା ଆକ୍ରାନ୍ତଙ୍କୁ ଫାଭିପିରାଭିର୍ ଦେବା ନେଇ SOP ଜାରି ହୋଇଛି। ଜିଲ୍ଲାପାଳ, କମିଶନର, CDMମାନଙ୍କୁ SOP ପଠାଇଛନ୍ତି  ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ମହାପାତ୍ର। ଆକ୍ରାନ୍ତଙ୍କୁ କିଭଳି ଫାଭିପିରାଭିର୍ ଦିଆଯିବ ସେନେଇ SOPରେ ଉଲ୍ଲେଖ ରହିଛି:- ହୋମ୍ ଆଇସୋଲେସନ୍ ରହୁଥିବା...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।